ଋଣଜାଲରେ ବିକାଶଶୀଳ ରାଷ୍ଟ୍ର
ନୂଆଦିଲ୍ଲୀ/ବେଜିଂ,୨୩ା୭: ବିକାଶଶୀଳ ଦେଶଗୁଡ଼ିକୁ ଚାଇନା ଦେଉଥିବା ଋଣର ଅଧା ହେଉଛି ହିଡେନ କେଡିଟ୍ସ (ଲୁକ୍କାୟିତ କରଜ)। ହାଭାର୍ଡ ୟୁନିଭର୍ସିଟିର ଜଣାଶୁଣା ଋଣ ବିଶେଷଜ୍ଞ କାର୍ମେନ ରିନ୍ହାର୍ଟ ଏବଂ କେଇଲ୍ ଇନ୍ଷ୍ଟିଚ୍ୟୁଟ୍ର ଖ୍ରିଷ୍ଟୋଫ୍ ଟ୍ରେବେସ୍କ ଓ ସେବାସ୍ତିଆନ୍ ହର୍ନ ବିଶ୍ଳେଷଣ କରି...
ଭୂକମ୍ପରେ ଥରିଲା ଆଲାସ୍କା
ଓ୍ବାଶିଂଟନ୍,୨୨।୭: ଆମେରିକା ଆଲାସ୍କାରେ ବୁଧବାର ଏକ ଶକ୍ତିଶାଳୀ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୭.୮ ରହିଥିଲା। ଆଙ୍କରେଜ୍ର ଦକ୍ଷିଣପଶ୍ଚିମରୁ ୫୦୦ମାଇଲ ଓ ପେରୀଭିଲ୍ର ଦକ୍ଷିଣ ଓ ଦକ୍ଷିଣ ପୂର୍ବ ୬୦ମାଇଲ୍ ଦୂରରେ ଏହାର କେନ୍ଦ୍ରର...
ଘରେ ସୁରକ୍ଷିତ ରହୁଥିଲେ ବି ହେବ କରୋନା! ଜାଣନ୍ତୁ କେମିତି
ଘରେ ବସି ମଧ୍ୟ ଜଣେ କରୋନା ଭାଇରସ ସଂକ୍ରମିତ ହେବାର ସମ୍ଭାବନା ରହିଛି। ଦକ୍ଷିଣ କୋରିଆର ବୈଜ୍ଞାନିକମାନେ ଏହା ପ୍ରକାଶ କରିଛନ୍ତି। ଦକ୍ଷିଣ କୋରିଆର ବୈଜ୍ଞାନିକମାନେ କହିଛନ୍ତି ଯେ କରୋନା ଘରୋଇ ସାମଗ୍ରୀ ଏବଂ ବାହାରୁ ଆସୁଥିବା ସାମଗ୍ରୀରୁ ଜରିଆରେ...
ପୁଣି ମାଡ଼ିଆସୁଛି ବିପଦ: ଭାରତରେ ମିଳିବନି ଦୁଇବେଳା ଦୁଇମୁଠା
ଜେନେଭା, ୨୨।୭: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାପଛକୁ ପୁଣି ଏକ ନୂଆ ବିପଦ ପୃଥିବୀ ଉପରେ ମାଡ଼ିଆସିବ ବୋଲି ବିଶ୍ୱ ପାଣିପାଗ ସଂଗଠନ(ଡବ୍ଲ୍ୟୁଏମ୍ଓ) ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହି ନୂଆ ବିପଦ ପଙ୍ଗପାଳଙ୍କ ଯୋଗୁ...
ଚାଇନାକୁ ଆଉ ଏକ ଝଟ୍କା : ବିଗୋ ଆପ୍ ଉପରେ ପାକିସ୍ତାନ ଲଗାଇଲା ପ୍ରତିବନ୍ଧକ
ଇସ୍ଲାମାବାଦ,୨୧।୭: ଚାଇନାକୁ ଗୋଟିଏ ପରେ ଗୋଟିଏ ଝଟ୍କା ଲାଗୁଛି। ପାକିସ୍ତାନ ଟେଲି କମ୍ୟୁନିକେଶନ ପ୍ରାଧିକାରଣ(ପିଟିଏ)ଲାଇଭ୍ ଷ୍ଟ୍ରିମିଙ୍ଗ ଆପ୍ ବିଗୋ ଉପରେ ପ୍ରତିବନ୍ଧକ ଲଗାଇ ଦେଇଛି। ଏହାସହ ଟିକ୍ଟକ୍କୁ ଚେତାବନୀ ଦେଇ କହିଛି ଏହି ଆପ୍ରେ ଅଶ୍ଳୀଳତାକୁ ନିୟନ୍ତ୍ରଣ କରିବାକୁ ଏକ...
୩ ମାସ ପୂର୍ବରୁ ଧନୀଙ୍କୁ ମିଳିଛି କରୋନା ଟୀକା: ଗରିବଙ୍କୁ ମିଳିବ କେବେ
ମସ୍କୋ, ୨୧।୭: କରୋନା ମହାମାରୀ ନେଇ ପୃଥିବୀରେ ସଙ୍କଟ ଜାରି ରହିଛି। ରୁଷ୍ରେ କରୋନା ସଂକ୍ରମଣ ସ୍ଥିତି ମଧ୍ୟ ଜଟିଳ ହେବାରେ ଲାଗିଛି। ତେବେ ଗଣମାଧ୍ୟମ ସଂସ୍ଥା ବ୍ଲୁମ୍ବର୍ଗ ପକ୍ଷରୁ ପ୍ରକାଶିତ ରିପୋର୍ଟ ନେଇ ଏବେ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ...
ହ୍ବାଇଟ ହାଉସରେ ରୋଷେଇ ଦାୟିତ୍ୱ ନେଇଛନ୍ତି ମେଲାନିଆ
ଓ୍ବାଶିଂଟନ,୨୧।୭: କରୋନା ଭାଇରସ ମହାମାରୀ ସମୟରେ ଏବେ ଦ୍ୱିପ୍ରହର ରୋଷେଇର ଦାୟିତ୍ୱ ନେଇଛନ୍ତି ଆମେରିକାର ଫାଷ୍ଟ ଲେଡି ତଥା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ। ଆମେରିକାର ରାଜଧାନୀ ଓ୍ବାଶିଂଟନ ଡିସିରେ ଥିବା ଓ୍ବାଇଟ ହାଉସ ଗରିବ ଲୋକଙ୍କୁ...
ଚଳିତ ବର୍ଷ ମାତ୍ର ହଜାରେ ତୀର୍ଥଯାତ୍ରୀ କରିପାରିବେ ହଜ୍ଯାତ୍ରା
ରିୟାଦ,୨୧।୭: ସାଉଦି ଆରବର ମକ୍କା ସହରକୁ ପ୍ରତିବର୍ଷ ବିଭିନ୍ନ ଦେଶରୁ ୨୫ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ହଜ୍ଯାତ୍ରା ପାଇଁ ଆସିଥାନ୍ତି। ହେଲେ ଚଳିତ ବର୍ଷ କରୋନା ମହାମାରୀକୁ ଦୃଷ୍ଟିରେ ରଖି ତୀର୍ଥଯାତ୍ରାର ନିୟମରେ କିଛିଟା ପରିବର୍ତ୍ତନ କରାଯାଇଛି। ଜୁଲାଇ ୨୯ରୁ ଆରମ୍ଭ...
ରାବଣ ପୃଥିବୀର ପ୍ରଥମ ବିମାନ ପାଇଲଟ: ଦାବି କଲେ ଶ୍ରୀଲଙ୍କା ସରକାର
କଲମ୍ବୋ, ୨୧।୭: ପୃଥିବୀରେ କିଏ ପ୍ରଥମେ ବିମାନ ଉଡ଼ାଇଥିଲେ। ଏଭଳି ପ୍ରଶ୍ନ ନେଇ ଶ୍ରୀଲଙ୍କା ସରକାର ଏକ ଅଜବ ଉତ୍ତର ଦେଇଛନ୍ତି। ଶ୍ରୀଲଙ୍କା ସରକାର କହିଛନ୍ତି ଯେ, ରାକ୍ଷସରାଜ ରାବଣ ପ୍ରଥମେ ପୁଷ୍ପକ ବିମାନ ନାମକ ଯାନ ଆକାଶରେ ଉଡ଼ାଉଥିବା...
ନିର୍ଣ୍ଣାୟକ ହୋଇପାରେ କୋଭିଡ୍ ପରିଚାଳନା
ଓ୍ବାଶିଂଟନ,୨୧ା୭(ପି.ଟି.): ନଭେମ୍ବରରେ ହେବାକୁ ଥିବା ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ୍ ପୁନର୍ବାର ନିର୍ବାଚିତ ହେବା କଷ୍ଟକର ହୋଇପାରେ ବୋଲି କୁହାଯାଉଛି। କାରଣ ଆପ୍ରୁଭାଲ ରେଟିଂରେ ସେ ଡେମୋକ୍ରାଟ ପ୍ରାର୍ଥୀ ଜୋ ବିଡେନଙ୍କଠାରୁ ପଛରେ ପଡ଼ିଯାଇଛନ୍ତି। ଓ୍ବାଶିଂଟନ ପୋଷ୍ଟ ଏବଂ...
ପାଞ୍ଚମାସ ପରେ ସିନେମା ହଲ୍ର ଦୃଶ୍ୟ ଥିଲା ଏଭଳି
ବେଜିଂ,୨୦।୭: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱର ମୁଣ୍ଡ ବିଗାଡି ସାରିଲାଣି। ଗତବର୍ଷ ଡିସେମ୍ବରରେ କରୋନା ପ୍ରଥମ କରି ଚାଇନାରେ ଦେଖା ଦେଇଥିବା ବେଳେ ଏବେ ଏହା ସାରା ବିଶ୍ୱକୁ ବ୍ୟାପି ସାରିଛି।...
ହାର ମାନିବାକୁ ପ୍ରସ୍ତୁତ ନୁହଁନ୍ତି ଟ୍ରମ୍ପ!
ଓ୍ବାଶିଂଟନ,୨୦।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିର୍ବାଚନରେ ହାରି ଯିବାର ସ୍ଥିତିକୁ ନେଇ ଏମିତି କଥା କହିଛନ୍ତି ଯାହା ସମସ୍ତଙ୍କୁ ଚମକାଇ ଦେଇଛି। ସେ କହିଛନ୍ତି ନିର୍ବାଚନରେ ସେ ହାରିବାର ନାହିଁ ଯଦି ସେମିତି କିଛି ପିରିସ୍ଥିତି ଉପୁଜିଲା ତେବେ...
Archives


