ଅନ୍ତର୍ଜାତୀୟ

ବାର୍ଥ ଡେ ପାର୍ଟି ବେଳେ ରେଷ୍ଟୁରାଣ୍ଟ ଭୁଶୁଡ଼ିଲା: ୨୯ ମୃତ

ବେଜିଂ,୩୦ା୮(ପି.ଟି.)- ଚାଇନାର ଶାଞ୍ଜି ପ୍ରଦେଶରେ ଏକ ରେଷ୍ଟୁରାଷ୍ଟ ଭୁଶୁଡ଼ିପଡ଼ିବାରୁ ୨୯ ଜଣଙ୍କ ମୃତ୍ୟୁ ଘଟିଛି। ଜିଆଙ୍ଗଫେନ୍‌ କାଉଣ୍ଟିସ୍ଥିତ ଚେନଝୁଆଙ୍ଗ ଗ୍ରାମର ଜୁଜିଆନ୍‌ ରେଷ୍ଟୁରାଷ୍ଟରେ ଶନିବାର ସକାଳେ ଜଣେ ୮୦ ବର୍ଷୀୟ ବ୍ୟକ୍ତିଙ୍କ ଜନ୍ମଦିନ ପାର୍ଟି ଚାଲିଥିବାବେଳେ ଏହି ଅଭାବନୀୟ ଘଟଣା...

ଚାଇନାକୁ ବୁଦ୍ଧି ଶିଖାଇବାକୁ ଭାରତ, ଜାପାନ, ଅଷ୍ଟ୍ରେଲିଆ ସହ କଥା ହେବ ଆମେରିକା!

ଓ୍ବାଶିଂଟନ,୩୦।୮: ଦକ୍ଷିଣ ଚୀନ୍‌ ସାଗରେ ଚାଇନା ତା’ର ଶକ୍ତି ବୃଦ୍ଧି କରି ଚାଲିଥିବା ବେଳେ ଆମେରିକା ଏହାର ମୁକାବିଲା କରିବାକୁ ଏବେଠାରୁ ପ୍ରସ୍ତୁତ ହେଲାଣି। ଏଥିପାଇଁ ଆମେରିକା ଖୁବ୍‌ଶୀଘ୍ର ଭାରତ, ଜାପାନ ଓ ଅଷ୍ଟ୍ରେଲିଆ ସହ କଥା ହେବ ବୋଲି...

୧୨ ବର୍ଷ ପରେ ମା’ ସହିତ ହେଲା ଭେଟ…

ବର୍ଲିନ୍‌, ୩୦।୮: ମା’ର ମମତା ଅନ୍ୟ କେହି ଦେଇପାରିବେ ନାହିଁ। ମଣିଷ ହେଉ ଅବା ପ୍ରାଣୀ କେହି ମା’କୁ କେବେ ମଧ୍ୟ ଭୁଲି ପାରିବେ ନାହିଁ। ଜମାର୍ନୀର ଏକ ଚିଡ଼ିଆଖାନାରେ ୧୨ ବର୍ଷ ପରେ ମା’ ହାତୀ ପୁଅ ହାତୀକୁ...

ମହାକାଶରେ ଉପଗ୍ରହ ଭିଡ଼: ଗବେଷଣାରେ ସୃଷ୍ଟି ହେବ ବାଧା !

ଓ୍ବାଶିଂଟନ, ୩୦।୮: ଆଗାମୀ ଦିନରେ ମହାକାଶ ଗବେଷଣା କ୍ଷେତ୍ରରେ ବାଧା ସୃଷ୍ଟି ହେବା। ଏନେଇ ମହାକାଶ ବିଜ୍ଞାନୀ ମତପୋଷଣ କରିଛନ୍ତି। ଧୀରେଧୀରେ ମହାକାଶରେ କୃତ୍ରିମ ଉପଗ୍ରହଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଅକାମୀ ହୋଇଯାଇଥିବା ଉପଗ୍ରହଗୁଡ଼ିକ ଏଣେତେଣେ ଘୁରି ବୁଲୁଛନ୍ତି। ଏହାଯୋଗୁ...

ରୁଷିଆ ଆଣିଲା ନୂଆ ଡିଭାଇସ୍‌ : ମାତ୍ର କେଇ ସେକେଣ୍ଡରେ ଚିହ୍ନଟ ହେବ କରୋନା

ମସ୍କୋ,୩୦ା୮: କରୋନା ଭାଇରସ୍‌ ଭଳି ମହାମାରୀ ସମୟରେ ରୁଷିଆ ଏମିତିି ଏକ ଉପକରଣ ବାହାର କରିଛି ଯାହା ବାୟୁ ଦ୍ୱାରା ଭୂତାଣୁ, ବିଷାକ୍ତ ପଦାର୍ଥ ଏବଂ ଜୀବାଣୁ ଚିହ୍ନଟ କରିବାରେ ସକ୍ଷମ ହେବ। ଏହି ଉପକରଣଟି କରୋନା ଭୂତାଣୁ ମଧ୍ୟ...

ଅଫିମ କ୍ଷେତରେ କାମ କରିବାକୁ ବାଧ୍ୟ ହେଉଛନ୍ତି ବେକାର ଯୁବକ!

କାବୁଲ,୩୦।୮: ଆଫଗାନିସ୍ତାନ କିଛି ଦିନ ହେବ ଆର୍ଥିକ ସଙ୍କଟ ମଧ୍ୟରେ ଗତି କରୁଥିବା ବେଳେ ବେଡି ଉପରେ କୋରଡା ମାଡ ଭଳି କରୋନା ମହାମାରୀ ବି ଦାଉ ସାଧିଛି। ଏତିକିରେ ଆଫଗାନିସ୍ତାନବାସୀଙ୍କ ସମସ୍ୟା ସରି ନାହିଁ। ଏବେ ସେଠାରେ ବନ୍ୟା...

ନୂଆ ଇ-ମାର୍କେଟ ପ୍ଲାଟ୍‌ଫର୍ମ ଶୁଭାରମ୍ଭ

ଦୁବାଇ, ୩୦।୮(ପି.ଟି.): ୟୁଏଇ ପକ୍ଷରୁ ନୂତନ ଜ୍ଞାନକୌଶଳ ଆଧାରିତ କୃଷି ସାମଗ୍ରୀ ବ୍ୟବସାୟ ଓ ସଂଗ୍ରହ ଲାଗି ଇ-ମାର୍କେଟ ପ୍ଲାଟଫର୍ମ ‘ଏଗ୍ରିଓଟା’ର ଶୁଭାରମ୍ଭ କରାଯାଇଛି। ଏହା ଭାରତର ଗ୍ରାମାଞ୍ଚଳର ଲକ୍ଷ ଲକ୍ଷ ଚାଷୀ ଓ ଉପସାଗରୀୟ ଦେଶର ଖାଦ୍ୟ ଶିଳ୍ପ...

ଟ୍ରମ୍ପ ବୁଝନ୍ତି ନାହିଁ ରାଷ୍ଟ୍ରପତି ପଦର ଅର୍ଥ: କମଳା-ବିଡେନ

ଓ୍ବାଶିଂଟନ,୨୯।୮: ଆମେରିକାରେ ଆସନ୍ତା ନଭେମ୍ବରରେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ହେବାକୁ ଥିବା ବେଳେ ଡେମୋକ୍ରାଟିକ ଓ ରିପବ୍ଲିକ ପାର୍ଟିର ପ୍ରାର୍ଥୀ ଜଣେ ଅନ୍ୟ ଜଣଙ୍କୁ ଟାର୍ଗେଟ କରିଛନ୍ତି। ଡେମୋକ୍ରାଟିକ ପାର୍ଟିର ପ୍ରାର୍ଥୀଜୋ ବିଡେନ ଓ କମଳା...

ରେମଡେସିଭିରକୁ ମିଳିଲା ମଞ୍ଜୁରୀ

ଓ୍ବାଶିଂଟନ,୨୯।୮: ଆମେରିକାରେ କରୋନା ସଂକ୍ରମଣ ବେଳକୁ ବେଳ ବଢି ଚାଲିଥିବା ବେଳେ ଏହାର ଚିକିତ୍ସା ଲାଗି ଏବେ ଆଣ୍ଟିଭାଇରାଲ ଡ୍ରଗ ରେମଡେସିଭିରକୁ ମଞ୍ଜୁରୀ ମିଳିଥିବା ଜଣାପଡିଛି। ଏବେ ଆମେରିକାର ହସ୍ପିଟାଲରେ ଚିକିତ୍ସିତ ହେଉଥିବା କରୋନା ସଂକ୍ରମିତଙ୍କୁ ଏହି ଔଷଧ ଦିଆଯାଇ...

ଡିସେମ୍ବର ସୁଦ୍ଧା ଆମେରିକାରେ କରୋନା ମୃତ୍ୟୁ ସଂଖ୍ୟା ୩ ଲକ୍ଷ ଅତିକ୍ରମ କରିବ!

ଓ୍ବାଶିଂଟନ,୨୯।୮: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରିଥିବା ବେଳେ ସବୁଠାରୁ ଶକ୍ତିଶାଳୀ ଦେଶ ଆମେରିକା ଏହା କବଳରେ ପଡି ଏକ ପ୍ରକାର ଛଟପଟ ହେଉଛି କହିଲେ ଚଳେ। ଦିନକୁ ଦିନ ସେଠାରେ କରୋନା ସଂକ୍ରମିତ ଓ ମୃତକଙ୍କ...

କମଲା ରାଷ୍ଟ୍ରପତି ପଦ ପାଇଁ ଯୋଗ୍ୟ ନୁହେଁ, ଇଭାଙ୍କା ତାଙ୍କଠାରୁ ଭଲ: ଟ୍ରମ୍ପ

ଓ୍ବାଶିଂଟନ,୨୯।୮: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ଏହାର ପ୍ରଚାର କର୍ଯ୍ୟରେ ବ୍ୟସ୍ତ ହୋଇ ଗଲେଣି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଏବେ ସେ ତାଙ୍କ ପ୍ରତିଦ୍ୱନ୍ଦି ତଥା ମୂଳ ଭାରତୀୟ ସିନେଟର କମଲା ହାରିସଙ୍କୁ ଟାର୍ଗେଟ କରିଛନ୍ତି।...

ମଣିଷ ମନର କଥା ଏବେ ସହଜରେ ଜାଣିହେବ: ରହିବନି କିଛି ଲୁଚାଛପା…

ଓ୍ବାଶିଂଟନ, ୨୯।୮: ଏଣିକି ମଣିଷର ମସ୍ତିଷ୍କ ପଢ଼ିହେବ। ମଣିଷ ଯାହା ଚିନ୍ତା କରୁଛି ତାହା ଏବେ ସହଜରେ ଜାଣି ହେବ। ଏଲନ୍‌ ମସ୍କ୍‌ଙ୍କ କମ୍ପାନୀ ନ୍ୟୁରୋଲିଙ୍କ୍‌ ପକ୍ଷରୁ ଗତ କିଛି ବର୍ଷ ଧରି ଏନେଇ ନାନା ପରୀକ୍ଷା ନିରୀକ୍ଷା ଜାରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri