ଅନ୍ତର୍ଜାତୀୟ

୨.୭ କୋଟିର ମୋନାଲିସା ପେଣ୍ଟିଂ

ଲିଓନାର୍ଡୋ ଡା ଭିନ୍‌ସିଙ୍କ ବିଶ୍ୱପ୍ରସିଦ୍ଧ ମୋନାଲିସା ପେଣ୍ଟିଂର ଅବିକଳ ପ୍ରତିକୃତି ପ୍ୟାରିସ୍‌ରେ ନିଲାମ ହେଉଥିବାବେଳେ ଏହାକୁ କିଣିବା ପାଇଁ ଲୋକଙ୍କ ମଧ୍ୟରେ କ୍ରେଜ୍‌ ଦେଖିବାକୁ ମିଳିଛି। ଏହି ନିଲାମ ଅର୍ଥ ୩ ଲକ୍ଷ ୟୁରୋ ବା ପ୍ରାୟ ୨.୭ କୋଟି ପର୍ଯ୍ୟନ୍ତ…

କ୍ୟାମେରା ଆଗରେ ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଚାପୁଡ଼ା

ପ୍ୟାରିସ୍‌,୮ା୬: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକରନଙ୍କୁ ଭିଡ଼ ଭିତରେ ଜଣେ ଚାପୁଡ଼ା ମାଡ଼ ହୋଇଛି। ଏହି ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ରାଷ୍ଟ୍ରପତିଙ୍କ ସୁରକ୍ଷା ବଢ଼ାଇ ଦିଆଯାଇଛି। ସମ୍ପୂର୍ଣ୍ଣ ଘଟଣା କଏଦ ହୋଇଛି କ୍ୟାମେରାରେ। କୋଭିଡ୍‌-୧୯ ମହାମାରୀ ପରେ…

ମହାତ୍ମା ଗାନ୍ଧୀଙ୍କ ଅଣନାତୁଣୀଙ୍କୁ ଜେଲ୍‌

ଡର୍ବାନ,୮।୬: ମହତ୍ମା ଗାନ୍ଧୀଙ୍କ ଅଣନାତୁଣୀ ଆଶିଷ ଲତା ରାମଗୋବିନଙ୍କୁ ଠକେଇ ମାମଲାରେ ୭ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି ଦକ୍ଷିଣ ଆଫ୍ରିକାର ଏକ କୋର୍ଟ। ୫୬ ବର୍ଷୀୟା ରାମଗୋବିନ ଶିଳ୍ପପତି ଏସ୍‌ ଆର ମହାରାଜଙ୍କ ସହ ୬୨ ଲକ୍ଷ ରାଣ୍ଡ…

ପୁରୁଷଙ୍କ ଗର୍ଭରେ ଶିଶୁ, ଏପରି କିପରି ହୁଏ, ଜାଣନ୍ତୁ…

ଲଣ୍ଡନ,୮।୬: ମହିଳାଙ୍କ ଗର୍ଭରେ ଶିଶୁ ସୃଷ୍ଟି ପାଇଁ ପ୍ରକୃତି ସମସ୍ତ ପ୍ରକାର ସୁବିଧା ସୁଯୋଗ ଖଞ୍ଜି ଦେଇଛି। ତେବେ ପୁରୁଷଙ୍କ ଶରୀରରେ ଏଭଳି ସ୍ଥିତି ସୃଷ୍ଟି ହେବା ପ୍ରାୟତଃ ଦେଖାଯାଇ ନ ଥାଏ। ତେବେ ଆଧୁନିକ ବିଜ୍ଞାନ ଯୋଗୁ ଏବେ ସବୁ…

୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଲା ଏହି ପ୍ରାଣୀ…

ମସ୍କୋ,୮।୬: ଦିନେ ଦୁଇ ଦିନ ଅବା ସପ୍ତାହେ ନୁହେଁ। ଏକାଥରେ ୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଛି ଏକ ପ୍ରାଣୀ। ଏହି ଅତି ସୁକ୍ଷ୍ମ ପ୍ରାଣୀଟି ସାଇବେରିଆର ବରଫ ତଳେ ଉପଯୁକ୍ତ ସମୟକୁ ଅପେକ୍ଷା କରିଥିଲା।…

ହାରିସ୍‌ଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି

ଆମେରିକା ଉପରାଷ୍ଟ୍ରପତି ହେବା ପରେ ପ୍ରଥମ କରି ବିଦେଶ ଯାତ୍ରାରେ ବାହାରିଥିବା କମଲା ହାରିସ୍‌ଙ୍କ ବିମାନ ଯାନ୍ତ୍ରିକ ତ୍ରୁଟି ଯୋଗୁ ଅଧା ବାଟରୁ ଫେରିଆସିଛି। ହାରିସ୍‌ ରବିବାର ଗୁଏତ୍‌ମାଲା ଏବଂ ମେକ୍ସିକୋ ଯିବାକୁ ବାହାରିବାର ଅଧଘଣ୍ଟା ପରେ ଯାନ୍ତ୍ରିକ ତ୍ରୁଟି ଦେଖାଯିବାରୁ…

ମହାକାଶକୁ ଯିବେ ବେଜୋସ୍‌

ଆମାଜନ୍‌ ପ୍ରତିଷ୍ଠାତା ତଥା ସ୍ପେସ୍‌ କମ୍ପାନୀ ବ୍ଲୁ ଅରିଜନ୍‌ର ମାଲିକ ଜେଫ୍‌ ବେଜୋସ୍‌ ଜୁଲାଇ ୨୦ରେ ମହାକାଶକୁ ଯିବେ। ବ୍ଲୁ ଅରିଜିନ୍‌ ଦ୍ୱାରା ପଠାଯାଉଥିବା ପ୍ରଥମ ମାନବ ମହାକାଶ ଯାନରେ ସେ ତାଙ୍କ ଭାଇ ମାର୍କଙ୍କ ସହ ସ୍ପେସ୍‌କୁ ଯିବେ ବୋଲି…

ଉହାନ୍‌ ଲ୍ୟାବ୍‌ର ପର୍ଦ୍ଦାଫାଶ୍‌: ମାଙ୍କଡ-ଠେକୁଆ ସମେତ ୧,୦୦୦ ପ୍ରାଣୀଙ୍କ ଜିନ୍‌ ବଦଳା ଯାଇଛି…

ଲଣ୍ଡନ/ନୂଆଦିଲ୍ଲୀ,୭।୬: କରୋନା ମହାମାରୀ ଭୂତାଣୁର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାର ଉହାନ ଲ୍ୟାବ୍‌କୁ ନେଇ ବିବାଦ ଥମିବାର ନାଁ ଧରୁନି। ସମ୍ପ୍ରତି ଜଣେ ବ୍ରିଟେନ୍‌ ଗଣମାଧ୍ୟମ ପ୍ରତିନିଧି ଦାବି କରିଛନ୍ତି ଯେ, ଉହାନ୍‌ ଲ୍ୟାବ୍‌ରେ ମାଙ୍କଡ ଏବଂ ଠେକୁଆ ସମେତ ୧,୦୦୦ ପ୍ରାଣୀଙ୍କ…

ଜିନ୍ସ୍‌ ପିନ୍ଧିଲେ-ବିଦେଶୀ ଫିଲ୍ମ ଦେଖିଲେ ମିଳିବ ମୃତ୍ୟୁଦଣ୍ଡ: ସରକାର …

ପୋୟାଙ୍ଗୟାଙ୍ଗ୍‌,୭।୬: ଏବେ ଜିନ୍ସ୍‌ ପିନ୍ଧିଲେ ଏବଂ ବିଦେଶୀ ଫିଲ୍ମ ଦେଖିଲେ ଉତ୍ତର କୋରିଆ ନାଗରିକଙ୍କ ଉପରେ କଡ଼ା ଦଣ୍ଡାଦେଶ କରାଯିବ। ଏନେଇ ଏକ ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ନୂଆ ଆଇନ ଜାରି କରିଛନ୍ତି। ଏଭଳି କରୁଥିବା ଅଭିଯୋଗ ଅରାଯାଇଥିବା…

ଭାକ୍ସିନ୍‌ ନେଲେ ବି ମାସ୍କ୍‌ ପିନ୍ଧିବା-ସାମାଜିକ ଦୂରତା ଜରୁରୀ…

ଓ୍ବାଶିଂଟନ,୭।୬: ପୃଥିବୀରେ କରୋନା ମହାମାରୀ ତାଣ୍ଡବ ରଚିଛି। ଏପରିସ୍ଥଳେ ଆମେରିକାର ନର୍ଥ କାରୋଲିନା ବିଶ୍ୱବିଦ୍ୟାଳୟର ଗବେଷକ ଭାକ୍ସିନ୍‌ ନେବା ପରେ କରୋନା ସଂକ୍ରମଣର ଆଶଙ୍କା ଦୂର ହୋଇ ନ ଥାଏ ବୋଲି ସୂଚନା ଦେଇଛନ୍ତି। ଭାକ୍ସିନ୍‌ ନେେଇ ଶରୀରରେ ରୋଗ ପ୍ରତିରୋଧକ…

ଏଲ୍‌ ସାଲଭେଡରରେ ବୈଧ ହେବ ବିଟ୍‌କଏନ

ସେଣ୍ଟ୍ରାଲ ଆମେରିକାର ଦେଶ ଏଲ୍‌ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍‌କଏନ୍‌କୁ ବୈଧ କରିବାକୁ ଯୋଜନା କରିଛି। ରାଷ୍ଟ୍ରପତି ନାଏବ ବୁକେଲେ ଏ ନେଇ କଂଗ୍ରେସରେ ବିଲ୍‌ ଆଣିବେ ବୋଲି ମିଆମିରେ ଅନୁଷ୍ଠିତ ବିଟ୍‌କଏନ-୨୦୨୧ କନଫରେନ୍ସରେ ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି। ଏପରି…

ଭାରତୀୟ ସାମଗ୍ରୀ ଉପରେ ଶୁଳ୍କ ବଢ଼ାଇବୁ

ନୂଆଦିଲ୍ଲୀ,୭।୬: ଭାରତ ବିରୋଧରେ ଆମେରିକାର ଟାରିଫ୍‌ ଯୁଦ୍ଧକୁ ରାଷ୍ଟ୍ରପତି ଜୋ ବାଇଡେନ୍‌ ପୁଣିଥରେ ବଢ଼ାଇଛନ୍ତି। ଭାରତରୁ ଆମେରିକା ଆମଦାନୀ କରୁଥିତ୍ବା ଚିଙ୍ଗୁଡ଼ି, ବାସମତି ଚାଉଳଠାରୁ ଆରମ୍ଭ କରି ଆସବାବପତ୍ର ଏବଂ ଅଳଙ୍କାର ଆଦି ସମସ୍ତ ସାମଗ୍ରୀ ଉପରେ ଆମଦାନୀ ଶୁଳ୍କ ବଢ଼ାଇବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri