ଅନ୍ତର୍ଜାତୀୟ

ଜନଗହଳି ସମ୍ପର୍କରେ ସୂଚନା ଦେବ ଆପ୍‌: ଓଡ଼ିଆ ଉଦ୍ୟୋଗୀଙ୍କ କୃତିତ୍ୱ

ଲଣ୍ଡନ, ୨୭।୭: ପୃଥିବୀରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସାମାଜିକ ଦୂରତା ବଜାୟ ରଖିବା ଅପରିହାର୍ଯ୍ୟ ହୋଇପଡ଼ିଛି। ତେବେ କେଉଁ ସ୍ଥାନରେ ଜନଗହଳି ରହିଛି ସେ ସମ୍ପର୍କରେ ସୂଚନା ଦେବା ପାଇଁ ଏକ ଆପ୍‌ ବିକଶିତ କରାଯାଇଛି।...

ଶତ୍ରୁଙ୍କୁ ମୁହଁତୋଡ଼ ଜବାବ ଦେବା ପାଇଁ ଭାରତ ଅଭିମୂଖେ ରାଫାଲ

ପ୍ୟାରିସ,୨୭।୭: ବହୁ ଦିନ ଅପେକ୍ଷାର ଅନ୍ତ ଘଟିଛି। ଶତ୍ରୁଙ୍କୁ ମୁହଁତୋଡ଼ ଜବାବ ଦେବା ପାଇଁ ଭାରତୀୟ ବାୟୁସେନାରେ ଖୁବଶୀଘ୍ର ସାମିଲ ହେବାକୁ ଯାଉଛି ରାଫାଲ ଯୁଦ୍ଧ ବିମାନ। ଏଥିପାଇଁ ଫ୍ରାନ୍ସରୁ ସୋମବାର ୫ଟି ରାଫାଲ ଯୁଦ୍ଧ ବିମାନ ଭାରତ ଅଭିମୁଖେ...

ଏପ୍ରିଲ ପରେ ଚାଇନାରେ ଏବେ ଚିହ୍ନଟ ହେଲେ ସର୍ବାଧିକ କରୋନା ସଂକ୍ରମିତ

ବେଜିଂ,୨୭।୭: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଏବେ ସାରା ବିଶ୍ୱର ଚିନ୍ତା ବଢାଇ ଦେଇଛି। କରୋନା ଭାଇରସ କବଳରେ ବିଶ୍ୱର କୋଟି କୋଟି ଲୋକ ପ୍ରାଣ ହରାଇଥିବା ବେଳେ କୋଟି କୋଟି ଲୋକ ସଂକ୍ରମିତ ମଧ୍ୟ...

ମାଗଣାରେ କରାଯିବ କରୋନା ଟେଷ୍ଟ: ପୂର୍ବ ରୋଗୀ ଫେରିପାଇବେ ଅର୍ଥ

ପ୍ୟାରିସ,୨୭।୭: କରୋନା ଭାଇରସର ସଂକ୍ରମଣ ବିକଶିତ ଦେଶର ସ୍ବାସ୍ଥ୍ୟ ବ୍ୟବସ୍ଥା ଉପରେ ବି ବହୁ ପ୍ରଭାବ ପକାଇଛି। ଫ୍ରାନ୍ସରେ କରୋନା ସଂକ୍ରମଣ ଏକ ପ୍ରକାର ଦେଶର ଅର୍ଥନୀତିକୁ ଦୋହଲାଇ ଦେଇଥିବା ବେଳେ ଏଠାରେ ସଂକ୍ରମଣ ଓ ମୃତ୍ୟୁ ହାର ସମସ୍ତଙ୍କୁ...

ଏହି ଦେଶରେ ଚିହ୍ନଟ ହେଲେ ପ୍ରଥମ କରୋନା ପଜିଟିଭ: ମାସ୍କ ନ ପିନ୍ଧିଲେ ମିଳୁଛି ଏପରି ଦଣ୍ଡ…

ସିଓଲ, ୨୭।୭: ସମଗ୍ର ଦେଶରେ ମହାମାରୀ କରୋନା ସଂକ୍ରମଣ ବଢ଼ିଚାଲିଛି। ଆମେରିକା ଭଳି ଏକ ଶକ୍ତିଶାଳୀ ଦେଶଠାରୁ ଆରମ୍ଭ କରି ଆଫ୍ରିକା ପର୍ଯ୍ୟନ୍ତ ଏହା ବିପଦ ସୃଷ୍ଟି କରିସାରିଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ...

ଚାଇନା ବୁଦ୍ଧି ଶିଖିଲା: ଅଧାବାଟରେ ଅଟକିଲା ଏସ୍‌-୪୦୦ ମିଜାଇଲ୍‌ ଡିଫେନ୍ସ୍‌ ସିଷ୍ଟମ

ବେଜିଂ/ମସ୍କୋ, ୨୭।୭: ଚାଇନା ଏବେ ବୁଦ୍ଧି ଶିଖିଛି। ରୁଷ୍‌ ପକ୍ଷରୁ ଚାଇନାକୁ ଏସ୍‌-୪୦୦ ମିଜାଇଲ୍‌ ଡିଫେନ୍ସ୍‌ ସିଷ୍ଟମ୍‌ ଯୋଗାଇଦେବା ନେଇ ଚୁକ୍ତି ହୋଇଥିଲା। ତେବେ ଏହାର ଡେଲିଭରୀ ଦେବାକୁ ରୁଷ୍‌ ଏବେ ମନା କରିଛି। ଏହାପଛର କାରଣ ମଧ୍ୟ ରୁଷ୍‌...

ଲୋକେ ଭକୁଆ: କରୋନା ଟୀକାର ଦେଖାନାହିଁ, ଅଫିସରଙ୍କ ପକେଟ ଗରମ

ଓ୍ବାଶିଂଟନ, ୨୭।୭: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। କରୋନା ପ୍ରତିଷେଧକ ଟୀକା ଆଶାରେ ସାଧାରଣ ଲୋକଙ୍କ ଜୀବନ ବିତୁଛି। କେବେ ଟୀକା ଆସିବ ମଣିଷ ମହାମାରୀ ସମସ୍ୟାରୁ ମୁକ୍ତି ପାଇବ, ସେନେଇ ଲୋକେ ଆଶାବାନ୍ଧି...

ମାଡ଼ି ଆସୁଛି ମହାବିପଦ: ଦବିଯିବ ପୃଥିବୀ

ଓ୍ବାଶିଂଟନ, ୨୭।୭: ପୃଥିବୀରେ କରୋନା ମହାମାରୀ ନେଇ ଆତଙ୍କ ଦେଖାଦେଇଛି। କରୋନା ପରେପରେ ଆଗାମୀ ୨୦ ବର୍ଷ ମଧ୍ୟରେ ପୃଥିବୀ ପାଇଁ ମହାବିପଦ ମାଡ଼ିଆସୁଛି ବୋଲି ପରିବେଶ ବିଜ୍ଞାନୀମାନେ ଆଶଙ୍କା ବ୍ୟକ୍ତ କରିଛନ୍ତି। ୨୦୪୦ ସୁଦ୍ଧା ପୃଥିବୀ ୧୩୦ କୋଟି...

ଭୟଙ୍କର ରୂପ ନେଇଛି ‘ହନ୍ନା’: ୧୪୫ କିଲୋମିଟର ବେଗରେ ବହୁଛି ପବନ

ଟେକ୍ସାସ,୨୭।୭: ଗୋଟିଏ ପଟେ ଆମେରିକାରେ କରୋନା ମହାମାରୀ ସାଧାରଣ ଜୀବନଯାତ୍ରାକୁ ଅସ୍ତବ୍ୟସ୍ତ କରି ଦେଇଥିବା ବେଳେ ଅନ୍ୟପଟେ ଦାଉ ସାଧିଛି ସାମୁଦ୍ରିକ ଝଡ଼ ‘ହନ୍ନା’। ଏହା ବେଡ଼ି ଉପରେ କୋରଡା ମାଡ଼ ଭଳି ହୋଇଛି ଆମେରିକାବାସୀଙ୍କ ପାଇଁ। ସାମୁଦ୍ରିକ ଝଡ଼...

ଚାଇନାକୁ ଦୁଃଖ ଦେଇଛି ୟାଙ୍ଗ୍‌ଜି

ବେଜିଂ/ଓ୍ବାଶିଂଟନ,୨୭ା୭ :କେନ୍ଦ୍ରୀୟ ଚାଇନାରେ ଦେଶର ଦୀର୍ଘତମ ନଦୀ ‘ୟାଙ୍ଗଜି’ ପ୍ରୟଙ୍କରୀ ବନ୍ୟା ଆଣିଛି। ଜୁନ୍‌ ପହିଲାରୁ ଲଗାଣ ବର୍ଷା ଫଳରେ ନଦୀର ଜଳସ୍ତର ୫୦ ଫୁଟ ବୃଦ୍ଧି ପାଇଛି। ଏଥିରେ ୨୪ଟି ରାଜ୍ୟର ୪୦ ନିୟୁତ ଲୋକ ପ୍ରଭାବିତ ଓ...

ଉପକୂଳ ଛୁଇଁଲା ସାମୁଦ୍ରିକ ଝଡ଼: ହୋଇପାରେ ବହୁ ପରିମାଣରେ କ୍ଷୟକ୍ଷତି

ଓ୍ବାଶିଂଟନ,୨୬।୭: ଆମେରିକା ଉପକୂଳରେ ଆସିଥିବା ସାମୁଦ୍ରିକ ଝଡ଼ ‘ହନ୍ନା’ ଭୟଙ୍କର ରୂପ ଧାରଣ କରି ସାରିଛି। ଭାରତୀୟ ସମୟ ଅନୁଯାୟୀ ଜୁଲାଇ ୨୬ ସକାଳ ସମୟରେ ଏହା ଟେକ୍ସାସ ଉପକୂଳ ଛୁଇଁଛି। ପାଣିପାଗ ବିଭାଗ ଏହାକୁ ନେଇ ଅନୁମାନ କରିଛି...

ଗଭର୍ନରଙ୍କ ଗିରଫ ପ୍ରତିବାଦରେ ରୁଷିଆରେ ବିକ୍ଷୋଭ

ଖବରୋଭସ୍କ,୨୬ା୭: ଏକ ହତ୍ୟା ଅଭିଯୋଗରେ ରୁଷିଆର ଆଞ୍ଚଳିକ ଗଭର୍ନର ସେର୍‌ଗେଇ ଫୁର୍‌ଗାଲଙ୍କୁ ଗିରଫ କରାଯିବା ପ୍ରତିବାଦରେ ଶନିବାର ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକ ରାଜରାସ୍ତାକୁ ଓହ୍ଲାଇଥିଲେ। ଚାଇନା ସୀମାକୁ ଲାଗିଥିବା ରୁଷିଆର ଖବରରୋଭସ୍କ ସହରରେ ସେମାନେ ବିଶାଳ ପ୍ରତିବାଦ ଶୋଭାଯାତ୍ରା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri