ଜଳବାୟୁ ପରିବର୍ତ୍ତନକୁ ନେଇ ତଥ୍ୟ ଦେଇପାରିବ ନାହିଁ ବିଜ୍ଞାନ: ଟ୍ରମ୍ପ
ୱାଶିଂଟନ,୧୫ ।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବେଳେ ବେଳେ ତାଙ୍କ ବୟାନକୁ ନେଇ ଆସିଥାଆନ୍ତି ଚର୍ଚ୍ଚାକୁ । ଏଥର ବି ଏମିତି ଏକ ବୟାନ ତାଙ୍କ ପୁଣିଥରେ ଚର୍ଚ୍ଚାକୁ ନେଇ ଆସିଛି । ଜଳବାୟୁ ପରିବର୍ତ୍ତନକୁ ନେଇ ଏବେ...
ସୁଗା ହେବେ ଜାପାନ ପ୍ରଧାନମନ୍ତ୍ରୀ
ଟୋକିଓ,୧୪।୯-ଜାପାନର ସର୍ବାଧିକ କାଳ ମୁଖ୍ୟ କ୍ୟାବେନେଟ ସଚିବ ରହି ଆସିଥିବା ୟୋଶିହିଡେ ସୁଗା ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସୋମବାର ଶାସକ ଲିବେରାଲ ଡେମୋକ୍ରାଟିକ ପାର୍ଟିର(ଏଲଡିପି)ର ସଭାପତି ନିର୍ବାଚିତ ହେବା ପରେ ସେ ସିଞ୍ଜୋ ଆବେଙ୍କ ସ୍ଥାନରେ ସେପ୍ଟେମ୍ବର...
କରୋନା ଭାଇରସକୁ ନେଇ ଟ୍ରମ୍ପଙ୍କ କାମକୁ ପ୍ରଶଂସା କରିଛନ୍ତି ମୋଦି!
ୱାଶିଂଟନ,୧୪ ।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ସେ କରୋନା ଭାଇରସକୁ ନେଇ ଯେଉଁସବୁ କାମ କରିଛନ୍ତି ତାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବ୍ ପ୍ରଶଂସା କରିଛନ୍ତି । ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଖେଇ ଆସୁଥିବା...
କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଏଠି ପୁଣିଥରେ ଲାଗୁ ହେବ ଲକ୍ଡାଉନ
ଜାକର୍ତ୍ତା,୧୪ ।୯: କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଆମେରିକା ଓ ଭାରତରେ ଦିନକୁ ପାଖାପାଖି ୧ ଲକ୍ଷ ନୂଆ ସଂକ୍ରମିତ ଚିହ୍ନଟ ହେବା ଏବେ ଉଭୟ ସରକାର ଓ ଜନତାଙ୍କ ପାଇଁ ଚିନ୍ତାର କାରଣ ପାଲଟି...
ଭାରତୀୟ ନାଗରିକଙ୍କ ସଚ୍ଚୋଟତା; ଫେରାଇଲେ ୧୦ ଲକ୍ଷ ଟଙ୍କା ସହ ସୁନା ଭର୍ତ୍ତି ବ୍ୟାଗ୍
ନୂଆଦିଲ୍ଲୀ, ୧୩।୯: ଜଣେ ଭାରତୀୟ ନାଗରିକଙ୍କ ସଚ୍ଚୋଟତାକୁ ନେଇ ଦୁବାଇରେ ବେଶ୍ ଚର୍ଚ୍ଚା। ରିତେଶ ଜେମ୍ସ ଗୁପ୍ତା ନାମକ ଏହି ଭାରତୀୟ ନାଗରିକଜଣଙ୍କ ଏକ ବ୍ୟାଗ୍ ପାଇଥିଲେ। ଯେଉଁଥିରେ ସାଢ଼େ ୧୦ ଲକ୍ଷ ଟଙ୍କାର ନଗଦ ରାଶି ଏବଂ ସୁନା...
ଘରେ ପାର୍ଟି ଆୟୋଜନ କରି ୯ ଲକ୍ଷ ଜରିମାନା ଦେଲେ ଏହି ଛାତ୍ର
ଲଣ୍ଡନ,୧୩ା୯: ଘରେ ପାର୍ଟି କରିବା ଜଣେ ୧୯ ବର୍ଷୀୟ ଛାତ୍ରଙ୍କୁ ମହଙ୍ଗା ପଡ଼ିଛି। କରୋନା ମହାମାରୀ ସମୟରେ କୋଭିଡ୍ ନିୟମ ଉଲ୍ଲଂଘନ କରି ଶୁକ୍ରବାର ଘରେ ୫୦ ଲୋକଙ୍କୁ ନେଇ ପାର୍ଟିର ଆୟୋଜନ କରିଥିବାରୁ ୯.୪ ଲକ୍ଷ ଟଙ୍କା ଜରିମାନା...
କରୋନା ଟିକା ଆସିବା ପରେ ବି ୨୦୨୧ ଶେଷ ସୁଦ୍ଧା ସ୍ୱାଭାବିକ ହେବନାହିଁ ଜୀବନ!
ୱାଶିଂଟନ,୧୩ ।୯: କରୋନା ଭାଇରସ ଦିନକୁ ଦିନ କମ୍ ହେବା ପରିବର୍ତ୍ତେ ଏହା ବଢି ବଢି ଚାଲିଛି । ଆମେରିକା, ଭାରତ ଓ ବ୍ରାଜିଲରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଏବେବି ଚିନ୍ତାର ବିଷୟ ପାଲଟିଛି । ଏଥିରେ ମୃତକଙ୍କ ସଂଖ୍ୟା...
ଡ୍ରାଗନର ମିଛ ପଡ଼ିଲା ଧରା: ଗଲଓ୍ବାନରେ ୬୦ ଚାଇନା ସୈନ୍ୟଙ୍କ ମୃତ୍ୟୁ ଘଟିଥିଲା
ଓ୍ବାଶିଂଟନ, ୧୩।୯: ଗଲଓ୍ବାନ ଘାଟିରେ ଜୁନ୍ ୧୫ରେ ଭାରତୀୟ ଯବାନ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ଏଥିରେ ୨୦ ଜଣ ଭାରତୀୟ ଯବାନ ଶହୀଦ୍ ହୋଇଥିଲେ। ତେବେ ଚାଇନାର କମ୍ ସୈନ୍ୟଙ୍କର ମୃତ୍ୟୁ ଘଟିଥିବା ପିପୁଲସ୍ ଲିବରେଶନ...
ଚାଇନା ବିଶେଷଜ୍ଞଙ୍କ ଦାବି: କରୋନା ଭାଇରସ ମାନବ ନିର୍ମିତ
ୱାଶିଂଟନ,୧୨ ।୯: କରୋନା ଭାଇରସକୁ ନେଇ ଲଗାତାର ଭାବେ ଚାଇନା ଉପରେ ପ୍ରଶ୍ନ ଉଠୁଛି । ଆମେରିକାଠାରୁ ଆରମ୍ଭ କରି ୟୁରୋପ ପର୍ଯ୍ୟନ୍ତ କରୋନା ମହାମାରୀ ପାଇଁ ଚାଇନାକୁ ଦାୟି କରୁଛନ୍ତି । ଇତିମଧ୍ୟରେ ଚାଇନାର ଜଣେ ମହିଳା ଭାଇରୋଲୋଜିଷ୍ଟ...
କିମ୍ ଜୋଙ୍ଗ୍ଙ୍କ ଅମାନବୀୟ କାର୍ଯ୍ୟ: ସମାଲୋଚନା କରିବାରୁ ୫ ଅଧିକାରୀଙ୍କୁ ହତ୍ୟା
ପୋୟାଙ୍ଗ୍ୟାଙ୍ଗ, ୧୨।୯: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ୍ ଉନ୍ଙ୍କ ଅମାନବୀୟ କାର୍ଯ୍ୟ ନେଇ ଏବେ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି। ତାଙ୍କ ଦ୍ୱାରା ପ୍ରଣୟନ ହୋଇଥିବା ଆର୍ଥିକ ନୀତିର ସମାଲୋଚନା କରିବାରୁ ୫ ଜଣ ଅଧିକାରୀଙ୍କୁ ଗୁଳି କରି...
କରୋନା ଭୂତାଣୁ ରୋକିବା ଲାଗି ଗୁଳି: ଉତ୍ତରକୋରିଆ
ଓ୍ବାଶିଂଟନ,୧୧।୯-ଚାଇନାରୁ କୋରନା ଭାଇରସ ଯେପରି ଦେଶ ଭିତରକୁ ପ୍ରବେଶ ନ କରିବ ସେଥିଲାଗି ଉତ୍ତରକୋରିଆ କର୍ତ୍ତୃପକ୍ଷ ଗୁଳି ନିର୍ଦ୍ଦେଶ ଦେଇଛନ୍ତି। ଦକ୍ଷିଣରେ ଥିବା ଆମେରିକା ସେନାର କମାଣ୍ଡର ପକ୍ଷରୁ ଏହା କୁହାଯାଇଛି। ଦୁର୍ବଳ ସ୍ବାସ୍ଥ୍ୟସେବା ଦେଇ ଗତି କରୁଥିବା ଉତ୍ତରକୋରିଆରେ...
ସୀମାରେ ୫୦ ହଜାର ସେନା ମୁତୟନ କଲାଣି ଚାଇନା
ବେଜିଂ,୧୧ ।୯: ଗୋଟିଏ ପଟେ ଚାଇନା ଭାରତ ସହ ଶାନ୍ତି କଥାବାର୍ତ୍ତା ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଅନ୍ୟପଟେ ବାସ୍ତବିକ ନିୟନ୍ତ୍ରଣ ରେଖା(ଏଲ୍ଏସି)ରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୋଇଥିବା ସୂଚନା ମଳିଛି । କିଛି ଗଣମାଧ୍ୟମ ସୂଚନାରୁ ଜଣାପଡିଛି ଚାଇନା...
Archives


