୨୬/୧୧ ମୁମ୍ବାଇ ଆକ୍ରମଣ ଆତଙ୍କବାଦୀ ସଂଗଠନଙ୍କ ପ୍ରତି ହେଉ ଦଣ୍ଡବିଧାନ, ଭାରତ-ଆମେରିକା…
ଓ୍ବାଶିଂଟନ,୨୫।୯: ଭାରତ ଏବଂ ଆମେରିକା ମିଳିତ ଭାବେ ୨୬/୧୧ ମୁମ୍ବାଇ ଆକ୍ରମଣକୁ ଦୃଢ଼ ଭାବେ ନିନ୍ଦା କରିଛନ୍ତି। ଏହି ଆକ୍ରମଣରେ ସମ୍ପୃକ୍ତ ଥିବା ଆତଙ୍କବାଦୀ ସଂଗଠନ ତଥା ଅପରାଧୀଙ୍କ ପ୍ରତି କଠୋର ଦଣ୍ଡ ବିଧାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ…
ଦକ୍ଷିଣ ଏସିଆରେ ଟେରର ପ୍ରକ୍ସି, କ୍ୱାଡ୍ ନେତାଙ୍କ ମିଳିତ ମତ…
ଓ୍ବାଶିଂଟନ,୨୫।୯: ଦକ୍ଷିଣ ଏସିଆରେ ଟେରର ପ୍ରକ୍ସି ଜାରି ରହିଛି। ଏନେଇ କ୍ୱାଡ୍ ନେତାମାନେ ପାକିସ୍ତାନ ଉଦ୍ଦେଶ୍ୟରେ ଏଭଳି ମିଳିତ ମତ ପ୍ରଦାନ କରିଛନ୍ତି। ଆତଙ୍କବାଦ ଉପରେ କ୍ୱାଡ ନେତା ମତପୋଷଣ କରିଛନ୍ତି ଯେ, ଆତଙ୍କବାଦୀ ପ୍ରକ୍ସି ବ୍ୟବହାରକୁ ଆମେ ନିନ୍ଦା କରୁଛୁ…
ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତାକୁ ବାଇଡେନଙ୍କ ରହିଛି ସମର୍ଥନ…
ଓ୍ବାଶିଂଟନ,୨୫।୯: ଜାତିସଂଘ ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତାକୁ ଜୋ ବାଇଡେନଙ୍କ ସମର୍ଥନ ରହିଛି। ଏନେଇ ଭାରତୀୟ ବହିର୍ବ୍ୟପାର ସଚିବ ହର୍ଷବର୍ଦ୍ଧନ ଶୃଙ୍ଗଳା ଏନେଇ ସୂଚନା ଦେଇଛନ୍ତି। ବାଇଡେନ ସୁରକ୍ଷା ପରିଷଦରେ ଭାରତ ସ୍ଥାୟୀ ସଦସ୍ୟତା ଚାହୁଁଥିବା ସେ କହିଛନ୍ତି। ପ୍ରଧାନମନ୍ତ୍ରୀ…
ଭାରତର କଡ଼ା ଜବାବ୍, ପ୍ରଥମେ ଖାଲି କର ପିଓକେ…
ଜେନେଭା,୨୫।୯: ଜାତିସଂଘ ସାଧାରଣ ସଭା ବୈଠକରେ ପାକିସ୍ତାନ ପୁଣି ଥରେ କାଶ୍ମୀର ପାଇଁ କୁମ୍ଭୀର କାନ୍ଦଣା କାନ୍ଦିଛି। ଏହି ବୈଠକରେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ କାଶ୍ମୀର ପ୍ରସଙ୍ଗରେ ଗୋଟିଏ ପରେ ଗୋଟିଏ ଭୁଲ ତଥ୍ୟ ରଖି ଭାରତ ସରକାରଙ୍କ ବିରୋଧରେ…
ଅର୍ଥନୀତି ବଦଳାଇବ ସୌରଶକ୍ତି: ମୋରିସନ
ଓ୍ବାଶିଂଟନ,୨୫।୯: ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ୍ ମୋରିସନ୍ କହିଛନ୍ତି, ସେ ଓ ତାଙ୍କ ଭାରତ ପ୍ରତିପକ୍ଷ ତଥା ପ୍ରିୟ ବନ୍ଧୁ ନରେନ୍ଦ୍ର ମୋଦି କେତେକ ନୂଆ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସହମତ ହୋଇଛନ୍ତି। ଏହା ମଧ୍ୟରେ ରହିଛି ନିମ୍ନ ଉତ୍ସର୍ଜନ କାରିଗରିରେ ସହଯୋଗିତା ଓ…
ସାମୁଦ୍ରିକ ସୁରକ୍ଷାକୁ ଭାରତ-ଜାପାନର ଗୁରୁତ୍ୱ
ଓ୍ବାଶିଂଟନ,୨୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଜାପାନ ପ୍ରତିପକ୍ଷ ୟୋଶିହିଦେ ସୁଗା ଓ୍ବାଶିଂଟନରେ ପରସ୍ପରକୁ ଭେଟିଛନ୍ତି। ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ସାମୁଦ୍ରିକ ସୁରକ୍ଷା, ଆର୍ଥିକ ଦମନ ଓ ଏକତରଫା ଉଦ୍ୟମକୁ ନେଇ ଦୁଇନେତା ଚିନ୍ତା ବ୍ୟକ୍ତ କରିଛନ୍ତି। ଏଭଳି କାର୍ଯ୍ୟକଳାପ ପୂର୍ବ…
ନ୍ୟୁୟର୍କରେ ମୋଦି
ନ୍ୟୁୟର୍କ,୨୫ ।୯: ଆମେରିକାର ହ୍ୱାଇଟ ହାଉସରେ ଶୁକ୍ରବାର ହୋଇଥିବା କ୍ୱାଡ ଦେଶର ବୈଠକରେ ଯୋଗଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟୁୟର୍କ ପହଞ୍ଚି ଯାଇଛନ୍ତି । ସେଠାରେ ପହଞ୍ଚିବା ପରେ ମୋଦି ହୋଟେଲ ବାହାରେ ସାଧାରଣ ଜନତାଙ୍କ ସହ କଥା ହୋଇଥିଲେ…
ବ୍ରିଟେନ୍ ପାର୍ଲାମେଣ୍ଟରେ ପ୍ରସ୍ତାବ
ଲଣ୍ଡନ, ୨୫।୯: ବ୍ରିଟେନର ହାଉସ୍ ଅଫ୍ କମନ୍ସରେ କଶ୍ମୀରରେ ମାନବାଧିକାରକୁ ନେଇ ଆଲୋଚନା ପାଇଁ ପ୍ରସ୍ତାବ ଅଣାଯାଇଛି। କଶ୍ମୀର ଉପରେ ସେଠାର ଅଲ୍ ପାର୍ଟି ପାର୍ଲାମେଣ୍ଟାରି ଗ୍ରୁପ୍ (ଏପିପିଜି) ଏହି ପ୍ରସ୍ତାବ ଆଣିଛି। ଏହାକୁ ନେଇ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ…
ହ୍ବାଇଟ୍ ହାଉସ୍ରେ ବାଇଡେନ୍-ମୋଦି
ଓ୍ବାଶିଂଟନ,୨୪।୯: ଆମେରିକା ଓ ଭାରତ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଆହୁରି ମଜଭୁତ ହେବ। ବିଶ୍ୱର ଦୁଇ ବୃହତ୍ ଗଣତନ୍ତ୍ର ନିଜ ସମ୍ବନ୍ଧକୁ ଦୃଢ଼, ନିବିଡ଼ ଓ ଘନିଷ୍ଠ କରିବାକୁ ଯାଉଛନ୍ତି ବୋଲି ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ କହିଛନ୍ତି। ସେହିପରି…
ସମ୍ପୂର୍ଣ୍ଣ ଟିକାକରଣର ୬ ମାସ ପୂରଣ କରିଥିବା ଲୋକଙ୍କୁ ମିଳିବ ତୃତୀୟ ଡୋଜ: ଆମେରିକା
ୱାଶିଂଟନ,୨୪ ।୯: କରୋନା ମହାମାରୀ ପାଇଁ ବୁଷ୍ଟର ଡୋଜକୁ ନେଇ ସାରା ବିଶ୍ୱରେ ଚାଲିଥିବା ବାଦବିବାଦ ମଧ୍ୟରେ ଆମେରିକା ତା’ର ନାଗରିକଙ୍କୁ ଏହି ବୁଷ୍ଟର ଡୋଜ୍ ଦେବାକୁ ଅନୁମତି ପ୍ରଦାନ କରିଛି । ମିଳିଥିବା ସୂଚନା ଅନୁଯାୟୀ, ୬୫ ବର୍ଷରୁ ଊର୍ଦ୍ଧ୍ୱ…
ଆମେରିକା ସୁପର ମାର୍କେଟରେ ଗୁଳିକାଣ୍ଡ: ଜଣେ ମୃତ
ୱାଶିଂଟନ,୨୪।୯: ଆମେରିକାର ଗୋଟିଏ ସୁପର ମାର୍କେଟରେ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୨ ଜଣ ଆହତ ହୋଇଛନ୍ତି। ଆମେରିକାର ମେମଫିସ ନିକଟରେ ଥିବା ସୁପର ମାର୍କେଟରେ ଏହି ଗୁଳିକାଣ୍ଡ ଘଟିଛି। ସେହିପରି ଗୁଳିମାଡ କରିଥିବା ବ୍ୟକ୍ତି ଜଣଙ୍କ ନିଜେ…
ପାକିସ୍ତାନରେ ସକ୍ରିୟ ଆତଙ୍କବାଦୀ ସଙ୍ଗଠନ, କଡା କାର୍ଯ୍ୟନୁଷ୍ଠାନ ଜରୁରୀ: ହ୍ୟାରିସ-ମୋଦି
ୱାଶିଂଟନ,୨୪ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିଳମ୍ବିତ ରାତିରେ ଆମେରିକାର ଉପରାଷ୍ଟ୍ରପତି ତଥା ଭାରତୀୟ ମୂଳ ବାସିନ୍ଦା କମଲା ହ୍ୟାରିସଙ୍କୁ ଭେଟିଛନ୍ତି । ଏହି ସମୟରେ ଭାରତ-ଆମେରିକା ସମ୍ପର୍କକୁ ନେଇ ଆଲୋଚନା ହୋଇଛି । ଏହାସହ ଆଫଗାନିସ୍ତାନକୁ ନେଇ ଆଲୋଚନା…

