ଭାରତ ସହ ଏକାଠି କାର୍ଯ୍ୟ କରିବାକୁ ପ୍ରସ୍ତୁତ: ଚାଇନା
ବେଜିଂ, ୧୮।୮(ପି.ଟି.): ରାଜନୈତିକ ଆପୋଷ ଆସ୍ଥା ବଢ଼ାଇବା ଓ ମତପାର୍ଥକ୍ୟକୁ ଦୂର କରିବା ତଥା ଦ୍ୱିପାକ୍ଷିକ ସମ୍ପର୍କର ଦୀର୍ଘମିଆଦୀ ବିକାଶ ବଜାୟ ରଖିବା ଲାଗି ଭାରତ ସହିତ ଏକାଠି କାର୍ଯ୍ୟ କରିବାକୁ ଚାଇନା ପ୍ରସ୍ତୁତ ବୋଲି ସୋମବାର କହିଛି। ଦେଶର...
ଆମେରିକା ନିର୍ବାଚନ ସଭାରେ ପଢାଯାଉଛି ବେଦ, ମହାଭାରତ ଶ୍ଳୋକ !
ଓ୍ବାଶିଂଟନ,୧୭।୮: ଆଗକୁ ପାଖେଇ ଆସୁଛି ଆମେରିକା ନିର୍ବାଚନ। ଡେମୋକ୍ରାଟିକ ପାର୍ଟିର ରାଷ୍ଟ୍ରୀୟ ସମ୍ମିଳନୀର ଆରମ୍ଭ ଅନ୍ଲାଇନ୍ ସର୍ବଧର୍ମ ପ୍ରାର୍ଥନା ସଭା ସହ ଆରମ୍ଭ ହୋଇଛି। ଏଥିରେ ବେଦ ଓ ମହାଭାରତ ଶ୍ଲୋକ ତଥା ଶିଖ ଧର୍ମର ଅରଦାସ ପାଠ କରାଯାଇଛି।...
ବଳାତ୍କାର ରୋକିବା ପାଇଁ ସରକାର ନେଲେ ଏଭଳି ନିଷ୍ପତ୍ତି: ଶୁଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
ସୋମାଲିଆ, ୧୭।୮: ବିଶ୍ୱ ଦ୍ରୁତ ଗତିରେ ଅଗ୍ରଗତି କରୁଛି। ପୂର୍ବରୁ ମହିଳାଙ୍କର ସ୍ବାଧୀନତା ନ ଥିଲା। ହେଲେ ଏବେ ସେମାନେ ପ୍ରତ୍ୟେକ ପ୍ରସଙ୍ଗରେ ପୁରୁଷଙ୍କ ସହ ପର୍ଯ୍ୟାୟ କ୍ରମେ ଚାଲୁଛନ୍ତି। ମାତ୍ର ଦୁନିଆରେ ଏମିତି ଅନେକ ଦେଶ ରହିଛି ଯେଉଁଠାରେ...
କରୋନା ସଂକ୍ରମଣର ପାଲଟିଥିଲା ଏନ୍ତୁଡ଼ିଶାଳ: ଏବେ ବିକିବ ପ୍ରତିଷେଧକ ଟୀକା
ବେଜିଂ, ୧୭।୮: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟି ଥିବା ଚାଇନା ଏବେ ପ୍ରଥମ କରି ପ୍ରତିଷେଧକ ଟୀକା ପ୍ରସ୍ତୁତ କରିଛି। ଏହାକୁ ଚାଇନାର ବୌଦ୍ଧିକ ସମ୍ପଦ ନିୟାମକ ସଂସ୍ଥା(ଆଇପିଆର୍) ପକ୍ଷରୁ ପାଟେଣ୍ଟ୍ ମଞ୍ଜୁରୀ ମିଳିଛି। ଅଗଷ୍ଟ ୧୧ରେ ଏହି...
ଆଗକୁ ହେବ କରୋନାର ଦୋହରା ମାଡ଼
ନୂଆଦିଲ୍ଲୀ/ଓ୍ବାଶିଂଟନ, ୧୭।୮: ପୃଥିବୀରେ କରୋନା ସଂକ୍ରମଣ ନେଇ ଆତଙ୍କ ଜାରି ରହିଛି। ତେବେ ଆଗକୁ ଆସୁଥିବା ଥଣ୍ଡା ଋତୁରେ ପୁଣି କରୋନାର ଦୋହରା ମାଡ଼ ହେବ। କରୋନା ପୁଣି ଫେରିବ ବୋଲି ଗଣମାଧ୍ୟମ ସଂସ୍ଥା ନ୍ୟୁୟର୍କ ଟାଇମ୍ସ୍ରେ ରିପୋର୍ଟ ଭିତ୍ତିକ...
ଏହି ବିଭାଗ ଡାକ୍ତରଙ୍କୁ କରୋନା ଭୟ ଅଧିକ, ଗାଇଡ୍ଲାଇନ୍ ଜାରି କଲା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ
ଓ୍ବାଶିଟନ୍,୧୭ା୮: କରୋନା ଭାଇରସ୍ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଚାଲିଛି। ଡାକ୍ତରମାନେ ରାତିଦିନ ଏକ କରି କରୋନା ରୋଗୀଙ୍କୁ ସେବା ଯୋଗାଇ ଆସୁଛନ୍ତି। ଏପରିକି କରୋନା ରୋଗୀଙ୍କ ସେବା କରୁ କରୁ ଅନେକ ଡାକ୍ତର ମଧ୍ୟ ଏହି ମହାମାରୀରେ ମୃତ୍ୟୁବରଣ...
ଫେରୁଛି କରୋନା: ଗତ ୨୪ ଘଣ୍ଟାରେ ଚାଇନାରେ ପୁଣି ୨୨ ନୂଆ ସଂକ୍ରମିତ ଚିହ୍ନଟ
ବେଜିଂ,୧୭।୮: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରି ସାରିଲାଣି। ଏହି ମହାମାରୀ ଚାଇନାରେ ପାଖାପାଖି ୪ ମାସ ତାଣ୍ଡବ ରଚିବା ପରେ କମି ଯାଇଥିବା କହିଥିଲେ ସେଠାକାର ସରକାର। ଏବେ...
ଡବ୍ଲୁଡବ୍ଲୁଇ ଷ୍ଟାର୍ ମହିଳାଙ୍କୁ ଅପହରଣ କରିବାକୁ ଚାହୁଁଥିଲେ ପାଗଳ ପ୍ରେମୀ, ଘଟିଲା ଏମିତି
ଡବ୍ଲୁଡବ୍ଲୁଇ ଷ୍ଟାର୍ ମହିଳା ରେସଲର୍ ସୋନିଆ ଡେଭିଲେଙ୍କୁ ଅପହରଣ କରିବାକୁ ଚାହୁଥିବା ବ୍ୟକ୍ତି ଶେଷରେ ଗିରଫ ହୋଇଛନ୍ତି। ସୋନିଆଙ୍କ ଘର ପରିସରରୁ ହିଁ ତାଙ୍କୁ ପୋଲିସ ଗିରଫ କରିଛି। ସମ୍ପୃକ୍ତ ବ୍ୟକ୍ତି ଜଣଙ୍କ ଗତ ୮ ମାସ ହେବ ସୋନିଆଙ୍କ...
ହୋଟେଲରେ ଆତଙ୍କବାଦୀ ଆକ୍ରମଣ: ଗେଟ୍ ସମ୍ମୁଖରେ କାର୍ ବୋମା ବିସ୍ଫୋରଣ
ମୋଗାଦିସୁ, ୧୭।୮: ସୋମାଲିଆ ରାଜଧାନୀ ମୋଗାଦିସୁରେ ଥିବା ଇଲାଇଟ୍ ହୋଟେଲରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ୧୭ ଜଣଙ୍କ ମୃତ୍ୟୁ ଘଟିଥିବା ସରକାରୀ ଭାବେ କୁହାଯାଇଛି। ଏଥିରେ ୧୨ରୁ ଅଧିକ ଲୋକ ଆହତ ହୋଇଛନ୍ତି। ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା...
ବିଶେଷଜ୍ଞଙ୍କ ଚେତାବନୀ: ବର୍ଷାରେ ବଢିବ କରୋନାର ପ୍ରକୋପ !
ନ୍ୟୁୟର୍କ,୧୭।୮: କରୋନା ମହାମାରୀ ସଂକ୍ରମଣ ଏପର୍ଯ୍ୟନ୍ତ କମିବାର ନାଁ ନେଉନାହିଁ। ଏମିତିକି ନ୍ୟୁଜିଲାଣ୍ଡରେ ଏବେ ପୁଣିଥରେ ଏହା ଫେରୁଥିବା କୁହାଯାଉଛି। ଏହି ସମୟରେ ବିଶେଷଜ୍ଞମାନେ ଚେତବାନୀ ଦେଇ କହିଛନ୍ତି କି ବର୍ଷା ଋତୁରେ କରୋନା ସଂକ୍ରମଣ ଦ୍ୱିଗୁଣିତ ହେବ। ତେଣୁ...
ମାଡ଼ି ଆସୁଛି ନୂଆ ବିପଦ: ୪ କୋଟିରୁ ଅଧିକ ଲୋକ ହରାଇବେ ଚାକିରି
ନୂଆଦିଲ୍ଲୀ/ଓ୍ବାଶିଂଟନ, ୧୭।୮: ପୃଥିବୀରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରି ସ୍ଥଳେ ପୁଣି ଏକ ନୂଆ ବିପଦ ମାଡ଼ି ଆସୁଥିବା ପରିବେଶବିତ୍ ମାନେ ସୂଚନା ଦେଇଛନ୍ତି। ୮୦ ବର୍ଷରେ ପୃଥିବୀର ତାପମାତ୍ରା ୪.୪ ଡିଗ୍ରୀ ସେଲସିୟସ୍ ବୃଦ୍ଧି...
ସାର୍କ ସହିତ ଲଢ଼ି ସ୍ତ୍ରୀଙ୍କୁ ଉଦ୍ଧାର କଲେ ସ୍ବାମୀ: ଭିଡ଼ିଓ ଭାଇରାଲ
ସିଡ୍ନୀ, ୧୭।୮: ନିଜ ଲୋକଙ୍କ ଜୀବନ ବଞ୍ଚାଇବ ପାଇଁ ମଣିଷ ସବୁ କିଛି କରିପାରେ। ଏହାର ସଦ୍ୟତମ ଉଦାହରଣ ସିଡ୍ନୀରେ ଘଟିଛି। ଏଠାରେ ସାର୍କ କବଳରୁ ସ୍ତ୍ରୀଙ୍କୁ ରକ୍ଷା କରିବା ଲାଗି ଜଣେ ସ୍ବାମୀ ନିଜ ଜୀବନକୁ ବାଜି ଲଗାଇ...
Archives


