ଉହାନ୍ ଲ୍ୟାବ୍ରେ ଏପର୍ଯ୍ୟନ୍ତ କେହି କରୋନାରେ ଆକ୍ରାନ୍ତ ହୋଇ ନାହାନ୍ତି, ଆମେରିକା କହୁଛି ମିଛ: ଚାଇନା…
ବେଜିଂ,୨୫।୫: କରୋନା ମହାମାରୀ ଭୂତାଣୁ ସଂକ୍ରମଣ ପ୍ରଥମେ ଚାଇନାର ଉହାନରେ ଦେଖାଦେଇଥିଲା। ଉହାନ୍ ଲ୍ୟାବ୍ରୁ ଏହା ଅସାବଧାନତାରୁ ବାହାରକୁ ଆସିଥିବାର ସନ୍ଦେହ ଏବେ ସତ୍ୟରେ ପରିଣତ ହେବାକୁ ଯାଉଛି। ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନ ବ୍ୟାପିବା ପୂର୍ବରୁ ଉହାନ୍ ଲ୍ୟାବ୍ରେ…
କରୋନା ତୁଳନାରେ ଅଧିକ ମାରାତ୍ମକ ଭୂତାଣୁ ଆସିବା ଆଶଙ୍କା ରହିଛ: ଡବ୍ଲ୍ୟୁଏଚ୍ଓ ଦେଲା ଚେତାବନୀ…
ଜେନେଭା,୨୫।୫: ଏବେ କରୋନା ମହାମାରୀ ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଦେଖାଦେଇଛି। ତେବେ ଏହାଠାରୁ ଅଧିକ ମାରାତ୍ମକ ଭୂତାଣୁ ଆସିବାର ଆଶଙ୍କା ରହିଛି ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଚେତାବନୀ ଦିଆଯାଇଛି। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ମୁଖ୍ୟ ଟ୍ରେଡୋସ୍ ଆଧାନୋମ୍ ଘେବ୍ରେୟିସସ୍ ପୃଥିବୀର…
କରୋନାରେ ଆକ୍ରାନ୍ତ ହୋଇଛନ୍ତି କି ନାହିଁ, ଏକ ମିନିଟ୍ରେ ଏପରି ଜାଣିପାରିବେ…
ସିଙ୍ଗାପୁର,୨୫।୫: ଜଣେ କରୋନାରେ ଆକ୍ରାନ୍ତ ହୋଇଛନ୍ତି କି ନାହିଁ ଏବେ ତାହା ମାତ୍ର ଏକ ମିନିଟ୍ ମଧ୍ୟରେ ସହଜରେ ଜଣାପଡ଼ିଯିବ। ସିଙ୍ଗାପୁର ବିଶ୍ୱବିଦ୍ୟାଳୟର ୩ ଜଣ ଗ୍ରାଜୁଏଟ୍ ଶିକ୍ଷାର୍ଥୀ ଏବଂ ଜଣେ ମୂଳ ଭାରତୀୟ ପ୍ରଫେସର ଟି. ଭେଙ୍କେୟା ଭେଙ୍କଟେସାନ୍ଙ୍କ ମିଳିତ…
କରୋନାକୁ ହରାଇ ପାରିବନି ଗୋଟିଏ ଦେଶ, ମିଳିତ ଲଢ଼େଇ ଆବଶ୍ୟକ: ଜାତିସଂଘ…
ଜୋନେଭା/ନୂଆଦିଲ୍ଲୀ,୨୫।୫: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ କରୋନା ବିରୋଧରେ ଲଢ଼େଇ କରିବା କୌଣସି ଗୋଟିଏ ଦେଶ ପକ୍ଷେ ସମ୍ଭବ ନୁହେଁ। ଏହାଦ୍ୱାରା କରୋନାକୁ ହରାଇ ହେବନି। ଏକ୍ଷେତ୍ରରେ ପୃଥିବୀର ସମସ୍ତ ଦେଶ ପକ୍ଷରୁ ମିଳିତ…
ର଼୍ୟାନାୟାର ବିମାନକୁ ଓହ୍ଲାଇଦେଲା ବେଲାରୁଷ୍
ମସ୍କୋ, ୨୫।୫: ବେଲାରୁଷ୍ କର୍ତ୍ତୃପକ୍ଷ ଏକ ଯୁଦ୍ଧବିମାନରେ ପିଛା କରି ର଼୍ୟାନାୟାର ବ୍ୟବସାୟିକ ବିମାନକୁ ମିନ୍ସ୍କଠାରେ ଜବରଦସ୍ତ ଓହ୍ଲାଇଦେବା ସହ ସେଥିରେ ଥିବା ବେଲାରୁଷ୍ର ଜଣେ ଖବରଦାତା ତଥା ବିରୋଧୀ କର୍ମୀଙ୍କୁ ଗିରଫ କରିଛନ୍ତି। ଏହାକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଉତ୍ତେଜନା…
କୋର୍ଟରେ ହାଜର ହେଲେ ସ୍ୟୁ ଚୀ
ନେପିତାଉ, ୨୫ା୫: ମ୍ୟାନମାର ସେନା ଶାସନ ହାତକୁ ନେବାର ପ୍ରାୟ ୪ ମାସ ପରେ ସାମ୍ନାକୁ ଆସିଛନ୍ତି ଗଣତନ୍ତ୍ର ସପକ୍ଷବାଦୀ ନେତ୍ରୀ ଅଙ୍ଗ୍ ସାନ୍ ସ୍ୟୁ ଚୀ। ସୋମବାର ସେ ବ୍ୟକ୍ତିଗତ ଭାବେ କୋର୍ଟରେ ହାଜର ହୋଇଛନ୍ତି। ଫେବୃୟାରୀ ୧ରେ ସେନା…
ଟିକା ନେବା ପରେ ବ୍ରିଟିଶ ମହିଳାଙ୍କ ମୃତ୍ୟୁ
ଡବଲିନ, ୨୪।୫ : ସାଇପ୍ରସର ହସ୍ପିଟାଲରେ ଆଷ୍ଟ୍ରାଜେନେକା କୋଭିଡ୍-୧୯ ଟିକା ନେବା ପରେ ଜଣେ ୩୯ ବର୍ଷୀୟା ବ୍ରିଟିଶ ମହିଳାଙ୍କ ମୃତ୍ୟୁ ହୋଇଛି। ତାଙ୍କ ଠାରେ ରକ୍ତ ଜମାଟ ବାନ୍ଧିବା ସମସ୍ୟା ଦେଖା ଦେଇଥିଲା। ୟୁରୋପିଆନ ମେଡିସିନ ଏଜେନ୍ସି (ଏଏମ୍ଏ) ଉକ୍ତ…
୮ ବର୍ଷ ପରେ ପୀଡ଼ିତାଙ୍କ ଫୋନ୍କୁ ଆସିଲା ବଳାତ୍କାରୀଙ୍କ ପକ୍ଷରୁ ମେସେଜ୍, ଏଥିରେ ଲେଖାଥିଲା…
ଓ୍ବାଶିଂଟନ,୨୪ା୫: ଆମେରିକାର ପେନାସିଲେବ୍ନିଆରେ ରହୁଥିବା ୨୩ ବର୍ଷୀୟା ଶାନନ ନିଜ ବୟଫ୍ରେଣ୍ଡଙ୍କ ସହ ଛୁଟି କାଟିବାକୁ ଯାଇଥିଲେ। ଏହି ସମୟରେ ଶାନନ ତାଙ୍କର ଫେସ୍ବୁକ୍ ଖୋଲିଥିଲେ। ଏଥିରୁ ଏକ ମେସେଜ ପଢ଼ି ସେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେ କେବେ କଳ୍ପନା କରି…
ଏହି ଯୁବତୀଙ୍କୁ ତୃତୀୟଥର ବିବାହ କରିବାକୁ ଯାଉଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ
ଲଣ୍ଡନ,୨୪।୫: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିଶ ଜନସନ ଆସନ୍ତାବର୍ଷ ତୃତୀୟଥର ବିବାହ କରିବାକୁ ଯାଉଛନ୍ତି। ସେ ନିଜର ପ୍ରେମିକା କ୍ୟାରୀ ସାଇମଣ୍ଡ୍ସଙ୍କୁ ବିବାହ କରିବେ। ୨୦୨୨ ଜୁଲାଇ ୨୨ରେ ଜନସନ ଏବଂ ସାଇମଣ୍ଡସ ବିବାହ ବନ୍ଧନରେ ଆବଦ୍ଧ ହେବେ। ଉଭୟ ନିଜ ସମ୍ପର୍କୀୟ,…
କରୋନା ପୃଥିବୀରେ ନ ବ୍ୟାପିବା ପୂର୍ବରୁ ଉହାନ୍ ଲ୍ୟାବ୍ର ଗବେଷକ ହୋଇଥିଲେ ଆକ୍ରାନ୍ତ: ଓ୍ବାଲ ଷ୍ଟ୍ରିଟ୍ ଜର୍ନାଲ…
ଓ୍ବାଶିଂଟନ,୨୪।୫: କକରୋନା ମହାମାରୀ ଭୂତାଣୁ ସଂକ୍ରମଣ ପ୍ରଥମେ ଚାଇନାର ଉହାନରେ ଦେଖାଦେଇଥିଲା। ଉହାନ୍ ଲ୍ୟାବ୍ରୁ ଏହା ଅସାବଧାନତାରୁ ବାହାରକୁ ଆସିଥିବାର ସନ୍ଦେହ ଏବେ ସତ୍ୟରେ ପରିଣତ ହେବାକୁ ଯାଉଛି। ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନ ବ୍ୟାପିବା ପୂର୍ବରୁ ଉହାନ୍ ଲ୍ୟାବ୍ରେ…
କରୋନା ଭୂତାଣୁ ପ୍ରାକୃତିକ ଅବା ଲ୍ୟାବ୍ରେ ତିଆରି, ବିଶେଷଜ୍ଞ ଦେଲେ ଏଭଳି ଉତ୍ତର…
ଓ୍ବାଶିଂଟନ,୨୪।୫: କରୋନା ମହାମାରୀ ଭୂତାଣୁ ସଂକ୍ରମଣ ପ୍ରଥମେ ଚାଇନାର ଉହାନରେ ଦେଖାଦେଇଥିଲା। ଉହାନ୍ ଲ୍ୟାବ୍ରୁ ଏହା ଅସାବଧାନତାରୁ ବାହାରକୁ ଆସିଥିବା ସନ୍ଦେହ କରାଯାଉଛି। ତେବେ ଏପରିସ୍ଥଳେ ଆମେରିକାର ବିଶେଷଜ୍ଞ ଡ. ଆନ୍ଥୋନୀ ଫାଉଚି ଗୁରୁତ୍ୱପୂର୍ଣ୍ଣ ମତାମତ ଦେଇଛନ୍ତି। ସେ କହିଛନ୍ତି ଯେ,…
ବିବାଦରେ ଡାଏନାଙ୍କ ସାକ୍ଷାତ୍କାର
ଲଣ୍ଡନ, ୨୪ା୫: ପ୍ରିନ୍ସେସ୍ ଡାଏନାଙ୍କ ସହ ବିବାଦୀୟ ସାକ୍ଷାତକାରକୁ ନେଇ ତାଙ୍କ ଦୁଇ ପୁଅ ତଥା ବ୍ରିଟେନ ପ୍ରିନ୍ସ ଓ୍ବିଲିୟମ ଏବଂ ହ୍ୟାରିଙ୍କୁ ରବିବାର ବିବିସିର ପୂର୍ବତନ ଖବରଦାତା ମାର୍ଟିନ ବଶିର କ୍ଷମା ମାଗିଛନ୍ତି। କିନ୍ତୁ ଡାଏନାଙ୍କ ମୃତ୍ୟୁ ସହ ସାକ୍ଷାତକାରକୁ…
Archives


