ଅନ୍ତର୍ଜାତୀୟ

୧୦୦ ବର୍ଷରେ ସବୁଠୁ ପ୍ରଳୟଙ୍କରୀ ବନ୍ୟା

ବର୍ଲିନ,୧୫।୭: ୧୦୦ ବର୍ଷର ଇତିହାସରେ ୟୁରୋପର ପୂର୍ବାଞ୍ଚଳରେ ଆସିଛି ସବୁଠୁ ପ୍ରଳୟଙ୍କରୀ ବନ୍ୟା। ଏପର୍ଯ୍ୟନ୍ତ ବନ୍ୟାରେ ୪୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭୦ଜଣ ନିଖୋଜ ଅଛନ୍ତି। ବନ୍ୟାରେ ଭାସିଯାଇଛି ଶତାଧିକ କାର୍‌। ଭୁଶୁଡ଼ି ପଡ଼ିଛି ଅନେକ ବିଲ୍ଡିଂ । ଫୋନ୍‌…

ଗଗନୟାନ ଇଞ୍ଜିନର ସଫଳ ପରୀକ୍ଷା ପରେ ଏଲୋନ ମସ୍କଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୫।୭: ଦେଶର ସବୁଠୁ ବଡ଼ ମହାକାଶ ମିଶନ ‘ଗଗନୟାନ’ କ୍ଷେତ୍ରରେ ସୋମବାର ପାଦେ ଆଗକୁ ବଢ଼ିଛି ଇସ୍ରୋ। ଭାରତୀୟଙ୍କୁ ମହାକାଶକୁ ପଠାଇବା ପାଇଁ ପ୍ରସ୍ତୁତ ବିକାଶ ଇଞ୍ଜିନ(ଯାନ)ର ପରୀକ୍ଷା ସଫଳ ହୋଇଛି। ଏଥିଲାଗି ଭାରତୀୟ ମହାକାଶ ରିସର୍ଚ୍ଚ ଅର୍ଗାନାଇଜେଶନ (ଇସ୍ରୋ)କୁ ଗୋଟିଏ…

ପୁଣି ବିପଦ, ପୃଥିବୀରେ ଆରମ୍ଭ ହେଲାଣି କରୋନାର ତୃତୀୟ ଲହର…

ଜେନେଭା,୧୫।୭: ପୃଥିବୀରେ କରୋନା ମହାମାରୀର ତୃତୀୟ ଲହର ଆରମ୍ଭ ହୋଇ ସାରିଛି। ଏବେ ଏହା ପ୍ରାଥମିକ ପର୍ଯ୍ୟାୟରେ ରହିଛି। ଡେଲ୍ଟା ଭାରିଆଣ୍ଟ୍‌ ଯୋଗୁ ତୃତୀୟ ଲହର ଆସିଥିବା ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପ୍ରମୁଖ ଟେଡ୍ରୋସ୍‌ ଆଧାନୋମ୍‌ ଘେବ୍ରିୟେସସ୍‌ ଗୁରୁବାର ସତର୍କ ସୂଚନା ଜାରି…

ରାଷ୍ଟ୍ରପତିଙ୍କୁ ୧୦ ଦିନ ଧରି ହାକୁଟି, ହସ୍ପିଟାଲରେ ଭର୍ତ୍ତି…

ରିଓ ଡି ଜେନେରିଓ,୧୫।୭: ବ୍ରାଜିଲ୍‌ର ରାଷ୍ଟ୍ରପତି ଜେୟର ବୋଲସୋନାରୋଙ୍କୁ ଗତ ୧୦ ଦିନ ଧରି ହାକୁଟି ଆସୁଛି। ହାକୁଟି ବନ୍ଦ ନ ହେବାରୁ ତାଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୂର୍ବରୁ ରାଷ୍ଟ୍ରପତି କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କର ଅନ୍ତନାଳୀରେ…

ଜଳନ୍ତା କୋଠାରୁ ଶିଶୁପୁତ୍ରକୁ ତଳକୁ ଫିଙ୍ଗିଦେଲେ ମହିଳା, ଭିଡିଓ ଭାଇରାଲ

କେପ୍‌ଟାଉନ,୧୫ା୭: ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରପତି ଜ୍ୟାକବ୍‌ ଜୁମା ଗିରଫ ହେବା ପରେ କେତେକ ସହରରେ ହିଂସା ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ୭୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିସାରିଲାଣି। ପରିସ୍ଥିତି ଏତେ ଖରାପ ଯେ, ଜଣେ ମହିଳା ଜଳୁଥିବା କୋଠାରୁ…

ଡ୍ରଗ୍‌ ଓଭରଡୋଜ ଯୋଗୁ ବର୍ଷକରେ ୯୩ ହଜାରଙ୍କ ଯାଇଛି ଜୀବନ…

ନ୍ୟୁୟର୍କ,୧୫।୭: କରୋନା ମହାମାରୀ ସଙ୍କଟ ସମୟରେ ଆମେରିକାରେ ଡ୍ରଗ୍‌ ଓଭରଡୋଜ୍‌ ଯୋଗୁ ଗତ ୨୦୨୦ ବର୍ଷରେ ରେକର୍ଡ ସଂଖ୍ୟକ ଲୋକଙ୍କର ମୃତ୍ୟୁ ଘଟିଛି। ଏହା ଯୋଗୁ ଦେଶରେ ୯୩ ହଜାର ୩୩୧ ଲୋକଙ୍କ ଜୀବନ ଯାଇଥିବା ଆମେରିକା ସରକାର ସୂଚନା ଦେଇଛନ୍ତି।…

ଗଲ୍ଫ କୋର୍ସରେ ୧୫ ଫୁଟ କୁମ୍ଭୀର…

ମେକ୍ସିକୋ ସିଟି,୧୫।୭: ସୋସିଆଲ୍‌ ମିଡ଼ିଆରେ ସମ୍ପ୍ରତି ମେକ୍ସିକୋର ଏକ ଗଲ୍ଫ କୋର୍ସର ଭିଡ଼ିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏହି ୧୫ ସେକେଣ୍ଡର ଭିଡ଼ିଓରେ ଏକ ୧୫ ଫୁଟ ଲମ୍ବ ବିରାଟକାୟ କୁମ୍ଭୀର ଗଲ୍ଫ କୋର୍ସରେ ବୁଲୁଥିବାର ଦେଖିବାକୁ ମିଳୁଛି। ଏହି…

କ୍ରିମିୟାରେ ପାଦ ଦେଲେ ହେବ ବୋମାବର୍ଷା, ବ୍ରିଟେନ୍‌କୁ ରୁଷିଆର ନାଲି ଆଖି…

ମସ୍କୋ,୧୫।୭: ରୁଷିଆ ବ୍ରିଟେନ୍‌କୁ କ୍ରିମିୟା ପ୍ରସଙ୍ଗଠାରୁ ଦୂରେଇ ରହିବାକୁ ଚେତାବନୀ ଦେଇଛି। କ୍ରିମିୟାରେ ପାଦ ଦେଲେ ବୋମାବର୍ଷା ହେବ ବୋଲି ନାଲି ଆଖି ଦେଖାଇ ରୁଷିଆ କହିଛି। କ୍ରିମିୟା ପ୍ରସଙ୍ଗରେ ରୁଷିଆର ସୁରକ୍ଷା ପରିଷଦର ଉପସଚିବ ମିଖାଇଲ୍‌ ପୋପାଭ କହିଛନ୍ତି ଯେ,…

ମିଳିଲାଣି ହଜାରେ ଶିଶୁଙ୍କ ମୃତଦେହ

ଅଟାଓ୍ବା, ୧୫ା୭: କାନାଡାର ଦକ୍ଷିଣପଶ୍ଚିମ ବ୍ରିଟିଶ କଲମ୍ବିଆସ୍ଥିତ ଏକ ବୋର୍ଡିଂ ସ୍କୁଲରୁ ଚତୁର୍ଥ ପର୍ଯ୍ୟାୟରେ ସୋମବାର ଆହୁରି ୧୬୦ ଛାତ୍ରୀଛାତ୍ରଙ୍କ କଙ୍କାଳ ମିଳିଛି। ଏହାକୁ ମିଶାଇ ଅଦ୍ୟାବଧି ୧ ହଜାରରୁ ଊର୍ଦ୍ଧ୍ୱ ଶିଶୁଙ୍କ ସମାଧି ଠାବ ହେଲାଣି। ପେନେଲାକୁଟ୍‌ ଦ୍ୱୀପର କୁପର…

ଆମେରିକାରେ ଘୋଷଯାତ୍ରା

ମିନିଆପଲିସ, ୧୫ା୭: ଉତ୍ତର ଆମେରିକାର ମିନେସୋଟା ରାଜ୍ୟ ମିନିଆପଲିସରେ ଜଗନ୍ନାଥଙ୍କ ଘୋଷଯାତ୍ରା ପାଳିତ ହୋଇଯାଇଛି। ହିନ୍ଦୁ ସୋସାଇଟି ଅଫ୍‌ ମିନେସୋଟା ରଥଯାତ୍ରା ଆୟୋଜନ କରିଥିଲା। ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ଡ. ସୀତାକାନ୍ତ ଦାସଙ୍କ ତଦାରଖରେ କାର୍ଯ୍ୟ ସମ୍ପନ୍ନ ହୋଇଥିଲା। ଆମେରିକାରେ ଓଡ଼ିଶାର…

ମୃତ୍ୟୁ ଉପତ୍ୟକାରେ ଅଗ୍ନିବର୍ଷା

ନ୍ୟୁୟର୍କ, ୧୫ା୭: ବିଶ୍ୱର ବିଭିନ୍ନ ଦେଶରେ ମୌସୁମୀ ବର୍ଷା ଜାରି ଥିବାବେଳେ ଉତ୍ତର ଆମେରିକାର ମୃତ୍ୟୁ ଉପତ୍ୟକା ବା ଡେଥ୍‌ ଭ୍ୟାଲିରେ ଅଗ୍ନି ବର୍ଷୁଛି। କାଲିଫର୍ନିଆର ଦକ୍ଷିଣପୂର୍ବରେ ଥିବା ୨୨୫ କି.ମି. ଲମ୍ବ ପର୍ଯ୍ୟନ୍ତ ବ୍ୟାପ୍ତ ଏହି ଉପତ୍ୟକାରେ ଗତ ରବିବାର…

ଜାକି ଚାନ୍‌ଙ୍କ ଜିନ୍‌ପିଙ୍ଗ୍‌ ପ୍ରେମ

ହଲିଉଡ୍‌ ଆକ୍ସନ ଅଭିନେତା ତଥା ଚାଇନାର ଜାକି ଚାନ୍‌ ଏବେ ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କ ଦଳ ଚାଇନା କମ୍ୟୁନିଷ୍ଟ ପାର୍ଟି(ସିପିସି)ର ସଦସ୍ୟ ହେବାକୁ ଚାହୁଁଥିବା କହିଛନ୍ତି। ୨୦୧୯ରେ ହଂକଂରେ ଗଣତନ୍ତ୍ର ସମର୍ଥକଙ୍କୁ ବିରୋଧ କରି ଚାନ୍‌ ବିଶ୍ୱସ୍ତରରେ ସମାଲୋଚନାର ଶିକାର ହୋଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri