ଅନ୍ତର୍ଜାତୀୟ

ଘନେଇଲା ରାଜନୈତିକ ସଙ୍କଟ: ସାମ୍ବିଧାନିକ ପରିଷଦ ବୈଠକ ଡକାଇଲେ ଓଲି

ନୂଆଦିଲ୍ଲୀ, ୨।୨: ନେପାଳରେ ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ କେ.ପି.ଶର୍ମା ଓଲି ସାମ୍ବିଧାନିକ ପରିଷଦ ବୈଠକ ଡକାଇଛନ୍ତି। ବୈଠକ ବୁଧବାର ପୂର୍ବାହ୍ନ ୧୧ଟାରେ ଅନୁଷ୍ଠିତ ହେବ। ପାର୍ଲାମେଣ୍ଟ ଭଙ୍ଗ ବିରୋଧରେ ଶିକ୍ଷାର୍ଥୀଙ୍କ ପକ୍ଷରୁ କାଠମାଣ୍ଡୁରେ ହୋଇଥିବା…

ଭାରତକୁ ବାଇଡେନ ପ୍ରଶାସନ ଦେବ ଏଫ୍‌-୧୬ଇଏକ୍ସ ବିମାନ!

ୱାଶିଂଟନ,୨ ।୨: ଭାରତୀୟ ବାୟୁସେନାକୁ ଖୁବ୍‌ଶୀଘ୍ର ଆମେରିକାର ସବୁଠାରୁ ଅତ୍ୟାଧୁନିକ ଯୁଦ୍ଧ ବିମାନ ଏଫ୍‌-୧୬ଇଏକ୍ସ ବିମାନ ମିଳିପାରେ । ଦୁଇ ଦେଶ ମଧ୍ୟରେ ବଢୁଥିବା ବନ୍ଧୁତ୍ୱର ସମ୍ପର୍କ ସ୍ୱରୂପ ଆମେରିକା ସରକାର ଏଫ୍‌-୧୫ ଶୃଙ୍ଖଳାର ସବୁଠାରୁ ନୂଆ ମଡେଲକୁ ଭାରତକୁ ଦେବାକୁ…

କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ ସ୍ତ୍ରୀ ବର୍ଷେ ହେଲା କେଉଁଆଡ଼େ ଗାଏବ, ଉଠିଲାଣି ଅନେକ ପ୍ରଶ୍ନ

ପ୍ୟୋଙ୍ଗୟାଙ୍ଗ,୧।୨: ଉତ୍ତରକୋରିଆ ଶାସକ କିମ୍‌ ଜୋଙ୍ଗ ଉନ୍‌ଙ୍କ ସ୍ତ୍ରୀ ରି-ସୋଲ୍‌-ଜୁ ବର୍ଷେରୁ ଅଧିକ ହେବ ନଜର ଆସୁନାହାନ୍ତି। ସେ ୨୦୨୦ ଜାନୁୟାରୀ ୨୫ରେ ରି ସୋଲ ଜୁଙ୍କୁ ସ୍ବାମୀ କିମ୍‌ଙ୍କ ସହ ପ୍ୟୋଙ୍ଗୟାଙ୍ଗରେ ନୂଆବର୍ଷ ଅବସରରେ ଦେଖିବାକୁ ମିଳିଥିଲା। ତେବେ ସେହିଦିନଠାରୁ…

କୁୱେତ ପହଞ୍ଚିଲା ଭାରତର କରୋନା ଭ୍ୟାକ୍ସିନ, ବୈଦେଶିକ ମନ୍ତ୍ରୀ କହିଲେ ଘନିଷ୍ଠ ବନ୍ଧୁତାର ପ୍ରତିକ

ନୂଆଦିଲ୍ଲୀ/କୁୱେତ ସିଟି ,୧ ।୨: କରୋନା ମହାମାରୀ ସହ ସାରା ବିଶ୍ୱ ଲଢୁଥିବା ବେଳେ ବିକଶିତ ଦେଶର ଭ୍ୟାକ୍ସିନ ଉପରେ ଏବେ କିଛି ଦେଶ ନିର୍ଭର କରୁଛନ୍ତି । ସେମିତି ଭାରତରେ ପ୍ରସ୍ତୁତ ୨ଟି ଭ୍ୟାକ୍ସିନକୁ ମଧ୍ୟ ଦେଶ ଅନ୍ୟ ଦେଶକୁ…

ମ୍ୟାନ୍‌ମାର୍‌ରେ କ୍ଷମତା ଦଖଲ କଲା ସୈନ୍ୟ ବାହିନୀ

ନାପିତ୍ୱ,୧।୨: ମ୍ୟାନ୍‌ମାର୍‌ରେ ସୈନ୍ୟ ବାହିନୀ ପକ୍ଷରୁ କ୍ଷମତା ଦଖଲ କରାଯାଇଛି। ଦେଶର ସର୍ବୋଚ୍ଚ ନେତା ଷ୍ଟେଟ୍‌ କାଉନସିଲର ଆଙ୍ଗ ସାନ୍‌ ସୁକି, ରାଷ୍ଟ୍ରପତି ଓ୍ବିନ୍‌ ମିଣ୍ଟ୍‌ ଏବଂ ଶାସକ ଦଳର ବରିଷ୍ଠ ନେତାଙ୍କୁ ଅଟକ ରଖାଯାଇଛି। ବର୍ଷେ ପାଇଁ ଦେଶରେ ଜରୁରିକାଳୀନ…

ରୁଷିଆରେ ବିଶାଳ ବିକ୍ଷୋଭ

ମସ୍କୋ, ୧।୨: ଜେଲ୍‌ରେ ଥିବା ରୁଷିଆର ବିରୋଧୀ ଦଳ ନେତା ଆଲେକ୍ସି ନଭଲ୍‌ନିଙ୍କୁ ତୁରନ୍ତ ମୁକ୍ତ କରିବା ଦାବିରେ ରବିବାର ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହଜାର ହଜାର ସଂଖ୍ୟାରେ ବିକ୍ଷୋଭକାରୀ ଏଥିରେ ଯୋଗଦେଇ ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନଙ୍କ ବିରୋଧରେ…

ନୋବେଲ ଦୌଡ଼ରେ ଗ୍ରେଟା

ଓସ୍‌ଲୋ, ୧ା୨: ଚଳିତ ବର୍ଷ ନୋବେଲ ଶାନ୍ତି ପୁରସ୍କାର ପାଇଁ ସ୍ବିଡେନର ପରିବେଶବିତ୍‌ ଗ୍ରେଟା ଥନ୍‌ବର୍ଗ(୧୮)ଙ୍କ ନାମ ସୁପାରିସ କରାଯାଇଛି। ତାଙ୍କ ସହ ରୁଷିଆର ଭିନ୍ନମତବାଦୀ ଆଲେକ୍ସି ନାଭାଲ୍‌ନି, ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ…

ଉହାନ ସିଫୁଡ ବଜାର ବୁଲିଲେ ବିଶେଷଜ୍ଞ ଦଳ

ବେଜିଂ,୩୧।୧: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ବିଶେଷଜ୍ଞ ଦଳ ରବିବାର ଚାଇନାର ଉହାର ସହର ସ୍ଥିତ ସିଫୁଡ ବଜାର ବୁଲି କରୋନା ଭୁତାଣୁ ସମ୍ପର୍କରେ ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟପକ୍ଷେ କରୋନା ଭୁତାଣୁ ବାହାରିଥିବା ସନ୍ଦେହ କରାଯାଉଥିବା ଚାଇନାର ହୁବେଇ ପ୍ରଦେଶରେ ଥିବା…

ମହାକାଶକୁ ଉପଗ୍ରହ ପ୍ରେରଣ କରିବ ନେପାଳ

କାଠମାଣ୍ଡୁ, ୩୧।୧:: ଏବେ ନେପାଳ ମହାକାଶ ଦୌଡ଼ରେ ସାମିଲ୍‌ ହେବାକୁ ଯାଉଛି। ୩୭ ବର୍ଷ ପରେ ଅନ୍ତର୍ଜାତୀୟ ଟେଲିକମ୍ୟୁନିକେଶନ ସଂଘ (ଆଇଟିୟୁ) ପକ୍ଷରୁ ମହାକାଶରେ ପୃଥିବୀ ଉପରେ ଉପଗ୍ରହ ପାଇଁ ନେପାଳକୁ ଏକ କକ୍ଷ ପଥ ପ୍ରଦାନ କରାଯାଇଛି। ଏହି କକ୍ଷ…

ଉହାନ ଡାକ୍ତରଖାନା ପରିଦର୍ଶନ କଲେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ବିଶେଷଜ୍ଞ ଦଳ

ଉହାନ,୩୦।୧: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ଏକ ବିଶେଷଜ୍ଞ ଦଳ ଚାଇନାର ଉହାନ ସହରରେ ପହଞ୍ଚି ପ୍ରଥମ କରୋନା ଭୁତାଣୁ ରୋଗୀ ଚିହ୍ନଟ ହୋଇଥିବା ଡାକ୍ତରଖାନା ପରିଦର୍ଶନ କରିଛନ୍ତି। ଆଗାମୀ ଦିନରେ ବିଭିନ୍ନ କ୍ଷେତ୍ର ପରିଦର୍ଶନରେ ଯିବା ଆଗରୁ ବିଶେଷଜ୍ଞ ଦଳର ସଦସ୍ୟମାନେ…

ଆକ୍ସନ ମୁଡ୍‌ରେ ଡବ୍ଲୁଏଚ୍‌ଓ!

ବେଜିଂ,୩୦ ।୧: କରୋନା ମହାମାରୀ ସାରା ବିଶ୍ୱର ମେରୁଦଣ୍ଡକୁ ଦୋହଲାଇ ଦେଇଥିବା ବେଳେ ଏବେ ଏହାକୁ ନେଇ ଖୋଳତାଡ ଆରମ୍ଭ କରିଛି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) । ଏହି ମହାମାରୀ ପ୍ରଥମେ ଚାଇନାରେ ୨୦୧୯ରେ ଦେଖାଦେଇଥିବା ବେଳେ ୨୦୨୦ ସୁଦ୍ଧା ଏହା…

ଆମେରିକାରେ ମହାତ୍ମାଙ୍କ ପ୍ରତିମୂର୍ତ୍ତି ଭଙ୍ଗାରୁଜା

ଓ୍ବାଶିଂଟନ, ୩୦।୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ଆମେରିକାରେ ଭଙ୍ଗାରୁଜା କରାଯାଇଛି। କାଲିଫର୍ନିଆର ଡାଭିସ୍‌ ସହରର ସେଣ୍ଟ୍ରାଲ ପାର୍କରେ ଥିବା ମହାତ୍ମାଙ୍କୁ ୬ଫୁଟ ଉଚ୍ଚ ପ୍ରତିମୂତ୍ତିକୁ କିଛି ଅଜଣା ଲୋକ ଭାଙ୍ଗିତଳେ ପକାଇ ଦେଇଛନ୍ତି। ଭାରତ ସରକାରଙ୍କ ପକ୍ଷରୁ ଏହାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri