ଅନ୍ତର୍ଜାତୀୟ

ଏହି ଦେଶରେ ୫ ଲକ୍ଷ ଟପିଲା କୋଭିଡ୍‌ ମୃତ୍ୟୁ

ବ୍ରାସିଲିଆ,୨୦।୬: ବ୍ରାଜିଲ୍‌ରେ କରୋନାଜନିତ ମୃତ୍ୟୁସଂଖ୍ୟା ୫ ଲକ୍ଷ ଅତିକ୍ରମ କରିଛି। ଗତ ୨୪ ଘଣ୍ଟାରେ ସେଠାରେ ୨,୩୦୧ ଜଣଙ୍କ ମୃତ୍ୟୁ ଘଟିବା ପରେ ମୋଟ ମୃତ୍ୟୁସଂଖ୍ୟା ୫,୦୦,୮୦୦ରେ ପହଞ୍ଚତ୍ଛି। କୋଭିଡ୍‌ ମୃତ୍ୟୁସଂଖ୍ୟା ୫ ଲକ୍ଷ ଟପିବାରେ ଆମେରିକା ପରେ ବ୍ରାଜିଲ ଦ୍ୱିତୀୟ…

କଫି ୭ ହଜାର, କଦଳୀ ୩ ହଜାର

ପୋଙ୍ଗ୍‌ୟାଙ୍ଗ୍‌, ୨୦ା୬: ଉତ୍ତର କୋରିଆରେ ଦେଖାଦେଇଛି ଉତ୍କଟ ଖାଦ୍ୟ ସଙ୍କଟ । କରୋନାଜନିତ କଟକଣା ଯୋଗୁ ସୀମା ବନ୍ଦ କରିଥିବା ଏହି ଦେଶରେ ବାହାରୁ ଖାଦ୍ୟ ଆମଦାନୀ ହୋଇପାରୁନାହିଁ । ସେପଟେ ଏକଚ୍ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌-ଉନ୍‌ଙ୍କ ପରମାଣୁ ଅସ୍ତ୍ର ପ୍ରସ୍ତୁତି…

ଡେଥ୍‌ କମିଶନରୁ ରାଷ୍ଟ୍ରନେତା

ତେହେରାନ,୨୦ା୬: ଇବ୍ରାହିମ୍‌ ରଇସିଙ୍କୁ ଇରାନ ନୂଆ ରାଷ୍ଟ୍ରପତି ବାଛିଛି। ଇରାନର ଗୃହ ମନ୍ତ୍ରୀ ଅବଦୁଲରଜା ରହମାନୀ ଫଜଲି ଶନିବାର ତ୍ରୟୋଦଶ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ଘୋଷଣା କରିଛନ୍ତି। ଏଥିରେ କଠୋରପନ୍ଥୀ ଛବିର ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଇବ୍ରାହିମଙ୍କୁ ରାଷ୍ଟ୍ରପତି ଭାବେ ବିଜେତା…

ବିମାନ ଦୁର୍ଘଟଣାରେ ୭ ମୃତ

ମସ୍କୋ,୧୯।୬: ରୁଷିଆର ସାଇବେରିଆ ଅଧୀନ କେମେରୋଭୋ ଓବ୍ଲାଷ୍ଟଠାରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୭ ଜଣ ଆହତ ହୋଇଛନ୍ତି। ବିମାନଟି ଦିନର ଚତୁର୍ଥ ଉଡ଼ାଣରେ ବାହାରିଥିଲା। ଏହା ଟାନାଇ ଏୟାରଫିଲ୍ଡରୁ ଉଡ଼ାଣ ଭରିବା…

‘ଭାରତକୁ କ୍ଷତିପୂରଣ ଦେଉ ଚାଇନା’

ଓ୍ବାଶିଂଟନ,୧୯।୬: କରୋନା ମହାମାରୀ ଯୋଗୁ ଭାରତ ବିପର୍ଯ୍ୟସ୍ତ ହୋଇଛି। ଏନେଇ ଚାଇନା ଭାରତକୁ କ୍ଷତିପୂରଣ ଦେବା ଆବଶ୍ୟକ ବୋଲି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ବିଶ୍ୱରେ କୋଭିଡ୍‌ ସଂକ୍ରମଣ ପାଇଁ ଚାଇନା ଦାୟୀ। କ୍ଷତିପୂରଣ ବାବଦରେ ବେଜିଂ ୧୦…

ନାଇଟ୍‌ ପାର୍ଟି ପାଇଁ ସରକାର ଦେଉଛନ୍ତି ଲକ୍ଷାଧିକ ଟଙ୍କା, ଏବେ ବିବାଦରେ

ଲଣ୍ଡନ,୧୯ା୬: ଇଂଲଣ୍ଡରେ ନାଇଟ୍‌ ପାର୍ଟି କରାଉଥିବା ଏକ କମ୍ପାନୀକୁ ସରକାରଙ୍କ ପକ୍ଷରୁ ୩୬୦୦୦ ପାଉଣ୍ଡ ଅର୍ଥାତ୍‌ ୩୭ ଲକ୍ଷ ଟଙ୍କା ମିଳୁଛି। ଏପରି ନିଷ୍ପତ୍ତି ପାଇଁ ଲୋକେ ପ୍ରଶ୍ନ ଉଠାଇବା ସହ ଘୋର ବିରୋଧ କରିଛନ୍ତି। ଲୋକେ କହିଛନ୍ତି, ସାଧାରଣ ଜନତାଙ୍କ…

ଚଳନ୍ତା କାର୍‌ରେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଲେ ଯୁବକ, ଘଟିଲା ଏମିତି…

ଓ୍ବାଶିଂଟନ,୧୯ା୬: ଆମେରିକାର କାଲିଫର୍ନିଆର ସେନ୍‌ ଜୋସ ସହରରେ ଜଣେ ଡ୍ରାଇଭର ଜଣେ ମହିଳାଙ୍କୁ ଦୁର୍ଘଟଣା ଘଟାଇ ମାରିବା ସହ ଦୁଇ ଲୋକଙ୍କୁ ଆହତ କରିଥିବା ଅଭିଯୋଗ ହୋଇଛି। କାରଣ ଏହି ଡ୍ରାଇଭର ଜଣକ ଗାଡ଼ି ଚଳାଇବା ସମୟରେ ସେକ୍ସ କରୁଥିଲେ। ଯାହା…

ଭାକ୍ସିନ୍‌ କୂଟନୀତି ବିଫଳ: ନେବାକୁ ଅମଙ୍ଗ ହେଲା ପାଲେଷ୍ଟାଇନ୍‌…

ଜେରୁଜେଲମ୍‌,୧୯।୬: କରୋନା ମହାମାରୀ ସଂକ୍ରମଣ ସମୟରେ ପାଲେଷ୍ଟାଇନ୍‌କୁ ୧୪ ଲକ୍ଷ ଫାଇଜର ଭାକ୍ସିନ୍‌ ପଠାଇବାକୁ ଇସ୍ରାଏଲ୍‌ ଘୋଷଣା କରିଥିଲା। ଏସବୁ ଭାକ୍ସିନ୍‌ କିଛି ଦିନ ପରେ ଏକ୍ସପାୟର ହୋଇଯିବ। ତେଣୁ ଏହାକୁ ନଷ୍ଟ ନ କରି ପଡୋଶୀ ପାଲେଷ୍ଟାଇନ୍‌ ଦେବା ପାଇଁ…

ସାବଧାନ ! ସ୍ମାର୍ଟଫୋନ୍‌ରୁ ଶୀଘ୍ର ଡିଲିଟ୍‌ କରନ୍ତୁ ଏସବୁ ଆପ୍‌…

ଓ୍ବାଶିଂଟନ/ ନୂଆଦିଲ୍ଲୀ,୧୯।୬: ଗୁଗଲକୁ ପୁଣି ଥରେ ଜୋକର ଭାଇରସ୍‌ ଫେରିଛି। ଏହା ମୁଖ୍ୟତଃ ୮ଟି ଆଣ୍ଡ୍ରଏଡ୍‌ ଆପ୍‌କୁ ଟାର୍ଗେଟ୍‌ କରିଛି। ଏସବୁ ଆପ୍‌କୁ ଶୀଘ୍ର ନିଜ ନିଜ ସ୍ମାର୍ଟଫୋନ୍‌ରୁ ଡିଲିଟ୍‌ କରିବାକୁ କୁଇକ୍‌ ହିଲ୍‌ ସିକ୍ୟୁରିଟି ଲାବ୍‌ ପକ୍ଷରୁ ସତର୍କ ସୂଚନା…

ସହାୟତାର ହାତ ବଢ଼ାଇଲା ଶତ୍ରୁ…

ଜେରୁଜେଲମ୍‌୍‌,୧୯।୬: କରୋନା ସଙ୍କଟରେ ଭେଦଭାବ ଭୁଲି ଜଣେ ଶତ୍ରୁ ଅନ୍ୟ ଜଣଙ୍କୁ ସହାୟତାର ହାତ ବଢ଼ାଇଛି। ପାଲେଷ୍ଟାଇନ୍‌ ଏବଂ ଇସ୍ରାଏଲ୍‌ ମଧ୍ୟରେ ଦୀର୍ଘଦିନ ଧରି ଲଢ଼େଇ ଜାରି ରହିଛି। ତେବେ ଏବେ କରୋନା ମହାମାରୀ ସଂକ୍ରମଣ ସମୟରେ ପାଲେଷ୍ଟାଇନ୍‌କୁ ୧୪ ଲକ୍ଷ…

କାନାଡା ସୁପ୍ରିମକୋର୍ଟରେ ଭାରତୀୟ ବଂଶୋଦ୍ଭବ

ଭାରତୀୟ ବଂଶୋଦ୍ଭବ ବିଚାରପତି ମହମଦ ଜମାଲ ପ୍ରଥମ ଅଣଶ୍ୱେତାଙ୍ଗ ଭାବେ କାନାଡା ସୁପ୍ରିମକୋର୍ଟକୁ ମନୋନୀତ ହୋଇଛନ୍ତି। ୨୦୧୯ରୁ ଓଣ୍ଟାରିଓସ୍ଥିତ କୋର୍ଟ ଅଫ୍‌ ଅପିଲ୍‌ର ବିଚାରପତି ଥିବା ଜମାଲଙ୍କୁ ସର୍ବୋଚ୍ଚ ଅଦାଲତକୁ ପଦୋନ୍ନତି ଦିଆଯାଇଛି। ୧୯୬୭ରେ ନାଇରୋବିରେ ଜଷ୍ଟିସ୍‌ ଜମାଲଙ୍କ ଜନ୍ମ। ତାଙ୍କ…

ପରଲୋକରେ ଜାମ୍ବିଆର ପ୍ରଥମ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୮ା୬: ଜାମ୍ବିଆର ପ୍ରଥମ ରାଷ୍ଟ୍ରପତି କେନେଥ୍‌ କଉଣ୍ଡାଙ୍କ ପରଲୋକ ହୋଇଯାଇଛି। ଜାମ୍ବିଆ ରାଷ୍ଟ୍ରପତି ଏଡ୍‌ଗାର ଲୁଙ୍ଗା ଫେସ୍‌ବୁକ୍‌ରେ ଏହି ସୂଚନା ଦେଇଛନ୍ତି। ଆଫ୍ରିକୀୟ ସ୍ବାଧୀନତା ଆନ୍ଦୋଳନ ପାଇଁ ଉପନିବେଶବାଦ ବିରୋଧରେ ଲଢ଼ିଥିବା ନେତା କେନେଥ୍‌ଙ୍କୁ ୯୭ ବର୍ଷ ହୋଇଥିଲା। ସେ ୧୯୬୪ରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri