ଅନ୍ତର୍ଜାତୀୟ

ଭାରତକୁ ପାକିସ୍ତାର ସମବେଦନା

ଇସ୍‌ଲାମାବାଦ,୧୪।୪: ଭାରତରେ ଭୟଙ୍କର ଭାବେ କରୋନା ଭୂତାଣୁ ସଂକ୍ରମଣ ଓ ଏଥିଜନିତ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଥିବା ବେଳେ ମୃତକଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପଡ଼ୋଶୀ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ। ସମଗ୍ର ବିଶ୍ୱକୁ ସଙ୍କଟରେ ପକାଇଥିବା କେରୋନା ଭୂତାଣୁ ବିରୋଧରେ…

ଭାରତକୁ ସହାୟତାର ହାତ ବଢ଼ାଇଲା ପାକିସ୍ତାନ: ୫୦ ଆମ୍ବୁଲାନ୍ସ୍‌ ପଠାଇବାକୁ କହିଲା ଏହି ଟ୍ରଷ୍ଟ୍‌…

ଇସଲାମାବାଦ୍‌,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ପାକିସ୍ତାନର ଇଧି ଓ୍ବେଲଫେୟାର ଟ୍ରଷ୍ଟ୍‌ ଭାରତକୁ ସହାୟତାର ହାତ ବଢ଼ାଇଛି। ଭାରତରେ ମହାମାରୀର ମୁକାବିଲା ପାଇଁ ପାକିସ୍ତାନର…

ଭାରତ ସହିତ ଛିଡ଼ା ହୋଇଛି ପାକିସ୍ତାନ, କରୋନାକୁ ଦିଆଯିବ ଜବାବ: ଇମ୍ରାନ୍‌…

ନୂଆଦିଲ୍ଲୀ/ଇସଲାମାବାଦ,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏପରିସ୍ଥଳେ ପାକିସ୍ତାନ ଭାରତ ସହିତ ଛିଡ଼ାହୋଇଛି। ପଡ଼ୋଶୀ ଦେଶରେ ଜାରି ରହିଥିବା ମହାମାରୀ ସଙ୍କଟର…

କରୋନା ରୋଗୀ-ଯୋଦ୍ଧାଙ୍କ ପାଇଁ ତିଆରି ହେଲା ସ୍ବତନ୍ତ୍ର ଚପଲ, ଏହା ଦେବ ଅକ୍ସିଜେନ

କରୋନା ମହାମାରୀର ଦ୍ୱିତୀୟ ଲହର ଏବେ ସମଗ୍ର ବିଶ୍ୱକୁ କବଳିତ କରିଛି। ଚାରିଆଡ଼େ ଖାଲି ମୃତ୍ୟୁ ହିଁ ମୃତ୍ୟୁ। ଏହି ସମୟରେ କିଛି କମ୍ପାନୀ କରୋନା ଆକ୍ରାନ୍ତ ଏବଂ କରୋନା ଯୋଦ୍ଧାଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛନ୍ତି। ଜର୍ମାନୀର ଏକ…

ଆଉ ଭାରତକୁ ଆସିବେ ନାହିଁ ଆମେରିକୀୟ

ଓ୍ବାଶିଂଟନ,୨୩।୪: କରୋନାର ଉଗ୍ରରୂପ ଦେଖାଦେଇଥିବା ଭାରତକୁ ନ ଯିବା ପାଇଁ ଆମେରିକୀୟ ନାଗରୀକଙ୍କୁ ପରାମର୍ଶ ଦେଇଛନ୍ତି ରାଷ୍ଟ୍ରପତି ଜୋ ବାଇଡେନ। କେବଳ ଭାରତ ନୁହେଁ ପାକିସ୍ତାନ, ବାଂଲାଦେଶ, ଆଫଗାନିସ୍ତାନ ଏବଂ ମାଳଦ୍ୱୀପକୁ ନ ଯିବାକୁ ସରକାରୀ ସ୍ତରରେ କୁହାଯାଇଛି। ଗୁରୁବାର ଜାରି…

ସୌଦି ଆରବ ଛାତ୍ରୀଛାତ୍ର ପଢ଼ିବେ ରାମାୟଣ, ମହାଭାରତ

ରିୟାଦ,୨୩।୪: ସୌଦି ଆରବର ଶିକ୍ଷା କ୍ଷେତ୍ରରେ ପ୍ରିନ୍ସ ମହମ୍ମଦ ବିନ ସଲମାନଙ୍କ ନୂଆ ଭିଜନର ଏକ ଅଂଶ ଭାବେ, ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ଦେଶର ସଂସ୍କୃତି ବିଷୟରେ ପଢ଼ାଯିବ। ଯାହା ଫଳରେ ଅନ୍ୟ ଦେଶର ଇତିହାସ ଏବଂ ସଂସ୍କୃତି ସମ୍ପର୍କରେ ଛାତ୍ରୀଛାତ୍ର ଅଧିକ…

ପାକିସ୍ତାନରେ ଟ୍ରେଣ୍ଡ କରୁଛି ‘#ଇଣ୍ଡିଆ ନିଡ୍ସ ଅକ୍ସିଜେନ୍‌’; ଲୋକେ କହିଲେ…

ଇସଲାମାବାଦ,୨୩।୪: କରୋନା ମହାମାରୀର ଦ୍ୱିତୀୟ ଲହରକୁ ସାମ୍ନା କରୁଛି ଭାରତ। ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ବିଭିନ୍ନ ଡାକ୍ତରଖାନାରେ ଅକ୍ସିଜେନ୍‌ର ଅଭାବ ଦେଖାଦେଇଛି। ଏଥିପାଇଁ କେନ୍ଦ୍ର ସରକାର ବାୟୁସେନାକୁ ସେବାରେ ଲାଗାଇଛନ୍ତି। ସେନାର ପରିବହନ ବିଭାଗ ଅମ୍ଳଜାନ…

କରୋନା ଟିକା ନେବା ପରେ ଏହି ସମସ୍ୟାର ସମ୍ମୁଖୀନ ହେଲେ ମହିଳା

ଲଣ୍ଡନ,୨୩।୪: କରୋନା ମହାମାରୀ ସମଗ୍ର ବିଶ୍ୱରେ ପୁଣି ଆତଙ୍କ ଖେଳାଇଲାଣି। ଏହି ସଂକ୍ରମଣକୁ କମ୍‌ କରିବା ପାଇଁ ପୂରା ଦୁନିଆରେ ଟିକାକରଣ ଅଭିଯାନ ଜୋରଦାର ଚାଲିଛି। ମାତ୍ର ଗ୍ଲାସଗୋର ଜଣେ ମହିଳା କରୋନା ଟିକା ନେବା ପରେ ଏକ ଅଜବ ସମସ୍ୟାର…

ଏହି ଦେଶରେ କରୋନା ଟିକା ନେଲେ ମାଗଣାରେ ମିଳିବ ଅଣ୍ଡା

ବେଜିଂ,୨୨।୪: କରୋନା ମହାମାରୀ ସମଗ୍ର ବିଶ୍ୱରେ ତା’ର କାୟା ବିସ୍ତାର କରିସାରିଛି। ଏହି ଭାଇରସ୍‌ ପ୍ରଥମେ ଚାଇନାରୁ ହିଁ ଆସିଥିଲା। ଏବେ କେତେକ ଦେଶରେ କରୋନାର ଦ୍ୱିତୀୟ ଲହର ଚାଲିଛି। ତେବେ ଚାଇନା ପ୍ରଥମେ ଏହି ରୋଗ ମୁକାବିଲା କରିବାରେ ସଫଳ…

ବଜାରରେ ନକଲି ଫାଇଜର ଟିକା

ଓ୍ବାଶିଂଟନ, ୨୩।୪: ଆମେରିକାର ଫାଇଜର ଏବଂ ବାୟୋଏନ୍‌ଟେକ୍‌ କମ୍ପାନୀ ଦ୍ୱାରା ପ୍ରସ୍ତୁତ କୋଭିଡ୍‌ ଟିକାର ବିଶ୍ୱବ୍ୟାପୀ ଚାହିଦା ବଢ଼ିଥିବାବେଳେ ସେହି ଅନୁଯାୟୀ ଯୋଗାଇବା ସମ୍ଭବ ହେଉନାହିଁ। ଅପରାଧୀମାନେ ଏହାକୁ ସୁଯୋଗ ଭାବେ ନେଇ ଅର୍ଥ ଉପାର୍ଜନ କରିବା ପାଇଁ ିଫାଇଜର କମ୍ପାନୀ…

ମା’ଙ୍କୁ ହତ୍ୟା ପରେ ଟିକଟିକ୍‌ କରି ଖାଇ ଦେଲା ପୁଅ

ମାଡ୍ରିଡ୍‌,୨୨।୪ : ସ୍ପେନର ଜଣେ ବ୍ୟକ୍ତି ମା’ଙ୍କୁ ହତ୍ୟା କରିବା ପରେ ଟିକଟିକ୍‌ କରି କାଟି ଦେଇଥିଲେ। କେବଳ ଏତିକି ନୁହେଁ, ମୃତଦେହର ଟିକ ଟିକ ଅଂଶକୁ ନିଜେ ଖାଇବା ସହ ପୋଷା କୁକରକୁ ଖୁଆଇ ଦେଲେ। ଏହି ଅଭିଯୋଗରେ ୨୮…

ଏହି ମାସ୍କ୍‌ ପିନ୍ଧିଲେ ହେବନି କରୋନା…

ଓ୍ବାଶିଂଟନ,୨୨।୪: କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଆମେରିକାର ସେଣ୍ଟର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ ଆଣ୍ଡ୍‌ ପ୍ରିଭେନଶନ୍‌(ସିଡ଼ିସି) ପକ୍ଷରୁ କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ କେଉଁ ମାସ୍କ୍‌ ପିନ୍ଧିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri