ଅନ୍ତର୍ଜାତୀୟ

ବାଂଲାଦେଶ ହିଂସାରେ ଖବରଦାତାଙ୍କ ମୃତ୍ୟୁ, ୪ ପୋଲିସ କର୍ମଚାରୀ ଆହତ: ଆଡଭାଇଜରୀ ଜାରି କଲା ଭାରତ

ଢାକା,୧୯।୧୨: ଡିସେମ୍ବର ୧୯ ତାରିଖରେ ଛାତ୍ର ବିଦ୍ରୋହ ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ, ବାଂଲାଦେଶରେ ବ୍ୟାପକ ବିରୋଧ ପ୍ରଦର୍ଶନ ହୋଇଛି। ଢାକାରେ ଜନସାଧାରଣଙ୍କ ଆକ୍ରୋଶ ମଧ୍ୟରେ, ଅନେକ ପ୍ରତିବାଦକାରୀ ବାଂଲାଦେଶର ପ୍ରମୁଖ ଖବରକାଗଜର କାର୍ଯ୍ୟାଳୟରେ ଭଙ୍ଗାରୁଜା କରିଛନ୍ତି। ୟୁନୁସ…

ଆମେରିକାରେ ଲାଗିବ ନିଆଁ! ଟ୍ରମ୍ପଙ୍କ ମୁହଁ ଉପରେ ଏଭଳି ଚେତାବନୀ ଦେଲା ଚାଇନା, ବିଶ୍ୱରେ ଚହଳ

ବେଜିଂ,୧୯।୧୨: ଟ୍ରମ୍ପ ନିକଟରେ ଏକ ପଦକ୍ଷେପ ନେଇଛନ୍ତି ଯାହାକୁ ଶୁଣି ଚାଇନାର ନିଦ ହଜିଯାଇଛି। ହେଲେ ଏହାକୁ ନେଇ ଚୁପ୍‌ ବସିନି ଚାଇନା। ଏହାରି ଭିତରେ ଚାଇନା ଆମେରିକାକୁ ସ୍ପଷ୍ଟ ଚେତାବନୀ ଦେଇଛି। ଟ୍ରମ୍ପ ପୂର୍ବରୁ ଟାରିଫ୍‌ ଆକ୍ରମଣ ଦ୍ୱାରା ସି…

ଭାଙ୍ଗିପଡ଼ିଲେ ୟୁନୁସ: ଶୋକ ପ୍ରକାଶ କରି କହିଲେ…

ଢାକା,୧୯।୧୨: ଗତବର୍ଷ ବାଂଲାଦେଶରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ହିଂସାତ୍ମକ ଆନ୍ଦୋଳନ ଆରମ୍ଭ କରିଥିବା ବିରୋଧୀ ନେତା ଉସମାନ ହାଦିଙ୍କ ସିଙ୍ଗାପୁରରେ ମୃତ୍ୟୁ ହୋଇଥିଲା। କିଛି ଦିନ ପୂର୍ବରୁ ଉସମାନ ହାଦିଙ୍କୁ ଗୁଳି କରି ଆହତ କରାଯାଇଥିଲା। ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ…

ଆଜି ଖୋଲିବ ଏପଷ୍ଟିନ୍‌ ପେଡ଼ି: ଫାଇଲ୍‌ରେ ଟ୍ରମ୍ପ୍‌, ଚିନ୍ତାରେ ହ୍ବାଇଟ୍‌ ହାଉସ୍‌

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୯ା୧୨(ସିଏନ୍‌ଏନ୍‌/ଏଜେନ୍ସି): ଜେଫ୍ରି ଏପଷ୍ଟିନ୍‌ଙ୍କ ସହ ଜଡ଼ିତ ଅତି ସମ୍ବେଦନଶୀଳ ଦସ୍ତାବିଜ ‘ଏପଷ୍ଟିନ୍‌ ଫାଇଲ୍ସ’ ଖୋଲିବାକୁ ସମୟ ଯେତିକି ପାଖେଇ ଆସୁଛି, ବଡ଼ବଡ଼ିଆଙ୍କ ହୃତ୍‌ସ୍ପନ୍ଦନ ସେତିକି ବଢ଼ିବାରେ ଲାଗିଛି। ନଭେମ୍ବର ୧୯ରେ ଆମେରିକା କଂଗ୍ରେସ ଏପଷ୍ଟିନ୍‌ ଫାଇଲ୍ସ ଟ୍ରାନ୍ସପରେନ୍ସି ଆକ୍ଟକୁ ଗୃହୀତ କରାଇଥିଲା।…

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ବିଶ୍ୱରେ ଖେଳିଗଲା…

ନୂଆଦିଲ୍ଲୀ,୧୯।୧୨: ଭାରତ ଚାଇନା ବିରୋଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଚାଇନାରୁ ଆମଦାନୀ ହେଉଥିବା କିଛି ଇସ୍ପାତ ଉତ୍ପାଦ ଉପରେ ପାଞ୍ଚ ବର୍ଷର ଆଣ୍ଟି-ଡମ୍ପିଂ ଶୁଳ୍କ ଲାଗୁ କରିଛି। ଏହା ଦେଶ ବିରୋଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବାଣିଜ୍ୟ ପ୍ରତିରକ୍ଷା…

ପାକିସ୍ତାନ ଜନସଂଖ୍ୟା ନିୟନ୍ତ୍ରଣ ଉଦ୍ୟମକୁ ଝଟ୍‌କା: କଣ୍ଡୋମ ଶସ୍ତା କରାଇପାରିଲେନି ଶାହବାଜ

ଇସଲାମାବାଦ,୧୯ା୧୨: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ପାକିସ୍ତାନର ଜନ୍ମ ନିୟନ୍ତ୍ରଣ ସାମଗ୍ରୀ (କଣ୍ଡୋମ/ଗର୍ଭ ନିରୋଧକ) ଉପରେ ଲାଗୁ ହୋଇଥିବା ୧୮ ପ୍ରତିଶତ ସାଧାରଣ ବିକ୍ରୟ କର (GST)କୁ ତୁରନ୍ତ ଛାଡ଼ କରିବା ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଦେଇଛି। ଏହା ଦୁନିଆର ଦ୍ରୁତତମ ଜନସଂଖ୍ୟା…

ଉସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ହିଂସା, ଢାକା ସମେତ ଅନେକ ସହରରେ ହଙ୍ଗାମା

ନୂଆଦିଲ୍ଲୀ,୧୯ା୧୨: ବାଂଲାଦେଶରେ ଜୁଲାଇ ବିଦ୍ରୋହର ଜଣେ ପ୍ରମୁଖ ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦି ଛଅ ଦିନ ଧରି ଜୀବନ ସହିତ ସଂଘର୍ଷ କରିବା ପରେ ସିଙ୍ଗାପୁରର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ପ୍ରାଣ…

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦ ପାକିସ୍ତାନୀ ଭିକାରୀଙ୍କୁ ନିଜ ଦେଶରୁ ବାହାର କରିଦେଇଛି। ଏହି ଭିକାରୀମାନେ ଧାର୍ମିକ ପର୍ଯ୍ୟଟନ ବା…

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି ବର୍ଷ ଗୁରୁତର ଭାବରେ ଦୁର୍ବଳ ହୋଇଯାଇଥିଲା। ଅନ୍ୟପକ୍ଷରେ ୨୦୨୫ରେ ଏକ ଆକ୍ରମଣରେ ଏହାର ୧୪…

ଲଣ୍ଡନରେ ଜନ୍ମଦିନ ପାଳନ କରୁଛନ୍ତି ପଳାତକ ବିଜୟ ମାଲ୍ୟା, ଲଳିତ ମୋଦି ଦେଲେ ବିଶେଷ ପାର୍ଟି

ଲଣ୍ଡନ,୧୮।୧୨: ପୂର୍ବତନ ଇଣ୍ଡିଆନ ପ୍ରିମିୟର ଲିଗ (IPL) ଅଧ୍ୟକ୍ଷ ଲଳିତ ମୋଦି ଲଣ୍ଡନରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ପାଇଁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରିଥିଲେ। ଏହି ବିଶେଷ କାର୍ଯ୍ୟକ୍ରମ ତାଙ୍କ ଜନ୍ମଦିନ ଉପଲକ୍ଷେ ଆୟୋଜିତ ହୋଇଥିଲା। ପ୍ରକୃତରେ, ଲଳିତ…

ପ୍ରତିବର୍ଷ ଭାରତ ଛାଡୁଛନ୍ତି ୨ ଲକ୍ଷ ଲୋକ, ଖୋଲାଖୋଲି କାରଣ କହିଲେ କେନ୍ଦ୍ର ସରକାର, ଏହି…

ନୂଆଦିଲ୍ଲୀ,୧୮ା୧୨: ପ୍ରତିବର୍ଷ ଲକ୍ଷାଧିକ ଲୋକ ଭାରତ ଛାଡୁଛନ୍ତି। ବୈଦେଶିକ ମନ୍ତ୍ରଣାଳୟ ସଂସଦକୁ ସୂଚନା ଦେଇଛି ଯେ, ଗତ ପାଞ୍ଚ ବର୍ଷ ମଧ୍ୟରେ ୯୦୦୦୦୦ରୁ ଅଧିକ ଭାରତୀୟ ସେମାନଙ୍କର ଭାରତୀୟ ନାଗରିକତା ଛାଡୁଛନ୍ତି। ୨୦୨୨ରୁ ଏହି ସଂଖ୍ୟା ବାର୍ଷିକ ୨୦୦୦୦୦ରୁ ଅଧିକ ହୋଇଛି।…

‘ମୁଁ ଇସ୍ତଫା ଦେଇଦେବି’, କାହିଁକି ଏମିତି ଘୋଷଣା କଲେ FBI ଡେପୁଟି ଡାଇରେକ୍ଟର? ଟ୍ରମ୍ପଙ୍କୁ ଲେଖିଲେ ଏମିତି ପତ୍ର

ଓ୍ବାଶିଂଟନ,୧୮।୧୨: ଏଫବିଆଇର ଡେପୁଟି ଡାଇରେକ୍ଟର ଡାନ ବୋଙ୍ଗିନୋ ବୁଧବାର ଘୋଷଣା କରିଛନ୍ତି ଯେ ସେ ଚାକିରି ଆରମ୍ଭ କରିବାର ୧୦ ମାସରୁ କମ ସମୟ ପରେ ଜାନୁଆରୀରେ ଇସ୍ତଫା ଦେବେ। ୫୧ ବର୍ଷୀୟ ବୋଙ୍ଗିନୋ ଇନଷ୍ଟାଗ୍ରାମରେ ତାଙ୍କ ଇସ୍ତଫା ଘୋଷଣା କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri