୧୦୦ ତାଲିବାନ୍ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
କାବୁଲ,୩।୬: ସୁରକ୍ଷାକର୍ମୀଙ୍କ ସହିତ ମୁହାଁମୁହିଁ ହେବା ପରେ ଆଫଗାନିସ୍ତାନରେ ୧୦୦ ତାଲିବାନ୍ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏହି ଘଟଣାରେ ୫୦ ଜଣ ଆତଙ୍କବାଦୀ ଆହତ ହୋଇଥିବା ଆଫଗାନିସ୍ତାନ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ଲଘମାନ୍,…
ବସ୍-ବନ୍ଦ ଘରେ କରୋନା ସଂକ୍ରମଣ ଆଶଙ୍କା ଅଧିକ…
ଲଣ୍ଡନ/ନୂଆଦିଲ୍ଲୀ,୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣ କେଉଁଠି ଅଧିକ ହୋଇଥାଏ ସେ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଇଂଲଣ୍ଡର ଜନ୍ ହପକିନ୍ସ୍ ବି ବିଦ୍ୟାଳୟ ପକ୍ଷରୁ ହୋଇଥିବା ଏକ ଗବେଷଣା…
ପଳାତକ ଚୋକ୍ସିଙ୍କ ଜାମିନ ଆବେଦନ ଖାରଜ…
ଡୋମିନିକା,୩।୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରୁ ବ୍ୟାପକ ଅର୍ଥ ହେର୍ଫେର୍ କରି ବିଦେଶରେ ଲୁଚି ବସିଥିବା ପଳାତକ ମେହୁଲ୍ ଚୋକ୍ସିଙ୍କ ଜାମିନ୍ ଆବେଦନ ଖାରଜ ହୋଇଯାଇଛି। ସାମ-ଦାମ-ଦଣ୍ଡ-ଭେଦ ନୀତି ଆପଣେଇ ପ୍ରତ୍ୟର୍ପଣରୁ ବଞ୍ଚିବାକୁ ଚେଷ୍ଟା କରୁଥିବା ଚୋକ୍ସିଙ୍କୁ ଏହାଦ୍ୱାରା ବଡ଼ ଝଟ୍କା ଲାଗିଛି।…
ଆଇଜାକ୍ ହର୍ଜୋଗ୍ ଇସ୍ରାଏଲ ରାଷ୍ଟ୍ରପତି
ଜେରୁଜେଲମ, ୩ା୬: ଇସ୍ରାଏଲରେ ବୁଧବାର ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ଅଭିଜ୍ଞ ରାଜନେତା ଆଇଜାକ୍ ହର୍ଜୋଗ୍ ବିଜୟୀ ହୋଇଛନ୍ତି। ଇସ୍ରାଏଲ ପାର୍ଲାମେଣ୍ଟ ‘ନେସେଟ୍’ରେ ୧୨୦ ଜଣ ସଦସ୍ୟ ରାଷ୍ଟ୍ରପତିଙ୍କୁ ବାଛିବା ପାଇଁ ଭୋଟ ଦେଇଥିଲେ। ୮୭ ଭୋଟ୍ ତାଙ୍କ ସପକ୍ଷରେ ପଡ଼ିଥିଲା। ଇସ୍ରାଏଲ…
ଇସ୍ତଫା ଦେଲେଣି ୮ ସ୍ବାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ, ୩।୬ : ବିଭିନ୍ନ ଦେଶରେ କୋଭିଡ୍ ପରିଚାଳନାଗତ ତ୍ରୁଟି ପାଇଁ ଗତ ୫ ମାସ ମଧ୍ୟରେ ୮ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇସାରିଲେଣି। ଇକୁଏଡର ସ୍ବାସ୍ଥ୍ୟମନ୍ତ୍ରୀ ଭାବେ ରୋଡଲ୍ଫ ଫାର୍ଫାନ ନିଯୁକ୍ତ ହେବାର ୩ ସପ୍ତାହ ପରେ ଗତ ମାର୍ଚ୍ଚରେ ଇସ୍ତଫା…
ଇରାନ ନୌସେନା ଜାହାଜ ଜଳିଗଲା
ତେହରାନ, ୩ା୬: ଇରାନ ନୌସେନାର ବୃହତ୍ତମ ଯୁଦ୍ଧ ଜାହାଜରେ ମଙ୍ଗଳବାର ବିଳମ୍ବିତ ରାତିରେ ନିଆଁ ଲାଗିଯିବା ସହ ଏହା ଗଲ୍ଫ ଅଫ୍ ଓମାନରେ ବୁଡ଼ିଯାଇଛି। ଏପରି ଘଟିବା ପଛର କାରଣ ଜଣାପଡିନାହିଁ। ଏକ ଦ୍ୱୀପର ନାଁ ଅନୁସାରେ ଜାହାଜର ନାମ ଖର୍ଗ…
‘ଚାଇନା, ଦକ୍ଷିଣପୂର୍ବ ଏସିଆ ହଟ୍ସ୍ପଟ୍’
ନ୍ୟୁୟର୍କ, ୩।୬: ନୂଆ କରୋନା ଭୂତାଣୁ ପାଇଁ ଚାଇନା, ଜାପାନ, ଫିଲିପାଇନ୍ସ ଏବଂ ଥାଇଲାଣ୍ଡ ହଟ୍ସ୍ପଟ ହୋଇପାରେ ବୋଲି ଏକ ଅଧ୍ୟୟନରୁ ଜଣାପଡ଼ିଛି। ବାଦୁଡିବାହିତ ଏହି ଭୂତାଣୁ ପାଇଁ ଉପରୋକ୍ତ ଅଞ୍ଚଳ ଅନୁକୂଳ ହୋଇଥିବାବେଳେ ଉକ୍ତ ରୋଗ ବାଦୁଡି ଶରୀରରୁ ମଣିଷକୁ…
ପ୍ରତ୍ୟର୍ପଣ ପାଇଁ ଡୋମିନିକା ରାଜି
ରୋଷେଉ,୩ା୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସିଙ୍କ ଅଡ଼ୁଆ ବଢ଼ିଛି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍ବି)ର ୧୩,୫୦୦ କୋଟି ଋଣ ଜାଲିଆତି କରି ଫେରାର ହୋଇଥିବା ଏହି ଅଭିଯୁକ୍ତଙ୍କୁ ଭାରତକୁ ପ୍ରତ୍ୟର୍ପଣ କରାଗଲେ କିଛି ଆପତ୍ତି ନାହିଁ ବୋଲି ଡୋମିନିକା ସରକାର…
କୋଭିଡ୍ ପରିଚାଳନାରେ ବିଫଳତା ନେଲାଣି ୮ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପଦ
ନୂଆଦିଲ୍ଲୀ,୨।୬: କୋଭିଡ୍ ପରିଚାଳନା ତ୍ରୁଟି ପାଇଁ ଗତ ୫ ମାସ ମଧ୍ୟରେ ବିଭିନ୍ନ ଦେଶର ୮ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ବ୍ରାଜିଲରେ କୋଭିଡ୍ ପରିଚାଳନାରେ ବିଫଳତାକୁ ନେଇ ହଜାର ହଜାର ଲୋକ ରାସ୍ତାକୁ ଓହ୍ଲାଇବା ସହ ପ୍ରଧାନମନ୍ତ୍ରୀ ଜୈର ବଲସୋନାରୋଙ୍କ ବିରୋଧରେ…
ଲ୍ୟାବ୍ରେ ତିଆରି ହେଲା ମା’ କ୍ଷୀର …
ଓ୍ବାଶିଂଟନ,୨।୬: ଶିଶୁ ଜନ୍ମ ପରେ ମା’ କ୍ଷୀର ପିଇବା ଦ୍ୱାରା ଶାରୀରିକ ସହିତ ମାନସିକ ବିକାଶ ହୋଇଥାଏ। ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ମା’ କ୍ଷୀରର କୌଣସି ବିକଳ୍ପ ନାହିଁ। କେତେକ କ୍ଷେତ୍ରରେ ମା’ଙ୍କର ଆବଶ୍ୟକ ପରିମାଣର କ୍ଷୀର…
ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ
ଲଣ୍ଡନ,୨ା୬: ମାର୍ଚ୍ଚ ୨୦୨୦ ପରଠାରୁ ବ୍ରିଟେନରେ କରୋନା ଜନିତ ମୁତ୍ୟୁ ହୋଇନାହିଁ। ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ ରହିଛି। ସରକାରୀ ଆକଳନରୁ ଜଣାପଡ଼ିଛି, ଦେଶରେ ୨୮ ଦିନ ମଧ୍ୟରେ ୩,୧୬୫ ନୂତନ ମାମଲା ରିପୋର୍ଟ…
ସିନୋଭାକ୍କୁ ଡବ୍ଲ୍ୟୁଏଚ୍ଓର ମଞ୍ଜୁରୀ
ଜେନେଭା, ୨ା୬: ଚାଇନା ଦ୍ୱିତୀୟ କରୋନା ଟିକା ସିନୋଭାକ୍ର ଜରୁରିକାଳୀନ ବ୍ୟବହାର ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ମଞ୍ଜୁରୀ ଦେଇଛି। ଏହି ଟିକା ଉତ୍ପାଦନ, କାର୍ଯ୍ୟକାରିତା ଏବଂ ସୁରକ୍ଷା ସମ୍ବନ୍ଧିତ ସମସ୍ତ ଅନ୍ତର୍ଜାତୀୟ ମାନଦଣ୍ଡ ପୂରଣ କରୁଥିବା ନେଇ ଡବ୍ଲ୍ୟୁଏଚ୍ଓର ଏହି…
Archives


