ଫ୍ରିଜର ଟ୍ରକ୍ରେ ବର୍ଷେ ହେଲା ପଡ଼ି ରହିଛି ୭୫୦ କରୋନା ଆକ୍ରାନ୍ତଙ୍କ ମୃତଦେହ…
ନ୍ୟୁୟର୍କ,୧୧।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ମୃତ୍ୟୁ ଘଟିଥିବା ଆକ୍ରାନ୍ତଙ୍କ ଅନ୍ତିମ ସଂସ୍କାର ବର୍ଷେ ହେଲା କରାଯାଇ ପାରି ନାହିଁ। ଏଭଳି ଅଭାବନୀୟ ଘଟଣା ଆମେରିକାର ନ୍ୟୁୟର୍କରେ ଘଟିଛି। ଏଠାରେ ଫ୍ରିଜର ଟ୍ରକ୍ରେ ଗତ ଏକ ବର୍ଷ ଧରି ୭୫୦ କରୋନା…
୧୨ରୁ ୧୫ ବର୍ଷ ବୟସ୍କ ପିଲାଙ୍କୁ କରୋନା ଟିକା: ସରକାର ଦେଲେ ମଞ୍ଜୁରୀ…
ଓ୍ବାଶିଂଟନ,୧୧।୫: କରୋନା ଭୂତାଣୁ ଦ୍ୱାରା ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ବୟସ୍କଙ୍କ ପାଇଁ କରୋନା ଟିକା ଉପଲବ୍ଧ ଥିବାବେଳେ ଛୋଟ ପିଳାଙ୍କ ଲାଗି ଟିକା ନ ଥିବାରୁ ସମସ୍ୟା ସୃଷ୍ଟି ହୋଇଥିଲା। ତେବେ ଏବେ ଏହି ସମସ୍ୟାର ସମାଧାନ ଆମେରିକାରେ ହେବାକୁ…
ଆସ୍ଥା ଭୋଟ ହାରିଲେ ନେପାଳ ପ୍ରଧାନମନ୍ତ୍ରୀ
କାଠମାଣ୍ଡୁ, ୧୧।୫(ପି.ଟି.): ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ସୋମବାର ପ୍ରତିନିଧି ସଭାରେ ଆସ୍ଥାଭୋଟ ହାରିଯାଇଛନ୍ତି। ପୁଷ୍ପକମଲ ଦହଲ ‘ପ୍ରଚଣ୍ଡ’ଙ୍କ ନେତୃତ୍ୱାଧୀନ ସିଏନ୍ପି (ମାଓଇଷ୍ଟ ସେଣ୍ଟର) ସରକାରରୁ ସମର୍ଥନ ପ୍ରତ୍ୟାହାର କରିନେବା ପରେ ଏହା ସଂଖ୍ୟାଲଘୁରେ ପରିଣତ ହୋଇଥିଲା। ଆସ୍ଥା ଭୋଟ…
ଯୌନ ଅପରାଧୀଙ୍କ ସହ ଗେଟ୍ସଙ୍କ ଲିଙ୍କ୍
ଓ୍ବାଶିଂଟନ୍, ୧୧ା୫: ବିବାହର ୨୭ ବର୍ଷ ପରେ ବିଶ୍ୱର ଚତୁର୍ଥ ଧନୀ ତଥା ମାଇକ୍ରୋସଫ୍ଟ ସହ-ପ୍ରତିଷ୍ଠାତା ବିଲ୍ ଗେଟ୍ସ ଓ ମେଲିଣ୍ଡା ଗେଟ୍ସ ପରସ୍ପରକୁ ଛାଡ଼ପତ୍ର ଦେବା ପାଇଁ ଘୋଷଣା କରିବା ପଛର କାରଣ ସଂକ୍ରାନ୍ତରେ ରିପୋର୍ଟ ପ୍ରକାଶ ପାଇଛି। ବିଲ୍…
ସାଇବର ଆକ୍ରମଣରୁ ପାଇପ୍ଲାଇନ ବନ୍ଦ
ନ୍ୟୁୟର୍କ, ୧୧।୫: ଦୈନିକ ୨.୫ ନିୟୁତ ବ୍ୟାରେଲ୍ ଇନ୍ଧନ ପରିବହନ କରୁଥିବା ଆମେରିକାର ସର୍ବବୃହତ୍ କଲୋନିଆଲ ପାଇପ୍ଲାଇନ ରାନ୍ସମଓ୍ବେର ସାଇବର ଆକ୍ରମଣର ସମ୍ମୁଖୀନ ହେବା ଫଳରେ ୧୮ ରାଜ୍ୟକୁ ଡିଜେଲ୍, ପେଟ୍ରୋଲ ଓ ଜେଟ୍ ଇନ୍ଧନ ପରିବହନ ଗୁରୁତର ବାଧାପ୍ରାପ୍ତ ହୋଇଛି।…
ମାସ୍କ ନ ପିନ୍ଧିବାରୁ ଭାରତୀୟ ମହିଳାଙ୍କୁ ମାଡ଼
ସିଙ୍ଗାପୋର,୧୦।୫: ଭାରତୀୟଙ୍କ ପ୍ରତି ଘୃଣା ଅପରାଧର ଏକ ଘଟଣା ସାମ୍ନାକୁ ଆସିଛି ସିଙ୍ଗାପୋରରୁ। ମାସ୍କ ନ ପିନ୍ଧିବାରୁ ଜଣେ ୫୫ ବର୍ଷୀୟା ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ଗାଳିଗୁଲଜ କରିବା ସହ ଜଣେ ଯୁବକ ଗୋଇଠା ମାରିଛନ୍ତି। ବେସରକାରୀ ଟ୍ୟୁଶନ କରୁଥିବା ହିନ୍ଦୋଚା…
ଅକ୍ସିଜେନ ସିଲିଣ୍ଡର ଅଭାବ: ଏଭ୍ରେଷ୍ଟ ପର୍ବତାରୋହୀଙ୍କୁ ଏହି ନିବେଦନ କଲା ନେପାଳ
କାଠମାଣ୍ଡୁ,୧୦।୫: ନେପାଳରେ ବର୍ତ୍ତମାନ ଅକ୍ସିଜେନ ସିଲିଣ୍ଡରର ଏତେ ଅଭାବ ରହିଛି ଯେ, ଏଭ୍ରେଷ୍ଟ ପର୍ବତାରୋହୀଙ୍କୁ ଅକ୍ସିଜେନ ବୋତଲ ଫେରାଇ ଆଣିବାକୁ ନିବେଦନ କରାଯାଇଛି। କରୋନା ମହାମାରୀର ଦ୍ୱିତୀୟ ଲହର ଦ୍ୱାରା ପ୍ରଭାବିତ ହୋଇଥିବା ନେପାଳ ସୋମବାର ଏହି ନିବେଦନ କରିଛି। ଏପ୍ରିଲ…
ଭାକ୍ସିନ୍ ଦ୍ୱାରା ହାରିବ କରୋନା: ୟୁନିସେଫ୍…
ଜେନେଭା/ନୂଆଦିଲ୍ଲୀ,୧୦।୫: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ୟୁନିସେଫ୍ ପକ୍ଷରୁ ଏକ ଭିଡ଼ିଓ ଜାରି ହୋଇଛି। ଭିଡ଼ିଓରେ କୁହାଯାଇଛି ଯେ, କରୋନା ମହାମାରୀ ଭାକ୍ସିନ୍ ଦ୍ୱାରା ହିଁ ହାରିବ। ପୋଲିଓ ଭଳି ଭୟଙ୍କର ରୋଗକୁ ଯେପରି…
ଏହି ମହିଳାଙ୍କୁ ୫୦ ଥର ଅପହରଣ କରିଛନ୍ତି ଏଲିଅନ୍: ବଖାଣିଲେ ଅନୁଭୂତି…
ଲଣ୍ଡନ,୧୦।୫: ଏଲଅନ୍ଙ୍କୁ ନେଇ ବିଭିନ୍ନ ସମୟରେ ଭିନ୍ନଭିନ୍ନ ରୋମାଞ୍ଚକର ଘଟଣା ସମ୍ପର୍କରେ ଶୁଣିବାକୁ ମିଳିଥାଏ। ଏବେ ଜଣେ ବ୍ରିଟିଶ୍ ମହିଳା ତାଙ୍କୁ ୫୦ ଥର ଏଲିଅନ୍ମାନେ ଅପହରଣ କରିଥିବା ପ୍ରକାଶ କରିଛନ୍ତି। ଅପହରଣ ସମୟର ଅନୁଭୂତି ସେ ବଖାଣିଛନ୍ତି। ମହିଳା ଜଣକ…
କରୋନା ଭୂତାଣୁ ଦ୍ୱାରା ଚାଇନାର ତୃତୀୟ ବିଶ୍ୱଯୁଦ୍ଧ ଷଡ଼ଯନ୍ତ୍ର: ଆମେରିକାକୁ ମିଳିଲା ଗୁପ୍ତତଥ୍ୟ…
ଓ୍ବାଶିଂଟନ/ନୂଆଦିଲ୍ଲୀ,୧୦।୫: କରୋନା ଭୂତାଣୁ ଦ୍ୱାରା ଚାଇନା ତୃତୀୟ ବିଶ୍ୱଯୁଦ୍ଧର ପ୍ରସ୍ତୁତି କରିଥିବା ଆମେରିକା କହିଛି। ଜାଣିଶୁଣି ଚାଇନା ଏଭଳି ଯୋଜନା କରିଥିବା ଆମେରିକା ପକ୍ଷରୁ ଦାବି କରାଯାଇଛି। କରୋନା ସଂକ୍ରମଣ ପରେ ମାତ୍ର ୬ରୁ ୮ ମାସ ମଧ୍ୟରେ ଚାଇନାର ସ୍ଥିତି…
ଅସୁବିଧାରେ ପକାଉଛି ଟୁଇଟର
ଟୁଇଟରରେ ଦେଉଥିବା ମନ୍ତବ୍ୟ ତାଙ୍କୁ ଅନେକ ସମୟରେ ଅସୁବିଧାରେ ପକାଉଛି ବୋଲି କହିଛନ୍ତି ସ୍ପେସ୍ ଏକ୍ସ ଓ ଟେସ୍ଲା ସିଇଓ ଏଲନ୍ ମସ୍କ। ଆମେରିକାର ଏକ କମେଡି ଶୋ’ ‘ସଟର୍ଡେ ନାଇଟ୍ ଲାଇଭ୍’ରେ ମସ୍କ କହିଛନ୍ତି, ନ୍ୟୁରୋ ଡେଭେଲପମେଣ୍ଟାଲ ଡିଜ୍ଅର୍ଡର ‘ଆସ୍ପର୍ଜର…
ୟେମେନ୍ରେ ରକ୍ତାକ୍ତ ସଂଘର୍ଷ: ୪୪ ମୃତ
ସାନା, ୧୦।୫(ଆଇଏଏନ୍ଏସ୍): ୟେମେନ୍ର ତୈଳ ବହୁଳ ମାରିବ୍ ପ୍ରଦେଶରେ ସରକାର ସପକ୍ଷବାଦୀ ଗୋଷ୍ଠୀ ଏବଂ ହାଉଥି ବିଦ୍ରୋହୀଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟି ୪୪ ଜଣଙ୍କ ଜୀବନ ଯାଇଛି। ପଶ୍ଚିମ ମାରିବ୍ର ସରକାର ସପକ୍ଷବାଦୀ ବାହିନୀ ବିରୋଧରେ ବିଭିନ୍ନ ସ୍ଥାନରେ ହାଉଥି…
Archives


