ନେପାଳରେ ପୁଣି ରାଜନୈତିକ ସଙ୍କଟ
କାଠମାଣ୍ଡୁ, ୨୩।୫(ଆଇଏଏନ୍ଏସ୍): ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ସୁପାରିସକ୍ରମେ ରାଷ୍ଟ୍ରପତି ବିଦ୍ୟାଦେବୀ ଭଣ୍ଡାରୀ ଶୁକ୍ରବାର ମଧ୍ୟରାତ୍ରରେ ପାର୍ଲାମେଣ୍ଟ ଭଙ୍ଗ କରିବା ସହ ନଭେମ୍ବର ୧୨ ଓ ୧୯ରେ ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ପାଇଁ ଘୋଷଣା କରିଛନ୍ତି। ଏହାକୁ ନେଇ ନେପାଳରେ ରାଜନୈତିକ…
ଏଭରେଷ୍ଟରେ ଶତାଧିକ ସଂକ୍ରମିତ
ଏଭରେଷ୍ଟ ଉପରେ ଶତାଧିକ ପର୍ବତାରୋହଣକାରୀ, ସହଯୋଗୀ କରୋନାରେ ସଂକ୍ରମିତ ହୋଇଛନ୍ତି। ବିଶ୍ୱର ସର୍ବୋଚ୍ଚ ଶୃଙ୍ଗରେ ସଂକ୍ରମଣ ନ ଥିବା ନେଇ ନେପାଳ ସରକାରୀ ଅଧିକାରୀ କହୁଥିଲେ ହେଁ ଏକ ବିଶେଷଜ୍ଞ କ୍ଲାଇମ୍ବିଂ ଗାଇଡ୍ ଶନିବାର ଏ ନେଇ ସୂଚନା ଦେଇଛି। ଜଣେ…
ନିର୍ବନ୍ଧ ମୁଦି ୮.୭୫ କୋଟି
ଓ୍ବାଶିଂଟନ: ହଲିଉଡ ଷ୍ଟାର ଜେନିଫର୍ ଲୋପେଜ୍ ତାଙ୍କ ଲଭଲାଇଫ୍କୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ପ୍ରେମିକ ଆଲେକ୍ସ ରୋଡ୍ରିଗୁଏଜ୍ଙ୍କ ସହ ଜେନିଫରଙ୍କର ବ୍ରେକଅପ ହୋଇଯାଇଛି। ବ୍ରେକଅପ୍ ପରେ ଅଭିନେତ୍ରୀଙ୍କୁ ଏବେ ତାଙ୍କ ପୂର୍ବତନ ପ୍ରେମିକ ବେନ୍ ଆଫ୍ଲେକଙ୍କ ସହ ଦେଖିବାକୁ ମିଳୁଛି। ଜେନିଫର…
୮ କୁକୁରଙ୍କୁ ଗୁଳିକରି ହତ୍ୟା
କୋହିମା: ନାଗାଲାଣ୍ଡର ଏକ ଛାତ୍ର ସଙ୍ଗଠନ ପକ୍ଷରୁ ୮ ପୋଷା କୁକୁରଙ୍କୁ ଗୁଳି କରି ହତ୍ୟା କରାଯାଇଛି। କୁକୁରଙ୍କୁ ଭାକ୍ସିନ ଦେବା ପାଇଁ କୁହାଯାଇଥିଲେ ମଧ୍ୟ ମାଲିକମାନେ ଦେଇ ନ ଥିବାରୁ ଛାତ୍ର ସଙ୍ଗଠନ ଏପରି କାଣ୍ଡ ଭିଆଇଛି। ମୋନ୍ ଜିଲା…
ଯୁଦ୍ଧ ପରେ ଅସ୍ତ୍ରବିରତି
ଗାଜା ସିଟି/ଜେରୁଜେଲମ୍,୨୨ା୫ :ଅନ୍ତର୍ଜାତୀୟ ଚାପରେ ମୁଣ୍ଡ ନୁଆଇଛନ୍ତି ଇସ୍ରାଏଲ୍ ଏବଂ ପାଲେଷ୍ଟାଇନ୍ର ହମାସ୍ କଠୋରପନ୍ଥୀ। ଉଭୟ ପକ୍ଷଙ୍କ ମଧ୍ୟରେ ୧୧ ଦିନ ଧରି ଚାଲିଥିବା ସଂଘର୍ଷରେ ଶୁକ୍ରବାର ବିରାମ ଲାଗିଛି। ୨୫୨ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ପରେ ପରସ୍ପରକୁ ଆକ୍ରମଣ ନ…
ପାଲେଷ୍ଟାଇନ୍ ସପକ୍ଷରେ ରାଲି ବେଳେ ବିସ୍ଫୋରଣ
ଇସ୍ଲାମାବାଦ,୨୧ା୫: ପାକିସ୍ତାନର ବେଲୁଚିସ୍ତାନରେ ଶୁକ୍ରବାର ପାଲେଷ୍ଟାଇନ୍ ସପକ୍ଷରେ ରାଲି କରାଯାଉଥିବା ବେଳେ ବିସ୍ଫୋରଣ ଘଟିଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଥିବା ଜଣାପଡିଛି। ଆହତମାନଙ୍କୁ ପ୍ରଦେଶର ରାଜଧାନୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜନୈତିକ…
ବାଲକୋନିରେ ମଡେଲଙ୍କ ସହ ରୋମାନ୍ସରେ ମାତିଥିଲେ ସିଙ୍ଗର, ସ୍ତ୍ରୀ ଚାଲି ଆସିବାରୁ…
ବ୍ରାସିଲିଆ,୨୧ା୫: ବ୍ରାଜିଲର ଜଣାଶୁଣା ଜଣେ ସିଙ୍ଗରଙ୍କ ମୃତ୍ୟୁ ଘଟିଛି। ଏହି ମୃତ୍ୟୁର କାରଣ ହେଲା ତାଙ୍କ ରୋମାନ୍ସ। ୨୩ ବର୍ଷୀୟ ଏମ୍ସି କେବିନ ଦୁଇ ସପ୍ତାହ ପୂର୍ବରୁ ବିବାହ କରିଥିଲେ। ମାତ୍ର ସେ ତାଙ୍କ ନବବିବାହିତା ସ୍ତ୍ରୀଙ୍କୁ ଲୁଚି ଜଣେ ମଡେଲଙ୍କ…
୧୧ ଦିନ ପରେ ଥମିଲା ଯୁଦ୍ଧ!
ତେଲ ଅଭିଭ୍,୨୧।୫: ଗତ ୧୧ ଦିନ ଧରି ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ସଂଘର୍ଷ ଶେଷରେ ଶାନ୍ତ ପଡିଛି। ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସୁରକ୍ଷା ମନ୍ତ୍ରିମଣ୍ଡଳ ଘାଜା ଅଞ୍ଚଳରେ ୧୧ ଦିନ ଧରି ଚାଲିଥିବା ସାମରିକ କାର୍ଯ୍ୟକୁ ବନ୍ଦ…
ଆଣ୍ଟାର୍କଟିକାରେ ସର୍ବବୃହତ୍ ହିମଶୈଳ
ଲଣ୍ଡନ,୨୧ା୫: ଜଳବାୟୁ ପରିବର୍ତ୍ତନ ଯୋଗୁ ସାରା ବିଶ୍ୱରେ ବରଫ ତରଳିବାରେ ଲାଗିଥିବାବେଳେ ଆଣ୍ଟାର୍କଟିକା ମହାଦେଶ ପୃଥିବୀର ସର୍ବବୃହତ୍ ବରଫଖଣ୍ଡକୁ ଜନ୍ମ ଦେଇଛି। ଭୂମଧ୍ୟସାଗରରେ ଥିବା ସ୍ପେନ୍ର ଲୋକପ୍ରିୟ ପର୍ଯ୍ୟଟନ କେନ୍ଦ୍ର ମାଜୋରିକା(୩୬୪୦ ବର୍ଗ କି.ମି. ବା ୧,୪୦୫ ବର୍ଗ ମାଇଲ୍) ଆଇଲାଣ୍ଡଠାରୁ…
ପୁଣି ପୃଥିବୀ ଉପରେ ମାଡ଼ି ଆସିଲା ବିପଦ: ପାଣିରେ ବହୁ ଉପକୂଳ ସହର ବୁଡ଼ିଯିବା ଆଶଙ୍କା !…
ଲଣ୍ଡନ/ନୂଆଦିଲ୍ଲୀ,୨୦।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ପୃଥିବୀ ଉପରେ ପୁଣି ନୂଆ ବିପଦ ମାଡ଼ି ଆସୁଛି। ଆଣ୍ଟାର୍କଟିକାରେ ଏକ ବିରାଟକାୟ ହିମଖଣ୍ଡ ଭାଙ୍ଗିଯାଇଛି। ଏହାର ଲମ୍ବ ୧୭୫ କିଲୋମିଟର ହୋଇଥିବାବେଳେ ପ୍ରସ୍ଥ ୨୫…
ଭାକ୍ସିନ୍ ବିକି ୯ ଜଣ ପାଲଟିଛନ୍ତି କୋଟିପତି: ମୋଡେର୍ନା ସିଇଓ ଶୀର୍ଷରେ..
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୦।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ସଂକ୍ରମଣ ରୋକିବା ପାଇଁ ଉପଯୋଗୀ ସାବ୍ୟସ୍ତ ହେଉଥିବା ସାନିଟାଇଜର, ମାସ୍କ୍, ହ୍ୟାଣ୍ଡ୍ଓ୍ବାଶ୍ ଆଦିର ଚାହିଦା ବଢ଼ିଛି। ଏସବୁ ପ୍ରସ୍ତୁତ କରି ବହୁ ଲୋକଙ୍କ ଆର୍ଥିକ…
ଡିଏନ୍ଏ କହିବ କଲମ୍ବସ୍ କାହାଣୀ
ମାଦ୍ରିଦ୍, ୨୦ା୫: ସମୁଦ୍ର ପଥରେ ଆମେରିକାକୁ ବାଟ ଖୋଜିଥିବା ଖ୍ରୀଷ୍ଟୋଫର କଲମ୍ବସ୍ ୟୁରୋପର ଉପନିବେଶକୁ ସେଠାରେ ପହଞ୍ଚାଇବାରେ ସକ୍ଷମ ହୋଇଥିଲେ। ହେଲେ ବାସ୍ତବରେ ସେ କେଉଁ ଦେଶର ନାଗରିକ ତାହା ଏବେ ବି ରହସ୍ୟ ଘେରରେ। ଏହା ସ୍ପଷ୍ଟ କରିବା ପାଇଁ…
Archives


