ଜୁଲାଇ ଶେଷ ୨ସପ୍ତାହରେ କରୋନାରେ ଆକ୍ରାନ୍ତ ହୋଇଛନ୍ତି ୯୭ହଜାର ଶିଶୁ: ରିପୋର୍ଟ
ଓ୍ବାଶିଂଟନ୍,୧୨।୮: ଆମେରିକାରେ ଜୁଲାଇ ଶେଷ ୨ସପ୍ତାହରେ ଅତି କମ୍ରେ ୯୭ହଜାର ଶିଶୁ କରୋନା ଭାଇରସ୍ ସଂକ୍ରମଣରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ରାଜ୍ୟସ୍ତରୀୟ ତଥ୍ୟର ଏକ ନୂତନ ସମୀକ୍ଷା ରିପୋର୍ଟରେ ଏହି ସୂଚନା ଦେଇଛି ଆମେରିକୀୟ ଏକାଡେମି ଅଫ୍ ପେଡିଆଟ୍ରିକ୍ସ ଓ...
ମାସ୍କ ନ ପିନ୍ଧିବାରୁ ଯୁବତୀଙ୍କ ତଣ୍ଟି ଚିପିଦେଲା ପୋଲିସ
ମେଲବୋର୍ନ, ୧୨।୮: ଅଷ୍ଟ୍ରେଲିଆରେ ଜଣେ ଯୁବତୀ ମାସ୍କ ପରିଧାନ କରି ନ ଥିବାରୁ ଜଣେ ପୋଲିସ ଅଧିକାରୀ ତାଙ୍କ ତଣ୍ଟି ଚିପିଦେଇଥିବା ଦେଖିବାକୁ ମିଳିଛି। ଏଥିସହ ପୋଲିସ ସେହି ଯୁବତୀଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ପୋଲିସ ଅଧିକାରୀଜଣଙ୍କ ଯୁବତୀଙ୍କ ତଣ୍ଟି...
ନଭେମ୍ବରରେ ଭାରତରେ କରୋନା ଟିକା ଦେବ ରୁଷିଆ
ମସ୍କୋ,୧୨ା୮: କରୋନା ଭୂତାଣୁ ପାଇଁ ଏକ ସଫଳ ଟିକା ପ୍ରସ୍ତୁତ କରିଥିବା ରୁଷିଆ ମଙ୍ଗଳବାର ଘୋଷଣା କରିଛି। ଏହି ଟିକା ଅନୁସନ୍ଧାନ ପାଇଁ ପାଣ୍ଠି ଯୋଗାଉଥିବା ଗୋଷ୍ଠୀର ମୁଖ୍ୟ କିରିଲ ଡିମିଟ୍ରିଏଭ୍ କହିଛନ୍ତି ଯେ ନଭେମ୍ବର ସୁଦ୍ଧା ରୁଷିଆ ଅନ୍ୟ...
ଜାଣନ୍ତୁ କେଉଁମାନଙ୍କୁ ଦିଆଯିବ ନାହିଁ ରୁଷିଆ ଟିକା
ମସ୍କୋ,୧୨ା୮: ୧୮ ବର୍ଷରୁ କମ୍ ଏବଂ ୬୦ ବର୍ଷରୁ ଅଧିକ ଲୋକଙ୍କୁ ରୁଷିଆର କରୋନା ଟିକା ପ୍ରୟୋଗ କରିବାକୁ ଅନୁମତି ଦିଆଯାଇ ନାହିଁ। ଏକ ରିପୋର୍ଟ ଅନୁଯାୟୀ, ଗର୍ଭବତୀ ଏବଂ ସ୍ତନ୍ୟପାନ କରାଉଥିବା ମହିଳାଙ୍କୁ ମଧ୍ୟ ଟିକାକରଣ କରାଯିବ ନାହିଁ।...
ସ୍ବାମୀଙ୍କ ପାଇଁ ହସ୍ପିଟାଲରେ ବାସନ ମାଜିବାକୁ ପଛାଇଲେନି ସ୍ତ୍ରୀ: ଜାଣନ୍ତୁ କାହିଁକି…
ସ୍ତ୍ରୀ, ସ୍ବାମୀଙ୍କ ମଧ୍ୟରେ ଭଲ ପାଇବା ଅତ୍ୟନ୍ତ ନିବିଡ଼। ଏହାକୁ ପ୍ରମାଣକରି ଦେଖାଇଛନ୍ତି ଆମେରିକାର ଫ୍ଲୋରିଡାର ମେରି ଡାନିଏଲ। ସ୍ବାମୀଙ୍କ ପାଇଁ ସେ ବାସନ ମାଜିବାକୁ ମଧ୍ୟ ପଛାଇ ନାହାନ୍ତି। ମେରିଙ୍କ ସ୍ବାମୀ ଷ୍ଟିଭ ହଠାତ୍ ଅସୁସ୍ଥ ହୋଇପଡ଼ିଲେ। ଚିକିତ୍ସା...
ଆମେରିକାରେ କମଳା ଜିତିଲେ ଭାରତର କି ହେବ ଲାଭ !
ୱାଶିଂଟନ, ୧୨।୮: ଆମେରିକା ରାଷ୍ଟ୍ରପତି ର୍ନିବାଚନରେ ଡେମୋକ୍ରେଟିକ ପାର୍ଟି ପକ୍ଷରୁ ମୂଳ ଭାରତୀୟ କମଳା ହେରିସ ଉପରାଷ୍ଟ୍ରପତି ପ୍ରାର୍ଥୀ କରାଯାଇଛି। ଦଳ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ଜୋ ବାଇଡେନ ଏନେଇ ଟୁଇଟ କରି ସୂଚନା ଦେଇଛନ୍ତି। ମୂଳ ଭାରତୀୟ...
ପ୍ରଥମ କରୋନା ଟିକା ନେଇଥିବା ରୁଷିଆର ରାଷ୍ଟ୍ରପତିଙ୍କ ଝିଅ ବିଷୟରେ ଜାଣନ୍ତୁ…
ମସ୍କୋ,୧୨।୮: ସାରା ବିଶ୍ୱରେ ଲୋକଙ୍କ ଜୀବନ ନେଇଚାଲିଥିବା ମହାମାରୀ କରୋନାର ପ୍ରଥମ ଟିକା ରୁଷିଆ ଉଦ୍ଭାବନ କରିଛି। ମଙ୍ଗଳବାର ସକାଳେ ‘ସ୍ଫୁଟନିକ ଭି’ ଭାକ୍ସିନ୍କୁ ମଞ୍ଜୁରୀ ନିଆଯାଇଥିବା ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଘୋଷଣା କରିଥିଲେ। ତେବେ ଏହି ଟିକା...
ମୂଳ ଭାରତୀୟ କମଳା ହେରିସ ଆମେରିକା ଉପରାଷ୍ଟ୍ରପତି ପ୍ରାର୍ଥୀ
ୱାଶିଂଟନ, ୧୨।୮: ଆମେରିକା ରାଷ୍ଟ୍ରପତି ର୍ନିବାଚନରେ ଡେମୋକ୍ରେଟିକ ପାର୍ଟି ପକ୍ଷରୁ ମୂଳ ଭାରତୀୟ କମଳା ହେରିସ ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି । ଦଳ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ଜୋ ବାଇଡେନ ଏନେଇ ଟୁଇଟ କରି ଘୋଷଣା କରିଛନ୍ତି। କମଳା...
ରୁଷିଆ କହୁଛି ଭାକ୍ସିନ ଆଣିଲା
ମସ୍କୋ/ଜେନେଭା,୧୨ା୮ (ଆଇଏଏନ୍ଏସ୍): ସାରା ବିଶ୍ୱରେ ଲୋକଙ୍କ ଜୀବନ ନେଇଚାଲିଥିବା ଆତଙ୍କ ସୃଷ୍ଟିକାରୀ ମହାମାରୀ କରୋନାର ପ୍ରଥମ ଟିକା ରୁଷିଆ ଉଦ୍ଭାବନ କରିଛି। ମଙ୍ଗଳବାର ସକାଳେ ‘ସ୍ପୁଟନିକ୍ ଭି’ ଭାକ୍ସିନକୁ ମଞ୍ଜୁରୀ ଦିଆଯାଇଥିବା ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଘୋଷଣା କରିଛନ୍ତି।...
ରୁଷିଆର କରୋନା ଟିକା ଉପରେ ବିଶ୍ୱକୁ ହେଉନାହିଁ ଭରସା? ଜାଣନ୍ତୁ ୫ କାରଣ
ମସ୍କୋ,୧୧।୮: ରୁଷିଆ ଆଣିଲା ବିଶ୍ୱର ପ୍ରଥମ କରୋନା ଟିକା। ଏନେଇ ମଙ୍ଗଳବାର ରୁଷିଆ ପ୍ରଧାନମନ୍ତ୍ରୀ ଭ୍ଲାଡିମିର ପୁଟିନ୍ ଘୋଷଣା କରିଛନ୍ତି। ହେଲେ ଏହାର ଟିକାକୁ ସନ୍ଦେହଜନକ ଦୃଷ୍ଟିରେ ଦେଖାଯାଉଛି। କାରଣ କରୋନା ଟିକା ପ୍ରସ୍ତୁତ ନେଇ ଶହେରୁ ଅଧିକ ଦେଶ...
୧୦୨ ଦିନ ପରେ ଏହି ଦେଶରେ ସାମ୍ନାକୁ ଆସିଲା ପ୍ରଥମ କରୋନା କେସ୍
ଓ୍ବେଲିଂଟନ, ୧୧।୮: ୧୦୨ ଦିନ ପରେ ନ୍ୟୁଜିଲାଣ୍ଡରେ ମଙ୍ଗଳବାର ଚିହ୍ନଟ ହୋଇଛି ପ୍ରଥମ କରୋନା ଆକ୍ରାନ୍ତ। ଏହି କାରଣରୁ ପ୍ରଧାନମନ୍ତ୍ରୀ ଦେଶର ବୃହତ ସହର ଓ୍ବେଲିଂଟନର ଅଧିବାସୀଙ୍କୁ ଘରେ ଲକ୍ ଡାଉନ୍ରେ ରହିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଦେଶକୁ କରୋନା...
ରୁଷିଆ ଭ୍ୟାକ୍ସିନ ପାଇଁ ୧ ବିଲିୟନ ଡୋଜର ଅର୍ଡର ଦେଲେ ଏହି ଦେଶ
ମସ୍କୋ,୧୧।୮: ଗତ କିଛି ମାସରୁ ବିଶ୍ୱରେ ମହାମାରୀ କରୋନା ଭାଇରସ୍ ଆତଙ୍କ ଖେଳାଇ ଚାଲିଛି। କରୋନା ଯୋଗୁଁ କୋଟି କୋଟି ଲୋକଙ୍କ ଜୀବନ ଯାଇଥିବା ବେଳେ ଏହା ସବୁ ଦେଶର ଅର୍ଥନୀତି ଅବସ୍ଥାକୁ ଦୋହଲାଇ ଦେଇଛି। ଏହାର ମୁକାବିଲା ପାଇଁ...
Archives


