ଅନ୍ତର୍ଜାତୀୟ

ଏଲିଅନ୍‌ ଆତଙ୍କ: ଆମେରିକା ନୌବାହିନୀ ଯୁଦ୍ଧପୋତ ଉପରେ ଉଡ଼ିବୁଲିଲା ୧୪ ୟୁଏଫ୍‌ଓ…

ଓ୍ବାଶିଂଟନ,୩୦।୫: ଏଲିଅନ୍‌ଙ୍କୁ ନେଇ ଆମେରିକାର ଡେଲି ମେଲ୍‌ ଡଟ୍‌ କମ୍‌ରେ ଫିଲ୍ମ ମେକର ଜେରେମି କୋରଓ୍ବେଲଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ୪୬ ସେକେଣ୍ଡର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ଆମେରିକା ନୌବାହିନୀର ଯୁଦ୍ଧପୋତ ଉପରେ…

ଲୁଚାଛପାରେ ବିବାହ କଲେ ପ୍ରଧାନମନ୍ତ୍ରୀ: କେହି ବି ଜାଣି ପାରିଲେନି !…

ଲଣ୍ଡନ,୩୦।୫: କାହାକୁ ନ ଜଣାଇ ଲୁଚାଛପାରେ ବ୍ରିଟେନ୍‌ର ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ ବିବାହ କରିଛନ୍ତି। ୫୬ ବର୍ଷ ବୟସ୍କ ବୋରିସ୍‌ ପ୍ରେମିକା ୩୩ ବର୍ଷ ବୟସ୍କା କେରି ସାଇମଣ୍ଡସ୍‌ଙ୍କୁ ଅତି ଗୁପ୍ତ ଭାବେ ବିବାହ କରିଥିବା ଖବର ପ୍ରଚାର ହେବାରେ ଲାଗିଛି।…

ଲାଭା ଉଦ୍‌ଗିରଣ ଆଶଙ୍କା: ୪ ଲକ୍ଷଙ୍କୁ ସ୍ଥାନାନ୍ତର

କିନ୍‌ଶାସା, ୩୦ା୫: ଆଗ୍ନେୟ ଉଦ୍‌ଗିରଣ ଆଶଙ୍କାରେ ଡେମୋକ୍ରାଟିକ୍‌ ରିପବ୍ଲିକ୍‌ ଅଫ୍‌ କଙ୍ଗୋ (ଡିଆର୍‌ସି)ର ଗୋମାରୁ ୪ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ନାଇରାଗୋଙ୍ଗୋ ଆଗ୍ନେୟଗିରି ଉଦ୍‌ଗିରଣ ହେବାର ସମ୍ଭାବନା ଥିବାରୁ ଉତ୍ତର କିଭୁ ପ୍ରଦେଶର ମିଲିଟାରୀ ଗଭର୍ନର ଜେନେରାଲ…

ଥାଇଲାଣ୍ଡକୁ କଳାକୃତି ଫେରାଇଲା ଆମେରିକା

ଓ୍ବାଶିଂଟନ୍‌, ୩୦ା୫: ସାନ୍‌ଫ୍ରାନ୍ସିସ୍‌କୋ ଏସିଆନ୍‌ ଆର୍ଟ ମ୍ୟୁଜିୟମ୍‌ରେ ଶୋଭା ପାଉଥିବା ଦୁଇଟି ଧାର୍ମିକ ପ୍ରସ୍ତର କଳାକୃତିକୁ ଥାଇଲାଣ୍ଡକୁ ଫେରାଇଛି ଆମେରିକା। ୧୯୬୦ ଦଶକରେ ଭିଏତନାମ ଯୁଦ୍ଧବେଳେ ବେଆଇନ ଭାବେ ଏହାକୁ ଥାଇଲାଣ୍ଡରୁ ଅଣାଯାଇଥିଲା। ଏହି ଷ୍ଟୋନ୍‌ ଲିଣ୍ଟେଲ୍‌ସକୁ ଆମେରିକା ମ୍ୟୁଜିୟମ୍‌ରେ ରଖାଯାଇଥିଲା।…

କବରରେ ୨୧୫ ପିଲାଙ୍କ ଦେହାବଶେଷ

ଅଟାଓ୍ବା, ୩୦ା୫ :ଆଦିବାସୀଙ୍କ ଭାଷା, କଳା ସଂସ୍କୃତିକୁ ଧ୍ୱଂସ ଓ ସେମାନଙ୍କୁ ବିଲୁପ୍ତ କରିଦେବାକୁ ଚକ୍ରାନ୍ତ ହେଉଥିଲା। ଆଦିବାସୀ ପିଲାଙ୍କୁ ସେମାନଙ୍କ ଘରୁ ଜୋରଜବରଦସ୍ତ ନିଆଯାଇ ରେସିଡେନ୍ସିଆଲ ସ୍କୁଲରେ ଭର୍ତ୍ତି କରାଯାଉଥିଲା। ଛୋଟ ପିଲାମାନଙ୍କୁ ଶାରୀରିକ ନିର୍ଯାତନା ଏପରି କି ବଳାତ୍କାର…

ଶ୍ରୀଲଙ୍କାରେ ହୋଇପାରେ ଏସିଡ୍‌ ବର୍ଷା: ଅଧିକାରୀ

କଲମ୍ବୋ,୨୯ା୫: ସିଙ୍ଗାପୁରର ଫ୍ଲାଗ୍‌ କାର୍ଗୋ ଜାହାଜରୁ ନାଇଟ୍ରୋଜେନ ଡାଇଅକ୍ସାଇଡ ନିର୍ଗତ ହେବା ଦ୍ୱାରା ସାମାନ୍ୟ ଏସିଡ୍‌ ବର୍ଷା ହୋଇପାରେ ବୋଲି ଶ୍ରୀଲଙ୍କାର ସର୍ବୋଚ୍ଚ ପରିବେଶ ସଂସ୍ଥା ଚେତାବନୀ ଦେଇଛି। ଗତ ସପ୍ତାହରେ ଖରାପ ପାଗ ଯୋଗୁ କଲମ୍ବୋ ବେଳାଭୂମିରେ ମାଲବାହୀ ଜାହାଜ…

ଚାଇନା, କରୋନା ଉତ୍ପତ୍ତି ନେଇ ବିଶେଷଜ୍ଞଙ୍କୁ ଅନ୍ଧାରରେ ରଖିଥିଲା…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୫: କରୋନା ମହାମାରୀ ସଂକ୍ରମଣ ନେଇ ଚାଇନା ଅନ୍ତର୍ଜାତୀୟସ୍ତରରେ ଧୀରେଧୀରେ ଅଡୁଆରେ ପଡ଼ିବାରେ ଲାଗିଛି। ମହାମାରୀ ସଂକ୍ରମଣର ଗୁମର ଖୋଲିବାରେ ଲାଗିଛି। କରୋନା ମହାମାରୀର ଉତ୍ପତ୍ତି ନେଇ ଚାଇନା ପୃଥିବୀର ସମସ୍ତ ବିଶେଷଜ୍ଞଙ୍କୁ ଅନ୍ଧାରରେ ରଖିଥିଲା। ଏହା ସହିତ ସଂକ୍ରମଣ ସମ୍ପର୍କିତ…

୧.୫ ଡିଗ୍ରୀ ବଢ଼ିପାରେ ବିଶ୍ୱ ତାପମାତ୍ରା

ଜେନେଭା: ଆସନ୍ତା ୫ ବର୍ଷରେ ବିଶ୍ୱର ହାରାହାରି ତାପମାତ୍ରା ୧.୫ ଡିଗ୍ରୀ ସେଲ୍‌ସିୟସ୍‌ ବୃଦ୍ଧି ପାଇପାରେ। ୨୦୨୧ରୁ ୨୦୨୫ ମଧ୍ୟରେ ପ୍ରତିବର୍ଷ ତାପମାତ୍ରା ଅତି କମ୍‌ରେ ୧ ଡିଗ୍ରୀ ସେଲ୍‌ସିୟସ୍‌ ବଢ଼ିପାରେ ବୋଲି ଓ୍ବାଲର୍‌ଡ ମେଟେରୋଲୋଜି ଅର୍ଗାନାଇଜେଶନ (ଡବ୍ଲ୍ୟୁଏମ୍‌ଓ)ର ଏକ ଅଧ୍ୟୟନରୁ…

ପୁଣି ବିପଦ ମାଡ଼ି ଆସୁଛି: ଭାକ୍ସିନ୍‌ ନେବା ପରେ ବି ତୃତୀୟ ଲହର ଭୟ…

ଲଣ୍ଡନ,୨୯।୫: ପୁଣି ବିପଦ ମାଡ଼ି ଆସୁଛି। କରୋନାରେ ଦ୍ୱିତୀୟ ଲହର ଯୋଗୁ ପୃଥିବୀରେ ବହୁ ଦେଶରେ ସ୍ଥିତି ଅଣାୟତ୍ତ ହୋଇଛି। ଏବେ ବ୍ରିଟେନ୍‌ରେ କରୋନା ମହାମାରୀର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି। ଦେଶରେ ଭାକ୍ସିନ୍‌ ପ୍ରଦାନ…

କୋଭିଡ୍‌ ପାଇଁ ମାସେ ଘୁଞ୍ଚତ୍ଲା ଓସ୍କାର

କୋଭିଡ୍‌ ମହାମାରୀ କାରଣରୁ ଓସ୍କାର ଫିଲ୍ମୋତ୍ସବ-୨୦୨୨କୁ ଗୋଟିଏ ମାସ ଘୁଞ୍ଚାଇ ଦିଆଯାଇଛି। ଏକାଡେମୀ ଅଫ୍‌ ମୋଶନ ପ୍ରିକ୍‌ଚର ଆଟର୍‌ସ ଆଣ୍ଡ୍‌ ସାଇନ୍ସ (ଏଏମ୍‌ପିଏଏସ୍‌) ଏହି ନିଷ୍ପତ୍ତି ନେଇଛି। ଏହି ପୁରସ୍କାର ବିତରଣୀ ଉତ୍ସବ ୨୦୨୨ ଫେବୃୟାରୀ ୨୭ରେ ହେବାକୁ ପୂର୍ବରୁ ସ୍ଥିର…

‘ଜନ୍‌ ଓ୍ବିକ୍‌’ରେ ରିନା ସ୍ବୟଂମା

ଜାପାନରେ ଜନ୍ମିତ ବ୍ରିଟିଶ୍‌ ପପ୍‌ ସୁପରଷ୍ଟାର ରିନା ସ୍ବୟଂମା ଗୀତ ଗାଇବା ପରେ ଏବେ ଅଭିନୟ ଜଗତରେ ପାଦ ଥାପିଛନ୍ତି। ତାଙ୍କୁ କେଆନୁ ରିଭେସ୍‌ ଷ୍ଟାରର୍‌ ‘ଜନ୍‌ ଓ୍ବିକ୍‌: ଚାପ୍ଟର ୪’ରେ ଦେଖିବାକୁ ମିଳିବ। ଏହି ସିରିଜ୍‌ର ପୂର୍ବ ୩ଟି ଚାପ୍ଟର…

 ୧୨ରୁ ୧୫ ବର୍ଷର ପିଲାଙ୍କ ପାଇଁ ୟୁରୋପରେ ଫାଇଜରକୁ ମିଳିଲା ଅନୁମତି

ଦ ହେଗ (ନେଦରଲାଣ୍ଡ୍ସ),୨୮ା୫- ୧୨ରୁ ୧୫ ବର୍ଷର ପିଲାଙ୍କ ଠାରେ ଫାଇଜର/ବାୟୋଏନ୍‌ଟେକ୍‌ର କରୋନା ଭାଇରସ ଟିକାକୁ ବ୍ୟବହାର ଲାଗି ଶୁକ୍ରବାର ଅନୁମତି ଦେଇଛି ୟୁରୋପର ଡ୍ରଗ ଓ୍ବାଚଡଗ। ଏହି ବୟସ ବର୍ଗଙ୍କ ପାଇଁ ଅନୁମତି ପାଇବାରେ ଫାଇଜର ବିଶ୍ୱରେ ପ୍ରଥମ ଟିକା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri