ଅନ୍ତର୍ଜାତୀୟ

ମଡେଲ୍‌ଙ୍କ ସହ ଫ୍ଲଟିଂ କରିବା ଯୁବକଙ୍କୁ ପଡ଼ୁଛି ମହଙ୍ଗା: ଏପରି ଫସୁଛନ୍ତି ଜାଲରେ

କାଲିଫର୍ନିଆର ଜଣେ ଇନଷ୍ଟାଗ୍ରାମ ମଡେଲ ପେଜ୍‌ ୱୁଲେନ ସୋସିଆଲ ମିଡିଆରେ ମହିଳାମାନଙ୍କ ଠକ ପାର୍ଟନରଙ୍କୁ ଧରିବାରେ ସାହାଯ୍ୟ କରୁଛନ୍ତି। ୨୮ ବର୍ଷିୟା ପେଜ୍‌ଙ୍କ ସୋସିଆଲ ପୃଷ୍ଠାରେ ପ୍ରାୟ ଦୁଇ ଲକ୍ଷ ଫଲୋଅର୍ସ ଅଛନ୍ତି। ତାଙ୍କର @dudesinthedm ନାମକ ଏକ ସାଇଡ...

ଗଲଓ୍ବାନ ଘାଟି ହିଂସା ଷଡ଼ଯନ୍ତ୍ର ରଚିଥିଲା ଚାଇନା: ଆମେରିକା ରିପୋର୍ଟ

ଓ୍ବାଶିଂଟନ,୨।୧୨: ପୂର୍ବ ଲଦାଖର ଗଲଓ୍ବାନ ଘାଟିରେ ଭାରତ ଚାଇନା ମଧ୍ୟରେ ଘଟିଥିବା ହିଂସା ନେଇ ଆମେରିକା ସଂସଦର ଏକ ଶୀର୍ଷ କମିଟି ପକ୍ଷରୁ ଏହାର ବାର୍ଷିକ ରିପୋର୍ଟ ଉପସ୍ଥାପନ କରାଯାଇଛି। ଆମେରିକାର ଚାଇନା ଆର୍ଥିକ ଏବଂ ସୁରକ୍ଷା ସମୀକ୍ଷା ଆୟୋଗ(ୟୁଏସ୍‌ସିସି)...

ଜହ୍ନରେ ପାଦଦେଲା ଚାଙ୍ଗ୍‌ ଇ-୫: ସଂଗ୍ରହ କରିବ ୨ କିଲୋ ମାଟି

ବେଜିଂ,୨।୧୨: ନଭେମ୍ବର ୨୪ରେ ଜହ୍ନ ଅଭିମୁଖେ ଯାତ୍ରା ଆରମ୍ଭ କରିଥିବା ଚାଇନାର ମହାକାଶ ଯାନ ଚାଙ୍ଗ୍‌ ଇ-୫ ସଫଳତାର ସହିତ ଲ୍ୟାଣ୍ଡିଂ କରିଛି। ନିର୍ଦ୍ଧାରିତ ସ୍ଥାନରେ ରାତ୍ର ୧୧ଟାରେ ଚାଙ୍ଗ୍‌ ଇ-୫ ଜହ୍ନ ମାଟିରେ ପାଦ ଦେଇଛି। ୧୯୭୦ ପରେ...

ଚାଇନାର ବନ୍ଧୁ ପଣିଆ: କିମ୍‌ ଜୋଙ୍ଗ୍‌ଙ୍କୁ କରୋନା ଟିକା ଦେଲେ ଜିନ୍‌ପିଙ୍ଗ୍‌

ବେଜିଂ,୧।୧୨: ଚାଇନା ଉତ୍ତର କୋରିଆ ପ୍ରତି ଥିବା ନିଜର ବନ୍ଧୁ ପଣିଆ ଦେଖାଇଛି। ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ପ୍ରତି ନିଜର ପ୍ରତିଶ୍ରୁତି ବଦ୍ଧତା ଦେଖାଇ ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ସରକାର କରୋନା ଟିକା ପହଞ୍ଚାଇଛନ୍ତି।...

ଚାଷୀ ଆନ୍ଦୋଳନକୁ ସମର୍ଥନ କଲେ କାନାଡ଼ା ପ୍ରଧାନମନ୍ତ୍ରୀ

ଟୋରଣ୍ଟୋ,୧।୧୨: ଭାରତରେ ଜାରି ରହିଥିବା ଚାଷୀ ଆନ୍ଦୋଳନକୁ ଏବେ ବିଦେଶରୁ ସମର୍ଥନ ମିଳିଛି। କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଏହା ଏକ ଚିନ୍ତା ଜନକ ପ୍ରସଙ୍ଗ ବୋଲି କହିଛନ୍ତି। ଶୀଘ୍ର ଏହାର ସମାଧାନ ହେବା ନେଇ ସେ ଗୁରୁତ୍ୱାରୋପ କରିଛନ୍ତି।...

୨୦୨୨ ସୁଦ୍ଧା ପୃଥିବୀର ସମସ୍ତଙ୍କୁ ଦିଆଯିବ କରୋନା ଟିକା: ୨୦୦୦ ହଜାର କାର୍ଗୋ ବିମାନରେ ହେବ ପରିବହନ

ଓ୍ବାଶିଂଟନ,୧।୧୨: ପୃଥିବୀର ସମସ୍ତ ଲୋକଙ୍କୁ ୨୦୨୨ ସୁଦ୍ଧା କରୋନା ଟିକା ଦିଆଯିବ।  ୭ ଶହ କୋଟି ଲୋକଙ୍କ ପାଖରେ ୧୪ ଶହ କୋଟି ଟିକା ପହଞ୍ଚାଇବା ପାଇଁ ବିଭିନ୍ନ ବିମାନ କମ୍ପାନୀଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ଟିକା ପରିବହନ...

ପୁରୁଷ ବନ୍ଧୁଙ୍କୁ ବିବାହ କରିବାକୁ ଝିଅଙ୍କୁ ଅନୁମତି ଦେଲେ ଜାପାନ କ୍ରାଉନ୍ ପ୍ରିନ୍ସ

ଟୋକିଓ,୧ ।୧୨: ଶେଷରେ କିଛି ବର୍ଷର ନିରବତା ପରେ ଜାପାନର କ୍ରାଉନ୍ ପ୍ରିନ୍ସ ଫୁମିହିତୋ ତାଙ୍କ ଝିଅ ପ୍ରିନସେସ୍ ମାକୋଙ୍କୁ ତାଙ୍କ ପୁରୁଷ ବନ୍ଧୁଙ୍କୁ ବିବାହ କରିବାକୁ ଅନୁମତି ପ୍ରଦାନ କରିଥିବା ଜଣାପଡିଛି । ବେଶ୍ କିଛି ବର୍ଷ ହେବ...

କରୋନା କେଉଁଠୁ ଆସିଛି ଜାଣିବା ଜରୁରୀ: ଡବ୍ଲୁଏଚ୍‌ଓ

ଜେନେଭା,୧ ।୧୨: ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ଡାଇରେକ୍ଟର ଜେନରାଲ ଟେଡ୍ରୋସ୍ ଅଦାନମ ଘେବ୍ରୟସସ କହିଛନ୍ତି କରୋନା ଭାଇରସ କେଉଁଠୁ ଆସିଛି ତାହା ଜାଣିବା ଜରୁରୀ । ଏହା ଜାଣିଲେ ଭବିଷ୍ୟତରେ ଏମିତି ସମସ୍ୟାର ସମାଧାନ ଆମେ କରିପାରିବା ବୋଲି ସେ...

ତହଉର ରାଣା ପ୍ରତ୍ୟର୍ପଣ ମାମଲା ଶୁଣାଣି ଫେବୃୟାରୀ ୧୨ରେ

ଓ୍ବାଶିଂଟନ୍‌, ୧।୧୨(ପି.ଟି.): ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ସହ ସମ୍ପୃକ୍ତ ପାକିସ୍ତାନୀ ବଂଶୋଦ୍ଭବ କାନାଡ଼ା ବ୍ୟବସାୟୀ ତହଉର ରାଣା ପ୍ରତ୍ୟର୍ପଣ ମାମଲାର ଶୁଣାଣି ଫେବୃୟାରୀ ୧୨ରେ ଆମେରିକାର ଏକ ଅଦାଲତରେ ହେବ। ଭାରତ ସରକାର ରାଣାଙ୍କୁ ପଳାତକ ଘୋଷଣା କରିଥିଲେ।...

ଆସିଲା ବାର୍ଡ ଫ୍ଲୁ: ୧୮ ଲକ୍ଷରୁ ଊର୍ଦ୍ଧ୍ୱ କୁକୁଡାଙ୍କୁ ମାରି ଦିଆଗଲା

ଟୋକିଓ,୧ ।୧୨: ପାଖାପାଖି ୧ ବର୍ଷ ହେବାକୁ ଯାଇଛି ସାରା ବିଶ୍ୱବାସୀ କରୋନା ଭାଇରସ ଭଳି ମହାମାରୀ ସହ ଲଢି ଚାଲିଛନ୍ତି । ଆଉ ଏବେ ଦାଉ ସାଧିଲାଣି ବାର୍ଡ ଫ୍ଲୁ । ଜାପାନ କୃଷି ମନ୍ତ୍ରଣାଳୟ ମଙ୍ଗଳବାର ପ୍ରକାଶ...

କୁକୁର ସହ ଖେଳୁ ଖେଳୁ ଭାଙ୍ଗିଲା ବାଇଡେନ୍‌ଙ୍କ ଗୋଡ

ୱାଶିଂଟନ,୩୦ ।୧୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ କୁକୁର ସହ ଖେଳୁଥିବା ସମୟରେ ଦୁର୍ଘଟଣାର ଶିକାର ହୋଇଥିବା ଜଣାପଡିଛି । ସିଏନ୍‌ଏନ୍‌ର ଏକ ରିପୋର୍ଟ ଅନୁଯାୟୀ, କୁକୁର ସହ ଖେଳୁଥିବା ସମୟରେ ଦୁର୍ଘଟଣା ଯୋଗୁ ତାଙ୍କ ଗୋଡ...

ଆରୋଗ୍ୟ ନ ହେଲେ ବି ଏଡସ୍‌ ମହାମାରୀରୁ ବଞ୍ଚିବା ସମ୍ଭବ

ନୂଆଦିଲ୍ଲୀ/ଓ୍ବାଶିଂଟନ,୩୦।୧୧: ପୃଥିବୀରେ ଏଡସ୍‌ ମହାମାରୀ ବିଭିନ୍ନ ବିକଶିତ ରାଷ୍ଟ୍ରଙ୍କୁ ଚିନ୍ତାରେ ପକାଇଛି। ଏ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଡିସେମ୍ବର ୧ରେ ଏଡସ୍‌ ଦିବସ ପାଳିତ ହୋଇଥାଏ। ୧୯୯୫ ଠାରୁ ଆମେରିକାରେ ଡିସେମ୍ବର ୧ ଦିନଟିକୁ ସରକାରୀ ତାଲିକାଭୁକ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri