ଅନ୍ତର୍ଜାତୀୟ

ପୁଣି ଆଇସୋଲେଶନରେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୧୬ ।୧୧: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନଶନ ପୁଣି ଥରେ ନିଜକୁ ଆଇସୋଲେଟ କରି ନେଇଛନ୍ତି । ନିକଟରେ ସେ ଜଣେ କରୋନା ପଜିଟିଭ ସାଂସଦଙ୍କ ସଂସ୍ପର୍ଶରେ ଆସିଥିବା ଜାଣିବା ପରେ ସେ ନିଜକୁ ଆଇସୋଲେଶନରେ ରଖିବା ଠିକ୍ ଭାବି...

ନେତାନ୍ୟାହୁଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଜୋରଦାର

ଜେରୁଜେଲମ୍‌, ୧୬।୧୧: ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କ ଇସ୍ତଫା ଦାବିରେ ସାପ୍ତାହିକ ବିକ୍ଷୋଭ ଜାରି ରହିଛି। ଶନିବାର ରାତିରେ ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭବନ ବାହାରେ ହଜାର ହଜାର ବିକ୍ଷୋଭକାରୀ ଏକତ୍ର ହୋଇଥିଲେ। ପାଖାପାଖି ୫ ମାସ ହେଲା ଏହି ବିକ୍ଷୋଭ...

ଟ୍ରମ୍ପ୍‌ ମାନିଲେ, ବାଇଡେନ୍‌ ନିର୍ବାଚନ ଜିତିଛନ୍ତି

ଓ୍ବାଶିଂଟନ୍‌, ୧୬।୧୧: ନଭେମ୍ବର ୩ରେ ଅନୁଷ୍ଠିତ ଆମେରିକା ନିର୍ବାଚନରେ ତାଙ୍କ ଡେମୋକ୍ରାଟିକ୍‌ ପ୍ରତିଦ୍ୱନ୍ଦ୍ୱୀ ଜୋ ବାଇଡେନ୍‌ ଜିତିଥିବା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଥମ ଥର ଲାଗି ସର୍ବସାଧାରଣରେ ସ୍ବୀକାର କରିଛନ୍ତି। ତେବେ ଭୋଟ ପ୍ରକ୍ରିୟାରେ ଜାଲିଆତି କରାଯାଇଥିବା ମିଥ୍ୟା ଅଭିଯୋଗକୁ...

ଝିଅକୁ ବାଜି ଲଗାଇ ବଳାତ୍କାରୀଙ୍କୁ ଧରିଲେ

ଇସ୍‌ଲାମାବାଦ,୧୬ା୧୧: ପାକିସ୍ତାନରୁ ଅଧିକାଂଶ ସମୟରେ ନକାରାମତ୍କ ଖବର ଆସିଥାଏ। ପଡ଼ୋଶୀ ଦେଶର ଆତଙ୍କବାଦ, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ଓ ଦରଦାମ ବୃଦ୍ଧି ଆଦି ଖବର ଭାରତୀୟ ଗଣମାଧ୍ୟମରେ ଶିରୋନାମା ମଣ୍ଡନ କରୁଥିବାବେଳେ ଏବେ ଜଣେ ପୋଲିସ ଅଧିକାରୀଙ୍କ ସାହସିକତା ସୋସିଆଲ...

ମାଡ଼ି ଆସୁଛି ବିପଦ: ବ୍ରହ୍ମାଣ୍ଡର ତାପମାତ୍ରା ୧୦ ଗୁଣା ବଢ଼ିଛି

ଗତ ହଜାରେ କୋଟି ବର୍ଷ ମଧ୍ୟରେ ବ୍ରହ୍ମାଣ୍ଡର ତାପମାତ୍ରା ୧୦ ଗୁଣା ବଢ଼ିଛି। ଏନେଇ ଓହିଓ ବିଶ୍ୱବିଦ୍ୟାଳୟର କସ୍‌ମୋଲୋଜି ଏବଂ ଆଷ୍ଟ୍ରୋପାଟିକିଲ୍‌ ଫିଜିକ୍ସ୍‌ ବିଭାଗ ପକ୍ଷରୁ ହୋଇଥିବା ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ବ୍ରହ୍ମାଣ୍ଡର ବିଭିନ୍ନ ଗ୍ୟାସ୍‌ର ତାପମାତ୍ରା ଲଗାତାର...

ଏହି ଦେଶର କଠୋର ନିୟମ : ଓଜନ କମ୍‌ ବେଶି ହେଲେ କରିବାକୁ ପଡ଼ିବ ନୂଆ ପାସପୋର୍ଟ

ନିଜ ଦେଶରୁ ଅନ୍ୟ କୌଣସି ଦେଶକୁ ଯିବା ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ହେଉଛି ପାସପୋର୍ଟ। ଏହା ଅନ୍ତର୍ଜାତୀୟ ସ୍ତରରେ ଭ୍ରମଣ କରୁଥିବା ବ୍ୟକ୍ତିଙ୍କ ପରିଚୟ। ଯଦି ଏହି ପାସପୋର୍ଟ ବିନା ଅନ୍ୟ ଦେଶରେ ପ୍ରବେଶ କରି ଧରାପଡ଼ନ୍ତି, ତେବେ...

୨୦୨୧ରେ ଭୋକିଲାଙ୍କ ସଂଖ୍ୟା ବଢ଼ିଯିବ: ଜାତିସଂଘ

ଜେନେଭା,୧୫।୧୧: ଚଳିତ ବର୍ଷ କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଜାରି ରହିଛି। କେତେକ ସ୍ଥାନରେ ଖାଦ୍ୟର ଘୋର ସଙ୍କଟ ଦେଖାଦେଇଛି। ତେବେ ଆସନ୍ତା ବର୍ଷ ପୃଥିବୀରେ ଭୋକିଲାଙ୍କ ସଂଖ୍ୟା ପୁଣି ବଢ଼ିଯିବ ବୋଲି ଜାତିସଂଘ ପକ୍ଷରୁ କୁହାଯାଇଛି। ଏସମ୍ପର୍କରେ...

ହ୍ବାଇଟ୍‌ ହାଉସ୍‌ରେ ଟ୍ରମ୍ପ୍‌ ପାଳିଲେ ଦୀପାବଳି, ସମଗ୍ର ବିଶ୍ୱବାସୀଙ୍କୁ ଦେଲେ ଏହି ବାର୍ତ୍ତା

ଓ୍ବାଶିଂଟନ,୧୫ା୧୧: କେବଳ ଭାରତ ନୁହେଁ, ବିଦେଶରେ ମଧ୍ୟ ପାଳନ କରାଯାଇଛି ଆଲୋକର ପର୍ବ ଦୀପାବଳି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସ୍ତ୍ରୀ ମେଲାନିୟା ହ୍ବାଇଟ୍‌ହାଉସ୍‌ରେ ଦୀପାବଳି ଉତ୍ସବ ପାଳନ କରିଛନ୍ତି। ଶନିବାର ଦୀପାବଳି ଅବସରରେ ଟ୍ରମ୍ପ ଦମ୍ପତି...

ମ୍ୟାନ୍‌ମାର୍‌ ନିର୍ବାଚନ: ଶାସକ ଦଳର ପୁଣି କ୍ଷମତା ଦଖଲ

ୟଙ୍ଗୁନ,୧୫।୧୧: ମ୍ୟାନମାର୍‌ ସାଧାରଣ ନିର୍ବାଚନ ଫଳ ପ୍ରକାଶ ପାଇଛି। ଦେଶରେ ଶାସକ ଦଳ ନ୍ୟାଶନାଲ ଲିଗ୍‌ ଫର୍‌ ଡେମୋକ୍ରାସି ପୁଣି ଥରେ କ୍ଷମତା ଦଖଲ କରିଛି। ଶାସକ ଦଳ ୯୨୦ ଆସନରେ ବିଜୟୀ ହୋଇଛି। ନିର୍ବାଚନରେ ୫ ହଜାର ୬୩୯...

ରାଜରାସ୍ତାରେ ଟ୍ରମ୍ପ୍‌ ସମର୍ଥକ: ନିର୍ବାଚନ ଫଳାଫଳ ମାନିବାକୁ ଅରାଜି

ଓ୍ବାଶିଂଟନ,୧୫।୧୧: ଆମେରିକା ରାଜରାସ୍ତାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସମର୍ଥକ ଓହ୍ଲାଇଛନ୍ତି। ସେମାନେ ନିର୍ବାଚନ ଫଳାଫଳକୁ ମାନିବାକୁ ଅରାଜି ହୋଇ ପୋଲିସ ସହିତ ଧସ୍ତାଧସ୍ତି ହୋଇଛନ୍ତି। ସମର୍ଥକମାନେ ଓ୍ବାଶିଂଟନ ଡିସିରେ ନାନା ପ୍ରକାର ସ୍ଲୋଗାନ ଦେଇ ଟ୍ରମ୍ପ୍‌ଙ୍କୁ ପଦବୀରେ ରହିବା ଲାଗି...

କିଲର ଡଲଫିନ୍‌ଙ୍କୁ ସୈନ୍ୟ ବାହିନୀରେ ସାମିଲ୍‌ କରୁଛନ୍ତି କିମ୍‌ ଜୋଙ୍ଗ ଉନ୍‌

ପୋୟାଙ୍ଗାୟାଙ୍ଗ୍‌,୧୪।୧୧: ଉତ୍ତର କୋରିଆର ଏକ ଛତ୍ରବାଦୀ ଶାସନ କିମ୍‌ ଜୋଙ୍ଗ୍‌ ଉନ୍‌ ସୈନ୍ୟ ବାହିନୀରେ କିଲର ଡଲଫିନ୍‌ଙ୍କୁ ସାମିଲ୍‌ କରୁଛନ୍ତିି। ଏସବୁ ଡଲଫିନ୍‌ଙ୍କୁ ଆବଶ୍ୟକ ତାଲିମ୍‌ ଦିଆଯିବ। ତାଲିମ ପ୍ରାପ୍ତ ଡଲଫିନ୍‌ ଶତ୍ରୁ ଶିବିରରେ ତାଣ୍ଡବ ରଚିବାକୁ ସକ୍ଷମ ହେବେ...

ଭାରତ ବିରୋଧରେ ମିଥ୍ୟା ଅଭିଯୋଗ ଆଣିଲା ପାକିସ୍ତାନ

ଇସଲାମାବାଦ୍‌,୧୪।୧୧: ଭାରତ ବିରୋଧରେ ପାକିସ୍ତାନ ମିଥ୍ୟା ଅଭିଯୋଗ ଆଣିଛି। ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ଶାହା ମେହମ୍ମୁଦ କ୍ୱୁରେଶି ଶନିବାର ଏଭଳି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଚାଇନା ସହାୟତାରେ ଆରମ୍ଭ ହୋଇଥିବା ଡ୍ରିମ୍‌ ପ୍ରୋଜେକ୍ଟ ଚାଇନା-ପାକିସ୍ତାନ ଇକୋନୋମିକ୍‌ କୋରିଡୋରକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri