ଗର୍ଭବତୀଙ୍କ ପାଇଁ ସୁରକ୍ଷିତ କରୋନା ଭାକ୍ସିନ୍: ଏଠାରେ ଆରମ୍ଭ ହେବ ଟିକାକରଣ…
ଅକ୍ଲାଣ୍ଡ,୧୩।୬: କରୋନା ଭାକ୍ସିନ୍ ଗର୍ଭବତୀଙ୍କ ପାଇଁ ସୁରକ୍ଷିତ ଜଣାପଡ଼ିବା ପରେ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡରେ ସେମାନଙ୍କୁ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଇଛି। ଖୁବ୍ ଶୀଘ୍ର ଏଠାରେ ଗର୍ଭବତୀଙ୍କ ଟିକାକରଣ ଆରମ୍ଭ ହେବ। ଗଭବର୍ତୀଙ୍କ କ୍ଷେତ୍ରରେ ବିଭିନ୍ନ ସଂକ୍ରମଣ ଆଶଙ୍କା ରହିଥାଏ। ଗର୍ଭବତୀଙ୍କଠାରେ…
ପାକିସ୍ତାନର ଆମ୍ବ କୂଟନୀତି ବିଫଳ: ଆମେରିକା-ଚାଇନା ଫେରାଇଲେ ଉପହାର…
ଇସଲାମାବାଦ୍,୧୩।୬: ପାକିସ୍ତାନର ଆମ୍ବ କୂଟନୀତି ଶେଷରେ ବିଫଳ ହୋଇଛି। ଆମେରିକା ସହିତ ପାକିସ୍ତାନର ବନ୍ଧୁ ବୋଲାଉଥିବା ଚାଇନା ଏକ୍ଷେତ୍ରରେ ପ୍ରଦାନ କରାଯାଇଥିବା ଉପହାର ଦେଇଛି। ପାକିସ୍ତାନ ୩୨ରୁ ଅଧିକ ଦେଶକୁ ଉପହାର ଭାବେ ଆମ୍ବ ପଠାଇଥିଲା। ତେବେ ଆମେରିକା ଏବଂ ଚାଇନା…
ଗଣତନ୍ତ୍ର ସପକ୍ଷରେ ମ୍ୟାନ୍ମାର ସୈନ୍ୟ
ନାପିତାଉ, ୧୩ା୬(ଆଇଏଏନ୍ଏସ୍): ମ୍ୟାନ୍ମାରରେ ଗଣତନ୍ତ୍ର ଫେରାଇ ଆଣିବାକୁ ସେନା ଶାସନ ବିରୋଧରେ ଫେବୃୟାରୀ ୧ରୁ ଲୋକେ ଆନ୍ଦୋଳନ ଜାରି ରଖିଥିବାବେଳେ ଏବେ ଧୀରେ ଧୀରେ ଏଥିରେ ସୈନିକଙ୍କ ଯୋଗଦାନ ବଢ଼ୁଛି। ଇଚ୍ଛା ବିରୋଧରେ ଆନ୍ଦୋଳନକାରୀଙ୍କ ଉପରକୁ ଗୁଳିଚାଳନା କରିବା ନିର୍ଦ୍ଦେଶ ପାଳନ…
ଜି ୭ର ଗ୍ଲୋବାଲ୍ ଇନ୍ଫ୍ରା ପ୍ଲାନ୍
କାର୍ବିିସ ବେ (ବ୍ରିଟେନ), ୧୩।୬: ଚାଇନାର ବେଲ୍ଟ ଆଣ୍ଡ ରୋଡ୍ ଭିତ୍ତିଭୂମି ପ୍ରକଳ୍ପକୁ ଜି୭ ରାଷ୍ଟ୍ରଗୋଷ୍ଠୀ ପକ୍ଷରୁ ବିରୋଧ କରାଯାଇଛି। ଶନିବାର ଏଠାରେ ଅନୁଷ୍ଠିତ ଜି୭ ରାଷ୍ଟ୍ରମୁଖ୍ୟମାନଙ୍କ ବୈଠକରେଗ୍ଲୋବାଲ୍ ଇନ୍ଫ୍ରା ପ୍ଲାନ୍ (ବିଶ୍ୱ ଭିତ୍ତିଭୂମି ଯୋଜନା) ଗୃହୀତ ହୋଇଛି। ଏହି ଯୋଜନା…
ଏଲିଜାବେଥ୍ଙ୍କ ଜନ୍ମଦିନ ସମ୍ମାନ ତାଲିକାରେ ଭାରତୀୟ ବଂଶୋଦ୍ଭବ
ଲଣ୍ଡନ, ୧୩ା୬: କରୋନା ମୁକାବିଲାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ଭାରତୀୟ ବଂଶୋଦ୍ଭବ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ନାଁ ବ୍ରିଟେନ ମହାରାଣୀ ଏଲିଜାବେଥ୍ ୨ୟଙ୍କ ଜନ୍ମଦିନ ସମ୍ମାନ ତାଲିକାରେ ସାମିଲ ହୋଇଛି। ମହାମାରୀବେଳେ ବ୍ୟକ୍ତିବିଶେଷଙ୍କ ଅସାଧାରଣ ପ୍ରୟାସ ଉପରେ ଏଥିରେ ଗୁରୁତ୍ୱ ଦିଆଯାଇଛି। କରୋନା…
କାଳ କୋଠରିରେ ବ୍ୟୁଟି କୁଇନ୍
ମେକ୍ସିକୋ ସିଟି,୧୩ା୬: ସରକାରଙ୍କ ପକ୍ଷରୁ ଅଣାଯାଇଥିବା ଅଭିଯୋଗ ସତ କି? ତୁମେ ଡ୍ରଗ୍ସ କିଙ୍ଗ୍ଙ୍କୁ ଜେଲରୁ ଫେରାର ହେବାରେ ସାହାଯ୍ୟ କରିଥିଲ କି ବୋଲି ଫେଡେରାଲ କୋର୍ଟରେ ବିଚାରପତି ପ୍ରଶ୍ନ କରିଥିଲେ। ଜେଲର ଗ୍ରୀନ୍ ୟୁନିଫର୍ମ ପିନ୍ଧି କାଠଗଡ଼ାରେ ଛିଡ଼ା ହୋଇଥିବା…
ବାହାର ଲୋକଙ୍କୁ ହଜ୍ ମନା: ସାମିଲ ହେବେ ୬୦ ହଜାର ଲୋକ
ଦୁବାଇ,୧୨ା୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ସାଉଦି ଆରବରେ ଅନୁଷ୍ଠିତ ହେବାକୁ ଥିବା ମୁସଲମାନ ସମ୍ପ୍ରଦାୟର ପବିତ୍ର ହଜ୍ ତୀର୍ଥଯାତ୍ରାରେ ୬୦ ହଜାର ଲୋକ ସାମିଲ ହୋଇପାରିବେ। ଏନେଇ ସାଉଦି ଆରବ ସରକାର ଶନିବାର ଘୋଷଣା କରିଛନ୍ତି। ଏଥିରେ…
ଭାରତ- ଇଣ୍ଟରନେଟ୍ କମ୍ପାନୀ ସହ କାମ କରିବାକୁ ଚାହୁଁଛି ଆମେରିକା
ଓ୍ବାଶିଂଟନ,୧୨ା୬: ଆମେରିକାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ଜୋ -ବାଇଡେନ ପ୍ରଶାସନ ଭୁଲ ତଥ୍ୟର ପ୍ରସାରକୁ ମୁକାବିଲା କରିବା ଏବଂ ଅଭିବ୍ୟକ୍ତିର ସ୍ବାଧୀନତାକୁ ସମ୍ମାନ ଦେବା ପାଇଁ ଭାରତ ସରକାର ଏବଂ ଇଣ୍ଟର୍ନେଟ କମ୍ପାନୀ ସହ କାର୍ଯ୍ୟ କରିବାକୁ ଚାହୁଁଛନ୍ତି।…
ଟପ୍ଲେସ୍ ଫଟୋ ପୋଷ୍ଟ କରି ବିବାଦକୁ ଆସିଥିଲେ ଏହି ପର୍ନଷ୍ଟାର: ରହସ୍ୟଜନକ ଭାବେ ଘରୁ ମିଳିଲା ମୃତଦେହ
କାଲିଫର୍ନିଆ,୧୨ା୬: ୩୦୦ରୁ ଅଧିକ ପର୍ନ ଫିଲ୍ମରେ କାମ କରିଥିବା ଡାକୋଟା ସ୍କାଏଙ୍କ ରହସ୍ୟଜନକ ଭାବେ ମୃତ୍ୟୁ ହୋଇଛି। ୨୭ ବର୍ଷୀୟା ଡାକୋଟାଙ୍କ ମୃତଦେହ ତାଙ୍କ ଘରୁ ମିଳିଛି। ଯେତେବେଳେ ସ୍ବାମୀ ଘରେ ପହଞ୍ଚିଲେ ସେତେବେଳେ ଡାକୋଟାଙ୍କ ମୃତଦେହ ଦେଖି ପୋଲିସକୁ ଖବର…
ପ୍ରବଳ ଥଣ୍ଡାରେ ୧୦୦ କିଲୋମିଟର ମାରାଥନ୍: ଅଧାବାଟରେ ୨୧ ଜଣଙ୍କ ମୃତ୍ୟୁ…
ବେଜିଂ,୧୨।୬: ଚାଇନାରେ ଏକ ମରାଥନ ଦୌଡ଼ ସମୟରେ ୨୧ ଜଣ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ପ୍ରବଳ ଥଣ୍ଡା ଯୋଗୁ ସେମାନଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଗାସୁଁ ପ୍ରଦେଶରେ ମେ ୨୩ରେ ୧୦୦ କିଲୋମିଟର ମାରାଥନ୍…
ସ୍ବାମୀଙ୍କଠାରୁ ଛାଡ଼ପତ୍ର କଥା ଶୁଣି ସ୍ତ୍ରୀ ନେଲେ ଚରମ ପଦକ୍ଷେପ, ଜାଣିଲେ…
ବ୍ରାସିଲିଆ,୧୨ା୬: ବ୍ରାଜିଲରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେବା ପାଇଁ କହିବାରୁ ସ୍ତ୍ରୀ ରାଗି କି ଏମିତି ପଦକ୍ଷେପ ନେଇଛନ୍ତି ଯାହା ଆଗରୁ କେବେ ଶୁଣି ନ ଥିବେ। ଏପରି ଚରମ ପଦକ୍ଷେପ…
ପଳାତକ ମେହୁଲ ଚୋକସିଙ୍କ ଜାମିନ ଆବଦେନ ଡୋମିନିକା ହାଇକୋର୍ଟରେ ଖାରଜ
ରୋସେୟୁ,୧୨।୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକସିଙ୍କୁ ପୁଣି ଥରେ ଏକ ଶକ୍ତ ଧକ୍କା ଲାଗିଛି। ଶୁକ୍ରବାର ଡୋମିନିକା ହାଇକୋର୍ଟ ମେହୁଲଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଫ୍ଲ୍ଲାଇଟ୍ ରିସ୍କ ଯୋଗୁ ହାଇକୋର୍ଟ ତାଙ୍କ ଏହି ଆବେଦନ ଖାରଜ କରିଦେଇଥିବା ଜଣାପଡ଼ିଛି।…
Archives


