ଅନ୍ତର୍ଜାତୀୟ

ଆତଙ୍କବାଦୀଙ୍କ ସହ ହାତ ମିଳାଇଲା ରୁଷିଆ…

ମସ୍କୋ,୧୭।୮: ଆଫଗାନିସ୍ତାନର ଅବସ୍ଥା ବିଗିଡିବା ମଧ୍ୟରେ ରୁଷିଆ ପକ୍ଷରୁ ମତିଭ୍ରମ ଭଳି ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦିଆଯାଇଛି। ରୁଷିଆ କହିଛି ତାଲିବାନ ଶାସନ ଅଧୀନରେ କାବୁଲର ଅବସ୍ଥା ଏବେ ସୁଧୁରିବ। ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ଙ୍କ ସରକାର ତାଲିବାନର କ୍ଷମତା ଦଖଲକୁ…

ଆଫଗାନ୍‌ ସେନାର ଆତ୍ମସମର୍ପଣ

କାବୁଲ, ୧୭ା୮: ମାତ୍ର ୨୦ ସପ୍ତାହରେ କୋଡ଼ିଏ ବର୍ଷ ପଛକୁ ଫେରିଛି ଆଫ୍‌ଗାନିସ୍ତାନ। ଆମେରିକା ସୈନ୍ୟ ପ୍ରତ୍ୟାହାର ସମ୍ପୂର୍ଣ୍ଣ ହେବା ପୂର୍ବରୁ ନିଜକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରଖିଥିବା ତାଲିବାନ ଆତଙ୍କବାଦୀ ଦିନ କେଇଟାରେ ରାଜଧାନୀ କାବୁଲକୁ ନିଜ ଅକ୍ତିଆରକୁ ନେଇସାରିଛନ୍ତି। ୨୦…

କ୍ଷମତା ହସ୍ତାନ୍ତର ଉଦ୍ୟମ ଆରମ୍ଭ

କାବୁଲ, ୧୭।୮: ଆମେରିକା ଓ ନାଟୋ ସୈନ୍ୟ ସମ୍ପୂର୍ଣ୍ଣ ପ୍ରତ୍ୟାହାର ହେବାକୁ ଆଉ କିଛିଦିନ ବାକି ଥିବାବେଳେ ଆଫଗାନିସ୍ତାନ ତାଲିବାନ ନିୟନ୍ତ୍ରଣକୁ ଚାଲିଯାଇଛି। ଏହି ଆତଙ୍କବାଦୀ ସଂଗଠନ ପ୍ରଥମେ ସୀମାନ୍ତବର୍ତ୍ତୀ ଗ୍ରାମାଞ୍ଚଳଗୁଡିକୁ ଦଖଲ କରିବା ପରେ ସହରାଞ୍ଚଳ ଉପରେ ଆଖି ପକାଇଥିଲା।…

ଦେଶ ଛାଡ଼ିବାକୁ ଜୀବନ ବାଜି

କାବୁଲ, ୧୭ା୮: ଆଫଗାନିସ୍ତାନ ଏବେ ସମ୍ପୂର୍ଣ୍ଣ ଅସ୍ଥିରତା ଭିତରକୁ ଠେଲି ହୋଇଯାଇଛି। ତାଲିବାନ ରାଜଧାନୀ କାବୁଲ ଅକ୍ତିଆର କରିବା ପରେ ଲୋକେ ଭୟରେ ଏବେ ଦେଶ ଛାଡ଼ିବାକୁ ବ୍ୟାକୁଳ ହୋଇପଡ଼ିଲେଣି। ତାଲିବାନର କଠୋର ଶାସନରୁ ମୁକ୍ତି ପାଇଁ ଦେଶ ଛାଡ଼ି ପଳାୟନ…

ବିପୁଳ ଟଙ୍କା ଧରି ଓମାନରେ ଅଶ୍ରଫ୍‌ ଗନି

କାବୁଲ, ୧୬।୮: ତାଲିବାନ ଆତଙ୍କବାଦୀମାନେ ରବିବାର କାବୁଲରେ ପ୍ରବେଶ କରିବା ପରେ ଆଫଗାନିସ୍ତାନର ରାଷ୍ଟ୍ରପତି ଅଶ୍ରଫ ଗନି ନିଜ ପଦରୁ ଇସ୍ତଫା ଦେଇ ଦେଶ ଛାଡ଼ି ପଳାଇଯାଇଛନ୍ତି। ପ୍ରଥମେ ସେ ତାଜିକିସ୍ତାନ ଯାଇଥିଲେ। ତେବେ ସେଠାରେ ତାଙ୍କ ବିମାନକୁ ଅବତରଣ ଅନୁମତି…

ଇସ୍ତଫା ଦେଲେ ମାଲେସିଆ ପ୍ରଧାନମନ୍ତ୍ରୀ

କୁଆଲା ଲୁମ୍ପୁରୁ, ୧୬।୮: କ୍ଷମତାରେ ରହିବାର ୧୮ ମାସ ନ ପୂରୁଣୁ ମାଲେସିଆ ପ୍ରଧାନମନ୍ତ୍ରୀ ମୁହିଦ୍ଦିନ ୟାସିନ ସୋମବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ କମ୍‌ ଦିନରେ କ୍ଷମତା ଛାଡ଼ୁଥିବାରୁ ଏଥିପାଇଁ କ୍ଷମା ମାଗିଛନ୍ତି। ତେବେ ଏଥିପାଇଁ ସେ କ୍ଷମତାଲୋଭୀମାନଙ୍କୁ…

ଛିଡିଛି ଦାସତ୍ୱର ଶୃଙ୍ଖଳ ତାଲିବାନକୁ ମିଳିଛି ପାକିସ୍ତାନ, ଚାଇନା, ଇରାନର ସମର୍ଥନ: ଇମ୍ରାନ

ଇସଲାମାବାଦ,୧୬ ।୮: ଆଫଗାନିସ୍ତାନରେ ନିର୍ବାଚିତ ସରକାରଙ୍କୁ ଅଡୁଆରେ ପକାଇ କ୍ଷମତାର ଶକ୍ତି ହାସଲ କରିବାକୁ ଯାଉଥିବା ତାଲିବାନକୁ ପାକିସ୍ତାନ, ଚାଇନା ଓ ଇରାନର ସମର୍ଥନ ମିଳିଛି ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ କହିଛନ୍ତି । ତାଲିବାନ କ୍ଷମତାକୁ ଆସିବାକୁ ସ୍ୱାଗତ…

ତାଲିବାନକୁ ବନ୍ଧୁତ୍ୱର ହାତ ବଢାଇଲା ଚାଇନା!

ବେଜିଂ,୧୬ ।୮: ଆଫଗାନିସ୍ତାନକୁ ତାଲିବାନ ତା’ ଅକ୍ତିୟାରକୁ ନେବା ପରଠାରୁ ସାରା ବିଶ୍ୱର ନଜର ତାଲିବାନ ଉପରେ । ଇତିମଧ୍ୟରେ ଆଫଗାନିସ୍ତାନରେ ଥିବା ତାଲିବାନ ସହ ବନ୍ଧୁତ୍ୱ ସମ୍ପର୍କ ସ୍ଥାପନ କରିବାକୁ ହାତ ବଢାଇଛି ଚାଇନା । ନ୍ୟୁଜ ଏଜେନ୍ସି ଏଏଫ୍‌ପି…

‘ମୋତେ ଲୁହ ପୋଛିବାକୁ ପଡ଼ିବ’

କାବୁଲ୍‌,୧୬ା୮: ଆଫଗାନିସ୍ତାନର ସ୍ଥିତି ବହୁତ ଖରାପ ଆଡ଼କୁ ଗତି କରୁଛି। ତାଲିବାନ ଆଫଗାନିସ୍ତାନକୁ ନିଜ ଅକ୍ତିଆରକୁ ନେବା ପରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ଲୋକେ ଜୀବନ ବଞ୍ଚାଇବାକୁ ଦେଶ ଛାଡ଼ି ଚାଲିଯାଉଛନ୍ତି। ଏପରି ଘଡ଼ିସନ୍ଧି ମୁହୂର୍ତ୍ତରେ ଆଫଗାନିସ୍ତାନର ଜଣେ ଯୁବତୀଙ୍କ କାନ୍ଦୁଥିବା…

ଚିନ୍ତାରେ ମଲାଲା

ଲଣ୍ଡନ,୧୬।୮: ଆଫଗାନିସ୍ତାନର ପରିସ୍ଥିତିକୁ ନେଇ ପାକିସ୍ତାନର ନୋବେଲ ବିଜେତା ମଲାଲା ୟୁସୁଫଜାଇ ଚିନ୍ତା ପ୍ରକଟ କରିଛନ୍ତି। ଆଫଗାନିସ୍ତାନକୁ ତାଲିବାନ ଦଖଲ କରିବା ଏକ ଝଟକା। ମହିଳା, ସଂଖ୍ୟାଲଘୁ ଏବଂ ମାନବାଧିକାର କର୍ମୀଙ୍କ ଅବସ୍ଥାକୁ ନେଇ ସେ ଗଭୀର ଚିନ୍ତିତ ଥିବା ନେଇ…

କାବୁଲ ବିମାନବନ୍ଦର ଗୁଳିବର୍ଷଣରେ ୫ ମୃତ: ସଙ୍କଟରେ ଫସିଲେ ଭାରତୀୟ

କାବୁଲ,୧୬।୮: ଆଫଗାନିସ୍ତାନରେ ଏବେ ଭୟଙ୍କର ପରିସ୍ଥିତି ସୃଷ୍ଟି ହୋଇଛି। ତାଲିବାନ ଦେଶକୁ ଦଖଲ କରି ନେବାପରେ ଦେଶରେ ପରିସ୍ଥିତି ଭୟଙ୍କର ରହିଛି। ଲୋକମାନେ ଭୟରେ ଦେଶ ଛାଡି ପଳାଉଛନ୍ତି। ଫଳରେ କାବୁଲ ବିମାନବନ୍ଦରରେ ବହୁ ସଂଖ୍ୟାରେ ଜନସମାଗମ ହୋଇଛି। ଏହି କାରଣରୁ…

ଏହା କୌଣସି ମେଳାର ଚିତ୍ର ନୁହେଁ, ଆଫଗାନିସ୍ତାନ ଏୟାରପୋର୍ଟର ଅବସ୍ଥା

କାବୁଲ୍‌,୧୬ା୮: ଆଫଗାନିସ୍ତାନକୁ ତାଲିବାନ ସମ୍ପୂର୍ଣ୍ଣ କବ୍‌ଜା କରିବା ପରେ ଲୋକେ ନିଜ ନିଜର ଜୀବନ ବଞ୍ଚାଇବା ପାଇଁ ସଂଘର୍ଷ କରୁଛନ୍ତି। ସୋମବାର ସକାଳେ କାବୁଲ ଏୟାରପୋର୍ଟର ଏକ ଫଟୋ ସାମ୍ନାକୁ ଆସିଛି। ଯାହା ଦେଖିଲେ ଆଖିକୁ ବିଶ୍ୱାସ କରି ହେବନାହିଁ। ଏଠାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri