ଅନ୍ତର୍ଜାତୀୟ

ପାକିସ୍ତାନରେ ସୁରକ୍ଷିତ ନୁହେଁ ଖବରଦାତା

ଇସ୍‌ଲାମାବାଦ,୬।୯: ପାକିସ୍ତାନରରେ ଶନିବାର ଜଣେ ମହିଳା ଖବରଦାତାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ସୂଚନା ମିଳିଛି। ଶାହିନା ଶାହିନ ବଲୋଚ ନାମକ ଉକ୍ତ ଖବରଦାତା ଜଣକ ଏକ ସରକାରୀ ଟେଲିଭିଜନ ଚ୍ୟାନେଲରେ ଖବରଦାତା ସହ ଆଙ୍କର ଭାବେ କାମ କରୁଥିଲେ।...

ଇରାନ ପ୍ରତିରକ୍ଷା ମନ୍ତ୍ରୀଙ୍କ ସହ ସାକ୍ଷାତ୍‌ କଲେ ରାଜନାଥ

ତେହେରାନ,୬।୯: ପ୍ରତିରକ୍ଷମାନ୍ତ୍ରୀ ରାଜନାଥ ସିଂ ରବିବାର ଇରାନ ପ୍ରତିରକ୍ଷାମନ୍ତ୍ରୀ ବ୍ରିଗେଡିୟର ଜେନରାଲ ଅମିର ହତାମିଙ୍କୁ ତେହରାରେ ସାକ୍ଷାତ୍‌ କରିଛନ୍ତି। ଉଭୟଙ୍କ ବୈଠକକୁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ରାଜନାଥ ଏହି ବୈଠକରେ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ଓ ଆଫଗାନିସ୍ତାନ ସମେତ...

ରାଜନୈତିକ ଚାପ ଆଗରେ ନୋଇବେନି ଆମେରିକା ଔଷଧ କମ୍ପାନୀ: ସୁରକ୍ଷା ପ୍ରମାଣ ପରେ ଆସିବ କରୋନା ଟୀକା

ଓ୍ବାଶିଂଟନ/ନୂଆଦିଲ୍ଲୀ, ୬।୯: ଆମେରିକାରେ ନଭେମ୍ବର ୩ରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଶୀଘ୍ର କରୋନା ଟୀକା ବଜାରକୁ ଆଣିବା ପାଇଁ ରାଜନୈତିକ ଦଳ ପକ୍ଷରୁ ଉଦ୍ୟମ କରାଯାଉଛି। ଏହାଦ୍ୱାରା ଭୋଟରଙ୍କୁ ପ୍ରଭାବିତ କରାଯିବାର ଆଶା ରହିଛି। ତେବେ କୌଣସି ରାଜନୈତିକ...

ତାଣ୍ଡବ ରଚିପାରେ ଘୂର୍ଣ୍ଣିଝଡ଼ ‘ହାଇସେନ୍‌’: ଜାପାନରେ ହାଇ ଆଲର୍ଟ ଜାରି

ଟୋକିଓ,୬।୯: ଦକ୍ଷିଣ ଜାପାନର ସକିନାଓ୍ବା ଦ୍ୱୀପ ଆଡକୁ ମୁହାଁଉଥିବା ଶକ୍ତିଶାଳୀ ଘୂର୍ଣ୍ଣିଝଡ଼ ‘ହାଇସେନ୍‌’ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ହେବା ଆଶଙ୍କା କରାଯାଇ ସେଠାକାର ଲୋକଙ୍କୁ ସତର୍କ କରାଯାଇଛି। ଜାପାନ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଘୂର୍ଣ୍ଣିଝଡ଼ ‘ହାଇସେନ୍‌’...

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଟ୍ରମ୍ପ

ଓ୍ବାଶିଂଟନ,୫।୯: ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି। ଏହି ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ମୋଦିଙ୍କର ପ୍ରଶଂସା କରିଛନ୍ତି। ସେ କହିଛନ୍ତି ମୋଦି ମୋର ବନ୍ଧୁ ଓ ସେ ଜଣେ...

ମୋ ଭଳି ମୋ ଝିଅପୁଅ ବି ଭାରତ ବିଷୟରେ ବହୁତ ଚିନ୍ତା କରନ୍ତି: ଟ୍ରମ୍ପ

ଓ୍ବାଶିଂଟନ,୫।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜ ପରିବାରର ଭାରତ ପ୍ରେମ ସମ୍ପର୍କରେ କହିଛନ୍ତି। ଟ୍ରମ୍ପଙ୍କ ମତରେ ତାଙ୍କ ଭଳି ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପ, ପୁଅ ଡୋନାଲ୍ଡ ଟ୍ରମ୍ପ ଜୁନିୟର ଓ ତାଙ୍କ ସାଥି କିମ୍ବର୍ଲି ଗିଲପୟ ଭାରତ...

ମାସ୍କ ନ ପିନ୍ଧିଲେ କରୋନାରେ ୪ ଲକ୍ଷ ଲୋକଙ୍କ ମୃତ୍ୟୁ ହେବ: ଆମେରିକା

ଓ୍ବାଶିଂଟନ,୫।୯: କରୋନା ସଂକ୍ରମଣ ଆମେରିକାର ସ୍ଥିତିକୁ ବିଗାଡିବାରେ ଲାଗିଛି। ଏବେ ଆମେରିକାର ଡାଟା ବିଶ୍ଳେଷଣର କେତେଜଣ ବିଶେଷଜ୍ଞ କହିଛନ୍ତି ଯଦି ଆମେରିକାରେ ଲୋକ ମାସ୍କ ନ ପିନ୍ଧିବେ ତେବେ ଚଳିତ ବର୍ଷ କରୋନା ସଂକ୍ରମଣରେ ୪ ଲକ୍ଷ ୧୦ ହଜାର...

ଆସନ୍ତା ବର୍ଷ ମଧ୍ୟଭାଗ ସୁଦ୍ଧା ଆସିବନି କରୋନା ଟିକା: ଡବ୍ଲୁଏଚ୍‌ଓ

ଜେନେଭା,୪।୯: କରୋନା ଟିକାକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ)ଏକ ନୂଆ ବୟାନ ଜାରି କରିଛି। ଡବ୍ଲୁଏଚ୍‌ଓ କହିଛି ଆସନ୍ତା ବର୍ଷ ମଧ୍ୟଭାଗ ସୁଦ୍ଧା କରୋନା ଟିକା ପ୍ରସ୍ତୁତ ହୋଇପାରିବ ନାହିଁ। ଡବ୍ଲୁଏଚ୍‌ଓର ପ୍ରବକ୍ତା ମାଗରିଟ ହ୍ୟାରିସ କହିଛନ୍ତି ବିଶ୍ୱରେ ଯେତେସବୁ...

ଚାଇନା ବିମାନକୁ ତାଇଓ୍ବାନ ଖସାଇବା ଖବର ମିଛ: ଚାଇନା

ବେଜିଂ,୪।୯: ଚାଇନାର ଏକ CCP SU-35 ବିମାନକୁ ତାଇଓ୍ବାନ ଖସାଇ ଦେଇଥିବା ଖବର ଶୁକ୍ରବାର ସକାଳେ ବିଭିନ୍ନ ଗଣ ମାଧ୍ୟମରେ ଦେଖିବାକୁ ମିଳିଥିଲା। ହେଲେ ଏହି ଖବରରେ କୌଣସି ସତ୍ୟତା ନାହିଁ ବୋଲି କହିଛି ଚାଇନାର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ।...

ଡରିଗଲା ଚାଇନା

ମସ୍କୋ,୪।୯: ପୂର୍ବ ଲଦାଖର ଲାଇନ୍‌ ଅଫ୍‌ ଆକଚ୍ୟୁଆଲ କଣ୍ଟ୍ରୋଲ(ଏଲ୍‌ଏସି) ରେ ଗତ କିଛି ମାସ ମଧ୍ୟରେ ଭାରତ ଏବଂ ଚାଇନା ସେନାବାହିନୀ ମୁହାଁମୁହିଁ ହୋଇଛନ୍ତି। ସୀମା ବିବାଦ ପ୍ରସଙ୍ଗରେ ଉଭୟ ଦେଶ ପଛକୁ ଯିବାକୁ ପ୍ରସ୍ତୁତ ନୁହଁନ୍ତି। ବୁଝାମଣା ମାଧ୍ୟମରେ...

ପାକିସ୍ତାନ ପାଇଁ ବିପଦ ଘଣ୍ଟି: ଅସ୍ତ୍ରଶସ୍ତ୍ର ଯୋଗାଇବ ନାହିଁ ରୁଷ

ମସ୍କୋ,୪।୯: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସାଂଘାଇ ସହଯୋଗ ସଂଗଠନ(ଏସ୍‌ସିଓ)ରେ ଯୋଗ ଦେବାକୁ ପାଇଁ ମସ୍କୋରେ ପହଞ୍ଚିଛନ୍ତି। ଏଠାରେ ସେ ରୁଷର ପ୍ରତିରକ୍ଷା ମନ୍ତ୍ରୀ ସର୍ଗେଇ ଶୋଇଗୁଙ୍କୁ ଭେଟି ଦ୍ୱିପାକ୍ଷୀୟ ସହଯୋଗ ବଢାଇବା ନେଇ ଆଲୋଚନା କରିଛନ୍ତି। ଉଭୟ ନେତାଙ୍କ...

୧୬ ହଜାର ଲୋକଙ୍କୁ ହତ୍ୟା କରିଥିବା ବ୍ୟକ୍ତି ଶେଷରେ ଆଖିବୁଜିଲେ

କାମ୍ବୋଡିଆ,୪।୯: ଏକଛତ୍ରବାଦୀ ଶାସକ ଖେମର ରୁଜଙ୍କ ଶାସନ କାଳରେ କାମ୍ବୋଡିଆର ୧୬ ହଜାର ସାଧାରଣ ନାଗରିକଙ୍କୁ ନିର୍ଯାତନା ଦେଇ ହତ୍ୟା କରିଥିବା ପୂର୍ବତନ ଜେଲର କିଆଙ୍ଗ ଗୁୟେକ ଇୟାଭ ୭୭ ବର୍ଷ ବୟସରେ ମୃତ୍ୟୁବରଣ କରିଛନ୍ତି। ଆଜୀବନ କାରାଦଣ୍ଡରେ ଦଣ୍ଡିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri