ପ୍ରେମିକାଙ୍କୁ କାର୍ ଛାତରେ ବାନ୍ଧି ସହର ସାରା ବୁଲାଇଲେ ପ୍ରେମିକ, କାରଣ ଜାଣିଲେ…
ମସ୍କୋ,୫ା୮: ଜଣେ ପ୍ରେମିକାଙ୍କ ସହିତ ଜଣେ ପ୍ରେମିକ ଏମିତି କିଛି କରିଛନ୍ତି, ଯିଏ ଦେଖିଲା ସେ ଆଶ୍ଚର୍ଯ୍ୟ ହେଲା। ‘ଟ୍ରଷ୍ଟ୍ ଟେଷ୍ଟ’ ଷ୍ଟଣ୍ଟ୍ ସମୟରେ ପ୍ରେମିକ ଜଣକ ନିଜର ପ୍ରେମିକାଙ୍କୁ କାର୍ ଛାତରେ ବାନ୍ଧି ସହର ସାରା ବୁଲାଇଛନ୍ତି। ଏହା ଦେଖି…
ଭାରତକୁ ନେଇ ଏମିତି ଭୁଲ୍ କଥା କହିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ, ଏବେ ହେଉଛନ୍ତି ଟ୍ରୋଲ୍
ଇସଲାମାବାଦ,୫ା୮: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଭାରତର ଜନସଂଖ୍ୟାକୁ ନେଇ ଭୁଲ ତଥ୍ୟ ଦେଇଛନ୍ତି। ଯାହା ପରେ ସୋସିଆଲ ମିଡିଆରେ ଏହା ଖୁବ୍ ଭାଇରାଲ ହେଉଛି। ଇମ୍ରାନ ନିଜର ଏକ ଭିଡିଓରେ ଭାରତର ଜନସଂଖ୍ୟା ୧ ବିଲିୟନ ୩୦୦ କୋଟି କହିଛନ୍ତି।…
ଅନିଶ୍ଚିତତା, ଅଚଳାବସ୍ଥା
ନୂଆଦିଲ୍ଲୀ/କାବୁଲ/ଓ୍ବାଶିଂଟନ,୫ା୮ : ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନର ଭାଗ୍ୟାକାଶରେ ଘୋଟିଛି ଅନିଶ୍ଚିତତାର ଘନକଳା ବାଦଲ। ରାଜଧାନୀ କାବୁଲର ସ୍ପୋଟର୍ସ ଲାଉଞ୍ଜରୁ ଲୋଗାର ପ୍ରଦେଶର ଚାଷ ଜମି, ସବୁଠି ସମସ୍ତଙ୍କ ମୁହଁରେ ଗୋଟିଏ ପ୍ରଶ୍ନ। କ’ଣ ଘଟିବାକୁ ଯାଉଛି? କାହା ପାଖରେ ସନ୍ତୋଷଜନକ ଉତ୍ତର…
ଦକ୍ଷିଣ ଚାଇନା ସି’କୁ ଯୁଦ୍ଧଜାହାଜ ପଠାଇଲା ଭାରତ
ନୂଆଦିଲ୍ଲୀ, ୪।୮: ବନ୍ଧୁ ରାଷ୍ଟ୍ରଗୁଡ଼ିକ ସହ ସୁରକ୍ଷା ସମ୍ପର୍କ ବୃଦ୍ଧି ପାଇଁ ଭାରତ ଚଳିତ ମାସରେ ସାଉଥ୍ ଚାଇନା ସି’କୁ ଯୁଦ୍ଧଜାହାଜ ପଠାଇଛି। ଗୋଟିଏ ଗାଇଡେଡ୍ ମଶାଇଲ୍ ଡେଷ୍ଟ୍ରୟର ଓ ଗୋଟିଏ ମିଶାଇଲ୍ ପ୍ରିଗେଟ ସହ ଭାରତର ୪ଟି ଯୁଦ୍ଧଜାହାଜ ଦକ୍ଷଣପୂର୍ବ…
ନଦୀ କୂଳରେ ବଜ୍ରପାତ ନେଲା ୧୭ ଜୀବନ
ଢାକା, ୪ା୮: ବାଂଲାଦେଶର ଚପାଇନଓ୍ବାଗଞ୍ଜ ଜିଲାର ପଦ୍ମ ନଦୀକୂଳରେ ବୁଧବାର ଘଟିଛି ଏକ ଦୁଃଖଦ ଘଟଣା। ଏକ ବିବାହ ଉତ୍ସବରେ ଯୋଗଦେବା ପାଇଁ କନ୍ୟାପକ୍ଷ ଲୋକେ ନଦୀ ପାର ହେବାକୁ ଯାଉଥିବା ବେଳେ ବଜ୍ରପାତ ଘଟିବାରୁ ୧୭ ଜଣଙ୍କ ମୃତ୍ୟୁ ହୋଇଛି।…
ତାଲିବାନ ସହିତ ହାତ ମିଳାଇଲା ଲଶ୍କର, ଭାରତର ସହାୟତା ଲୋଡ଼ିଲେ ଆଫଗାନିସ୍ତାନ ସରକାର…
କାବୁଲ/ନୂଆଦିଲ୍ଲୀ,୪।୮: ଆଫଗାନିସ୍ତାନରେ ତାଲିବାନ ଆତଙ୍କବାଦୀ ଏବଂ ସୈନ୍ୟଙ୍କ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି ରହିଛି। ସାଧାରଣ ଜନତାଙ୍କ ଉପରେ ତାଲିବାନ ଆତଙ୍କବାଦୀ ଆକ୍ରମଣ କରୁଛନ୍ତି। ତାଲିବାନ ସହିତ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନ ହାତ ମିଳାଇଛି। ତାଲିବାନ ହିଂସା ସମ୍ପର୍କରେ ଆଫଗାନିସ୍ତାନର ବହିର୍ବ୍ୟାପାର…
କୋଭିଡ୍ ଟିକା ପାସ୍ ନ ଥିଲେ ରେଷ୍ଟୁରାଣ୍ଟ୍-ଜିମ୍ରେ ପ୍ରବେଶ ମନା…
ନ୍ୟୁୟର୍କ,୪।୮: ଆମେରିକାରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ନ୍ୟୁୟର୍କ ସହରରେ କେତେକ ସର୍ବସାଧାରଣ ସ୍ଥଳକୁ ଯିବା ଲାଗି କଟକଣା ଜାରି ହୋଇଛି। ନ୍ୟୁୟର୍କ ସିଟିରେ ରେଷ୍ଟୁରାଣ୍ଟ, ଜିମ ଏବଂ ବିଭିନ୍ନ ଶୋ ଭଳି ଇନଡୋର ଭେନ୍ୟୁରେ…
ହିନ୍ଦୁ-ଶିଖ ସମ୍ପ୍ରଦାୟଙ୍କୁ ଅସ୍ଥିି ବିସର୍ଜନ ପାଇଁ ମିଳିଲା ନୂଆ ସ୍ଥାନ
ଲଣ୍ଡନ,୩ ।୮: ବ୍ରିଟେନର ୱେଲସରେ ହିନ୍ଦୁ ଓ ଶିଖ୍ ସମ୍ପ୍ରଦାୟ ସେମାନଙ୍କ ଆତ୍ମୀୟଙ୍କ ଅସ୍ଥି ବିସର୍ଜନ କରିବାକୁ ନୂଆ ସ୍ଥାନ ମିଳିଛି । ବର୍ଷ ବର୍ଷ ଅପେକ୍ଷା ପରେ ଟ୍ୟାଫ ନଦୀ କୂଳରେ ଏବେ ଅସ୍ଥି ବିସର୍ଜନ ପାଇଁ ଅନୁମତି ମିଳିଛି…
ବର୍ଷକ ପରେ ପୁଣି ଉହାନରେ କରୋନା ପଜିଟିଭ୍ ଚିହ୍ନଟ: ପ୍ରତ୍ୟେକ ନାଗରିକଙ୍କ ହେବ ଯାଞ୍ଚ
ବେଜିଂ,୩।୮: ଚାଇନାର ଉହାନ ସହରରେ ବର୍ଷକ ପରେ ପୁଣି ଥରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ସହରରେ ଭୟର ବାତାବରଣ ଖେଳିଯାଇଛି। ତେଣୁ ସହରର ସମସ୍ତ ଲୋକଙ୍କୁ ଯାଞ୍ଚ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଉହାନ ସହରରେ…
ତାଲିବାନର ବର୍ବରତା, ସାଧାରଣ ଲୋକଙ୍କୁ ହତ୍ୟା-ଟାର୍ଗେଟ୍ରେ ସରକାରୀ କର୍ମଚାରୀ…
କାବୁଲ,୩।୮: ଆଫଗାନିସ୍ତାନରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ତାଲିବାନର ବର୍ବରତା ବୃଦ୍ଧି ପାଉଛି। ଅନ୍ତର୍ଜାତୀୟ ମାନବିକ ଆଇନ ଉଲ୍ଲଂଘନ କରି ତାଲିବାନ ସଦସ୍ୟମାନେ ସାଧାରଣ ନାଗରିକଙ୍କୁ ହତ୍ୟା କରୁଛନ୍ତି। କାନ୍ଧାହାରର ସ୍ପିନ ବୋଲଡାକ ଜିଲାର ପୂର୍ବତନ ତଥା ବର୍ତ୍ତମାନର ସରକାରୀ…
ଜଳିଗଲାଣି ୨.୪୪ ଲକ୍ଷ ଏକର
ସାନ୍ ଫ୍ରାନ୍ସିସ୍କୋ, ୩।୮: ଜୁଲାଇ ୧୪ରୁ ଉତ୍ତର କାଲିଫର୍ନିଆ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ସୁଦ୍ଧା ୨.୪୪ ଲକ୍ଷ ଏକରରୁ ଊର୍ଦ୍ଧ୍ୱ ଅଞ୍ଚଳକୁ ବ୍ୟାପିଗଲାଣି। ଡିକ୍ସି ଫାୟାର ଭାବେ ନାମିତ ଏହି ନିଆଁ ପାରାଡାଇଜର ଉତ୍ତରପୂର୍ବରେ ୧୦ ମାଇଲ ଦୂରରେ ଲାଗିଥିଲା।…
ଚାଇନାର ଚିନ୍ତା ଡେଲ୍ଟା ଭାରିଏଣ୍ଟ
ବେଜିଂ,୨ ।୮: କରୋନା ଭାଇରସର ଡେଲ୍ଟା ଭାରିଏଣ୍ଟ ଚାଇନାରେ ବି ତା’ର ଉପଦ୍ରବ ଦେଖାଇଲାଣି । ଚାଇନା ପୂର୍ବରୁ କହିଥିଲା କି ଅନ୍ୟ ଦେଶ ତୁଳନାରେ ସେ କରୋନା ମହାମାରୀ ଉପରେ ନିୟନ୍ତ୍ରଣ ଆଣି ସରିଛି । ଏବେ ସାରା ଦେଶରେ…
Archives


