ଅନ୍ତର୍ଜାତୀୟ

୧୧ ସହ ଗୁଣନର ସରଳ ଟ୍ରିକ୍‌

ଓଣ୍ଟାରିଓ, ୭ା୬: କାନାଡା ଓଣ୍ଟାରିଓର ଜଣେ ଗଣିତ ଶିକ୍ଷୟିତ୍ରୀ ୧୧ ସହ ଯେକୌଣସି ସଂଖ୍ୟାର ଗୁଣନ ମାତ୍ର କିଛି ସେକେଣ୍ଡରେ କରିବା ପାଇଁ ଏକ ସରଳ କୌଶଳ ବାହାର କରିଛନ୍ତି। ସାଇଲେଣ୍ଟ ମାଥ୍‌ ନାମରେ ସେ ଏହି ଟ୍ରିକ୍‌କୁ ସୋସିଆଲ ମିଡିଆରେ…

ଚାଇନାକୁ ଅସୁବିଧା ଲଦାଖ ଥଣ୍ଡା

ବେଜିଂ, ୭ା୬: ପୂର୍ବ ଲଦାଖ ସୀମାରେ ଭାରତ ବିପକ୍ଷରେ ଗତ ବର୍ଷ ଏପ୍ରିଲ-ମେ’ଠାରୁ ଚାଇନା ୫୦ ହଜାରରୁ ଊର୍ଦ୍ଧ୍ୱ ସୈନ୍ୟଙ୍କୁ ମୁତୟନ କରିଥିବାବେଳେ ସେଠାକାର ଭୀଷଣ ଥଣ୍ଡା ଜଳବାୟୁରେ ସେମାନେ ଖାପଖୁଆଇବା କଷ୍ଟକର ହୋଇଛି। ଫଳରେ ଚାଇନା ବାଧ୍ୟ ହୋଇ ବର୍ଷକରେ…

ମେଘାନ-ହ୍ୟାରିଙ୍କ ଦ୍ୱିତୀୟ ସନ୍ତାନ

ସାନ୍ତା ବାର୍ବରା,୭।୬: ପ୍ରିନ୍ସ ହ୍ୟାରି ଏବଂ ମେଘାନ ମାର୍କେଲ ସେମାନଙ୍କର ଦ୍ୱିତୀୟ ସନ୍ତାନଙ୍କୁ ସ୍ବାଗତ କରିଛନ୍ତି। ସେମାନଙ୍କ କନ୍ୟା ସନ୍ତାନର ନାଁ ରଖାଯାଇଛି ଲିଲିବେଟ୍‌ ଲିଲି ଡାଏନା ମାଉଣ୍ଟବାଟେନ-ଓ୍ବିଣ୍ଡସର। ରାଣୀଙ୍କ ଡାକନାମ ଅନୁଯାୟୀ ଝିଅର ପ୍ରଥମ ନାମ ଲିଲିବେଟ୍‌ ରଖାଯାଇଥିବା ପ୍ରିନ୍ସ…

ମର୍ମନ୍ତୁଦ ରେଳ ଦୁର୍ଘଟଣା: ୫୦ରୁ ଅଧିକଙ୍କ ଜୀବନ ଗଲା…

କରାଚି,୭।୬: ପାକିସ୍ତାନରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଘୋଟକି ଅଞ୍ଚଳର ରେତି ଏବଂ ଡହାରକି ଷ୍ଟେଶନ ମଧ୍ୟରେ ସାର୍‌ ସୟଦ ଏକ୍ସପ୍ରେସ୍‌ ମିଲ୍ଲତ ଏକ୍ସପ୍ରେସ୍‌କୁ ଧକ୍କା ଦେଇଛି। ବହୁ ଲୋକ ଆହତ ହୋଇଛନ୍ତି। ଉଦ୍ଧାର…

ମୁଁ ଆଇନକୁ ମାନୁଥିବା ନାଗରିକ- ଚୋକ୍‌ସି

ନୂଆଦିଲ୍ଲୀ,୬।୬ : ମୁଁ ଜଣେ ଆଇନ ମାନୁଥିବା ନାଗରିକ। କେବଳ ଚିକିତ୍ସା ପାଇଁ ଭାରତ ଛାଡ଼ି ଆଣ୍ଟିଗୁଆ ଆସିଥିଲି ବୋଲି ଦାବି କରିଛନ୍ତି ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସି। ଆଉ ଭାରତୀୟ ଅଧିକାରୀଙ୍କୁ ଖୋଲାଖୋଲି ସାକ୍ଷାତ୍‌କାର ପାଇଁ ଆମନ୍ତ୍ରଣ କରିଛନ୍ତି।…

୩ ବର୍ଷରୁ ଊର୍ଦ୍ଧ୍ୱ ପିଲାଙ୍କୁ ଦିଆଯିବ ଏହି ଟିକା

ବେଜିଂ,୬।୬: ଚାଇନା କର୍ତ୍ତୃପକ୍ଷ କୋଭିଡ୍‌-୧୯ ଟିକା କରୋନାଭାକ୍‌କୁ ୩ରୁ ୧୭ ବର୍ଷ ବର୍ଗର ପିଲାଙ୍କୁ ଦେବା ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଉକ୍ତ ଟିକାର ଉତ୍ପାଦନକାରୀ ସିନୋଭାକ୍‌ର ଅଧ୍ୟକ୍ଷ ୟିନ୍‌ ଓ୍ବେଇଡଙ୍ଗ ଏହି ସୂଚନା ଦେଇଛନ୍ତି। ସିନୋଭାକ୍‌ର ଏହି ଟିକା ପ୍ରଥମ…

ମହାକାଶ ନୁହେଁ ସମୁଦ୍ରରୁ ଆସୁଛନ୍ତି ଏଲିଅନ୍‌: ଆଇସିଇଆର୍‌…

ଓ୍ବାଶିଂଟନ/ନୂଆଦିଲ୍ଲୀ,୬।୬: ଏଲିଅନ୍‌ ନେଇ ପୃଥିବୀରେ ଚର୍ଚ୍ଚା ଜାରି ରହିଛି। ଅଲିଅନ୍‌ମାନେ ୟୁଏଫ୍‌ଓ ଦ୍ୱାରା ଲଗାତାର ପୃଥିବୀକୁ ଆସୁଥିବା ନେଇ କେତେକ ଖବର ପ୍ରକାଶ ହେଉଥିବା ବେଳେ ଇଣ୍ଟରନ୍ୟାଶନାଲ କୋଏଲିଶନ ଫର୍‌ ଏକ୍ସଷ୍ଟ୍ରାଟେରିଷ୍ଟୋରିଆଲ୍‌ ରିସର୍ଚ୍ଚ (ଆଇସିଇଆର) ପକ୍ଷରୁ ପ୍ରଦାନ କରାଯାଇଥିବା ତଥ୍ୟ ଏବେ…

ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କଲା କରୋନା ଭୂତାଣୁ …

ଜୋହାନ୍ସବର୍ଗ,୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ଭୂତାଣୁ କିଭଳି ଜଣେ ୩୬ ବର୍ଷ ବୟସ୍କା ଏଚ୍‌ଆଇଭି ପଜିଟିଭ୍‌ ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କରିଛି ସେନେଇ ଏକ…

ବୁର୍କିନା ଫାସୋରେ ଆକ୍ରମଣ: ଶତାଧିକ ମୃତ

ନିଆମି(ନାଇଜର),୬।୬: ବୁର୍କିନା ଫାସୋର ଏକ ଗ୍ରାମରେ କେତେଜଣ ବନ୍ଧୁକଧାରୀଙ୍କ ଆକ୍ରମଣରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଅନେକ ଗୁରୁତର ଆହତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା ରହିଛି। ଗତ କିଛି ବର୍ଷ ମଧ୍ୟରେ ଏହା ସବୁଠୁ ଭୟାବହ…

ଟିକା ନେଇଥିବା ସେକ୍ସପିୟରଙ୍କ ମୃତ୍ୟୁ

କୋଭିଡ୍‌ ଟିକା ନେଇଥିବା ପ୍ରଥମ ପୁରୁଷ ତଥା ବିଶ୍ୱର ଦ୍ୱିତୀୟ ବ୍ୟକ୍ତି ବ୍ରିଟେନ ବାସିନ୍ଦା ବିଲ୍‌ ସେକ୍ସପିୟର(୮୧)ଙ୍କ ମୃତ୍ୟୁ ଘଟିଛି। ଗତ ବର୍ଷ ଡିସେମ୍ବର ୮ରେ ସେକ୍ସପିୟରଙ୍କୁ ଫାଇଜରର ପ୍ରଥମ ଡୋଜ୍‌ ଦିଆଯାଇଥିଲା। ତାଙ୍କ ପୂର୍ବରୁ ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ…

୩ ଦେଶରେ ଟିକାକରଣର ୬୦%

ଜାତିସଂଘ,୬।୬(ପି.ଟି.): ସାରା ବିଶ୍ୱରେ ଏପର୍ଯ୍ୟନ୍ତ କୋଭିଡ୍‌-୧୯ ଟିକାର ୨୦୦ କୋଟି ଡୋଜ୍‌ ଆବଣ୍ଟନ ହୋଇଛି। ଏହାର ୬୦ ପ୍ରତିଶତ ଭାରତ, ଆମେରିକା ଓ ଚାଇନାରେ ଦିଆଯାଇଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି। ଡବ୍ଲ୍ୟୁଏଚ୍‌ଓ ମହାନିର୍ଦ୍ଦେଶକ ଟେଡ୍ରୋସ୍‌ ଆଧାନମ ଘେବ୍ରେୟେସସ୍‌ଙ୍କ…

୧୬୦ ବର୍ଷ ପରେ ଦ୍ୱୀପ ଫେରିପାଇଲେ

ଓ୍ବାଶିଂଟନ୍‌, ୬ା୬: ୟୁରୋପୀୟମାନଙ୍କ ସହିତ ପ୍ରଥମେ ଯୋଗାଯୋଗ ସ୍ଥାପନ କରିବାରେ ଆମେରିକୀୟ ଗୋଷ୍ଠୀଙ୍କ ମଧ୍ୟରୁ ଅନ୍ୟତମ ପାସାମାକୋଡି ଉପନିବେଶବାଦୀଙ୍କ ଚକ୍ରାନ୍ତର ଶିକାର ହୋଇଥିଲେ। ଧୀରେ ଧୀରେ ସେମାନଙ୍କଠାରୁ ନିଜର ହଜାର ହଜାର ବର୍ଷର ବାସସ୍ଥାନ ଛଡ଼ାଇ ନିଆଯାଇଥିଲା। ହେଲେ ବିଲୁପ୍ତ ପ୍ରାୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri