ଅନ୍ତର୍ଜାତୀୟ

ହାତରେ ମୋଦିଙ୍କ ଫଟୋ ଧରି ପ୍ରଦର୍ଶନ କଲେ ପାକିସ୍ତାନୀ

ସାନ୍ନ୍‌,୧୮।୧: ପାକିସ୍ତାନରେ ପ୍ରଦର୍ଶନକାରୀ ହାତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ଧରି ରାଲି କରିଛନ୍ତି। ସ୍ବତନ୍ତ ସିନ୍ଧ୍‌ ଦେଶ ଦାବି କରି ସାନ୍ନ୍‌ ସହରରେ ଏହି ପ୍ରଦର୍ଶନ କରାଯାଇଛି। ପୃଥିବୀର ବିଭିନ୍ନ ଦେଶର ନେତାଙ୍କ ଫଟୋ ଥିବା ପ୍ଲାକାର୍ଡ ଧରି ପ୍ରଦର୍ଶନକାରୀ…

ମୋଦିଙ୍କ ଆଭିମୁଖ୍ୟ ବଦଳିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୮ା୧: ଦୁଇଦିନ ପରେ ଆମେରିକାରେ କ୍ଷମତା ପରିବର୍ତ୍ତନ ହେବାକୁ ଯାଉଛି। ୨୦ ତାରିଖରେ ରିପବ୍ଲିକାନ୍‌ ନେତା ଡୋନାଲ୍ଡ ଟ୍ରମ୍ପ୍‌ ବିଦାୟ ନେବା ସହ ୭୮ ବର୍ଷୀୟ ଡେମୋକ୍ରାଟ୍‌ ଜୋ ବାଇଡେନ୍‌ ଦେଶର ୪୬ତମ ରାଷ୍ଟ୍ରପତି ଭାବେ ଶପଥ ନେବେ। ଗତ ନଭେମ୍ବରରେ…

ସୁପ୍ରିମକୋର୍ଟର ୨ ମହିଳା ବିଚାରପତିଙ୍କୁ ହତ୍ୟା

କାବୁଲ,୧୮ା୧: ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନରେ ଆତଙ୍କବାଦୀମାନେ ବର୍ବରତାର ସୀମା ଲଂଘିଛନ୍ତି। ରାଜଧାନୀ କାବୁଲରେ ସେମାନେ ରବିବାର ସୁପ୍ରିମକୋର୍ଟର ୨ ଜଣ ମହିଳା ବିଚାରପତିଙ୍କୁ ଗୁଳିକରି ହତ୍ୟା କରିଛନ୍ତି। ଏହି ଆକ୍ରମଣରେ ମହିଳା ବିଚାରପତିଙ୍କ କାର୍‌ ଡ୍ରାଇଭରଙ୍କ ସମେତ ଆଉ ଜଣେ କର୍ମଚାରୀ…

ଇସ୍ରାଇଲ: କରୋନା ଭାକ୍ସିନ ନେବା ପରେ ପାରାଲିସସ୍‌ର ସମ୍ମୁଖୀନ ହେଲେ ୧୩ ବ୍ୟକ୍ତି

ଜେରୁସେଲମ,୧୭।୧: ଇସ୍ରାଏଲରେ କରୋନା ଭାକ୍ସିନ ନେବା ପରେ ଅତିକମ୍‌ରେ ୧୩ ଜଣ ବ୍ୟକ୍ତିଙ୍କ ଠାରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖିବାକୁ ମିଳିଛି। କିଛି ଲୋକ ମଧ୍ୟମ ଧରଣର ମୁଖ ପାରାଲିସସ୍‌ (ପକ୍ଷାଘାତ)ର ସମ୍ମୁଖୀନ ହୋଇଥିବା ସ୍ପଷ୍ଟ କରିଛି ଦେଶର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ। ଏଭଳି…

ତାମିଲନାଡୁର ପବିତ୍ର ରଙ୍ଗୋଲିରେ ହେବ ବାଇଡେନ୍‌-ହାରିସଙ୍କ ଶପଥ ଗ୍ରହଣ ସମାରୋହର ଶୁଭାରମ୍ଭ

ୱାଶିଂଟନ,୧୭ ।୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ ଓ ଉପରାଷ୍ଟ୍ରପତି କମଲା ହାରିସଙ୍କ ଶପଥ ଗ୍ରହଣ ସହ ଜଡିତ ଅନଲାଇନ ସମାରୋହର ଆରମ୍ଭ ପରମ୍ପରାଗତ ଭାରତୀୟ ରଙ୍ଗୋଲି ସହ କରାଯିବ । ତାମିଲନାଡୁରେ କୋଲମ ନାମରେ ଜଣାଶୁଣା ଏହି…

ଭାରତୀୟଙ୍କ ସହ ବାଇଡେନଙ୍କ ରହିଛି ଏମିତି ସମ୍ପର୍କ, ନିଜେ କରିଛନ୍ତି ଖୁଲାସା

ଓ୍ବାଶିଂଟନ,୧୭।୧ : ଜୋ ବାଇଡେନ  ଜାନୁୟାରୀ ୨୦ ତାରିଖରେ ଆମେରିକାର ରାଷ୍ଟ୍ରପତି ପଦ ପାଇଁ ଶପଥ ନେବେ। ଶପଥ ନେବା ପୂର୍ବରୁ ବାଇଡେନଙ୍କ ସମ୍ପର୍କରେ ନୂଆ ନୂଆ କଥା ସବୁ ସାମ୍ନାକୁ ଆସୁଛି। ଯାହାକି ଆମେରିକାରେ ଖୁବ୍‌ ଚର୍ଚ୍ଚା ହେଉଛି। ଏହି…

୩୦ ଦିନରେ ୭୮୨ ଥର ଭୂକମ୍ପ: ଲୋକେ ଆତଙ୍କିତ

ଜାକର୍ତ୍ତା,୧୭।୧: ଇଣ୍ଡୋନେସିଆରେ ଘଟିଥିବା ଭୂକମ୍ପରେ ଇତିମଧ୍ୟରେ ମୃତ୍ୟୁ ସଂଖ୍ୟା ୫୬ ଛୁଇଁଛି। ସେହିପରି ଏହି ଘଟଣାରେ ଆହତଙ୍କ ସଂଖ୍ୟା ୮୦୦ ଟପିଛି। ସୁରକ୍ଷା ଦୃଷ୍ଟିରୁ ୧୫ ହଜାରରୁ ଅଧିକ ଲୋକଙ୍କୁ ପ୍ରଶାସନ ପକ୍ଷରୁ ସ୍ଥାନାନ୍ତର କରାଯାଇଛି। ଲଗାତାର ଭୂକମ୍ପ ଯୋଗୁ ଲୋକଙ୍କ…

ପ୍ରବଳ ଥଣ୍ଡାରେ କେ-୨ ଶୃଙ୍ଗ ଆରୋହଣ କରି ଇତିହାସ ରଚିଲେ ନେପାଳୀ ପର୍ବତାରୋହୀ

କାଠମାଣ୍ଡୁ,୧୭।୧: ଶୀତଦିନର ପ୍ରବଳ ଥଣ୍ଡାରେ ହିମାଳୟର କେ-୨ ଗିରିଶୃଙ୍ଗ ଆରୋହଣ କରି ୧୦ ଜଣ ନେପାଳୀ ପର୍ବତାରୋହୀ ଇତିହାସ ରଚିଛନ୍ତି। ଶୀତଦିନେ ଖରାପ ପାଗ ଯୋଗୁ ୮,୬୧୧ ମିଟର (୨୮,୨୫୧ ଫୁଟ) ଉଚ୍ଚ ଶିଖରରେ ପହଞ୍ଚିବା କଷ୍ଟକର ହୋଇଥାଏ। କାରାକୋରମ୍‌ ପର୍ବତର…

ବାଇଡେନ୍‌ଙ୍କ ପ୍ରଶାସନରେ ମୁଖ୍ୟ ଭୂମିକା ଗ୍ରହଣ କରିବେ ୨୦ ଭାରତୀୟ ବଂଶୋଦ୍ଭବ

ଓ୍ବାଶିଂଟନ,୧୭।୧: ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଜୋ ବାଇଡେନ୍‌ ଜାନୁୟାରୀ ୨୦ରେ ଶପଥ ନେବେ। ବାଇଡେନଙ୍କ ପ୍ରଶାସନରେ ମୁଖ୍ୟ ଭୂମିକା ଗ୍ରହଣ କରିବା ଲାଗି ଇତିମଧ୍ୟରେ ୨୦ ଜଣ ଭାରତୀୟ ବଂଶୋଦ୍ଭବଙ୍କୁ ମନୋନୀତ କରାଯାଇଛି। ସେମାନଙ୍କ ମଧ୍ୟରେ ୧୩ ଜଣ…

ଅଷ୍ଟ୍ରାଜେନିକାକୁ ମଞ୍ଜୁରୀ ଦେଲା ପାକିସ୍ତାନ

ଇସଲାମାବାଦ୍‌,୧୭।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ସରକାର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ କରୋନ ପ୍ରତିଷେଧକ ଟିକା ଅକ୍ସଫୋର୍ଡ-ଅଷ୍ଟ୍ରାଜେନିକାକୁ ମଞ୍ଜୁରୀ ମିଳିଛି। ଟିକାର ତୃତୀୟ ପର୍ଯ୍ୟାୟ ପରୀକ୍ଷା ଫଳାଫଳ ରିପୋର୍ଟ ଆଧାରରେ ଜରୁରିକାଳୀନ ସ୍ଥିତିରେ ଏହାର ବ୍ୟବହାର କରାଯିବା ଲାଗି ପାକିସ୍ତାନର…

ଜର୍ମାନ ଶାସକ ଦଳର ନୂଆ ନେତା ଅର୍ମିନ

ବର୍ଲିନ, ୧୭।୧: ଜର୍ମାନ ଚାନ୍‌ସେଲର ଆଞ୍ଜେଲା ମର୍କେଲ୍‌ଙ୍କ ସେଣ୍ଟର-ରାଇଟ୍‌ ପାର୍ଟି ଗଭର୍ଣ୍ଣର ଅର୍ମିନ ଲାସେଟ୍‌ଙ୍କୁ ଦଳର ନୂଆ ନେତା ଚୟନ କରିଛି। ନିର୍ବାଚନ ପୂର୍ବରୁ ନୂଆ ନେତା ଚୟନ ହୋଇଥିବାରୁ ସେ ପରବର୍ତ୍ତୀ ଚାନ୍‌ସେଲର ହୋଇପାରନ୍ତି କିମ୍ବା ଚାନ୍‌ସେଲର ନିର୍ବାଚନରେ ଗୁରୁତ୍ୱପୂର୍ଣ୍ଣ…

ଆମେରିକାରେ ସଶସ୍ତ୍ର ବିକ୍ଷୋଭ ଆଶଙ୍କା

ଓ୍ବାଶିଂଟନ, ୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବାବେଳେ ଜାନୁୟାରୀ ୬ ଭଳି ହିଂସାତ୍ମକ ବିକ୍ଷୋଭ ଓ ଟ୍ରମ୍ପ୍‌ ସପକ୍ଷ ରାଲି ବାହାରିବା ସମ୍ଭାବନା ଥିବାରୁ ୫୦ଟି ରାଜ୍ୟର ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ରାଜଧାନୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri