ଅନ୍ତର୍ଜାତୀୟ

ଦୁଇ ବର୍ଷ ମଧ୍ୟରେ ଶେଷ ହୋଇଯିବ କରୋନା ଭାଇରସ: ଡବ୍ଲୁଏଚ୍‌ଓ !

ଜେନେଭା,୨୨।୮: ଏବେ କରୋନାକୁ ହରାଇବା ପାଇଁ ସବୁ ବିକାଶଶୀଳ ଦେଶ ଏହାର ଭ୍ୟାକ୍ସିନ ବା ଟିକା ଉପରେ ଗୁରୁତ୍ୱ ଦେଉଛନ୍ତି। ଏପଟେ କିନ୍ତୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ମୁଖ୍ୟ ଟେଡ୍ରସ୍‌ ଅଧାନମ ଘେବ୍ରିୟେସସ କହିଛନ୍ତି ମାତ୍ର ଦୁଇ ବର୍ଷ ମଧ୍ୟରେ...

ଅଢ଼େଇ କୋଟିରେ ନିଲାମ ହେଲା ଚଷମା…

ଲଣ୍ଡନ, ୨୨।୮: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଚଷମା ନିଲାମ କରାଯାଇଛି। ଏହା ୨ କୋଟି ୫୫ ଲକ୍ଷ ଟଙ୍କାରେ ନିଲାମ କରାଯାଇଛି। ଏହାକୁ ଆମେରିକାର ଜଣେ କଲେକ୍ଟର କିଣିଛନ୍ତି। ଏନେଇ ଇଷ୍ଟ ବିଷ୍ଟଲ ନିଲାମ ହାଉସ୍‌ ପକ୍ଷରୁ ସୂଚନା...

ଅନ୍ଧାରରେ ରଖିଛନ୍ତି ଟ୍ରମ୍ପ୍‌

ଓ୍ବାଶିଂଟନ,୨୨ା୮: ଡେମୋକ୍ରାଟିକ୍‌ ପାର୍ଟି ପ୍ରାର୍ଥୀ ଜୋ ବିଡେନ୍‌ ଓ ଉପରାଷ୍ଟ୍ରପତି ପ୍ରାର୍ଥୀ କାଲିଫର୍ନିଆ ସିନେଟର କମଲା ହାରିସ୍‌ ନିଜ ନିଜ ପ୍ରାର୍ଥତ୍ତ୍ୱକୁ ଗ୍ରହଣ କରିଛନ୍ତି। ଡେମୋକ୍ରାଟିକ୍‌ ନ୍ୟାଶନାଲ କନ୍‌ଭେନଶନ (ଡିଏନ୍‌ସି)ର ଚତୁର୍ଥ ଦିନରେ ବିଡେନ୍‌ ତାଙ୍କ ରନିଂ ମେଟ୍‌ ହାରିସ୍‌ଙ୍କୁ...

ଜିନିଷ କିଣିବାର ୨୪ ଘଣ୍ଟା ମଧ୍ୟରେ କରୋନା ପଜିଟିଭ ଜଣାପଡ଼ିଲେ ୫୦ ହଜାର ଟଙ୍କାର କ୍ୟାଶବ୍ୟାକ୍‌: ଏଭଳି ଅଫର ଦେଇ ଦୋକାନ ସିଲ୍‌

ବ୍ୟବସାୟୀମାନେ ନିଜର ଲାଭ ପାଇଁ କିଛି ବି କରିପାରନ୍ତି। କରୋନା ସମୟରେ କେରଳର ଜଣେ ଦୋକାନୀ ନିଜ ବ୍ୟବସାୟ ପାଇଁ ଏକ ଅଦ୍ଭୁତ ଅଭିନବ ଅଫର୍‌ ଦେଇଛନ୍ତି। ଅଫର୍‌ର ବିଜ୍ଞାପନ ଅନୁଯାୟୀ, ତାଙ୍କ ଦୋକାନରୁ ଜିନିଷ ନେବାର ୨୪ ଘଣ୍ଟା...

ଖୁସି ଖବର: ବେଜିଂ ହେଲା ମାସ୍କ ଫ୍ରି

ବେଜିଂ,୨୧।୮: ଚାଇନାରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରି ସାରିଲାଣି। ଏବେ କିନ୍ତୁ ଚାଇନା ଏଥିରୁ ସାମାନ୍ୟ ଆଶ୍ୱସ୍ତି ପାଇଥିବା କହୁଛି। ରାଜଧାନୀ ବେଜିଂରେ ଏବେ ମାସ୍କ ନ ପିନ୍ଧିଲେ ବି କରୋନା ସଂକ୍ରମଣ...

କାହିଁକି ସାନ ଭଉଣୀଙ୍କୁ ଶକ୍ତିଶାଳୀ କରିବାକୁ ଚାହୁଁଛନ୍ତି କିମ୍‌

ପ୍ୟୋଙ୍ଗୟାଙ୍ଗ,୨୧।୮: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନଙ୍କ ସାନ ଭଉଣୀ କିମ୍‌ ୟୋ ଜୋଙ୍ଗ ଦେଶର ଦ୍ୱିତୀୟ ଶକ୍ତିଶାଳୀ ନେତା ପାଲଟି ଯାଇଛନ୍ତି। ଦକ୍ଷିଣ କୋରିଆର ଗୁଇନ୍ଦା ସଂସ୍ଥା ପକ୍ଷରୁ ମିଳିଥିବା ସୂଚନାରୁ ଜଣାପଡିଛି କି ଭଉଣୀ...

ସର୍ବସାଧାରଣଙ୍କ ପାଇଁ କାଚରେ ତିଆରି ହେଲା ଶୌଚାଳୟ: ଏହାର ଉଦ୍ଦେଶ୍ୟ ଜାଣିଲେ କରିବେ ପ୍ରଶଂସା

ନିଜର ଉନ୍ନତମାନର ଏବଂ ଜ୍ଞାନ କୌଶଳ ପାଇଁ ସାରା ବିଶ୍ୱରେ ପରିଚିତ ଜାପାନ। ଏବେ ସେ ଏମିତି ଏକ ଶୌଚାଳୟ ତିଆରି କରିଛି, ଯାହା ବିଷୟରେ ଜାଣିବା ପରେ ଯେ କେହିବି ଆଶ୍ଚର୍ଯ୍ୟ ହୋଇଯିବେ। ଜାପାନର ରାଜଧାନୀ ଟୋକିଓସ୍ଥିତ ଏକ...

ଏହି ସୁନ୍ଦରୀଙ୍କୁ ଫେସ୍‌ବୁକ୍‌ରେ ମିଳିଲାନି ଅଧିକ ଲାଇକ୍‌: ଘଟାଇଲେ ଏମିତି କାଣ୍ଡ, ଶୁଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ସୋସିଆଲ ମିଡିଆ ଏପରି ଏକ ସ୍ଥାନ ଯେଉଁଠାରେ ଲୋକେ ନିଜ ସୁଖ, ଦୁଃଖକୁ ପ୍ରତିମୁହୂର୍ତ୍ତରେ ବନ୍ଧୁଙ୍କ ସହ ଶେୟାର କରିଥାନ୍ତି। ଏହି କାରଣରୁ ଦୂରରେ ଥିବା ଲୋକମାନେ ପାଖରେ ଥିବାଭଳି ମନେ ହୁଏ। କିନ୍ତୁ ସୋସିଆଲ ନେଟଓ୍ବାର୍କିଂ ସାଇଟ୍‌ଗୁଡିକର ଅନେକ...

ଧନୀ ତାଲିକାର ତୃତୀୟ ସ୍ଥାନରେ ପହଞ୍ଚିଲେ ମାର୍କ ଜୁକରବର୍ଗ

ନ୍ୟୁୟର୍କ,୨୧।୮: ଫେସ୍‌ବୁକ୍‌ ସିଇଓ ମାର୍କ ଜୁକରବର୍ଗ ବିଶ୍ୱର ତୃତୀୟ ଧନୀ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ତାଙ୍କ ମୋଟ ସମ୍ପତ୍ତିର ପରିମାଣ ୧୦୦ ବିଲିୟନ୍‌ ଡଲାର ଟପିଛି। ସୋସିଆଲ୍‌ ନେଟଓ୍ବାର୍କିଂ କମ୍ପାନୀ ଫେସବୁକ୍‌ର ଶେୟାର ଗୁରୁବାର ୨.୫ ପ୍ରତିଶତ ବୃଦ୍ଧି...

୫ ଗୁଣ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଉଛି ଏହି କରୋନା ଟିକା

ଓ୍ବାଶିଂଟନ୍‌,୨୧ା୮: ଆମେରିକୀୟ କମ୍ପାନୀ ଫାଇଜର ଏବଂ ଜର୍ମାନ କମ୍ପାନୀ ବାୟୋନୋଟେକ୍‌ ଦ୍ୱାରା ଉତ୍ପାଦିତ ଏକ ନୂତନ କରୋନା ଭାଇରସ୍‌ ଟିକା ବହୁତ ଭଲ ଫଳାଫଳ ଦେଉଛି। ଏହାପୂର୍ବରୁ ପିଫାଇଜର ଗତ ମାସରେ ଅନ୍ୟ ଏକ କରୋନା ଟିକା ତଥ୍ୟ ପ୍ରକାଶ...

ଅସୁବିଧାରେ ଫସିଥିବା କିମ୍‌ ଜୋଙ୍ଗ୍‌ ଭଉଣୀଙ୍କୁ ଦେଲେ ଏହି ବଡ଼ ଦାୟିତ୍ୱ

ସିଓଲ,୨୧ା୮: କରୋନା ଭାଇରସ୍‌ ଏବଂ ବିଶ୍ୱସ୍ତରୀୟ ପ୍ରତିବନ୍ଧକ ଯୋଗୁ ଉତ୍ତରକୋରିଆର ଆର୍ଥତ୍କ ମେରୁଦଣ୍ଡ ଭୁଶୁଡ଼ି ପଡ଼ିଛି। ଫଳରେ ଏଠାକାର ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ବହୁତ ଚିନ୍ତାରେ ପଡ଼ିଛନ୍ତି। ଏହି କାରଣରୁ ଏବେ କିମ୍‌ ଆମେରିକା ସହିତ ସମ୍ପର୍କ ସୁଦୃଢ଼...

ଭାରତକୁ ପରମାଣୁ ଯୁଦ୍ଧର ଧମକ ଦେଲେ ପାକିସ୍ତାନ ମନ୍ତ୍ରୀ

ଇସଲାମାବାଦ,୨୧।୮: ପାକିସ୍ତାନ ରେଳମନ୍ତ୍ରୀ ଶେଖ ରସିଦ ନିଜ ଅଜବ ମନ୍ତବ୍ୟ ପାଇଁ ସର୍ବଦା ଚର୍ଚ୍ଚାରେ ଥାନ୍ତି। ଏବେ ସେ ପୁଣି ଥରେ ଭାରତକୁ ପରମାଣୁ ଆକ୍ରମଣର ଧମକ ଦେଇଛନ୍ତି। ସେ କହିଛନ୍ତି ଯେ ଆମର ଆଣବିକ ଅସ୍ତ୍ର ବହୁତ ଛୋଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri