ବର୍ବରତାର ସମସ୍ତ ସୀମା ପାର କଲା ବୋକୋ ହରମ
ଅବୁଜା,୨୯ ।୧୧: ନାଇଜେରିଆରେ ବୋକୋ ହରମ ଧାନ କ୍ଷେତରେ କାମ କରୁଥିବା ପାଖାପାଖି ୪୩ ଜଣ ମଜୁରିଆଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛି । ଏହାସହ ୬ଜଣ ଗୁରୁତର ଆହତ ମଧ୍ୟ ହୋଇଛନ୍ତି । ଶନିବାର ଉତ୍ତରପୂର୍ବ ନାଇଜେରିଆର...
ମହଙ୍ଗା ପଡିଲା ଲକ୍ଡାଉନ ଅନୁଭୂତି ଶେୟାର କରିବା!
ବେଜିଂ,୨୮ ।୧୧: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଏହା ପ୍ରଥମେ ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କୁହାଯାଏ । ଜାନୁୟାରୀ ମାସରେ ଏହା ପୃଥିବୀର ବିଭିନ୍ନ ଦେଶକୁ ବ୍ୟାପିଥିବା ବେଳେ ଡିସେମ୍ବର...
ମହାକାଶ ସଫେଇ ଅଭିଯାନ: ୨୦୨୫ରେ ପଠାଯିବ ସ୍ବତନ୍ତ୍ର ଉପଗ୍ରହ
ବେର୍ନ,୨୮।୧୧: ମହାକାଶରେ ଧୀରେଧୀରେ ଆବଜର୍ନା ବଢ଼ିବାରେ ଲାଗିଛି। ବିଭିନ୍ନ ଦେଶର ମହାକାଶ ଯୋଜନା ଅନ୍ତର୍ଗତ ପଠାଯାଉଥିବା ଉପଗ୍ରହ ଏବଂ ଅନ୍ୟ ସର୍ଭେଲାନ୍ସ୍ ପଦାର୍ଥ ଅକାମୀ ହେବା ପରେ ଏଠାରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ଫଳରେ ନୂଆ ମହାକାଶ ଗବେଷଣା...
ପାକିସ୍ତାନର ପ୍ରଥମ କିନ୍ନର ହେଲେ ଓକିଲ: କେବେ ଭିକ ମାଗିବାକୁ ହୋଇଥିଲେ ବାଧ୍ୟ
ଇସ୍ଲାମାବାଦ,୨୮।୧୧: ପାକିସ୍ତାନର ନିଶା ରାଓ ଏବେ ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ନିଶା ହେଉଛନ୍ତି ପାକିସ୍ତାନର ପ୍ରଥମ କିନ୍ନର ଯିଏ ଓକିଲ ହୋଇଛନ୍ତି। ଦିନ ଥିଲା କେବେ ସେ ରାସ୍ତାରେ ଭିକ ମାଗୁଥିଲେ। ହେଲେ ଏବେ ସେ ସମାଜର...
ଯୁଦ୍ଧ ପାଇଁ ଚାଇନାର ଅଣ୍ଟାଭିଡ଼ା: ମୃତ୍ୟୁକୁ ଭୟ ନ କରିବାକୁ ସୈନ୍ୟଙ୍କୁ ପରାମର୍ଶ ଦେଲେ ରାଷ୍ଟ୍ରପତି
ବେଜିଂ,୨୮।୧୧: ପୂର୍ବ ଲଦାଖର ଏଲ୍ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଚାଇନା ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ ଦେଶର ସୈନ୍ୟ ବାହିନୀଙ୍କ ଉଦ୍ଦେଶ୍ୟରେ ଦେଇଥିବା ମନ୍ତବ୍ୟ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଜିନ୍ପିଙ୍ଗ୍ ସୈନ୍ୟ...
ଇରାନ ପରମାଣୁ ବୈଜ୍ଞାନିକଙ୍କୁ ହତ୍ୟା ପଛରେ ଇସ୍ରାଏଲ୍ ହାତ ସନ୍ଦେହ
ତେହରାନ୍,୨୮।୧୧: ଇରାନ୍ର ଖ୍ୟାତି ସମ୍ପନ୍ନ ପରମାଣୁ ବୈଜ୍ଞାନିକ ମୋହସିନ୍ ଫଖରିଜାଦେହଙ୍କୁ ତେହରାନ୍ ନିକଟରେ ହତ୍ୟା କରାଯାଇଛି। ସେ କାର୍ରେ ଯାଉଥିବା ସମୟରେ ତାଙ୍କୁ ଗୁଳି କରାଯାଇଥିଲା। ଗୁରୁତର ଅବସ୍ଥାରେ ମୋହସିନ୍ଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର...
ଚାଇନାର ମିଥ୍ୟା ପ୍ରଚାର: ଭାରତ ଯୋଗୁ ବ୍ୟାପିଛି କରୋନା
ବେଜିଂ,୨୮।୧୧: ଚାଇନା ଏବେ ଭାରତ ବିରୋଧରେ ମିଥ୍ୟା ପ୍ରଚାର ଆରମ୍ଭ କରିଛି। ଉହାନ ସହର କରୋନାର ଏନ୍ତୁଡ଼ିଶାଳ ପାଲଟିଥିବାବେଳେ ଚାଇନା ଭାରତରୁ କରୋନାର ସଂକ୍ରମଣ ପୃଥିବୀରେ ବ୍ୟାପି ଥିବା ଭ୍ରମାତ୍ମକ ଖବର ପ୍ରସାର କରୁଛି। ଚାଇନାର ବୈଜ୍ଞାନିକ କହିଛନ୍ତି ଯେ,...
ମାସ୍କରେ ରହିବ ପଲିପ୍ରୋପାଇଲିନ୍ ଫିଲ୍ଟର
ଓଟାଓ୍ବା, ୨୮।୧୧: କରୋନା ସଂକ୍ରମଣ ରୋକିବା ଲାଗି ଏବେ କପଡ଼ା ପ୍ରସ୍ତୁତ ଫେସ୍ ମାସ୍କରେ ପଲିପ୍ରୋପାଇଲିନ୍ କପଡ଼ାର ତୃତୀୟ ସ୍ତର ରଖିବା ଲାଗି କାନାଡାର ଜନସ୍ବାସ୍ଥ୍ୟ ସଂସ୍ଥା ସୁପାରିସ କରିଛି। ବିଭିନ୍ନ ଅଧ୍ୟୟନରୁ ଜଣାପଡ଼ିଛି ଯେ, ଫେସ୍ ମାସ୍କରେ ଅତିରିକ୍ତ...
ଶିଶୁକନ୍ୟାକୁ ବଳାତ୍କାର: ନାବାଳକଙ୍କୁ ମିଳିଲା ଏମିତି ଦଣ୍ଡ, ଯାହା ସମସ୍ତଙ୍କୁ କଲା ଚକିତ
ଜାକର୍ତ୍ତା,୨୭ା୧୧: ଇଣ୍ଡୋନେସିଆର ୧୯ ବର୍ଷୀୟ ନାବାଳକ ଜଣେ ଶିଶୁକନ୍ୟାକୁ ବଳାତ୍କାର କରିବା ଅଭିଯୋଗରେ ଏମିତି ଦଣ୍ଡ ପାଇଲେ ଯେଉଁଥିରେ ସେ ଚେତାଶୂନ୍ୟ ହୋଇଗଲେ। ପରେ ତାଙ୍କର ଚିକିତ୍ସା କରାଯାଇଥିଲା। ସେ ସୁସ୍ଥ ହେବା ପରେ ତାଙ୍କୁ ପୁଣି ଦଣ୍ଡ ଦିଆଯାଇଥିଲା।...
ହ୍ବାଇଟ୍ ହାଉସ୍ ଛାଡିବା ନେଇ ଟ୍ରମ୍ପଙ୍କ ମତ
ନ୍ୟୁୟର୍କ,୨୭।୧୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିର୍ବାଚନ ହାରିଯାଇଛନ୍ତି। ଜୋ ବାଇଡେନ୍ ଆମେରିକାର ଆଗାମୀ ରାଷ୍ଟ୍ରପତି ହେବା ସ୍ପଷ୍ଟ ହୋଇଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ସେ ଟ୍ରମ୍ପ ହ୍ବାଇଟ ହାଉସ୍ ଛାଡିନାହାନ୍ତି। ଥ୍ୟାଙ୍କ୍ସଗିଭିଙ୍ଗ୍ ଡେ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଟ୍ରମ୍ପ ପୁଣି...
ଘରେ ମଜା କରୁଛନ୍ତି ମୁମ୍ବାଇ ଆକ୍ରମଣ ମାଷ୍ଟରମାଇଣ୍ଡ
ଲାହୋର,୨୭।୧୧: ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ପାକିସ୍ତାନର କୁଖ୍ୟାତ ଆତଙ୍କବାଦୀ ହଫିଜ ସଇଦ ନିଜ ଲାହୋରସ୍ଥିତ ଘରେ ରହି ମଜା କରୁଛନ୍ତି। ପାକିସ୍ତାନ ସଂଗଠନ ଲସ୍କର-ଏ-ତୋଇବା ନେତା ସଇଦଙ୍କୁ ଚୁପଚାପ ଜେଲରୁ ବାହାର କରାଯାଇଛି। ଗୁଇନ୍ଦା ବିଭାଗର ଏକ...
ସୁଉଚ୍ଚ ପର୍ବତର ଉଚ୍ଚତା ମାପିବ ନେପାଳ
କାଠମାଣ୍ଡୁ୨୭।୧୧: ନେପାଳ ଓ ଚାଇନା ଏକାସାଙ୍ଗରେ ଖୁବ୍ଶ୍ରୀଘ୍ର ସୁଉଚ୍ଚ ପର୍ବତ କୁହାଯାଉଥିବା ମାଉଣ୍ଟ ଏଭରେଷ୍ଟର ସଠିକ୍ ଉଚ୍ଚତା ବିଷୟରେ ସାରା ଦୁନିଆକୁ ଜଣାଇବେ। ଏଥିପାଇଁ ଚାଇନା ଗୃହମନ୍ତ୍ରୀ ନଭେମ୍ବର ୨୯ରେ ନେପାଳ ଗସ୍ତ କରିବେ ବୋଲି ଗୁରୁବାର ନେପାଳ ମିଡିଆ...
Archives


