ତାଲିବାନର କ୍ଷମତା ଦଖଲ ପରେ ମହିଳା ରିପୋର୍ଟର ବଦଳାଇଲେ ନିଜ ଡ୍ରେସ୍ କୋଡ୍…
କାବୁଲ,୧୭।୮: ଆଫଗାନିସ୍ତାନରେ ତାଲିବାନ କ୍ଷମତା ଦଖଲ ପରେ ମହିଳାମାନେ ଭୟଭୀତ ହୋଇପଡ଼ିଛନ୍ତି। ସେଠାରେ କାର୍ଯ୍ୟ କରୁଥିବା ଆମେରିକାର ଜଣେ ମହିଳା ଟିଭି ରିପୋର୍ଟର କ୍ଷମତା ଦଖଲର ୨୪ ଘଣ୍ଟା ମଧ୍ୟରେ ନିଜର ଡ୍ରେସ୍ କୋଡ୍ ବଦଳାଇ ଦେଇଛନ୍ତି। ସିଏନ୍ଏନ୍ ରିପୋର୍ଟର କ୍ଲାରିସା…
ରାଜା ରଣଜିତ୍ ସିଂଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଦେଲେ ପାକିସ୍ତାନୀ…
ଲାହୋର,୧୭।୮: ପାକିସ୍ତାନରେ ମୌଳବାଦୀ ଗୋଷ୍ଠୀ ବେଶ୍ ସକ୍ରିୟ ହେବାରେ ଲାଗିଛନ୍ତି। ତେହେରିକ-ଇ-ଲୈବାକ ନାମକ ଏକ ଉଗ୍ରବାଦୀ ସଂଗଠନର ସଦସ୍ୟ ଲାହୋର ଦୁର୍ଗରେ ଥିବା ମହାରାଜା ରଣଜିତ୍ ସିଂଙ୍କ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦେଇଛନ୍ତି। ଏହାର ଏକ ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ…
ଆଫଗାନିସ୍ତାନରେ ଯୌନ ଦାସତ୍ୱ ଆଶଙ୍କା ବଢ଼ିଲା…
କାବୁଲ,୧୭।୮: ଆଫଗାନିସ୍ତାନରେ ତାଲିବାନର ପ୍ରତ୍ୟାବର୍ତ୍ତନ ଦ୍ୱାରା ମହିଳାମାନେ ଅଧିକ ଭୟଭୀତ ହୋଇପଡ଼ିଛନ୍ତି। ଜୁଲାଇ ଆରମ୍ଭରେ, ସେ ତାଲିବାନ ସଦସ୍ୟଙ୍କ ସହିତ ଦେଶର ୧୫ ବର୍ଷ ବାଳିକାଙ୍କଠାରୁ ଆରମ୍ଭ କରି ଯୁବତୀ ଏବଂ ସ୍ବାମୀଙ୍କୁ ହରାଇ ଥିବା ୪୫ ବର୍ଷରୁ କମ ବୟସ୍କା…
୨୦୨୦ରେ ତାଲିବାନ ପକେଟକୁ ଯାଇଛି ୧୦୬ କୋଟି ଡଲାର…
କାବୁଲ,୧୭।୮: ଶକ୍ତିଶାଳୀ ଆମେରିକା ସୈନ୍ୟଙ୍କୁ ଆଫଗାନିସ୍ତାନରୁ ପଳାୟନ କରିବାକୁ ପଡ଼ିଛି। ତାଲିବାନର ଶକ୍ତିଶାଳୀ ଆର୍ଥିକ ଅବସ୍ଥା ମଧ୍ୟ ଏହା ପଛର ଏକ କାରଣ। ଏହା ଯୋଗୁ ଆଫଗାନିସ୍ତାନ ସରକାର ଆତଙ୍କବାଦୀ ସଂଗଠନକୁ ଅଟକାଇବାରେ ବିଫଳ ହୋଇଛନ୍ତି। ନାଟୋର ଏକ ଗୁପ୍ତ ରିପୋର୍ଟ…
ଆତଙ୍କବାଦୀଙ୍କ ସହ ହାତ ମିଳାଇଲା ରୁଷିଆ…
ମସ୍କୋ,୧୭।୮: ଆଫଗାନିସ୍ତାନର ଅବସ୍ଥା ବିଗିଡିବା ମଧ୍ୟରେ ରୁଷିଆ ପକ୍ଷରୁ ମତିଭ୍ରମ ଭଳି ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦିଆଯାଇଛି। ରୁଷିଆ କହିଛି ତାଲିବାନ ଶାସନ ଅଧୀନରେ କାବୁଲର ଅବସ୍ଥା ଏବେ ସୁଧୁରିବ। ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍ଙ୍କ ସରକାର ତାଲିବାନର କ୍ଷମତା ଦଖଲକୁ…
ଆଫଗାନ୍ ସେନାର ଆତ୍ମସମର୍ପଣ
କାବୁଲ, ୧୭ା୮: ମାତ୍ର ୨୦ ସପ୍ତାହରେ କୋଡ଼ିଏ ବର୍ଷ ପଛକୁ ଫେରିଛି ଆଫ୍ଗାନିସ୍ତାନ। ଆମେରିକା ସୈନ୍ୟ ପ୍ରତ୍ୟାହାର ସମ୍ପୂର୍ଣ୍ଣ ହେବା ପୂର୍ବରୁ ନିଜକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରଖିଥିବା ତାଲିବାନ ଆତଙ୍କବାଦୀ ଦିନ କେଇଟାରେ ରାଜଧାନୀ କାବୁଲକୁ ନିଜ ଅକ୍ତିଆରକୁ ନେଇସାରିଛନ୍ତି। ୨୦…
କ୍ଷମତା ହସ୍ତାନ୍ତର ଉଦ୍ୟମ ଆରମ୍ଭ
କାବୁଲ, ୧୭।୮: ଆମେରିକା ଓ ନାଟୋ ସୈନ୍ୟ ସମ୍ପୂର୍ଣ୍ଣ ପ୍ରତ୍ୟାହାର ହେବାକୁ ଆଉ କିଛିଦିନ ବାକି ଥିବାବେଳେ ଆଫଗାନିସ୍ତାନ ତାଲିବାନ ନିୟନ୍ତ୍ରଣକୁ ଚାଲିଯାଇଛି। ଏହି ଆତଙ୍କବାଦୀ ସଂଗଠନ ପ୍ରଥମେ ସୀମାନ୍ତବର୍ତ୍ତୀ ଗ୍ରାମାଞ୍ଚଳଗୁଡିକୁ ଦଖଲ କରିବା ପରେ ସହରାଞ୍ଚଳ ଉପରେ ଆଖି ପକାଇଥିଲା।…
ଦେଶ ଛାଡ଼ିବାକୁ ଜୀବନ ବାଜି
କାବୁଲ, ୧୭ା୮: ଆଫଗାନିସ୍ତାନ ଏବେ ସମ୍ପୂର୍ଣ୍ଣ ଅସ୍ଥିରତା ଭିତରକୁ ଠେଲି ହୋଇଯାଇଛି। ତାଲିବାନ ରାଜଧାନୀ କାବୁଲ ଅକ୍ତିଆର କରିବା ପରେ ଲୋକେ ଭୟରେ ଏବେ ଦେଶ ଛାଡ଼ିବାକୁ ବ୍ୟାକୁଳ ହୋଇପଡ଼ିଲେଣି। ତାଲିବାନର କଠୋର ଶାସନରୁ ମୁକ୍ତି ପାଇଁ ଦେଶ ଛାଡ଼ି ପଳାୟନ…
ବିପୁଳ ଟଙ୍କା ଧରି ଓମାନରେ ଅଶ୍ରଫ୍ ଗନି
କାବୁଲ, ୧୬।୮: ତାଲିବାନ ଆତଙ୍କବାଦୀମାନେ ରବିବାର କାବୁଲରେ ପ୍ରବେଶ କରିବା ପରେ ଆଫଗାନିସ୍ତାନର ରାଷ୍ଟ୍ରପତି ଅଶ୍ରଫ ଗନି ନିଜ ପଦରୁ ଇସ୍ତଫା ଦେଇ ଦେଶ ଛାଡ଼ି ପଳାଇଯାଇଛନ୍ତି। ପ୍ରଥମେ ସେ ତାଜିକିସ୍ତାନ ଯାଇଥିଲେ। ତେବେ ସେଠାରେ ତାଙ୍କ ବିମାନକୁ ଅବତରଣ ଅନୁମତି…
ଇସ୍ତଫା ଦେଲେ ମାଲେସିଆ ପ୍ରଧାନମନ୍ତ୍ରୀ
କୁଆଲା ଲୁମ୍ପୁରୁ, ୧୬।୮: କ୍ଷମତାରେ ରହିବାର ୧୮ ମାସ ନ ପୂରୁଣୁ ମାଲେସିଆ ପ୍ରଧାନମନ୍ତ୍ରୀ ମୁହିଦ୍ଦିନ ୟାସିନ ସୋମବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ କମ୍ ଦିନରେ କ୍ଷମତା ଛାଡ଼ୁଥିବାରୁ ଏଥିପାଇଁ କ୍ଷମା ମାଗିଛନ୍ତି। ତେବେ ଏଥିପାଇଁ ସେ କ୍ଷମତାଲୋଭୀମାନଙ୍କୁ…
ଛିଡିଛି ଦାସତ୍ୱର ଶୃଙ୍ଖଳ ତାଲିବାନକୁ ମିଳିଛି ପାକିସ୍ତାନ, ଚାଇନା, ଇରାନର ସମର୍ଥନ: ଇମ୍ରାନ
ଇସଲାମାବାଦ,୧୬ ।୮: ଆଫଗାନିସ୍ତାନରେ ନିର୍ବାଚିତ ସରକାରଙ୍କୁ ଅଡୁଆରେ ପକାଇ କ୍ଷମତାର ଶକ୍ତି ହାସଲ କରିବାକୁ ଯାଉଥିବା ତାଲିବାନକୁ ପାକିସ୍ତାନ, ଚାଇନା ଓ ଇରାନର ସମର୍ଥନ ମିଳିଛି ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ କହିଛନ୍ତି । ତାଲିବାନ କ୍ଷମତାକୁ ଆସିବାକୁ ସ୍ୱାଗତ…
ତାଲିବାନକୁ ବନ୍ଧୁତ୍ୱର ହାତ ବଢାଇଲା ଚାଇନା!
ବେଜିଂ,୧୬ ।୮: ଆଫଗାନିସ୍ତାନକୁ ତାଲିବାନ ତା’ ଅକ୍ତିୟାରକୁ ନେବା ପରଠାରୁ ସାରା ବିଶ୍ୱର ନଜର ତାଲିବାନ ଉପରେ । ଇତିମଧ୍ୟରେ ଆଫଗାନିସ୍ତାନରେ ଥିବା ତାଲିବାନ ସହ ବନ୍ଧୁତ୍ୱ ସମ୍ପର୍କ ସ୍ଥାପନ କରିବାକୁ ହାତ ବଢାଇଛି ଚାଇନା । ନ୍ୟୁଜ ଏଜେନ୍ସି ଏଏଫ୍ପି…

