କରୋନାରେ ପୀଡ଼ିତ ହୋଇଥିଲେ ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ: ଲୁଚାଇ ରଖାଯାଇଥିଲା ଖବର
ୱାଶିଂଟନ,୧୫ ।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ ବେରେନ ଟ୍ରମ୍ପ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି । ଯଦିଓ ଏବେ ସେ ସୁସ୍ଥ ହୋଇ ଯାଇଛନ୍ତି କିନ୍ତୁ ସେ କରୋନାରେ ପୀଡ଼ିତ ହୋଇଥିବା କଥାକୁ ପ୍ରଥମେ ଲୁଚାଇ ରଖାଯାଇଥିଲା...
୭୫ ବର୍ଷ ପରେ ବିସ୍ଫୋରଣ ହେଲା ଦ୍ୱିତୀୟ ବିଶ୍ୱଯୁଦ୍ଧରେ ବ୍ୟବହୃତ ସବୁଠାରୁ ବଡ଼ ବୋମା
ପୋଲାଣ୍ଡରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ବ୍ୟବହୃତ ହୋଇଥିବା ସବୁଠାରୁ ବଡ଼ ବୋମା ୭୫ ବର୍ଷ ପରେ ବିସ୍ଫୋରଣ ଘଟିଛି। ନୌସେନାମାନେ ଏହାକୁ ଡିଫ୍ୟୁଜ୍ କରିବାକୁ ଚେଷ୍ଟା କରୁଥିବା ବେଳେ ଏହି ବିସ୍ଫୋରଣ ଘଟିଥିଲା। କେନାଲରେ ଏହି ବିସ୍ଫୋରଣ ଘଟିଥିବାରୁ କାହାର...
ନିର୍ବାଚନ ପ୍ରଚାର ରାଲିରେ ନାଚିଲେ ଟ୍ରମ୍ପ୍, ଭିଡିଓ ଭାଇରାଲ
ଓ୍ବାଶିଂଟନ,୧୪ା୧୦: କରୋନାରୁ ସୁସ୍ଥ ହୋଇ ହସ୍ପିଟାଲରୁ ଫେରିବା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ନିର୍ବାଚନ ପ୍ରଚାର କରୁଛନ୍ତି। ନଭେମ୍ବର ୩ରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ସେତିକି ଉଷ୍ଣତା ବୃଦ୍ଧି ପାଉଛି।...
୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ କରୋନା ଟିକା ପରୀକ୍ଷାକୁ କରାଗଲା ବନ୍ଦ
ଓ୍ବାଶିଂଟନ, ୧୪।୧୦: ପୃଥିବୀରେ କରୋନା ମହାମାରୀର ତାଣ୍ଡବ ଜାରି ରହିଛି। ଏପରିସ୍ଥଳେ ଗତ ୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ କରୋନା ଟିକାର ପରୀକ୍ଷଣକୁ ସୁରକ୍ଷା କାରଣରୁ ବନ୍ଦ କରିଦିଆଯାଇଛି। ଆମେରିକାର ଔଷଧ କମ୍ପାନୀ ଇଲି-ଲିଲି ପକ୍ଷରୁ ପ୍ରସ୍ତୁତ କରାଯାଇଥିବା କରୋନା...
ମଝି ଆକାଶରେ ୨ ହେଲିକପ୍ଟର ମଧ୍ୟରେ ଧକ୍କା: ୧୫ ମୃତ
କାବୁଲ, ୧୪।୧୦: ଆଫଗାନିସ୍ତାନରେ ୨ ବାୟୁସେନା ହେଲିକପ୍ଟର ମଧ୍ୟରେ ଧକ୍କା ହୋଇଛି। ଏଥିରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ହେଲମଣ୍ଡ ପ୍ରଦେଶର ଲଶ୍କର ଗେହ ନିକଟସ୍ଥ ନଓ୍ବା-ଇ ବର୍କଜାୟି ଜିଲାରେ ସୈନ୍ୟବାହିନୀଙ୍କୁ ଆଣିବା...
ଜଳବାୟୁ ପରିବର୍ତ୍ତନରୁ ବିପର୍ଯ୍ୟୟ ବଢ଼ିବ
ଜେନେଭା,୧୪ା୧୦(ଏ.ପି.): ସମ୍ପ୍ରତି ଜଳବାୟୁ ପରିବର୍ତ୍ତନ ସାରା ବିଶ୍ୱ ଆଗରେ ଏକ ବଡ଼ ଆହ୍ବାନ ରୂପେ ଦଣ୍ଡାୟମାନ। ଏଥିଯୋଗୁ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ, ବିଶ୍ୱତାପନ, ବନାଗ୍ନି, ମରୁଡ଼ି ଓ ସାମୁଦ୍ରିକ ଝଡ଼ ଭଳି ବିପତ୍ତି ସଂଖ୍ୟା ବଢ଼ିବାରେ ଲାଗିଛି। ଏଭଳି...
ବୃଦ୍ଧଙ୍କ ଘରୁ ଉଦ୍ଧାର ହେଲା ୨୦ ଅଜଗର, ୮୮୫ ମୂଷା ଓ ୪୬ ଠେକୁଆ
ସଲ୍ଟ ଲେକ ସିଟି,୧୩।୧୦-ଆମେରିକାର ହୋଲାଡେ ସହରରେ ରହୁଥିବା ଜଣେ ବୃଦ୍ଧଙ୍କ ଘରେ ପୋଲିସ ଚଢାଉ କରି ୨୦ଟି ଅଜଗର, ୮୮୫ ମୂଷା ଓ ୪୬ ଠେକୁଆ ଜବତ କରିଛି। ଏହି ଘଟଣାରେ ମାର୍ଟିନ ବୋନ(୬୮) ନାମକ ଜଣେ ବୃଦ୍ଧଙ୍କୁ ପୋଲିସ...
ରାସ୍ତାକଡ଼ରେ ପଡ଼ିଥିବା ପିଜା ଡବା ହଲୁଥିଲା: ପାଖକୁ ଯାଇ ଦେଖିବା ପରେ ଉଡ଼ିଗଲା ହୋସ୍
ଅର୍ଥ ଅଭାବରୁ ଲୋକେ କିଛି ବି କରିବାକୁ ପଛାନ୍ତି ନାହିଁ। ବେଳେ ବେଳେ ସେମାନେ ଏପରି ଭୁଲ ନିଷ୍ପତ୍ତି ନେଇଥାନ୍ତି, ଯାହା ବିଷୟରେ କେହି କେବେ କଳ୍ପନା ମଧ୍ୟ କରିପାରିବ ନାହିଁ। ସେମିତି କିଛି ଘଟିଛି ମେକ୍ସିକୋରେ। ମେକ୍ସିକୋର ତଲାଲଟେନାଙ୍ଗୋ...
ନବଜାତକ ପେଟରେ ପିଲା: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଖବରର ହେଡିଙ୍ଗ୍ଟି ପଢ଼ିବା ପରେ ଯେ କେହି ବି ଆଶ୍ଚର୍ଯ୍ୟ ହୋଇଯାଇଥିବେ ନିଶ୍ଚୟ। ତେବେ ଏମିତି ଏକ ଘଟଣା ଘଟିଛି ଇଜିପ୍ଟର ଜଗଜିଗ ସହରରେ। ସହରର ଏକ ହସ୍ପିଟାଲରେ ଗତ ୧୦ ତାରିଖରେ ଏକ ଶିଶୁ ଜନ୍ମ ହୋଇଥିଲା। ଜନ୍ମଲାଭ...
କିଛି ବର୍ଷ ମଧ୍ୟରେ ଉତ୍ତରମେରୁ ହେବ ବରଫ ଶୂନ୍ୟ: ମିଶନ ଆଇସ୍ବ୍ରେକର ରିପୋର୍ଟ
ଓ୍ବାଶିଂଟନ, ୧୩।୧୦: ପୃଥିବୀର ଉତ୍ତରମେରୁ ଆସନ୍ତା କିଛି ବର୍ଷ ମଧ୍ୟରେ ବରଫ ଶୂନ୍ୟ ହେବ। ଖରାଦିନେ ଏଠାରେ ଆଉ ବରଫର ଆବରଣ ରହିବ ନାହିଁ। ମିଶନ ଆଇସ୍ବ୍ରେକର ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଏହା ଉଲ୍ଲେଖ ରହିଛି। ଉତ୍ତରମେରୁରେ ଅନ୍ତର୍ଜାତୀୟସ୍ତରରେ ବୈଜ୍ଞାନିକମାନଙ୍କ...
ଆମେରିକା ରାଷ୍ଟ୍ରପତି ନିର୍ବାଚନ: ହିନ୍ଦୀ ଭାଷାରେ ହେଉଛି ପ୍ରଚାର
ୱାଶିଂଟନ,୧୩ ।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରଚାର କାର୍ଯ୍ୟ ମଧ୍ୟ ଯୋର ସୋରରେ ଚାଲିଛି । ଏବେ ସେଠାରେ ହିନ୍ଦୀରେ ‘ଟ୍ରମ୍ପ ହଟାଓ ଆମେରିକା ବଚାଓ, ଆମେରିକା ନେତା କୈସା ହୈ’ ଭଳି ସ୍ଲୋଗାନ ଦିଆଯାଉଥିବା...
ଆରୋଗ୍ୟ ସେତୁ ଆପ୍କୁ ପ୍ରଶଂସା କଲା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ
ଜେନେଭା, ୧୩।୧୦: କରୋନା ମହାମାରୀ ସଙ୍କଟ ପୃଥିବୀରେ ଥମିବାର ନାଁ ଧରୁନି। ଏପରିସ୍ଥଳେ ଭାରତର ଯୋଜନାବଦ୍ଧ କରୋନା ଲଢ଼େଇକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରଶଂସା କରାଯାଇଛି। ଭାରତରେ ଆରୋଗ୍ୟ ସେତୁ ଆପ୍ ଯୋଗୁ କରୋନା ସଂକ୍ରମଣ ସୀମିତ ହୋଇ...
Archives


