ଅନ୍ତର୍ଜାତୀୟ

କରୋନା ଭୂତାଣୁ ଆସିଛି କେଉଁଠୁ: ୯୦ ଦିନ ମଧ୍ୟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ ଦେଲେ ରାଷ୍ଟ୍ରପତି…

ଓ୍ବାଶିଂଟନ,୨୭।୫: ପୃଥିବୀରେ ତାଣ୍ଡବ ରଚିଥିବା କରୋନା ମହାମାରୀ ଭୂତାଣୁ କେଉଁଠୁ ଆସିଛି ତାହାର ରିପୋର୍ଟ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ୯୦ ଦିନ ମଧ୍ୟରେ ଲୋଡିଛନ୍ତି। କରୋନା ଭୂତାଣୁ ପ୍ରାଣୀଙ୍କଠାରୁ ମଣିଷଙ୍କ ପାଖକୁ ଆସିଛି ଅବା ଏହାକୁ ଚାଇନାର ଉହାନ ଲ୍ୟାବ୍‌ରେ…

୧୫୦ ବର୍ଷ ବଞ୍ଚି ପାରିବ ମଣିଷ, ପ୍ରକାଶ ପାଇଲା ରିପୋର୍ଟ..

ସିଙ୍ଗାପୁର,୨୭।୫: ଜଣେ ମଣିଷ ସର୍ବାଧିକ କେତେ ବର୍ଷ ବଞ୍ଚିପାରିବ। ପୃଥିବୀରେ ସବୁଠାରୁ ବୟସ୍କ ବ୍ୟକ୍ତିଙ୍କ ବର୍ଷ ୧୧୪ ଅବା ୧୧୬ ରହିଛି। ତେବେ ନେଚର କମ୍ୟୁନିକେଶନ ପତ୍ରିକାରେ ପ୍ରକାଶିତ ରିପୋର୍ଟ ଅନୁସାରେ ଜଣେ ମଣିଷ ସର୍ବାଧିକ ୧୫୦ ବର୍ଷ ଜୀବିତ ରହିପାରିବ।…

ବର୍ନାଡ ଆର୍‌ନଲ୍ଟ ବିଶ୍ୱର ୧ ନମ୍ବର ଧନୀ

ନୂଆଦିଲ୍ଲୀ,୨୭।୫: ଫ୍ରାନ୍ସର ଫ୍ୟାଶନ ଟାଇକୁନ ବର୍ନାଡ ଆର୍‌ନଲ୍ଟ(୭୨) ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ସ୍ଥାନ ହାସଲ କରିଛନ୍ତି। ତାଙ୍କ କମ୍ପାନୀ ଏଲ୍‌ଭିଏମ୍‌ଏଚ୍‌ର ଶେୟାର ପ୍ରାଇସ ବଢିବାରୁ ପ୍ରଥମ ସ୍ଥାନରେ ଥିବା ଆମାଜନ ସିଇଓ ଜେଫ୍‌ ବେଜୋସଙ୍କୁ ସେ ପଛରେ ପକାଇ ଦେଇଛନ୍ତି।…

ଶ୍ରୀଲଙ୍କା ଜାହାଜରେ ନିଆଁ

ନୂଆଦିଲ୍ଲୀ, ୨୬।୫: ଶ୍ରୀଲଙ୍କା ରାଜଧାନୀ କଲମ୍ବୋ ଉପକୂଳରେ ଏମ୍‌ଭି ଏକ୍ସ-ପ୍ରେସ୍‌ ପର୍ଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଶ୍ରୀଲଙ୍କା କର୍ତ୍ତୃପକ୍ଷଙ୍କ ଅନୁରୋଧ କ୍ରମେ ଭାରତୀୟ ତଟରକ୍ଷା ବାହିନୀ (ଆଇସିଜି) ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଛି। ସାମୁଦ୍ରିକ ପାଟ୍ରୋଲିଂରେ ନିୟୋଜିତ ଥିବା ଭାରତୀୟ…

୧୬ ଘଣ୍ଟା ଗାଧୋଇବା ପରେ ମହିଳାଙ୍କର ହେଲା ଏଭଳି ଅବସ୍ଥା…

ଲଣ୍ଡନ,୨୬।୫: ସାଧାରଣତଃ ଲୋକେ ୧୦ ଅବା ୧୫ ମିନିଟ୍‌ ଗାଧୋଇଥାନ୍ତି। କେହି କେହି ଘଣ୍ଟେ କିମ୍ବା ଏହାଠାରୁ ଅଧିକ ସମୟ ମଧ୍ୟ ଏଥି ପାଇଁ ନେଇଥାନ୍ତି। ତେବେ ଗାଧୋଇବା ପାଇଁ ୧୬ ଘଣ୍ଟା ନେବା ଜଣେ ମହିଳାଙ୍କୁ ମହଙ୍ଗା ପଡ଼ିଛି। ଗାଧୋଇ…

ଧନୀ ହେବା ଲାଗି ପାକିସ୍ତାନକୁ ଏମିତି ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ, ଭିଡିଓ ଦେଖିଲେ ହସି ହସି ଗଡ଼ିବେ

ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯାହାକୁ ଦେଖିଲେ ହସିହସି ଗଡ଼ିବେ। ଅତୀତରେ ଏହିପରି ଅନେକ ମଜାଦାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ମାତ୍ର ଏହି ଭିଡିଓଟି ସେଗୁଡ଼ିକ ମଧ୍ୟରୁ ଟିକେ ନିଆରା। ଭିଡିଓରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ…

ଏହି ଦେଶରେ ଏବେସୁଦ୍ଧା ଆରମ୍ଭ ହୋଇନି ଟିକାକରଣ

ସମଗ୍ର ବିଶ୍ୱରେ କରୋନା ମହାମାରୀର ଦ୍ୱିତୀୟ ଲହର ଜାରି ରହିଛି। ଏହି ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଅଧିକାଂଶ ଦେଶରେ ଟିକାକରଣ କାର୍ଯ୍ୟ ଜୋର୍‌ସୋରରେ ଚାଲିଛି। ଭାରତରେ ମଧ୍ୟ ଟିକାକରଣ କାର୍ଯ୍ୟ ପୂରାମାତ୍ରାରେ ଚାଲିଛି। ମାତ୍ର କେତେକ ଦେଶରେ ଏଥିରେ ଅବହେଳା…

କ୍ରୁର ଶାସକଙ୍କ କ୍ରୁର ଭଉଣୀ: ଶୀର୍ଷ ଅଧିକାରୀଙ୍କୁ ଗୁଳି କରି କଲେ ହତ୍ୟା,ଦେଶରେ ଆତଙ୍କ…

ପୋୟାଙ୍ଗ୍‌ୟାଙ୍ଗ୍‌,୨୬।୫: ଉତ୍ତର କୋରିଆରେ ଲୋକଙ୍କ ମଧ୍ୟରେ ଆତଙ୍କ ବଢ଼ିବାରେ ଲାଗିଛି। କ୍ରୁର ଏକଛାତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ ପଥଙ୍କୁ ତାଙ୍କ ଭଉଣୀ କିମ୍‌ ୟୋ ଜୋଙ୍ଗ୍‌ ଆପଣେଇଛନ୍ତି। ନିରଙ୍କୁଶ କ୍ଷମତା ବାଟରେ ଦେଖା ଦେଉଥିବା ପ୍ରତିବନ୍ଧକକୁ ହଟାଇବା ଲାଗି ୟୋ…

ପ୍ରାର୍ଥୀଙ୍କୁ ବ୍ୟାନ୍‌ କଲେ ଫାଇନ୍‌

ଫେସ୍‌ବୁକ୍‌, ଟୁଇଟର ଭଳି ସୋସିଆଲ ମିଡିଆ ପ୍ଲାଟଫର୍ମ ରାଜନୈତିକ ପ୍ରାର୍ଥୀଙ୍କୁ ବ୍ୟାନ୍‌ କଲେ ଏହାକୁ ବେଆଇନ ମାନିବା ସହ ସମ୍ପୃକ୍ତ କମ୍ପାନୀକୁ ଜରିମାନା ଦେବାକୁ ପଡ଼ିବ ବୋଲି ଆମେରିକାର ପ୍ରଥମ ରାଜ୍ୟଭାବେ ବିଲ୍‌ ଆଣିଛି ଫ୍ଲୋରିଡା। ଗତ ଜାନୁୟାରୀରେ ଆମେରିକାର ପୂର୍ବତନ…

ପାକ୍‌ରେ ମିଆଙ୍କ ଟିକ୍‌ଟକ୍‌ ବ୍ୟାନ୍‌

ଆମେରିକୀୟ ପର୍ନଷ୍ଟାର ମିଆ ଖଲିଫାଙ୍କ ଟିକ୍‌ଟକ୍‌ ଆକାଉଣ୍ଟ ପାକିସ୍ତାନରେ ବ୍ୟାନ୍‌ କରିଦିଆଯାଇଛି। ଏ ନେଇ ମିଆ ଟୁଇଟ୍‌ ଯୋଗେ ତାଙ୍କ ପ୍ରଶଂସକଙ୍କୁ ଜଣାଇଛନ୍ତି। ଟୁଇଟର ମାଧ୍ୟମରେ ସେ ତାଙ୍କ ପାକିସ୍ତାନୀ ଫ୍ୟାନଙ୍କ ସହ ଟିକ୍‌ଟକ୍‌ ଭିଡିଓ ଶେୟାର କରିବେ ବୋଲି ମିଆ…

ମାଲିରେ ସାମରିକ ବିଦ୍ରୋହ

ବମାକୋ,୨୬ା୫: ଆଫ୍ରିକୀୟ ରାଷ୍ଟ୍ର ମାଲିରେ ପୁଣିଥରେ ସୃଷ୍ଟି ହୋଇଛି ରାଜନୈତିକ ସଙ୍କଟ। ଦେଶର ସେନା ସାମରିକ ବିଦ୍ରୋହ କରି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ପ୍ରତିରକ୍ଷାମନ୍ତ୍ରୀଙ୍କୁ ଗିରଫ କରିନେଇଛି। ସେମାନଙ୍କୁ ସୋମବାର ରାତିରେ ରାଜଧାନୀ ବମାକୋରୁ ଗିରଫ କରି ୧୫ କି.ମି. ଦୂରରେ…

ବଡ଼ ଭୁଲ ପରେ କ୍ଷମା ମାଗିଲେ ଜନ ସିନା

ବେଜିଂ, ୨୫।୫: ଡବ୍ଲ୍ୟୁଡବ୍ଲ୍ୟଇ ସୁପରଷ୍ଟାର ତଥା ‘ଫାଷ୍ଟ ଆଣ୍ଡ୍‌ ଫ୍ୟୁରିଅସ ୯’ ଷ୍ଟାର ଜନ ସିନା ଚାଇନିଜ ଫ୍ୟାନ୍ସଙ୍କୁ ମଙ୍ଗଳବାର କ୍ଷମାପ୍ରାର୍ଥନା କରିଛନ୍ତି। ଆମେରିକାନ ରେସଲିଂ ଷ୍ଟାର ତାଇଓ୍ବାନକୁ ଏକ ଦେଶ ବୋଲି କହିଥିଲେ। ଏଥି ନେଇ ବିବାଦ ସୃଷ୍ଟି ହୋଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri