ଅନ୍ତର୍ଜାତୀୟ

ମାଟି ତଳୁ ମିଳିଲା ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା…

ତେଳଅଭିବ୍‌,୧୦।୬: ଇସ୍ରାଏଲ୍‌ରେ ମାଟିତଳୁ ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା ମିଳିଛି। ଏହି ଅଣ୍ଡା ଦଶମ ଶତାବ୍ଦୀ ସମୟର ବୋଲି ଗବେଷକ ଅନୁମାନ କରିଛନ୍ତି। ତେବେ ଏହାକୁ ସଫା କରୁଥିବା ସମୟରେ ଅଣ୍ଡାଟି ଭାଙ୍ଗି ଯାଇଛି। ୟାବନେ ସହରରେ ବିକାଶ ମୂଳକ…

ଅଧା ପୃଥିବୀ ବୁଲି ରେକର୍ଡ କଲା ଗ୍ରେ ହ୍ବେଲ୍‌…

ଓ୍ବିଣ୍ଡ୍‌ହୋକ୍‌,୧୦।୬: ପୃଥିବୀର ବୃହତ୍‌ ସ୍ତନ୍ୟପାୟୀ ପ୍ରାଣୀ ଅଧା ପୃଥିବୀ ବୁଲି ଏବେ ରେକର୍ଡ କରିଛି। ଏହି ହେଉଛି ଏକ ଗ୍ରେ ହ୍ବେଲ୍‌(ଧୂସର ତିମି)। ଇତିମଧ୍ୟରେ ତିମିଟି ୨୦ ହଜାର କିଲୋମିଟର ସମୁଦ୍ରରେ ବୁଲି ସାରିଲାଣି। ୨୦୧୩ରେ ଏହି ତିମିକୁ ଆଫ୍ରିକାର ନାମ୍ବିଆ…

ଆଡ୍‌ମିଶନ ପାଇଁ ଯୁବତୀଙ୍କ ସହ ରାତି କାଟିବାକୁ ଅଫର ଦେଉଛି ଏହି ବିଶ୍ୱବିଦ୍ୟାଳୟ, ଜାଣିଲେ କରିବେ ନିନ୍ଦା

ବେଜିଂ,୧୦ା୬: ଚାଇନାର ଏକ ବିଶ୍ୱବିଦ୍ୟାଳୟ ଏବେ କଡ଼ା ବିବାଦର ସମ୍ମୁଖୀନ ହୋଇଛି। ଏହି ବିଶ୍ୱବିଦ୍ୟାଳୟ ଆଡ୍‌ମିଶନ ପାଇଁ ସୋସିଆଲ ମିଡିଆରେ ଏକ ବିଜ୍ଞାପନ ଦେଇଥିଲା। କିନ୍ତୁ ଏହି ବିଜ୍ଞାପନ ଦେଖି ଲୋକଙ୍କ ମଧ୍ୟରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ନାନଜିଙ୍ଗ୍‌ ବିଶ୍ୱବିଦ୍ୟାଳୟ…

ଲାଇଭ୍‌ ଶୋ’ବେଳେ ଏମ୍‌ପିଙ୍କ କଲର୍‌ ଧରି ଚାପୁଡା ମାରିଲେ ମହିଳା ନେତ୍ରୀ

ଇସଲମାବାଦ,୧୦।୬: ଆଜିକାଲି ନ୍ୟୁଜ୍‌ ଚ୍ୟାନେଲଗୁଡିକରେ ବିତର୍କ ସମୟରେ ପ୍ୟାନେଲିଷ୍ଟମାନଙ୍କ ମଧ୍ୟରେ ତୀବ୍ର ବିତର୍କ ସାଧାରଣ କଥା ହୋଇଗଲାଣି। ପାକିସ୍ତାନରେ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି। ପାକିସ୍ତାନର ଏକ ନ୍ୟୁଜ ଚ୍ୟାନେଲରେ ଲାଇଭ ଶୋ’ରେ ବିତର୍କ ସମୟରେ ଶାସକ ଦଳର ଜଣେ…

୫ମ ମହାସାଗର ହେଲା ସଦର୍ନ ଓସେନ୍‌

ଦକ୍ଷିଣ ମହାସାଗର ବା ସଦର୍ନ ଓସେନ୍‌କୁ ପୃଥିବୀର ୫ମ ମହାସାଗର ମାନ୍ୟତା ପ୍ରଦାନ କରାଯାଇଛି। ୧୯୧୫ ମସିହାରୁ ଓସେନ୍‌ ମାନଚିତ୍ର ପ୍ରସ୍ତୁତ କରୁଥିବା ନ୍ୟାଶନାଲ ଜିଓଗ୍ରାଫି ସୋସାଇଟି ଜୁନ୍‌ ୮ ବିଶ୍ୱ ମହାସାଗର ଦିବସ ଅବସରରେ ଦକ୍ଷିଣ ମହାସାଗରକୁ ୫ମ ଓସେନ୍‌…

ଆୟକର ଫାଙ୍କିଛନ୍ତି ବେଜୋସ୍‌, ମସ୍କ

ଓ୍ବାଶିଂଟନ,୧୦ା୬ : ବିଶ୍ୱର ଆର୍ଥିକ ଢାଞ୍ଚା ଏପରି ହୋଇଯାଇଛି ଯେ, ପ୍ରତିବର୍ଷ ଗରିବ ଓ ଧନୀଙ୍କ ମଧ୍ୟରେ ବ୍ୟବଧାନ ବଢ଼ିବାରେ ଲାଗିଛି। ଏହା ଦୀର୍ଘ ବର୍ଷ ଧରି ବିତର୍କର ବିଷୟ ହୋଇଥିବାବେଳେ ଆମେରିକାର ଅଣଲାଭକାରୀ ମିଡିଆ ସଂସ୍ଥା ପ୍ରୋପବ୍ଲିକାର ଏକ ସଦ୍ୟ…

କ୍ୟୁବାରେ ଗର୍ଲଫ୍ରେଣ୍ଡକୁ ଭେଟିବାକୁ ଯୋଜନା କରିଥିଲେ ଚୋକ୍‌ସି

ନୂଆଦିଲ୍ଲୀ,୯।୬ : ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସି ଡୋମିନିକା ଦେଇ କ୍ୟୁବା ଖସି ପଳାଇବାକୁ ଯୋଜନା କରିଥିଲେ। ତାଙ୍କ ଗର୍ଲଫ୍ରେଣ୍ଡ ବାରବାରା ଜାବାରିକା ବୁଧବାର କହିଛନ୍ତି। ଖସିବା ଭଳି ଶବ୍ଦ ସେ କଦାପି ବ୍ୟବହାର କରି ନ ଥିଲେ କିମ୍ବା…

ଭର୍ଚୁଆଲ କରେନ୍ସି ବିଟ୍‌କଏନ ଏବେ ଏଲ୍‌ ସାଲଭେଡରରେ ହେବ ଲାଗୁ…

ସାନ୍‌ ସାଲଭେଡର, ୯।୬: ସେଣ୍ଟ୍ରାଲ ଆମେରିକାର ଦେଶ ଏଲ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍‌କଏନ ବୈଧ କରିବାକୁ ଯୋଜନା ହୋଇଛି। ପୂର୍ବରୁ ରାଷ୍ଟ୍ରପତି ନାଏବ ବୁକେଲେ ଏ ନେଇ କଂଗ୍ରେସରେ ବିଲ ଆଣିବେ ବୋଲି ମିଆମିରେ ଅନୁଷ୍ଠିତ ବିଟ୍‌କଏନ-୨୦୨୧ କନଫରେନ୍ସରେ ଏକ…

ବାବା ରାମଦେବଙ୍କୁ ଝଟ୍‌କା ଦେଲା ନେପାଳ

କାଠମାଣ୍ଠୁ,୯।୬: ନେପାଳ ସରକାର ଦେଶରେ ପତଞ୍ଜଳି ଦ୍ୱାରା ପ୍ରସ୍ତୁତ କରୋନିଲ କିଟ୍‌ର ବିତରଣ ଉପରେ ରୋକ ଲଗାଇଛନ୍ତି। ଯୋଗ ଗୁରୁ ରାମଦେବଙ୍କ କମ୍ପାନୀ ପତଞ୍ଜଳି ଉପହାର ସ୍ବରୂପ କରୋନିଲଙ୍କ କିଟ ନେପାଳକୁ ପଠାଇଥିଲା। କିନ୍ତୁ ନେପାଳ ସରକାର କହିଛନ୍ତି ଯେ, କୋଭିଡ-୧୯…

ପୁଅ ବାହା ହେବାକୁ ମନା କରିବାରୁ ମା-ବାପା ନେଲେ ଏମିତି ଚରମ ପଦକ୍ଷେପ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ତେହେରାନ,୯ା୬: ଇରାନରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ବୃଦ୍ଧ ଦମ୍ପତି ତାଙ୍କର ୪୭ ବର୍ଷୀୟ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ଜଣକ ଫିଲ୍ମନିର୍ମାତା ଥିଲେ। ଖାଲି ପୁଅ ନୁହନ୍ତି ଏହି ଦମ୍ପତି ଝିଅ ଏବଂ ଜ୍ୱାଇଙ୍କୁ ମଧ୍ୟ ହତ୍ୟା…

ଜୁନ୍‌ ୧୫ରୁ ମାସ୍କ ଫ୍ରି ହେବ ଏହି ଦେଶ, ଡିସେମ୍ବରରେ ଆରମ୍ଭ ହୋଇଥିଲା ଟିକାକରଣ

ଜେରୁଜେଲମ,୯ା୬: କରୋନା ଅବଧି ସମୟରେ ଇସ୍ରାଏଲ ବିଶ୍ୱର ପ୍ରଥମ ମାସ୍କ ମୁକ୍ତ ଦେଶ ହେବ। ଏଠାରେ ବନ୍ଦ ସ୍ଥାନରେ ମାସ୍କ ପ୍ରୟୋଗ କରିବାର ନିୟମ ଜୁନ୍‌ ୧୫ରୁ ଶେଷ ହେବ। ଇସ୍ରାଏଲର ସ୍ବାସ୍ଥ୍ୟମନ୍ତ୍ରୀ ୟୁଲି ଏଡେଲଷ୍ଟାଇନ ଏହା ଘୋଷଣା କରିଛନ୍ତି। ଦେଶରେ…

ଚାଇନାର ହାତୀପଲ ସୋସିଆଲ ମିଡ଼ିଆରେ ଭାଇରାଲ: ୨୦ କୋଟିରୁ ଅଧିକ ଥର ଦେଖାଗଲାଣି…

ବେଜିଂ,୯।୬: ଏବେ ସୋସିଆଲ ମିଡ଼ିଆରେ ଚାଇନାର ଏକ ହାତୀପଲ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲଗେିଛି। ୧୫ ଜଣିଆ ହାତୀପଲ ଦୀର୍ଘ ଏକବର୍ଷ ଧରି ନିଜ ବାସସ୍ଥାନ ଛାଡ଼ି ଘୁରି ବୁଲୁଛନ୍ତି। ହାତୀପଲଙ୍କର ୨୫,୦୦୦ ଫଟୋ ସୋସିଆଲ୍‌ ମିଡ଼ିଆରେ ଅପଲୋଡ୍‌ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri