ଅନ୍ତର୍ଜାତୀୟ

ବଳାତ୍କାରୀଙ୍କଠାରୁ ରକ୍ଷା ପାଇବା ପାଇଁ ୩୦ ଫୁଟ ଉଚ୍ଚରୁ ଡେଇଁଲେ ଯୁବତୀ, ଆଉ ତା’ ପରେ…

ସେଣ୍ଟପିଟର୍ସବର୍ଗ,୧୫।୪: ଋଷିଆରେ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବତୀ ନିଜକୁ ବଞ୍ଚାଇବା ପାଇଁ ୩୦ ଫୁଟ ଉପରୁ ଡେଇଁ ପଡ଼ିଛନ୍ତି। ଏହି ଯୁବତୀଙ୍କ ବଞ୍ଚାଇବା ବହୁତ କଷ୍ଟକର ଥିଲା। ମାତ୍ର ତାଙ୍କର ଭାଗ୍ୟ ଜୋର୍‌ ଥିବାରୁ ତଳେ ଥିବା…

ଜଣାପଡ଼ିଲା ସତକଥା: ୪ ବର୍ଷ ତଳେ ଚାଇନାରେ ହୋଇଥିଲା କରୋନା ସଂକ୍ରମଣ…

ବେଜିଂ,୧୫।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ୨୦୧୯ରେ ଚାଇନାର ଉହାନ ସହରରୁ କରୋନା ସଂକ୍ରମଣ ଆରମ୍ଭ ହୋଇଥିବା କୁହାଯାଉଥିଲେ ମଧ୍ୟ ଏବେ ଏହାର ପର୍ଦ୍ଦାଫାଶ୍‌ ହୋଇଛି। ଏକ ରିପୋର୍ଟ ଅନୁସାରେ ଚାଇନାରେ ୪ ବର୍ଷ ତଳେ ୨୦୧୬-୧୭ରେ…

ବେକାର ଯାଇନି ଜୀବନ

ଓ୍ବାଶିଂଟନ,୧୫ା୪: ୧୯୭୭ ଫେବୃୟାରୀ ୨୦ରେ ଜର୍ମାନୀର ଅଗ୍ସବର୍ଗରେ କ୍ରିଷ୍ଟିନ୍‌ ଡେନାଇସ୍‌ ସ୍ମାର୍ଟଙ୍କ ଜନ୍ମ। ବଞ୍ଚତ୍ଥିଲେ ଏବେ ତାଙ୍କୁ ୪୪ ବର୍ଷ ହୋଇଥାଆନ୍ତା। ହେଲେ ୨୫ ବର୍ଷ ତଳେ ଆମେରିକାର କାଲିଫର୍ନିଆରେ ରହସ୍ୟମୟ ଭାବେ ହଠାତ୍‌ ନିଖୋଜ ହୋଇଯାଇଥିଲେ ଷ୍ଟକ୍‌ଟନର ଏଇ ୧୯…

କାଟଛାଣ୍ଟ ହେବ ବ୍ରିଟିଶ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ

ନୂଆଦିଲ୍ଲୀ/ଲଣ୍ଡନ, ୧୫।୪(ଆଇଏଏନ୍‌ଏସ୍‌): ଭାରତରେ କରୋନା ସଂକ୍ରମଣର ଦ୍ୱିତୀୟ ଲହରର ଭୟାବହତାକୁ ଦୃଷ୍ଟିରେ ରଖି ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ ତାଙ୍କ ନୂଆଦିଲ୍ଲୀ ଗସ୍ତକୁ କାଟଛାଣ୍ଟ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ୨୬ରେ ଜନ୍‌ସନ ଭାରତ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ୟୁରୋପୀୟ…

୯/୧୧ ସୁଦ୍ଧା ଆଫଗାନିସ୍ତାନରୁ ଆମେରିକା ସେନା ପ୍ରତ୍ୟାହାର

ଜାତିସଂଘ, ୧୫।୪(ଆଇଏଏନ୍‌ଏସ୍‌): ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଆଫଗାନିସ୍ତାନରୁ ସେନା ପ୍ରତ୍ୟାହାର ଲାଗି ସେପ୍ଟେମ୍ବର ୧୧ ସମୟସୀମା ଧାର୍ଯ୍ୟ କରିଛନ୍ତି। କାତାରରେ ତାଲିବାନ, ଆଫଗାନ ସରକାରଙ୍କ ମଧ୍ୟରେ ବୁଝାମଣା ପ୍ରକ୍ରିୟା ବିଳମ୍ବ ହେଉଥିବାରୁ ଜାତିସଂଘ ପକ୍ଷରୁ ତୁର୍କୀରେ ପରବର୍ତ୍ତୀ ବୈଠକ ଡକାଯାଇଛି।…

ହାଇତି ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା

ପୋର୍ଟ- ଅଉ-ପ୍ରିନ୍ସ, ୧୫।୪ : ହାଇତି ପ୍ରଧାନମନ୍ତ୍ରୀ ଯୋସେଫ୍‌ ଜୌଟ୍‌ ତାଙ୍କ ପଦରୁ ଇସ୍ତଫା ଦେଇଥିବା ବୁଧବାର ଘୋଷଣା କରିଛନ୍ତି। ଦେଶରେ ଅପହରଣ, ହତ୍ୟାକାଣ୍ଡ ଅନିୟନ୍ତ୍ରିତ ଭାବେ ବଢ଼ି ଚାଲିଥିବାବେଳେ ଏହି କାରଣରୁ ସେ ତାଙ୍କ ପଦ ଛାଡ଼ିଥିବା କୁହାଯାଉଛି। ତେବେ…

ହିଂସ୍ର ହେଉଛି ଇସ୍‌ଲାମୀୟ ଆନ୍ଦୋଳନ

ଇସ୍‌ଲାମାବାଦ/ଲାହୋର, ୧୫।୪: ଇସ୍‌ଲାମୀୟ ନେତାଙ୍କ ଗିରଫଦାରି ପ୍ରତିବାଦରେ ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଆନ୍ଦୋଳନ କ୍ରମଶଃ ହିଂସ୍ର ହେଉଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ପାକ୍‌ ସରକାର ଅର୍ଦ୍ଧସାମରିକ ବଳକୁ ନିୟୋଜିତ କରିଛନ୍ତି। ଏଥିସହିତ ହିଂସାକାଣ୍ଡ ପାଇଁ ଦାୟୀ କଠୋରପନ୍ଥୀ ଇସ୍‌ଲାମୀୟ ସଂଗଠନ…

ଏଭଳି ଲୋକଙ୍କୁ ହେବନି କରୋନା…

ପ୍ୟାରିସ୍‌,୧୪।୪: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ପ୍ୟାରିସ୍‌ର ହୋଇଥିବା ଏକ ଗବେଷଣା ରିପୋର୍ଟ ଅନୁସାରେ କୌଣସି ଶାରୀରିକ ପରିଶ୍ରମ ନ କରି ଅଳସୁଆ ଭାବେ ବସି…

ରୋଜା ରଖୁ ନ ଥିବା ଲୋକଙ୍କ ପାଇଁ ବଡ଼ ଘୋଷଣା

ଦୁବାଇ,୧୩।୪: ମୁସଲିମ୍‌ ସମ୍ପ୍ରଦାୟର ବଡ଼ ପର୍ବ ରମଜାନ ଏପ୍ରିଲ ୧୪ରୁ ଆରମ୍ଭ ହେବାକୁ ଯାଉଛି। ରମଜାନର ପବିତ୍ର ମାସରେ ଲୋକମାନେ ପରସ୍ପରଙ୍କୁ ଆଲିଙ୍ଗନ କରି ଅଭିବାଦନ ସହ ଶୁଭେଚ୍ଛା ଜଣାଇଥାନ୍ତି। ଏହି ପରିପ୍ରେକ୍ଷୀରେ ଏମିତି କେତେକ ଦେଶ ଅଛି ଯେଉଁଠାରେ ରମଜାନ…

କୁକୁଡା-ଛେଳି ବିକ୍ରି ହେବ ବନ୍ଦ !

ଜେନେଭା/ନୂଆଦିଲ୍ଲୀ,୧୩।୪: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଧୀରେଧୀରେ ଅଧିକ ଶକ୍ତିଶାଳୀ ହେବାରେ ଲାଗିଛି। କେତେକ କ୍ଷେତ୍ରରେ ଆର୍‌ଟି-ପିସିଆର୍‌ ପରୀକ୍ଷାରେ କରୋନା ଭୁତାଣୁକୁ ଚିହ୍ନବା ସମ୍ଭବ ହେଉନାହିଁ। କରୋନା ଲଢ଼େଇ ଦୀର୍ଘଦିନ ଧରି ଜାରି ରହିବ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ଟ୍ରେଡୋସ୍‌…

ବିପଦ ଟଳିବ, ପୃଥିବୀ ହେବନି ଧ୍ୱଂସ: ଗ୍ରହାଣୁ ପିଣ୍ଡ ଉପରେ କରାଯିବ ବୋମା ମାଡ଼…

ଓ୍ବାଶିଂଟନ,୧୩।୪: କେତେକ ସମୟରେ ବଡ଼ ବଡ଼ ଗ୍ରହାଣୁ ପିଣ୍ଡ ପୃଥିବୀ ଆଡ଼କୁ ତୀବ୍ର ବେଗରେ ମାଡ଼ି ଆସିଥାନ୍ତି। ଏଭଳି ଗ୍ରହାଣୁ ପିଣ୍ଡ ଯୋଗୁ ଅତୀତରେ ଡାଇନୋସୋରସ୍‌ ଭଳି ବୃହଦାକାୟ ପ୍ରାଣୀ ପୃଥିବୀ ପୃଷ୍ଠରୁ ଲୋପ ପାଇଯାଇଥିଲେ। ପରବର୍ତ୍ତୀ ସମୟରେ ପୁଣି ପୃଥିବୀରେ…

ଡ୍ରାଗନର ଦାଦାଗିରି: ଦେଖାଇଲା ନାଲି ଆଖି…

ବେଜିଂ,୧୩।୪: ଚାଇନା ତାଇଓ୍ବାନ ପ୍ରସଙ୍ଗରେ ଦାଦାଗିରି ଆରମ୍ଭ କରିଛି। ଆମେରିକା ବହିର୍ବ୍ୟାପାର ମନ୍ତ୍ରୀ ଆଣ୍ଟୋନି ବ୍ଲିନ୍‌କେନ୍‌ ତାଇଓ୍ବାନ ପ୍ରସଙ୍ଗ ନେଇ ତାଗିଦ୍‌ କରିବା ପରେ ଚାଇନା ନାଲି ଆଖି ଦେଖାଇ ୨୫ଟି ଯୁଦ୍ଧ ବିମାନ ଅନୁପ୍ରବେଶ କରାଇଛି। ବିମାନଗୁଡ଼ିକ ତାଇଓ୍ବାନ ଆକାଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri