ଅନ୍ତର୍ଜାତୀୟ

ଆମେରିକାର ୧୩ ରାଜ୍ୟର ୮୫ ଅଞ୍ଚଳରେ ନିଆଁ

ୱାଶିଂଟନ,୨୬ ।୭: ଆମେରିକାରେ ଗୋଟିଏ ପରେ ଗୋଟିଏ ବିପଦ ଲୋକଙ୍କ ସାଧାରଣ ଜୀବନକୁ ବେଶ୍ ପ୍ରଭାବିତ କରିଛି । କରୋନା ମହାମାରୀ, ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ କିଛି ଅଞ୍ଚଳରେ ମରୁଡି ଭଳି ପରିସ୍ଥିତି ଉପୁଜିବା ପରେ ଏବେ ପ୍ରାୟ ୧୩ଟି…

ଏକଛତ୍ରବାଦୀ ଶାସକଙ୍କ ଷଡ଼ଯନ୍ତ୍ର,ଜୀବନ ଭୟରେ ଚାଇନା ପଳାଇଥିବା ଲୋକଙ୍କୁ କରାଯିବ ହତ୍ୟା…

ପୋୟଙ୍ଗୟାଙ୍ଗ୍‌,୨୫।୭: ଉତ୍ତର କୋରିଆର ଏକ ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ନୂଆ ଷଡ଼ଯନ୍ତ୍ର ରଚିଛନ୍ତି। ଜୀବନ ଭୟରେ ଦେଶ ଛାଡ଼ି ଚାଇନା ପଳାଇଥିବା ଲୋକଙ୍କୁ ହତ୍ୟା କରିବା ଲାଗି କିମ୍‌ଙ୍କ ଟିମ୍‌ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଥିବା ନେଇ ଅନ୍ତର୍ଜାତୀୟସ୍ତରରେ…

ମହାକାଶକୁ ସେକ୍ସ ଟୟ ପଠାଇବ ଏହି ଦେଶ, ଦୁଇ କମ୍ପାନୀ ମଧ୍ୟରେ ହୋଇଛି ଚୁକ୍ତି

ଟୋକିଓ,୨୫ା୭: ମଣିଷ ମହାକାଶକୁ ଯାଉଥିବାର ଅନେକ ଖବର ଶୁଣିଥିବେ। ମାତ୍ର କେବେ ଶୁଣିଛନ୍ତି ମହାକାଶକୁ ସେକ୍ସ ଟୟ ଯିବାର। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଜାପାନର ଏକ ସଂସ୍ଥା ଏପରି କରିବାକୁ ନିଷ୍ପତ୍ତି ନେଇଛି। ଜାପାନର ଏହି ସଂସ୍ଥା ସ୍ପେସ୍‌ ଫ୍ଲାଇଟ୍‌…

୧୧୦ କୋଟି ଲୋକଙ୍କୁ ମିଳିବ ଦୃଷ୍ଟିଶକ୍ତି, ଜାତିସଂଘ ଯୋଗାଇଦେବ ସହାୟତା…

ଜେନେଭା,୨୫।୭: ପୃଥିବୀର ୧୧୦ କୋଟି ଲୋକଙ୍କୁ ଏବେ ଦୃଷ୍ଟିଶକ୍ତି ମିଳିବ। ଏନେଇ ଜାତିସଂଘ ପକ୍ଷରୁ ଆବଶ୍ୟକ ସହାୟତା ଯୋଗାଇ ଦିଆଯିବ। ଜାତିସଂଘର ସାଧାରଣ ସଭାରେ ଏସମ୍ପର୍କିତ ଏକ ପ୍ରସ୍ତାବକୁ ୧୦୦ରୁ ଅଧିକ ସଦସ୍ୟ ରାଷ୍ଟ୍ର ସମର୍ଥନ କରିଛନ୍ତି। ପୃଥିବୀର ସମସ୍ତ ଲୋକଙ୍କ…

ବୃହସ୍ପତି ଉପଗ୍ରହକୁ ଯିବ ସ୍ପେସ୍‌ଏକ୍ସ ରକେଟ୍‌

ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ପ୍ରଥମ ବୃହସ୍ପତି ମିଶନରେ ଏହାର ଥଣ୍ଡା ଉପଗ୍ରହ ୟୁରୋପାକୁ ମହାକାଶଯାନ ‘ୟୁରୋପା କ୍ଲିପର୍‌’ ପ୍ରେରଣ ପାଇଁ ସ୍ପେସ୍‌ଏକ୍ସ ରକେଟକୁ ବ୍ୟବହାର କରିବ। ଏଥିପାଇଁ ନାସା ଏଲନ୍‌ ମସ୍କଙ୍କ ରକେଟ୍‌ କମ୍ପାନୀ ସ୍ପେସ୍‌ଏକ୍ସକୁ ୧୭୮ ମିଲିୟନ…

ଜଳୁଛି କାଲିଫର୍ନିଆ ଜଙ୍ଗଲ

ସାନ୍‌ ଫ୍ରାନ୍ସିସ୍‌କୋ, ୨୫।୭: କାଲିଫର୍ନିଆ-ନେଭାଡା ସୀମାରେ ହଜାର ହଜାର ଏକର ଜଙ୍ଗଲ ଦୀର୍ଘ ଦୁଇ ସପ୍ତାହ ହେଲା ଜଳୁଛି। ପ୍ରାଥମିକ ଅବସ୍ଥାରେ ଆମେରିକା ଜଙ୍ଗଲ ସେବା ଅଧିକାରୀମାନେ ଏହାକୁ ବିଶେଷ ଗୁରୁତ୍ୱ ନ ଦେଇ ଜଳିବାକୁ ଛାଡ଼ିଦେବାରୁ ଏବେ ନିୟନ୍ତ୍ରଣ ବାହାରକୁ…

ବିପଜ୍ଜନକ ସ୍ଥିତିରେ ଆଫଗାନିସ୍ତାନ

କାବୁଲ, ୨୫।୭(ଆଇଏଏନ୍‌ଏସ୍‌): ଆମେରିକା ନେତୃତ୍ୱାଧୀନ ନାଟୋ ସେନା ପ୍ରତ୍ୟାହାର ସହିତ ଅଶାନ୍ତ ହେବାରେ ଲାଗିଛି ଆଫଗାନିସ୍ତାନ। ତାଲିବାନ ଆତଙ୍କବାଦୀମାନେ ସୀମାନ୍ତବର୍ତ୍ତୀ ଅଞ୍ଚଳର ୯୦ ପ୍ରତିଶତ ନିଜ ଦଖଲକୁ ନେଇସାରିଥିବା ଦାବି କରୁଛନ୍ତି। କେବଳ ତାଲିବାନ ନୁହେଁ, ସେଠାରେ ଡାଏଶ୍‌ ଏବଂ ଅଲ୍‌-କାଏଦା…

ପେଗାସସ୍‌ ପାଇଁ ଶାନ୍ତିରେ ଶୋଇପାରୁଛନ୍ତି ଲୋକେ

ଜେରୁଜେଲମ, ୨୫ା୭: ଇସ୍ରାଏଲରେ ପ୍ରସ୍ତୁତ୍‌ ସ୍ପାଏଓ୍ବେର ପେଗାସସ୍‌କୁ ନେଇ ବିବାଦ ଥମୁ ନ ଥିବାବେଳେ ଏହାର ନିର୍ମାତା ସାଇବର ସୁରକ୍ଷା କମ୍ପାନୀ ଏନ୍‌ଏସ୍‌ଓ ଗ୍ରୁପ୍‌ ନିଜ ପକ୍ଷ ରଖିଛି। ପେଗାସସ୍‌ ଟେକ୍ନୋଲୋଜି ଯୋଗୁ ବିଶ୍ୱର କୋଟି କୋଟି ଲୋକ ରାତିରେ ଶାନ୍ତିରେ…

ପାକିସ୍ତାନ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଚାଇନା ନାଗରିକଙ୍କ ଘଟଣାର ଯାଞ୍ଚ ନିର୍ଦ୍ଦେଶ

ବେଜିଂ,୨୪ ।୭: ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମହମୁଦ କୁରେଶି ବେଜିଂ ପହଞ୍ଚିବାର କିଛି ଘଣ୍ଟା ମଧ୍ୟରେ ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଚାଇନା ନାଗରିକଙ୍କ ମୃତଦେହ ଶୁକ୍ରବାର ଏକ ଚାଟର୍ଡ ବିମାନରେ ସ୍ୱେଦେଶ ପହଞ୍ଚିଥିଲା । ଆତଙ୍କବାଦୀ ଆକ୍ରମଣରେ…

ପାକିସ୍ତାନ୍‌କୁ ଘାରିଛି ତାଲିବାନ୍‌ ଭୟ…

ଇସଲାମାବାଦ୍‌,୨୪।୭: ତାଲିବାନ୍‌ ଆତଙ୍କବାଦୀ ସଂଗଠନ ପ୍ରତି ପାକିସ୍ତାନରେ ଭୟ ସୃଷ୍ଟି ହୋଇଛି। ସୁରକ୍ଷାଦୃଷ୍ଟିରୁ ଆଫଗାନିସ୍ତାନ ସୀମାରେ ପାକିସ୍ତାନ ସୈନ୍ୟ ବାହିନୀଙ୍କୁ ମୁତୟନ କରାଯାଇଛି। ଧୀରେଧୀରେ ସୈନ୍ୟଙ୍କ ସଂଖ୍ୟାକୁ ବୃଦ୍ଧି କରାଯାଉଛି। ପୂର୍ବରୁ ଆଫଗାନିସ୍ତାନ ସୀମାରେ ନିୟମିତ ଭାବେ ସୈନ୍ୟଙ୍କୁ ମୁତୟନ କରାଯାଉ…

୨୦୨୨ ଜାନୁୟାରୀ ୧୯ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌…

ଟୁନିସ୍‌,୨୪।୭: ଜାତୀୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଟୁନିସିଆରେ ଜରୁରିକାଳୀନ ପରିସ୍ଥିତି(ଷ୍ଟେଟ୍‌ ଅଫ୍‌ ଏମ୍ରଜେନ୍ସି) ଘୋଷଣା କରାଯିବା ସହିତ ୨୦୨୨ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ସମୟ ସୀମାକୁ ବୃଦ୍ଧି କରାଯାଇଛି। ୨୦୨୧ ଜୁଲାଇ ୨୪ରୁ ୨୦୨୨ ଜାନୁୟାରୀ ୧୯ ପର୍ଯ୍ୟନ୍ତ ଦେଶରେ ଲକ୍‌ଡାଉନ୍‌ ଜାରି…

ଭାକ୍ସିନ୍‌ ନ ନେଲେ ସିମ୍‌ କାର୍ଡ ହେବ ବନ୍ଦ, ସରକାରୀ କର୍ମଚାରୀଙ୍କୁ ମିଳିବନି ଦରମା…

ଇସଲାମାବାଦ୍‌,୨୪।୭: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ପୃଥିବୀର ବିଭିନ୍ନ ଦେଶରେ ସାର୍ବଜନୀନ ଟିକାକରଣ ଅଭିଯାନ ଜାରି ରହିଛି। ତେବେ କେତେକ ଲୋକ ଭାକ୍ସିନ୍‌ ନେବାକୁ ଅମଙ୍ଗ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସରକାରଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri