ସର୍ବ ସମ୍ମୁଖରେ ଛାତ୍ରଙ୍କୁ ମୃତ୍ୟୁଦଣ୍ଡ
ନାଇରୋବି,୧୨ା୬: ଇଥିଓପିଆର ସରକାରୀ ବଳ ଜଣେ ନାବାଳକଙ୍କୁ ସ୍ପଷ୍ଟ ଦିବାଲୋକରେ ମୃତ୍ୟୁଦଣ୍ଡ ଦେଇଥିବା ହ୍ୟୁମାନ ରାଇଟ୍ସ ଓ୍ବାଚ୍ ପକ୍ଷରୁ ସୂଚନା ଦିଆଯାଇଛନ୍ତି। ଓରୋମିଆ ଅଞ୍ଚଳରେ ସୈନ୍ୟମାନେ ୧୭ ବର୍ଷୀୟ ଏମାନ୍ୟୁଏଲ୍ ଓଣ୍ଡିମୁଙ୍କ ବେକରେ ବନ୍ଧୁକ ରଖି ଗୁଳି ଚଳାଇଥିଲେ। ଡେମ୍ବି ଡୋଲୋ…
ଦୁର୍ଭିକ୍ଷ ଆଁରେ ଇଥିଓପିଆ
ଆଡିସ୍ ଆବାବା,୧୨ା୬: ପୂର୍ବ ଆଫ୍ରିକୀୟ ରାଷ୍ଟ୍ର ଇଥିଓପିଆରେ ସରକାରୀ ବଳ ଓ ବିଦ୍ରୋହୀଙ୍କ ମଧ୍ୟରେ ଲଢ଼େଇ ଟିଗ୍ରେ ଅଞ୍ଚଳ ପାଇଁ ବିପତ୍ତିକୁ ଡାକି ଆଣିଛି। ଫଳରେ ଉକ୍ତ ଅଞ୍ଚଳର ୩,୫୦,୦୦୦ ଜଣ ଦୁର୍ଭିକ୍ଷ ମୁହଁକୁ ଠେଲିହୋଇ ଯାଇଛନ୍ତି। ଜାତିସଂଘ ପକ୍ଷରୁ ଏହି…
ନଦୀକୁ ଖସିଲା ବସ୍: ୧୮ ତୀର୍ଥଯାତ୍ରୀଙ୍କ ମୃତ୍ୟୁ
କରାଚୀ,୧୧।୬ : ପାକିସ୍ତାନର ଦକ୍ଷିଣପଶ୍ଚିମ ଉପତ୍ୟାକାରୁ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍ ଶୁକ୍ରବାର ନଦୀରେ ଖସି ପଡ଼ିଛି। ଏଥିରେ ୧୮ ଜଣଙ୍କ ମୃତ୍ୟୁ ଘଟିଥିବା ଅଧିକାରୀମାନେ ସ୍ପଷ୍ଟ କରିଛନ୍ତି। ବେଲୁଚିସ୍ଥାନ ପ୍ରଦେଶର ସୁଦୂର ଜିଲାରେ ପ୍ରବେଶ କରିବା ସମୟରେ ଏହି…
କୋଭାକ୍ସିନର ଜରୁରିକାଳୀନ ବ୍ୟବହାରକୁ ମଞ୍ଜୁରୀ ଦେଲା ନାହିଁ ଆମେରିକା
ଓ୍ବାଶିଂଟନ୍,୧୧।୬: ଆମେରିକାରେ ଜରୁରିକାଳୀନ ବ୍ୟବହାର ପାଇଁ ସ୍ବଦେଶୀ ଟିକା କୋଭାକ୍ସିନ୍ ନିର୍ମାତା ଭାରତ ବାୟୋଟେକକୁ ଟିକିଏ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିବ। କୋଭାକ୍ସିନର ଜରୁରିକାଳୀନ ବ୍ୟବହାରକୁ ଅନୁମୋଦନ ନ କରିବାକୁ ଆମେରିକା ନିଷ୍ପତ୍ତି ନେଇଛି। ଆମେରିକାର ଫୁଡ୍ ଏବଂ ଆଡମିନିଷ୍ଟ୍ରେଶନ୍…
ମାଲାଲାଙ୍କୁ ଧମକ ଦେଇ ପାକ୍ ମୌଲବୀ ଗିରଫ
ପେଶାଓ୍ବର, ୧୧।୬(ପି.ଟି.):ନୋବେଲ ପୁରସ୍କାର ବିଜେତା ମାଲାଲା ୟୁସୁଫ୍ଜାଇଙ୍କୁ ଆକ୍ରମଣ ଧମକ ଦେଇଥିବା ପାକିସ୍ତାନର ଜଣେ ମୌଲବୀଙ୍କୁ ଗିରଫ କରାଯାଇଛି। ଖାଇବର ପଖ୍ତୁନ୍ଖ୍ବା ପ୍ରଦେଶ ମରଓ୍ବାତ ଜିଲାର ମୌଲବୀ ମୁଫ୍ତି ସର୍ଦ୍ଦାର ଅଲି ହାକ୍କାନିଙ୍କ ଘର ଉପରେ ବୁଧବାର ପୋଲିସ ଚଢ଼ାଉ କରି…
ଆମେରିକାରେ ୫୦% ଭାରତୀୟ ବୈଷମ୍ୟର ସମ୍ମୁଖୀନ
ଓ୍ବାଶିଂଟନ, ୧୧।୬:ଆମେରିକାରେ ଦ୍ୱିତୀୟ ସର୍ବାଧିକ ପ୍ରବାସୀ ଭାବେ ଜଣାଶୁଣା ଭାରତୀୟମାନେ ନିୟମିତ ଭାବେ ବୈଷମ୍ୟ ଓ ଧ୍ରୁବୀକରଣର ଶିକାର ହେଉଥିବା ଏକ ସର୍ଭେରୁ ଜଣାପଡ଼ିଛି। ୟୁଏସ୍ରେ ପ୍ରାୟ ୪୦ ଲକ୍ଷ ଭାରତୀୟ ରହିଛନ୍ତି। ଶିକ୍ଷା, ପେସା ଓ ଆର୍ଥତ୍କ ଦୃଷ୍ଟିରୁ ସେମାନେ…
ସେନା ବିମାନ ଦୁର୍ଘଟଣା: ୧୨ ମୃତ
ନାପିତାଉ,୧୦ା୬: ମ୍ୟାନ୍ମାର ସେନାର ଏକ ବିମାନ ଗୁରୁବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେନା ପକ୍ଷରୁ କୁହାଯାଇଛି। ବିମାନଟି ରାଜଧାନୀ ନାପିତାଉରୁ ପିନ୍ ଓ’ ଲ୍ବିନ୍କୁ ଯାଉଥିବା ବେଳେ ଖରାପ ପାଗ ଯୋଗୁ ଅବତରଣ ପୂର୍ବରୁ ମାଣ୍ଡେଲୟ…
ପାର୍ଲାମେଣ୍ଟରେ ମରାମରି ହେଲେ ଏମ୍ପି
ଲା ପାଜ୍,୧୦।୬: ପାର୍ଲାମେଣ୍ଟରେ ହୋ ହଲ୍ଲା ଓ ଚପଲ ଫୋପାଡ଼ିବା ଘଟଣା କିଛି ନୂଆ ନୁହେଁ। କିନ୍ତୁ ଚୁଟି ଟଣାଟଣି ସହ ମୁଥ ମରାମରି ହେବା ଭଳି ଘଟଣା ଘଟିଛି ବଲିଭିଆ ପାର୍ଲାମେଣ୍ଟରେ। ପୂର୍ବତନ ରାଷ୍ଟ୍ରପତି ଜେନିନ୍ ଅନେଜ୍ଙ୍କ ଗିରଫକୁ ନେଇ…
ଚାଇନା ଆପ୍ ଉପରୁ ପ୍ରତିବନ୍ଧକ ହଟାଇଲେ ବାଇଡେନ୍
ଓ୍ବାଶିଂଟନ,୧୦ା୬: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନ୍ ତାଙ୍କର ପ୍ରଥମ ବିଦେଶ ଗସ୍ତ ପୂର୍ବରୁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଚାଇନିଜ ଆପ ଉପରେ ଥିବା ପ୍ରତିବନ୍ଧକକୁ ହଟାଇ ଦେଇଛନ୍ତି। ଏହି ପ୍ରତିବନ୍ଧକକୁ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜାନୁୟାରୀ ୫ରେ ଲାଗୁ…
୮୦ ଜଣଙ୍କୁ କଞ୍ଚା ଚୋବାଇ ଖାଇଥିଲା ୧୬ ଫୁଟ ଲମ୍ବ କୁମ୍ଭୀର …
କାମ୍ପାଲା,୧୦।୬: ଆଫ୍ରିକାର ଉଗାଣ୍ଡାରେ ଏକ ୧୬ ଫୁଟ ଲମ୍ବ କୁମ୍ଭୀର ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ଘଡ଼ିଆଳ କୁମ୍ଭୀରଟି ୮୦ ଜଣ ଲୋକଙ୍କୁ ଜୀଅନ୍ତା କଞ୍ଚା ଚୋବାଇ ଖାଇଥିଲା। ସ୍ଥାନୀୟ ଲୁୁଙ୍ଗାଗା ଗାଁରେ ଥିବ ଭତକ୍ଟୋରିଆ ହ୍ରଦରେ ଏହି କୁମ୍ଭୀରଟି ରହିଥିଲା।…
ମହିଳା ସଦସ୍ୟ ସଂସଦରେ ମୁଥ ମରାମରି ସହିତ କେଶ ଟଣାଟଣି ହେଲେ …
ଲା ପାଜ୍,୧୦।୬: ସଂସଦରେ ମୁଥ ମରାମରି ହେବା ସହିତ କେଶ ଟଣାଟଣି ହେବା ଭଳି ଅପ୍ରୀତିକର ଘଟଣା ଘଟିଛି। ଏଭଳି ବଲିଭିଆ ସଂସଦରେ ହୋଇଛି। ପୂର୍ବ ରାଷ୍ଟ୍ରପତି ଜିନିନ୍ ଅନେଜ୍ଙ୍କ ଗିରଫକୁ ନେଇ ଶାସକ ଏବଂ ବିରୋଧୀ ଦଳ ସଦସ୍ୟ ମୁହାଁମୁହିଁ…
ମାଟି ତଳୁ ମିଳିଲା ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା…
ତେଳଅଭିବ୍,୧୦।୬: ଇସ୍ରାଏଲ୍ରେ ମାଟିତଳୁ ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା ମିଳିଛି। ଏହି ଅଣ୍ଡା ଦଶମ ଶତାବ୍ଦୀ ସମୟର ବୋଲି ଗବେଷକ ଅନୁମାନ କରିଛନ୍ତି। ତେବେ ଏହାକୁ ସଫା କରୁଥିବା ସମୟରେ ଅଣ୍ଡାଟି ଭାଙ୍ଗି ଯାଇଛି। ୟାବନେ ସହରରେ ବିକାଶ ମୂଳକ…
Archives


