ସୌଦି ଆରବରେ ଭାରତୀୟ ହିନ୍ଦୁଙ୍କ ମୃତଦେହକୁ ପୋତା ଯାଇଥିବା ଅଭିଯୋଗ
ନୂଆଦିଲ୍ଲୀ,୧୬।୩ : ଦିଲ୍ଲୀ ହାଇକୋର୍ଟଙ୍କ ସାମ୍ନାକୁ ଆସିଛି ଏକ ବିଚିତ୍ର ମାମଲା। ସୌଦି ଆରବରେ ଜଣେ ଭାରତୀୟ ହିନ୍ଦୁଙ୍କୁ ଭୁଲ ବଶତଃ ମୁସଲିମ ପରମ୍ପରା ରୀତିନୀତିରେ ପୋତି ଦିଆଯାଇଛି। ମୃତ୍ୟୁ ପ୍ରମାଣପତ୍ରରେ ଧର୍ମ ପାଇଁ ନିର୍ଦ୍ଧାରିତ ସ୍ଥାନରେ ହିନ୍ଦୁ ବଦଳରେ ମୁସଲିମ…
ବରଯାତ୍ରୀଙ୍କ ଉପରେ ଆକାଶରୁ ଟଙ୍କା ବର୍ଷା
କରାଚୀ,୧୬।୩ : ବରଯାତ୍ରୀଙ୍କ ଉପରେ ଫୁଲ ବର୍ଷା ହେବା ସାଧାରଣ କଥା। କିନ୍ତୁ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଆକାଶରୁ ଟଙ୍କା ବର୍ଷା ହେଉଥିବା ଦେଖିବାକୁ ମିଳିଛି। ଏହି ଘଟଣାଟି ଘଟିଛି ପାକିସ୍ତାନର ପଞ୍ଜାବ ପ୍ରଦେଶର ମଣ୍ଡି…
ଏମିତି ଆସେ ମୃତ୍ୟୁ! କାର ଉପରେ ଖସି ପଡ଼ିଲା ବିମାନ
ଫ୍ଲୋରିଡା,୧୬।୩ : ଫ୍ଲୋରିଡାର ପେମବ୍ରୋକସ୍ଥିତ ନର୍ଥ ପେରି ବିମାନ ବନ୍ଦର ନିକଟରେ ଏକ ଦୁର୍ଘଟଣା ଘଟିଛି । ବିମାନ ବନ୍ଦରରୁ ଏକ ଛୋଟିଆ ବିମାନ ଉଡ଼ାଣ ଆରମ୍ଭ କରିବାର କିଛି ସମୟ ପରେ ଦୁର୍ଘଟଣା ଗ୍ରସ୍ତ ହୋଇ ଖସି ପଡ଼ିଥିଲା ଚଳନ୍ତା…
ମାଡ଼ି ଆସୁଛି ବିପଦ: ପୃଥିବୀ ମୁହାଁ ଜଳନ୍ତା ଗ୍ରହପିଣ୍ଡ
ରୋମ,୧୬।୩: ପୃଥିବୀ ଉପରେ ଏକ ବଡ଼ ଧରଣର ବିପଦ ମାଡ଼ି ଆସୁଛି। ୧୭୦୦ ମିଟର ଚୌଡ଼ା ଜଳନ୍ତା ଗ୍ରହପିଣ୍ଡ ୨୦୦୧-ଏଫ୍ଓ-୩୨(୨୩୧୯୩୭) ମାର୍ଚ୍ଚ ୨୧ରେ ପୃଥିବୀକୁ ଅତିକ୍ରମ କରିବ। ଏହାର ଫଟୋକୁ ଇଟାଲୀସ୍ଥିତ ଭର୍ଚ୍ୟୁଆଲ୍ ଟେଲିସ୍କୋପ୍ ଦ୍ୱାରା ଉତ୍ତୋଳନ କରାଯାଇଛି। ଏହା ପୃଥିବୀଠାରୁ…
ହେଲିକପ୍ଟରରୁ ଟଙ୍କା ବର୍ଷା
ଇସଲାମାବାଦ୍,୧୬।୩: ଆକାଶରୁ ହେଲିକପ୍ଟରରେ ଟଙ୍କା ଏବଂ ଫୁଲ ବର୍ଷା ହେଉଥିବାରୁ ଏକ ଭିଡ଼ିଓ ଏବେ ସୋସିଆଲ୍ ମିଡ଼ିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ରାଜରାସ୍ତାରେ ଲୋକେ ଭିଡ଼ ଜମାଇ ଟଙ୍କା ଗୋଟାଉଥିବାରୁ ଦୃଶ୍ୟ ୧ ମିନିଟ୍ ୫୮ ସେକେଣ୍ଡର ଏହି ଭିଡ଼ିଓରେ…
ଏହି ଦେଶରେ ଚଳାଚଳ କରିବ ‘କରୋନା ଫ୍ରି’ ଟ୍ରେନ୍
ରୋମ୍,୧୫।୩: ଇଟାଲୀରେ ସବୁଠୁ ଅଧିକ କରୋନା ସଂକ୍ରମଣ ଦେଖାଦେଇଥିଲା। ଏବେ ଏହି ଦେଶ ‘କରୋନା ଫ୍ରି’ ଟ୍ରେନ୍ ଚଳାଚଳ କରିବାକୁ ନିଷ୍ପତ୍ତି ନେଇଛି। ସାଧାରଣ ସ୍ଥାନକୁ ଛାଡ଼ିଦେଲେ ପର୍ଯ୍ୟଟନ ସ୍ଥଳକୁ ବି ‘କରୋନା ଫ୍ରି’ ଟ୍ରେନ୍ ସୁବିଧା ଉପଲବ୍ଧ ହେବ। କରୋନା…
ଯୁବକଙ୍କ ସହ ମଝି ଆକାଶରେ ଘଟିଲା ଏମିତି, ଜାଣିଲେ…
କାନ୍ବେରା,୧୫।୩: ଅଷ୍ଟ୍ରେଲିଆରେ ରବିବାର ଭର୍ଚୁଆଲ ନ୍ୟାଶନାଲ ସ୍କାଏଡ୍ରାଇଭିଂ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଏଥିରେ ଜଣେ ଯୁବକ ଭାଗ ନେଇଥିଲେ। ତେବେ ଏହି ପ୍ରତିଯୋଗିତାରେ ସଂପୃକ୍ତ ଯୁବକଙ୍କ ମୃତ୍ୟୁ ଘଟିଛି। କାରଣ ସେ ଠିକ୍ ଭାବରେ ତାଙ୍କର ପାରାଚ୍ୟୁଟ୍ ଖୋଲିପାରି ନ ଥିଲେ।…
ଚାଇନାରେ ନୂଆ ବିପଦ: ଦେଶରେ ହାହାକାର
ବେଜିଂ,୧୫।୩: କରୋନା ମହାମାରୀର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାରେ ଏବେ ନୂଆ ବିପଦ ଦେଖାଦେଇଛି। ଏହାଯୋଗୁ ଲୋକଙ୍କ ମଧ୍ୟରେ ହାହାକାର ସୃଷ୍ଟି ହୋଇଛି। ଗୋବି ମରୁଭୂମି ପଟୁ ଆସିଥିବା ଧୂଳିଝଡ଼ରେ ଇତିମଧ୍ୟରେ ରାଜଧାନୀ ବେଜିଂର ୩୪୧ ଜଣ ଲୋକ ନିଖୋଜ ରହିଛନ୍ତି। ଇତିମଧ୍ୟରେ…
ତୁର୍କୀ ଉପରେ କ୍ଷେପଣାସ୍ତ୍ର ମାଡ଼ କଲା ସିରିଆ
ଆଙ୍କରା,୧୫।୩: ତୁର୍କୀ ପ୍ରଶାସନ ନିୟନ୍ତ୍ରଣରେ ଥିବା ଉତ୍ତର ସିରିଆରେ କ୍ଷେପଣାସ୍ତ୍ର ମାଡ଼ କରାଯାଇଛି। ସିରିଆ ପକ୍ଷରୁ ହୋଇଥିବା ଏହି ଆକ୍ରମଣରେ ବହୁ ସାଧାରଣ ଲୋକ ଆହତ ହୋଇଛନ୍ତି। ଏନେଇ ତୁର୍କୀର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ସିରିଆ ଜାଣିଶୁଣି…
ଲୋକଙ୍କ ଉପରେ ଆଖିବୁଜା ଗୁଳିମାଡ଼ କଲେ ସୈନ୍ୟ ବାହିନୀ: ୫୧ ଜଣଙ୍କ ମୃତ୍ୟୁ
ନାପିତଓ୍ବ,୧୫।୩: ମ୍ୟାନ୍ମାରରେ ସୈନ୍ୟ ବାହିନୀ ଦ୍ୱାରା କ୍ଷମତା ଦଖଲ କରାଯିବା ପରେ ଦେଶରେ ଆଇନ ଶୃଙ୍ଖଳା ସ୍ଥିତି ଧୀରେଧୀରେ ବିପର୍ଯ୍ୟସ୍ତ ହେବାରେ ଲାଗିଛି। ରବିବାର ଉତ୍ୟକ୍ତ ଲୋକ ଏକ ଚାଇନା ଫ୍ୟାକ୍ଟ୍ରିରେ ନିଆଁ ଲଗାଇ ଦେଇଥିଲେ। ଲୋକଙ୍କୁ ଘଉଡ଼େଇବା ପରିବର୍ତ୍ତେ ସୈନ୍ୟ…
ମେଘାନଙ୍କୁ ଫ୍ଲଏଡ୍ ସଜାଇଲା ଶାର୍ଲି ଏବ୍ଡୋ
ପ୍ୟାରିସ୍/ଲଣ୍ଡନ,୧୫।୩: ଫ୍ରାନ୍ସର କାର୍ଟୁନ ମାଗାଜିନ ଶାର୍ଲି ଏବ୍ଡୋ ପୁଣି ବିବାଦରେ। ଏଥର ଉକ୍ତ ପତ୍ରିକାର ପ୍ରଚ୍ଛଦ ପୃଷ୍ଠାରେ ବ୍ରିଟେନ ରାଜପରିବାରକୁ ବ୍ୟଙ୍ଗ କରାଯାଇଛି। ଏଥିରେ ମହାରାଣୀ ଏଲିଜାବେଥ ଦ୍ୱିତୀୟ ତାଙ୍କ ନାତୁଣୀ ବୋହୂ ମେଘାନ ମର୍କେଲଙ୍କ ବେକକୁ ନିଜ ଆଣ୍ଠୁରେ ଚାପି…
ମଞ୍ଚ ଉପରେ ପିନ୍ଧା ପୋଷାକ ଖୋଲି ଦେଲେ ଅଭିନେତ୍ରୀ…
ପ୍ୟାରିସ୍,୧୪।୩: ଏକ ପୁରସ୍କାର ପ୍ରଦାନ ଉତ୍ସବରେ ଜଣେ ଅଭିନେତ୍ରୀ ମଞ୍ଚ ଉପରେ ନିଜର ପିନ୍ଧା ପୋଷାକ ଖୋଲି ଦେଇଛନ୍ତି। ସରକାରଙ୍କ ନିଷ୍ପତ୍ତି ବିରୋଧରେ ପ୍ରତିବାଦ ଜଣାଇବାକୁ ଯାଇ ସେ ଏଭଳି କରିଛନ୍ତି। ଏହି ଘଟଣା ଫ୍ରାନ୍ସ୍ରେ ଘଟିଛି। ୪୬ତମ ସିଜର ପୁରସ୍କାର…
Archives


