ଅନ୍ତର୍ଜାତୀୟ

୨୦ ଭାରତୀୟ ମତ୍ସ୍ୟଜୀବୀଙ୍କୁ ମୁକ୍ତ କଲା ପାକିସ୍ତାନ

ଇସଲାମାବାଦ୍‌,୧୪।୧୧: ପାକିସ୍ତାନୀ ଜଳରାଶିରେ ବେଆଇନ ଭାବେ ମାଛ ଧରିବା ଅଭିଯୋଗରେ ୨୦ ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କୁ ପାକିସ୍ତାନର ଲ୍ୟାଣ୍ଡି ଜିଲା ଜେଲରୁ ମୁକ୍ତ କରାଯାଇଛି। ମୁକ୍ତ ହୋଇଥିବା ମତ୍ସ୍ୟଜୀବୀଙ୍କୁ ସୋମବାର ୱାଘା ସୀମାକୁ ଅଣାଯିବ ଏବଂ ଭାରତୀୟ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରାଯିବ।…

ଆଖି ପିଛୁଳାକେ ନଷ୍ଟ କରିବ ଶତ୍ରୁ ଦେଶର କ୍ଷେପଣାସ୍ତ୍ର

ମସ୍କୋ,୧୪ା୧୧: ଆସନ୍ତା ମାସ ମଧ୍ୟଭାଗରେ ଭାରତ ରୁଷିଆର ପ୍ରସିଦ୍ଧ ଏସ୍‌-୪୦୦ କ୍ଷେପଣାସ୍ତ୍ର ପାଇବ ବୋଲି ଆଶା କରାଯାଉଛି। ଏହି କ୍ଷେପଣାସ୍ତ୍ର ଭାରତର ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବ। ଏ ସମ୍ବନ୍ଧରେ ଭାରତ ଏବଂ ରୁଷିଆ ୧୫ ଅକ୍ଟୋବର ୨୦୧୬ରେ ଏକ…

ଲୋକଙ୍କୁ ପ୍ରଥମ ଡୋଜ୍‌ ମିଳି ନଥିବା ବେଳେ ବୁଷ୍ଟର ଡୋଜ୍‌ ସମ୍ପର୍କରେ କହିବା ଯୁକ୍ତିହୀନ: ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ…

ଜେନେଭା,୧୪।୧୧: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। କେତେକ ଦେଶରେ କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଟିକାକରଣ ଅଭିଯାନ ଜାରି ରହିଛି। ଦୁଇ ଡୋଜ୍‌ ଟିକାପରେ ବୁଷ୍ଟର…

ତାଲିବାନ ବାଟରେ କଣ୍ଟା ବିଛାଉଛି ପାକିସ୍ତାନ, ଛୋଟ ଜିହାଦି ଗୋଷ୍ଠୀଙ୍କୁ ସମର୍ଥନ…

କାବୁଲ/ଇସଲାମାବାଦ୍‌,୧୪।୧୧: ଆଫଗାନିସ୍ତାନରେ ପାକିସ୍ତାନ ତାଲିବାନ ବାଟରେ କଣ୍ଟା ବିଛାଉଛି। ଦେଶରେ ଥିବା ଛୋଟ ଜିହାଦି ଗୋଷ୍ଠୀଙ୍କୁ ପାକିସ୍ତାନର ଗୋଇନ୍ଦା ସଂସ୍ଥା ଆଇଏସଆଇ ସମର୍ଥନ କରୁଛି। ତାଲିବାନକୁ ବାଧା ଦେବା ପାଇଁ ଏଭଳି କରାଯାଉଥିବା ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ପାକିସ୍ତାନର ଆଇଏସଆଇ…

ରୁଷିଆ-ୟୁକ୍ରେନ୍‌ ମୁହାଁମୁହିଁ, ସୀମାରେ ସମରସଜ୍ଜା…

ମସ୍କୋ,୧୪।୧୧: ରୁଷିଆ ଏବଂ ୟୁକ୍ରେନ୍‌ ସୀମାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏହି ମୁହାଁମୁହିଁ ପରିସ୍ଥିତି ଯୋଗୁ ଯୁଦ୍ଧ ଆଶଙ୍କା ସୃଷ୍ଟି ହୋଇଛି। ଇତିମଧ୍ୟରେ ଦୁଇ ଦେଶ ପକ୍ଷରୁ ସୀମାରେ ତୋପ ଏବଂ ଟ୍ୟାଙ୍କ ସହିତ ଅନ୍ୟାନ୍ୟ ଯୁଦ୍ଧ ସରଞ୍ଜାମ ଠୁଳ କରିବାରେ…

ବେଲ୍ଟ ଆଣ୍ଡ ରୋଡ୍‌ର ରିବ୍ରାଣ୍ଡିଂ କରୁଛି ଚାଇନା

ବେଜିଂ, ୧୪ା୧୧: ଆମେରିକାର ‘ବିଲ୍ଡ ବ୍ୟାକ୍‌ ବେଟର ଓ୍ବାଲର୍‌ଡ’ (ବି୩ଡବ୍ଲ୍ୟୁ) ପଦକ୍ଷେପକୁ ପ୍ରତିହତ କରିବା ପାଇଁ ଚାଇନା ଏହାର ମଲ୍ଟି-ବିଲିୟନ-ଡଲାର ପ୍ରୋଜେକ୍ଟ ବେଲ୍ଟ ଆଣ୍ଡ୍‌ ରୋଡ୍‌ ଇନିସିଏଟିଭ୍‌(ବିଆର୍‌ଆଇ)କୁ ନୂଆ ରୂପ ଦେବାକୁ ଉଦ୍ୟମ କରୁଛି। ଗତ ଜୁନରେ ଜି-୭ ଶିଖର ସମ୍ମିଳନୀରେ…

ଚାଇନାକୁ ଝଟ୍‌କା ଦେଲା ଶ୍ରୀଲଙ୍କା

କଲମ୍ବୋ,୧୪ ।୧୧: ଚାଇନାର ଆକ୍ରମକ ବିସ୍ତରାବାଦୀ ନୀତି ଓ ଋଣ ଜାଲରେ ଫସାଇବାର ଯୋଜନାକୁ ଦେଖି ଛୋଟ ଛୋଟ ଦେଶବି ମୁହଁ ଖୋଲିବା ଆରମ୍ଭ କରି ଦେଲେଣି । ଏବେ ଏଥିରେ ସାମିଲ ହୋଇଛି ଶ୍ରୀଲଙ୍କା । ଚାଇନା କମ୍ପାନୀର ଖରାପ…

ବିବାହକୁ ନେଇ ଟ୍ରୋଲ ହେଉଛନ୍ତି ମଲାଲା!

ଲଣ୍ଡନ,୧୪ ।୧୧: ନୋବେଲ ପୁରସ୍କାର ବିଜୟୀନି ମଲାଲା ୟୁସୁଫଜାଇ ବିବାହ ପାଇଁ ନେଇଥିବା ନିଜର ନିସ୍ପତ୍ତି ସମ୍ପର୍କରେ ଏକ ନିବନ୍ଧ ଲେଖିଛନ୍ତି । ମଲାଲା ନଭେମ୍ବର ୯ରେ ଇଂଲଣ୍ଡର ବର୍ମିଂହାମରେ ଅସର ମଲିକଙ୍କୁ ବିବାହ କରିଛନ୍ତି । ଯେତେବେଳେ ମଲାଲା ତାଙ୍କ…

ପାକ୍‌ ଦେଇ ଆଫଗାନିସ୍ତାନକୁ ଗହମ ଯୋଗାଇ ପାରିବ ଭାରତ

ଇସଲାମାବାଦ,୧୩ା୧୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ କହିଛନ୍ତି, ସେ ଆଫଗାନିସ୍ତାନର ଆବେଦନ ଉପରେ ବିଚାର କରିବାକୁ ପ୍ରସ୍ତୁତ। ଯେଉଁଥିରେ ପାକିସ୍ତାନ ଦେଇ ଭାରତୀୟ ଗହମ ଆମଦାନୀ କରିବାକୁ ଅନୁମତି ମାଗିଛି ଆଫଗାନିସ୍ତାନ। ଏହା ସହିତ ସେ ଅନ୍ତର୍ଜାତୀୟ ସମୁଦାୟକୁ ମାନବିକ ସଙ୍କଟର…

ଗଦା ହୋଇଛି ଟନ୍‌ଟନ୍‌ ପୋଷାକ, ଏଥିରୁ ନିଜ ପାଇଁ ବାଛୁଛନ୍ତି ଲୋକେ

ସାଣ୍ଟିଆଗୋ,୧୩ା୧୧: ଦକ୍ଷିଣ ଆମେରିକୀୟ ଦେଶ ଚିଲି ଏହାର ସୁନ୍ଦର ପାହାଡ଼ ପାଇଁ ସାରା ବିଶ୍ୱରେ ଜଣାଶୁଣା। ଏହି ଦେଶରେ ୨୦ ହଜାର ଫୁଟରୁ ଅଧିକ ଉଚ୍ଚର ୨୦ଟି ପାହାଡ଼ ରହିଛି। ମାତ୍ର ଚିଲିର ଆଟାକାମା ମରୁଭୂମିରେ ଏକ ପାହାଡ଼ ରହିଛି, ଯାହା…

ପାକିସ୍ତାନ ହାରିବା ପରେ ଉତ୍ସବ ପାଳିଲେ ବେଲୁଚିସ୍ତାନ ବାସିନ୍ଦା ! ଦେଖନ୍ତୁ ଭିଡିଓ

ଇସଲାମାବାଦ,୧୩।୧୧: ଟି -୨୦ ବିଶ୍ୱକପ୍‌ର ସେମିଫାଇନାଲରେ ପାକିସ୍ତାନର ପରାଜୟ ପରେ ଲୋକମାନେ ସୋସିଆଲ ମିଡିଆରେ ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି। ଏହି ପରାଜୟରେ ପାକିସ୍ତାନୀ କ୍ରିକେଟ ପ୍ରଶଂସକମାନେ ଗଭୀର ନିରାଶ ହୋଇଥିବାବେଳେ ପାକିସ୍ତାନୀ ନେତୃତ୍ୱ ଦ୍ୱାରା ଅସୁବିଧାରେ ପଡ଼ିଥିବା ଲୋକମାନେ ଏହାକୁ ଉତ୍ସବ…

ଏଣିକି କରୋନାର ସ୍ଥାୟୀ ଚିକିତ୍ସା, ବୈଜ୍ଞାନିକମାନେ ଦେଲେ ପ୍ରତିଶ୍ରୁତି

ଓ୍ବାଶିଂଟନ,୧୩ା୧୧: କରୋନା ମହାମାରୀ ସମଗ୍ର ବିଶ୍ୱରେ ଦୀର୍ଘ ୨ ବର୍ଷ ଧରି ତା’ର କାୟା ବିସ୍ତାର କରିଚାଲିଛି। ଟିକାକରଣ ଯୋଗୁ ଏହା କିଛିମାତ୍ରାରେ କମିଛି। ମାତ୍ର ଆଜି ପର୍ଯ୍ୟନ୍ତ ଏହାର ସ୍ଥାୟୀ ପ୍ରତିକାର ବ୍ୟବସ୍ଥା ମିଳିନାହିଁ। ସମଗ୍ର ବିଶ୍ୱର ବୈଜ୍ଞାନିକମାନେ ଏଥିପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?