ଅନ୍ତର୍ଜାତୀୟ

ବନ୍ଦ ହେବ ଓ୍ବିଣ୍ଡୋଜ୍‌ ୧୦

ଜୁନ୍‌ ୨୪ରେ ଅପରେଟିଂ ସିଷ୍ଟମ୍‌ ଓ୍ବିଣ୍ଡୋଜ୍‌ର ନୂଆ ଭର୍ସନ ଆସିଯିବ। ପରେ ୨୦୨୫ ଅକ୍ଟୋବରରେ ମାଇକ୍ରୋସଫ୍ଟ ପକ୍ଷରୁ ଓ୍ବିଣ୍ଡୋଜ୍‌ ୧୦ ସପୋର୍ଟକୁ ବନ୍ଦ କରିଦିଆଯିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ସପୋର୍ଟ ପେଜ୍‌ରେ କମ୍ପାନୀ ଏ ବାବଦରେ ଅପଡେଟ୍‌ ଦେଇଛି। ୨୦୧୫…

ବ୍ରିଟେନରେ ଡେଲ୍ଟା ଭାରିଆଣ୍ଟ ଭୟ

ଲଣ୍ଡନ, ୧୬ା୬: ଭାରତରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନା ଭୂତାଣୁ ଡେଲ୍ଟା ଭାରିଆଣ୍ଟ ଏବେ ଡେଲ୍ଟା ପ୍ଲସ୍‌ର ରୂପ ନେଇଛି। ଏହି ଷ୍ଟ୍ରେନ୍‌ ବ୍ରିଟେନରେ ଆତଙ୍କ ସୃଷ୍ଟି କରିବାରୁ ଏହାର ମୁକାବିଲା ପାଇଁ ବୋରିସ୍‌ ଜନ୍‌ସନ ସରକାର ଅନ୍‌ଲକ୍‌ ପ୍ରକ୍ରିୟାକୁ ବିଳମ୍ବିତ…

୧୮ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଲା…

କାବୁଲ,୧୫।୬: ଆଫଗାନିସ୍ତାନରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ହେଲମଣ୍ଡ୍‌ ପ୍ରଦେଶର ନହର-ଇ-ସାରାଜ ଏବଂ ନାଦ ଆଲି ଜିଲାରେ ହୋଇଥିବା ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ୧୮ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଛି। ଏହି ଘଟଣାରେ ୯ ଜଣ ଆତଙ୍କବାଦୀ ଆହତ…

ପୃଥିବୀ ମୁହାଁ ବିରାଟ ଗ୍ରହାଣୁପିଣ୍ଡ: ଜୁନ୍‌ ୨୫ରେ କରିବ ଅତିକ୍ରମ…

ଓ୍ବାଶିଂଟନ,୧୫।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆଉ ଏକ ନୂଆ ବିପଦ ଆଶଙ୍କା ଦେଖାଦେଇଛି। ବିରାଟ ଗ୍ରହାଣୁପିଣ୍ଡ ୪୪୧୯୮୭ (୨୦୧୦-ଏନ୍‌ଓ୍ବାଇ-୬୫) ପୃଥିବୀ ମୁହାଁ ହୋଇଛି। ଏହା ଜୁନ୍‌ ୨୫ରେ ପୃଥିବୀକୁ ଅତିକ୍ରମ କରିବ। ଏହାର…

ମାଡ଼ି ଆସିଲା ନୂଆ ବିପଦ: ଚାଇନା ଆଣବିକ କେନ୍ଦ୍ରରୁ ରେଡିଓଆକ୍ଟିଭ୍‌ ପଦାର୍ଥ ଲିକ୍‌…

ବେଜିଂ,୧୫।୬: ଚାଇନା ଉପରେ ପୁଣି ନୂଆ ବିପଦ ମାଡ଼ି ଆସୁଛି। କରୋନାର ଅନ୍ତୁଡ଼ିଶାଳ ପାଲଟିଥିବା ଚାଇନା ପୁଣି ସଙ୍କଟ ସୃଷ୍ଟି କରିଛି। ଚାଇନାର ତାଇଶାନ୍‌ ଆଣବିକ କେନ୍ଦ୍ରରୁ ଅସାବଧାନତା ଯୋଗୁ ଏକ ପ୍ରକାର ଗ୍ୟାସ୍‌ ଲିକ୍‌ ହୋଇଛି। ଏହି ଗ୍ୟାସ୍‌ ନିଷ୍କ୍ରିୟ…

ଏକଦା କାନ୍ଥରେ ଚିତ୍ର କରି ଶୁଣୁଥିଲେ ଗାଳି: ଏବେ ଗୁଗଲ ଦେଲା ପୁରସ୍କାର

ଓ୍ବାଶିଂଟନ୍‌,୧୫।୬: ଡୁଡଲ ଫର୍‌ ଗୁଗଲ-୨୦୨୧ ପ୍ରତିଯୋଗୀତାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଆମେରିକାର ଗୁଗଲର ହୋମପେଜ୍‌ରେ ଏହି ଡୁଡଲ ପ୍ରଦର୍ଶିତ ହେବ। ଏନେଇ ଗୁଗଲର ସିଇଓ ସୁନ୍ଦର ପିଚାଇ ଘୋଷଣା କରିଛନ୍ତି। ଏହି ଡୁଡଲ ବିଷୟରେ ବ୍ଲଗ୍‌ ପୋଷ୍ଟରେ ମଧ୍ୟ କୁହାଯାଇଥିବା…

ଭାରତ ସହ ସମ୍ପର୍କ ମଜଭୁତ ହେବ: ନେଫ୍‌ଟାଲି

ଜେରୁଜେଲମ, ୧୫ା୬: ଇସ୍ରାଏଲ ଓ ଭାରତ ଭଳି ଦୁଇ ଗଣତାନ୍ତ୍ରିକ ରାଷ୍ଟ୍ର ମଧ୍ୟରେ ସମ୍ପର୍କକୁ ଆହୁରି ମଜଭୁତ କରିବା ପାଇଁ ଇସ୍ରାଏଲର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ନେଫ୍‌ଟାଲି ବେନେଟ ଭାରତ ପ୍ରତିପକ୍ଷ ନରେନ୍ଦ୍ର ମୋଦିଙ୍କ ସହ କାମ କରିବାକୁ ଇଚ୍ଛୁକ ବୋଲି ସୋମବାର…

ଆସୁଛି ଆଉ ଏକ କରୋନା ଟିକା ‘ନୋଭାଭାକ୍ସ’: ୯୦% ପ୍ରଭାବଶାଳୀ

ଓ୍ବାଶିଂଟନ୍‌,୧୪।୬: ସାରା ବିଶ୍ୱରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏହି ଅଜଣା ରୋଗ କୋଟି କୋଟି ଲୋକଙ୍କ ଜୀବନ ନେଇଛି। ଏହାକୁ ରୋକିବା ପାଇଁ ଟିକା ଏକମାତ୍ର ଅସ୍ତ୍ରୀ ବୋଲି କୁହାଯାଉଛି। ଏସବୁ ଭିତରେ ଆମେରିକାର ଟିକା ନିର୍ମାତା କମ୍ପାନୀ…

ନେଫ୍‌ଟାଲି ଇସ୍ରାଏଲ ପ୍ରଧାନମନ୍ତ୍ରୀ

ଜେରୁଜେଲମ୍‌, ୧୪।୬: ଇସ୍ରାଏଲକୁ ସର୍ବାଧିକ କାଳ ଶାସନ କରିଥିବା ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କ ଯୁଗର ଅବସାନ ହୋଇଛି। ଦୀର୍ଘଦିନ ଧରି ଅଚଳାବସ୍ଥା ଲାଗି ରହିବା ପରେ ୮ ବିରୋଧୀ ଦଳ ଏହି ୭୧ ବର୍ଷୀୟ ଷ୍ଟ୍ରଙ୍ଗ୍‌ମ୍ୟାନଙ୍କ ନିରବଚ୍ଛିନ୍ନ ୧୨ ବର୍ଷ ଶାସନର…

୧୦୦ କୋଟି ଡୋଜ୍‌ ଟିକା ଦେବ ଜି ୭

କାର୍ବିସ୍‌ ବେ, ୧୪।୬: ବ୍ରିଟେନରେ ଚାଲିଥିବା ଜି ୭ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀ ରବିବାର ଶେଷ ହୋଇଛି। ଗରିବ ରାଷ୍ଟ୍ରଗୁଡ଼ିକୁ ୧୦୦ କୋଟିରୁ ଊର୍ଦ୍ଧ୍ୱ କୋଭିଡ୍‌ ଟିକା ଡୋଜ୍‌ ଯୋଗାଇଦେବାକୁ ଉକ୍ତ ଗୋଷ୍ଠୀର ୭ ଧନୀ ରାଷ୍ଟ୍ର ପ୍ରତିଶ୍ରୁତି ଦେଇଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ…

ବେଜୋସ୍‌ଙ୍କ ସହ ମହାକାଶ ଯାତ୍ରା: ପାଖ ସିଟ୍‌ ପାଇଁ ୨୦୫ କୋଟି

ୱାଶିଂଟନ,୧୪।୬: ବ୍ଲ୍ୟୁ ଓରିଜିନ ପ୍ରତିଷ୍ଠାତା ତଥା ଆମାଜନର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଜେଫ୍‌ ବେଜୋସ୍‌ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଅନ୍ୟତମ। ମହାକାଶ ଯାତ୍ରା ପ୍ରତି ତାଙ୍କ ଆଗ୍ରହ ପିଲାବେଳରୁ ରହିଆସିଛି। ମହାକାଶ ପାଇଁ ଅସୀମିତ ମହତ୍ତ୍ୱାକାଂକ୍ଷା ରଖୁଥିବା ଅରବପତି…

ଜି ୭କୁ ଚାଇନାର ଉପହାସ

କାର୍ବିସ୍‌ ବେ (ଇଂଲଣ୍ଡ), ୧୪।୬: ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କୁ କୋଣଠେସା କରିବା ପାଇଁ ୭ ଧନୀ ରାଷ୍ଟ୍ର ବ୍ରିଟେନ୍‌ରେ ରଣନୀତି ପ୍ରସ୍ତୁତ କରୁଥିବାବେଳେ ସେମାନଙ୍କୁ ଦୃଢ଼ ଜବାବ ଦେଇଛି ବେଜିଂ। କ୍ଷୁଦ୍ର ରାଷ୍ଟ୍ରଗୋଷ୍ଠୀ ବିଶ୍ୱର ଭାଗ୍ୟ ନିୟନ୍ତ୍ରଣ କରିବା ସମୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri