‘ସମସ୍ତେ ମୋ ପୁଅ ପରି ପୁଅ ଚାହିଁବେ’, ସିଡ଼ନୀ ଆକ୍ରମଣ ପରେ ଏମିତି କହିଲେ ଆତଙ୍କବାଦୀଙ୍କ ମା’
ସିଡ଼ନୀ,୧୫।୧୨: ଅଷ୍ଟ୍ରେଲିଆ ସିଡନୀର ବଣ୍ଡି ବିଚରେ ଏକ ଯିହୂଦୀ ଉତ୍ସବ ପାଇଁ ପ୍ରସ୍ତୁତି ସମୟରେ ଲୋକମାନଙ୍କୁ ଗୁଳି କରାଯାଇଥିଲା। ଏହି ଆକ୍ରମଣରେ ଅତି କମରେ ୧୫ ଜଣ ଲୋକ ପ୍ରାଣ ହରାଇଥିଲେ। ଯାହାର ତଦନ୍ତ ଆରମ୍ଭ ହୋଇଛି। ପ୍ରାରମ୍ଭିକ ତଦନ୍ତ ପରେ…
ମୁସଲମାନ ଗୃହମନ୍ତ୍ରୀଙ୍କ ପାଇଁ ବ୍ରିଟେନରୁ ବାହାରିବେ ଲକ୍ଷ ଲକ୍ଷ ମୁସଲମାନ! ଭାରତ ଉପରେ କେମିତି ପଡ଼ିବ ପ୍ରଭାବ ଜାଣନ୍ତୁ
ଲଣ୍ଡନ,୧୫।୧୨: ବ୍ରିଟେନର ଏକ ନୂଆ ରିପୋର୍ଟରେ ଚେତାବନୀ ଦିଆଯାଇଛି ଯେ ବର୍ତ୍ତମାନର ଆଇନ ଅନୁଯାୟୀ, ପ୍ରାୟ ୯ ନିୟୁତ ଲୋକ, ଅର୍ଥାତ ଦେଶର ଜନସଂଖ୍ୟାର ୧୩ ପ୍ରତିଶତ, ସେମାନଙ୍କର ବ୍ରିଟିଶ ନାଗରିକତା ହରାଇପାରନ୍ତି। ଏହି ରିପୋର୍ଟ ଦୁଇଟି ସଂଗଠନ, ରନନିମେଡ ଟ୍ରଷ୍ଟ…
ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର
ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ ପ୍ରକାଶିତ ରିପୋର୍ଟରୁ ଏହା ଜଣାପଡ଼ିଛି। ୟୁନିଭର୍ସିଟିଜ୍ ଗ୍ଲୋବାଲ ଏଆଇ ଭାଇବ୍ରାନ୍ସ ଟୁଲ୍ସ ଭିଜୁଅଲ କ୍ୟାପିଟାଲିଷ୍ଟ…
Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ
ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ ସାହାସୀ ନିରସ୍ତ୍ର ଯୁବକଙ୍କ ବୀରତ୍ୱପୂର୍ଣ୍ଣ କାର୍ଯ୍ୟ ଅନେକ ଲୋକଙ୍କ ଜୀବନ ବଞ୍ଚାଇ ଦେଇଛି, ଯାହାର…
ଇହୁଦୀ ପର୍ବ ପାଳନ ବେଳେ ବିଚରେ ଫାୟାରିଂ, ୧୦ ମୃତ
ନୂଆଦିଲ୍ଲୀ,୧୪।୧୨: ଆଜି ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚ୍ରେ ସ୍ପଷ୍ଟ ଦିବାଲୋକରେ ଗୁଳିମାଡ଼ ଘଟିଛି। ଦୁଇଜଣ ସଶସ୍ତ୍ର ଆକ୍ରମଣକାରୀ ସାଧାରଣ ଲୋକଙ୍କ ଉପରେ ଅତର୍କିତ ଗୁଳିଚାଳନା କରିଥିଲେ। ଏହି ଗଣ ଗୁଳିକାଣ୍ଡରେ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି ।…
ଇସ୍ରାଏଲ ଆକ୍ରମଣରେ ହମାସର ଟପ୍ କମାଣ୍ଡର ନିହତ, ଡ୍ରୋନ ସାହାଯ୍ୟରେ କାରକୁ କଲା ଟାର୍ଗେଟ
ଜେରୁଜେଲମ,୧୪।୧୨: ଇସ୍ରାଏଲ ଗାଜାରେ ଜଣେ ଶୀର୍ଷ ହମାସ କମାଣ୍ଡରଙ୍କୁ ହତ୍ୟା କରିଛି। ଇସ୍ରାଏଲ ଦାବି କରିଛି ଯେ ଦକ୍ଷିଣ ଗାଜାରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ହମାସର ଶୀର୍ଷ କମାଣ୍ଡର ରାଏଦ ସଇଦଙ୍କ ମୃତ୍ୟୁ ହୋଇଛି। ତଥାପି, ହମାସ ଏପର୍ଯ୍ୟନ୍ତ ଏହାକୁ ନିଶ୍ଚିତ…
‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା
ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି ଅଡିଓରେ, ମାସୁଦ ଆଝାର ପ୍ରଥମ ଥର ପାଇଁ ସ୍ବୀକାର କରିଛନ୍ତି ଯେ ୧୯୯୦ ଦଶକରେ,…
ଭାରତ ଉପରୁ ଟାରିଫ୍ ହଟାଯାଉ
ଓ୍ବାଶିଂଟନ,୧୪ା୧୨: ଭାରତରୁ ଆମଦାନୀ ସାମଗ୍ରୀ ଉପରେ ୫୦ ପ୍ରତିଶତ ଟାରିଫ୍ ଲଗାଯିବାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଜାତୀୟ ଏମର୍ଜେନ୍ସି ଘୋଷଣା ବୋଲି ଆମେରିକା ହଉସ୍ ଅଫ୍ ରିପ୍ରେଜେଣ୍ଟେଟିଭ୍ର ୩ ଜଣ ସଦସ୍ୟ କହିବା ସହ ଏହାକୁ ରଦ୍ଦ କରିବା ପାଇଁ ଶୁକ୍ରବାର…
ପାକିସ୍ତାନ ୟୁନିଭରସିଟିରେ ଏଣିକି ପଢାଯିବ ମହାଭାରତ ଓ ଗୀତା, ବଡ଼ ନିଷ୍ପତ୍ତି ନେଲେ…
ଇସଲାମବାଦ,୧୩।୧୨: ବିଭାଜନ ପରେ ପ୍ରଥମ ଥର ପାଇଁ, ପାକିସ୍ତାନର ଏକ ବିଶ୍ୱବିଦ୍ୟାଳୟରେ ପ୍ରାଚୀନ ଭାଷା ସଂସ୍କୃତର ଆନୁଷ୍ଠାନିକ ଶିକ୍ଷାଦାନ ଆରମ୍ଭ ହୋଇଛି। ଏହି ପଦକ୍ଷେପ ଲାହୋର ବିଶ୍ୱବିଦ୍ୟାଳୟ ପରିଚାଳନା ବିଜ୍ଞାନ (LUMS) ଦ୍ୱାରା ନିଆଯାଇଛି। ଏହି ପାଠ୍ୟକ୍ରମରେ ସଂସ୍କୃତ ଭାଷା ସହିତ…
ଆମେରିକାରେ ଅଶାନ୍ତି! ଟ୍ରମ୍ପଙ୍କ ନିଷ୍ପତ୍ତି ବିରୋଧରେ ଅଦାଲତରେ ୨୦ ରାଜ୍ୟ
ନୂଆଦିଲ୍ଲୀ,୧୩।୧୨: ଟ୍ରମ୍ପ ପ୍ରଶାସନର ନୂତନ H-1B ଭିସା ଆବେଦନ ଉପରେ ୧୦୦,୦୦୦ ଶୁଳ୍କ ଲାଗୁ କରିବାର ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଆମେରିକାର ୨୦ଟି ରାଜ୍ୟ ଏକ ମାମଲା ଦାୟର କରିଛନ୍ତି । ରାଜ୍ୟଗୁଡ଼ିକ ଯୁକ୍ତି ଦେଇଛନ୍ତି ଯେ ଏହି ନୀତି ବେଆଇନ…
ପୁଟିନ୍ଙ୍କୁ ଭେଟିବାକୁ ଯାଇ ପାକ୍ ପ୍ରଧାନମନ୍ତ୍ରୀ ହଟହଟା, ୪୦ ମିନିଟ୍ ଅପେକ୍ଷା କରି…
ନୂଆଦିଲ୍ଲୀ,୧୩ା୧୨: ତୁର୍କମେନିସ୍ତାନରେ ଶୁକ୍ରବାର ଏକ ଅନ୍ତର୍ଜାତୀୟ ଫୋରମ୍ର ୩୦ତମ ବାର୍ଷିକୀ ପାଳନ ଅବସରରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କୁ ଭେଟିବା କାର୍ଯ୍ୟକ୍ରମ ଥିଲା। ପୁଟିନ୍ ସେଠାରେ ଶରିଫ୍ଙ୍କୁ ୪୦ ମିନିଟ୍ରୁ ଊର୍ଦ୍ଧ୍ୱ ସମୟ ଅପେକ୍ଷା କରାଇବା…
GEN-Z ବିଦ୍ରୋହ ପାଇଁ ନେପାଳକୁ ଦେବାକୁ ପଡ଼ିଲା ବହୁମୂଲ୍ୟ, ୪୨ ବିଲିୟନ ଡଲାର ଅର୍ଥନୀତିକୁ ୫୮୬ ନିୟୁତ ଡଲାର କ୍ଷତି
କାଠମାଣ୍ଡୁ,୧୨।୧୨: GEN-Z ଯୁବକମାନଙ୍କ ନେତୃତ୍ୱରେ ସେପ୍ଟେମ୍ବରରେ ହୋଇଥିବା ଦୁର୍ନୀତି ବିରୋଧୀ ଆନ୍ଦୋଳନରେ ନେପାଳକୁ ବହୁ କ୍ଷତି ସହିବାକୁ ପଡିଲା। ଜେନ-ଜେଡ ଆନ୍ଦୋଳନ ଦ୍ୱାରା ହୋଇଥିବା ହିଂସା, ପୋଡ଼ାଜଳା ଏବଂ ଭଙ୍ଗାରୁଜା ଦେଶର ୪୨ ବିଲିୟନ ଡଲାର ଅର୍ଥନୀତିକୁ ପ୍ରାୟ ୫୮୬ ନିୟୁତ…
Archives


