ଅନ୍ତର୍ଜାତୀୟ

ଭାରତ-ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ FTA ଘୋଷଣା, ୨୦ ନିୟୁତ ଡଲାରର ନିବେଶ

ନୂଆଦିଲ୍ଲୀ,୨୨।୧୨: ବିଶ୍ୱ ବାଣିଜ୍ୟ କ୍ଷେତ୍ରରେ ଭାରତ ଆଉ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର ଲକ୍ସନଙ୍କ ମଧ୍ୟରେ ଏକ ଟେଲିଫୋନ ବାର୍ତ୍ତାଳାପ ସମୟରେ ଭାରତ-ନ୍ୟୁଜିଲାଣ୍ଡ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (FTA)…

ଭୟଙ୍କର ଦୁର୍ଘଟଣା: ଡିଭାଇଡରରେ ପିଟି ହୋଇ ରାଜପଥରେ ଓଲଟିଲା ବସ୍, ୧୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ଇଣ୍ଡୋନେସିଆରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ ରବିବାର ବିଳମ୍ବିତ ରାତିରେ ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାରେ ଅତି କମରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ସନ୍ଧାନ ଏବଂ ଉଦ୍ଧାର…

ୟୁନୁସ ଭାରତ ବିରୋଧରେ…ବାଂଲାଦେଶ ସରକାରଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଶେଖ ହାସିନା

ଢାକା,୨୨।୧୨: ବାଂଲାଦେଶର ରାଜଧାନୀ ଢାକାର ପରିସ୍ଥିତି ସାମ୍ପ୍ରତିକ ହିଂସା ଏବଂ ପ୍ରତିବାଦ ପରେ ଶାନ୍ତ ହେଉଥିବା ପରି ମନେ ହେଉଛି। ତଥାପି ରାଜନୈତିକ ମହଲରେ ଉତ୍ତେଜନା ବୃଦ୍ଧି ପାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ବର୍ତ୍ତମାନର ପରିସ୍ଥିତି ପାଇଁ ସିଧାସଳଖ ଅନ୍ତରୀଣ…

ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି। ଗୁଜରାଟର ଜଣେ ଯୁବକଙ୍କ ଏକ ଭିଡିଓ ସାମ୍ନାକୁ ଆସିଛି। ସେ ବର୍ଣ୍ଣନା କରିଛନ୍ତି, କିପରି…

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌ କମ୍ପାନୀ କହିଛି। ସହରର ଉତ୍ତର ଭାଗର ଅନେକ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି।…

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ ୪୬ କି.ମି. ଦୂରରେ ଥିବା ବେକ୍କେର୍ସଡାଲ୍‌ ସହରସ୍ଥିତ ବାର୍‌ରେ କେତେଜଣ ବନ୍ଧୁକଧାରୀ ଆଖିବୁଜା ଗୁଳି…

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ ପୁରୁଣା ଏକ ସୂର୍ଯ୍ୟ ମନ୍ଦିର ଆବିଷ୍କାର କରାଯାଇଛି। ଏହି ମନ୍ଦିରର କିଛି ଅଂଶ ପ୍ରାଚୀନ…

ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ, ଚାଲିଗଲା ୧୦ ଜଣଙ୍କ ଜୀବନ

କେପଟାଉନ୍‌,୨୧ା୧୨: ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ ହୋଇଛି। ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଦୁର୍ବୃତ୍ତମାନେ ଗୁଳିମାଡ଼ କରି ଫେରାର ହୋଇଯାଇଥିବାବେଳେ ପୋଲିସ ଛାନ୍‌ଭିନ୍‌ ଚଳାଇଛି। ଆକ୍ରମଣକାରୀ କିଏ ଓ କାରଣ କ’ଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି। ପୋଲିସ…

ନିଜ ଜାଲରେ କେମିତି ପଡ଼ିଲା ପାକିସ୍ତାନ? ଆମେରିକା ସହ ବନ୍ଧୁତା ପରେ ଫସିଗଲା ପାକ୍‌!

ଇସଲାମାବାଦ,୨୧।୧୨: ପାକିସ୍ତାନ ବର୍ତ୍ତମାନ ଆମେରିକା ସହିତ ତା’ର ବନ୍ଧୁତାକୁ ମଜବୁତ କରିବାକୁ ଚେଷ୍ଟା କରୁଛି। ଏହି ସମୟରେ, ଆମେରିକା ଗାଜାକୁ ଶାନ୍ତିସେନା ପଠାଇବା ପାଇଁ ପାକିସ୍ତାନ ଉପରେ ଚାପ ପକାଉଛି, ଯାହା ଅସୀମ ମୁନିରଙ୍କୁ ସମସ୍ୟାରେ ପକାଇବା ପରି ମନେ ହେଉଛି।…

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ଦଲିଲ ହଠାତ ହଟାଇ ଦିଆଯାଇଛି। ଏହି ଘଟଣା କେବଳ…

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ ବଢ଼ାନ୍ତୁ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ହାଦିଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇ ୟୁନୁସ କହିଛନ୍ତି…

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଶନିବାର ଲକ୍ଷ୍ମୀପୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri