ବନ୍ୟାରେ ଭାସିଗଲା କାର୍, ଉଦ୍ଧାର କରିବା ପାଇଁ ପାଣିକୁ ଡେଇଁଲେ ମହିଳା, ଆଉ ତା’ ପରେ…
ଆମେରିକାର ଟେକ୍ସାସରେ ହୋଇଥିବା ବନ୍ୟା ପାଣିରେ ଏକ କାର୍ ଭାସିଗଲା। ଜଣେ ମହିଳା ଏହି କାର୍କୁ ପାଣିରୁ ଉଦ୍ଧାର କରିବା ପାଇଁ ପାଣିକୁ ଡେଇଁ ପଡ଼ିଥିଲେ। ତେବେ ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ମହିଳା ଜଣଙ୍କ…
ଅନିରୁଦ୍ଧ ଜଗନ୍ନାଥଙ୍କ ପରଲୋକ, ଭାରତରେ ରାଷ୍ଟ୍ରୀୟ ଶୋକ
ନୂଆଦିଲ୍ଲୀ,୫ା୬: ମରିସସ୍ ପ୍ରଧାନମନ୍ତ୍ରୀ ପ୍ରବିନ୍ଦ ଜଗନ୍ନାଥଙ୍କ ବାପା ତଥା ପୂର୍ବତନ ରାଷ୍ଟ୍ରପତି ଅନିରୁଦ୍ଧ ଜଗନ୍ନାଥ(୯୧)ଙ୍କ ଗୁରୁବାର ପରଲୋକ ହୋଇଯାଇଛି। ତାଙ୍କ ସମ୍ମାନରେ ଭାରତରେ ଶନିବାର ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ। ଏହି ସମୟରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ ଏବଂ…
୩.୫ ଘଣ୍ଟାରେ ନ୍ୟୁୟର୍କରୁ ଲଣ୍ଡନ
ନ୍ୟୁୟର୍କ, ୫।୬: ଆମେରିକାର ନ୍ୟୁୟର୍କରୁ ବ୍ରିଟେନ ରାଜଧାନୀ ଲଣ୍ଡନକୁ ବିମାନରେ ଯାତ୍ରା କରିବାକୁ ହେଲେ ମାତ୍ର ୩.୫ ଘଣ୍ଟା ଲାଗିବ। ଏହି ଅନ୍ତର୍ଜାତୀୟ ଯାତ୍ରାକୁ ସୁଗମ କରିବା ପାଇଁ ଏୟାରଲାଇନ୍ ଷ୍ଟାର୍ଟଅପ୍ ବୁମ୍ ସୁପରସୋନିକ୍ଠାରୁ ୟୁନାଇଟେଡ୍ ଏୟାରଲାଇନ୍ସ ୧୫ଟି ବିମାନ କିଣିବ।…
୨୦୨୩ ପର୍ଯ୍ୟନ୍ତ ଫେସବୁକ୍ ବ୍ୟବହାର କରିପାରିବେ ନାହିଁ ଟ୍ରମ୍ପ
ଓ୍ବାଶିଂଟନ,୪।୬: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅତିକମ୍ରେ ୨୦୨୩ ପର୍ଯ୍ୟନ୍ତ ଫେସ୍ବୁକ ବ୍ୟବହାର କରିପାରିବେ ନାହିଁ। କାରଣ ଲୋକପ୍ରିୟ ସୋସିଆଲ ମିଡିଆ ପ୍ଲାଟଫର୍ମ ତାଙ୍କୁ ଶୁକ୍ରବାର ୨ ବର୍ଷ ପାଇଁ ବାସନ୍ଦ କରିଛି। ଏଭଳି ନିଷ୍ପତ୍ତି ଦ୍ୱାରା ଫେସବୁକ୍ ଦର୍ଶାଇ…
ଟୁଇଟରକୁ ବ୍ୟାନ କଲା ନାଇଜେରିଆ
ଅବୁଜ,୪।୬: ନାଇଜେରିଆରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରକୁ ଶୁକ୍ରବାର ବ୍ୟାନ୍ କରିଦିଆଯାଇଛି। ଦେଶର କର୍ପୋରେଟ୍ ବ୍ୟବସ୍ଥାକୁ ଦୁର୍ବଳ କରୁଥିବାରୁ ଆମେରିକୀୟ କମ୍ପାନୀ ବିରୋଧରେ କେନ୍ଦ୍ର ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସୂଚନା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି, କେନ୍ଦ୍ର ସରକାର ଟୁଇଟରକୁ…
୧୨ରୁ ୧୫ ବର୍ଷର ପିଲାଙ୍କୁ ଦିଆଯିବ ଟିକା
ଲଣ୍ଡନ,୪।୬: କରୋନା ମହାମାରୀ ସାରା ବିଶ୍ୱରେ ତାଣ୍ଡବ ରଚିଛି। ଏହି ସଙ୍କଟରୁ ଶୀଘ୍ର ମୁକୁଳିବା ପାଇଁ ସମଗ୍ର ଦେଶ ଟିକାକରଣକୁ ଗୁରୁତ୍ୱ ଦେଇ ଏହି ଅଭିଯାନକୁ ତ୍ୱରାନ୍ବିତ କରିଛନ୍ତି। କରୋନା ଲଢ଼େଇରେ ସବୁଠାରୁ ବଡ଼ ଅସ୍ତ୍ର କୁହାଯାଉଥିବା ଭାକ୍ସିନର ଟିକାଦାନ ପାଇଁ…
ଟ୍ରମ୍ପ କହିଲେ, ମୋ ଅନୁମାନ ଠିକ୍ ଥିଲା
ନ୍ୟୁୟର୍କ, ୪।୬: କରୋନା ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଆସିଥିବା ଅନେକ ଅନୁସନ୍ଧାନରୁ ଜଣାପଡିଛି। ପୂର୍ବରୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ କରୋନା ଭୂତାଣୁ ଚାଇନାରୁ ଆସିଛି ବୋଲି ଦାବି କରିଥିଲେ। ଏବେ ବିଭିନ୍ନ ଅନୁସନ୍ଧାନ ଏହା ସତ…
ଚାଇନା ଭାକ୍ସିନ ଲଗାଇବା ଏହି ଦେଶକୁ ପଡ଼ିଲା ଭାରି, ସାମ୍ନାକୁ ଆସିଲା ସତ
ଓ୍ବାଶିଂଟନ,୪ା୬: ବାହାରେନ୍ ଏବଂ ସେଚେଲ୍ସ ଦେଶ ଚାଇନା ଭାକ୍ସିନ ସିନୋଭାକ୍ ଏବଂ ସିନୋଫର୍ମକୁ ଅଧିକାଂଶ ନାଗରିକଙ୍କୁ ପ୍ରଦାନ କରିଛନ୍ତି। ଏହା ସତ୍ତ୍ୱେ କରୋନା ସଂକ୍ରମଣ ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଫଳରେ ଏହି ଦେଶରେ ବର୍ତ୍ତମାନ ଫାଇଜର ଭାକ୍ସିନ ଲଗାଇବା…
ଡେଭିଡ୍ଙ୍କୁ ଅନ୍ତର୍ଜାତୀୟ ବୁକର ପୁରସ୍କାର
ଲଣ୍ଡନ,୪ା୬:ଏକ ଦୁଃଖଦ କିନ୍ତୁ ଉପନିବେଶବାଦ ଓ ଯୁଦ୍ଧଭୟର କାବି୍ୟକ କାହାଣୀକୁ ନେଇ ଗତିଶୀଳ ହୋଇଥିବା ‘ଆଟ୍ ନାଇଟ୍ ଅଲ୍ ବ୍ଲଡ୍ ଇଜ୍ ବ୍ଲାକ୍’କୁ ମିଳିଛି ଚଳିତ ବର୍ଷର ମର୍ଯ୍ୟାଦାଜନକ ଇଣ୍ଟରନ୍ୟାଶନାଲ ବୁକର ପ୍ରାଇଜ୍। ଫ୍ରାନ୍ସର ବିଶିଷ୍ଟ ସାହିତି୍ୟକ ଡେଭିଡ୍ ଡିଓପ୍ଙ୍କ ଏହି…
ଉହାନ୍ ଲ୍ୟାବ୍କୁ ଆର୍ଥିକ ସହାୟତା: ସନ୍ଦେହ ଘେରରେ ଆମେରିକା ମହାମାରୀ ବିଶେଷଜ୍ଞ…
ଓ୍ବାଶିଂଟନ,୩।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଚାଇନାର ଉହାନ୍ ଲ୍ୟାବ୍କୁ ଆର୍ଥିକ ସହାୟତା ଯୋଗାଇ ଦେଇଥିବା ଅଭିଯୋଗ ହୋଇଛି। ଏନେଇ ଆମେରିକାର ମହାମାରୀ ବିଶେଷଜ୍ଞ ଆନ୍ଥୋନୀ ଫୌସି ସନ୍ଦେହ ଘେରରେ ରହିଛନ୍ତି। ଆମେରିକା ଗଣମାଧ୍ୟମ ସଂସ୍ଥା…
ଭୟ କରନାହିଁ , ଭାକ୍ସିନ୍ ନିଅ, ମାଗଣାରେ ବିୟର ପିଅ: ରାଷ୍ଟ୍ରପତି…
ଓ୍ବାଶିଂଟନ,୩।୬: କରୋନା ମହାମାରୀ ବିରୋଧରେ ପୃଥିବୀ ବ୍ୟାପୀ ଲଢ଼େଇ ଜାରି ରହିଛି। କରୋନା ଲଢ଼େଇରେ ଭାକ୍ସିନ୍ ଏକମାତ୍ର ବିକଳ୍ପ ସାବ୍ୟସ୍ତ ହୋଇଛି। ଏପରିସ୍ଥଳେ ଜନସାଧାରଣଙ୍କୁ ଭାକ୍ସିନ୍ ନେବା ଲାଗି ସଚେତନ କରାଇବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ନିଆରା ଉଦ୍ୟମ…
ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କଲେ ବାର୍ ମାଲିକ, ଦେଲେ ଏମିତି ଦଣ୍ଡ; ଜାଣିଲେ…
ବାର୍ସାଲୋନା,୩ା୬: ସ୍ପେନ୍ର ଏକ ବାର୍ରେ କାମ କରୁଥିବା ଜଣେ ଯୁବତୀ ତାଙ୍କ ମାଲିକଙ୍କ ପ୍ରାଇଭେଟ ପାର୍ଟକୁ ଛୁରିରେ କାଟି ଦେଇଛନ୍ତି। କାରଣ ବାର୍ ମାଲିକ ତାଙ୍କୁ ବଳାତ୍କାର ପାଇଁ ଉଦ୍ୟମ କରୁଥିଲେ। ଏହି ଯୁବତୀଙ୍କୁ ପୋଲିସ ଗିରଫ କରିଥିବା ବେଳେ ବାର୍…
Archives


