ଅନ୍ତର୍ଜାତୀୟ

ରଖେ ହରି ମାରେ କିଏ; ମୃତ ମା’ କୋଳରୁ ଉଦ୍ଧାର ହେଲା ଶିଶୁ

ଗାଜା ସିଟି,୧୯।୫: କଥାରେ ଅଛି ରଖେ ହରି ମାରେ କିଏ। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ସମ୍ପୂର୍ଣ୍ଣ ଧ୍ୱଂଶ ହୋଇଯାଇଥିବା ଗାଜାର ଏକ ହସ୍ପିଟାଲରେ। ଶନିବାର ରାତି ଇସ୍ରାଏଲ ପକ୍ଷରୁ କରାଯାଇଥିବା ଏୟାର ଷ୍ଟ୍ରାଇକରେ ମହମ୍ମଦ…

ନିଜ ପରିସ୍ରା ନିଜେ ପିଇ ଓଜନ କମାଇଲେ ଏହି ମହିଳା, କହିଲେ ଦୃଷ୍ଟିଶକ୍ତି ବି ବଢୁଛି

ଓ୍ବାଶିଂଟନ,୧୯।୫: ଆମେରିକାର ଜଣେ ମହିଳା ଏକ ଅଜବ ଦାବି କରିବା ପରେ ଏହା ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ୩୨ ବର୍ଷୀୟା ଗେସ୍‌ ଜୋନ୍ସ ନାମକ ଏହି ମହିଳା ନିଜ ପରିସ୍ରା ନିଜେ ପିଉଛନ୍ତି। ଏଥିସହିତ ଏହାକୁ ସେ ତାଙ୍କ…

୬କେଶର ଦାମ୍‌ ୧୦ଲକ୍ଷ ଟଙ୍କା

ଓ୍ବାଶିଂଟନ୍‌,୧୯।୫: ବିଶ୍ୱର ସବୁଠାରୁ ପ୍ରଭାବଶାଳୀ ରକ୍‌ଷ୍ଟାରଙ୍କ ମଧ୍ୟରେ ଆମେରିକାର ଗାୟକ କୁର୍ଟ କୋବେନ ଅନ୍ୟତମ। କୁର୍ଟ ଜଣେ ଗୀତିକାର ଓ ଗିଟାରିଷ୍ଟ ହେବା ସହ ନିର୍ବାଣା ବ୍ୟାଣ୍ଡର ମୁଖ୍ୟ ସସଦସ୍ୟ ଥିଲେ। ୧୯୯୪ରେ ମାତ୍ର ୨୭ବର୍ଷରେ ସେ ଆତ୍ମହତ୍ୟା କରିଥିଲେ। ତାଙ୍କର…

ଦ୍ୱିତୀୟ ଧନୀରୁ ଖସିଲେ ମସ୍କ

ଓ୍ବାଶିଂଟନ୍‌: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତାଲିକାର ଦ୍ୱିତୀୟ ସ୍ଥାନରେ ଥିବା ଆମେରିକା ଉଦ୍ୟୋଗପତି ତଥା ଟେସ୍‌ଲା କମ୍ପାନୀ ମାଲିକ ଏଲନ ମସ୍କ(୪୯)ଙ୍କ ସମ୍ପତ୍ତି ଗତ ଜାନୁୟାରୀରୁ ୨୪ ପ୍ରତିଶତ ହ୍ରାସ ପାଇଛି। ଫଳରେ ସେ ତାଙ୍କ ଦ୍ୱିତୀୟ ଧନୀ ମାନ୍ୟତା…

ଭୁଲ୍‌ କୋଭିଡ୍‌ ତଥ୍ୟ ପ୍ରତି ସତର୍କ ରୁହ

ଓ୍ବାଶିଂଟନ୍‌, ୧୯ା୫: ଭାରତରେ କରୋନାର ଘାତକ ଦ୍ୱିତୀୟ ଲହର ଜାରି ଥିବାବେଳେ ଭାରତୀୟ-ଆମେରିକୀୟ ଏବଂ ଭାରତୀୟଙ୍କୁ କରୋନା ସମ୍ପର୍କିତ ମିଥ୍ୟା ଖବର ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଆମେରିକାର ସର୍ଜନ ଜେନେରାଲ ବିବେକ ମୂର୍ତ୍ତି। ବିଶେଷ କରି ସୋସିଆଲ ମିଡିଆରେ…

ଗାଜାରେ ଥମୁନି ସଂଘର୍ଷ

ଜେରୁଜେଲମ୍‌/ଗାଜା ସିଟି,୧୯ା୫: ବିବାଦୀୟ କ୍ଷେତ୍ର ଜେରୁଜେଲମ୍‌କୁ ନେଇ ଗତ ସପ୍ତାହରେ ଇସ୍ରାଏଲ୍‌ ଓ ପାଲେଷ୍ଟାଇନ୍‌ ମଧ୍ୟରେ ଆରମ୍ଭ ହୋଇଥିବା ରକ୍ତାକ୍ତ ସଂଘର୍ଷ ଥମିବାର ନାଁ ନେଉନାହିଁ। ଗାଜା ଷ୍ଟ୍ରିପ୍‌ରେ ୬୧ ଶିଶୁଙ୍କ ସମେତ ୨୧୨ ଜଣଙ୍କ ମୃତ୍ୟୁ ଘଟିସାରିଲାଣି। ସେହିପରି ଇସ୍ରାଏଲ୍‌ରେ…

ବାଇଡେନ୍‌ଙ୍କ ଆୟଠାରୁ ଅଧିକ ଆୟକର ପୈଠ କରୁଛନ୍ତି କମଲା ହାରିସ୍‌…

ଓ୍ବାଶିଂଟନ,୧୮।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏବଂ ଉପରାଷ୍ଟ୍ରପତି କମଲା ହାରିସ୍‌ ସେମାନଙ୍କର ଆୟକର ସମ୍ପର୍କିତ ରିପୋର୍ଟ ସାର୍ବଜନୀକ କରିଛନ୍ତି। ଏଥିରୁ ଜଣାପଡ଼ିଛି ଯେ, ବାଇଡେନ୍‌ ଏବଂ ତାଙ୍କ ସ୍ତ୍ରୀ ୨୦୨୦ ବର୍ଷରେ ଯେତିକି ଆୟ କରିଛନ୍ତି ତାହାଠାରୁ ଅଧିକ କମଲା…

କାନ୍ଦୁଥିବା ପାଲେଷ୍ଟାଇନ୍‌ ନାବାଳିକାଙ୍କ ଭିଡ଼ିଓ ଭାଇରାଲ…

ରାମାଲାହ,୧୭।୫: ଇସ୍ରାଏଲ୍‌ ଏବଂ ପାଲେଷ୍ଟାଇନ୍‌ ମଧ୍ୟରେ ଉତ୍ତେଜନା ବଢ଼ିଚାଲିଛି। ଦୁଇଦେଶ ମଧ୍ୟରେ ବୃଦ୍ଧି ପାଉଥିବା ଯୁଦ୍ଧ ସ୍ଥିତି ଯୋଗୁ ସାଧାରଣ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସମ୍ପ୍ରତି ସୋସିଆଲ୍‌ ମିଡ଼ିଆରେ ଜଣେ କାନ୍ଦୁଥିବା ୧୦ ବର୍ଷ ବୟସ୍କା ନାବାଳିକାଙ୍କ ଭିଡ଼ିଓ…

ମହିଳା କର୍ମଚାରୀଙ୍କ ସହ ଥିଲା ବିଲ୍‌ ଗେଟ୍ସଙ୍କ ପ୍ରେମ ସମ୍ପର୍କ, ଦେଉଥିଲେ ଏସବୁ ଅଫର

ମାଇକ୍ରୋସଫ୍ଟ ସଂସ୍ଥାପକ ଏବଂ ଦୁନିଆର ସବୁଠୁ ଧନୀ ବ୍ୟକ୍ତି ଭାବେ ଜଣାଶୁଣା ବିଲ୍‌ ଗେଟ୍ସ କିଛିଦିନ ତଳେ ସ୍ତ୍ରୀ ମେଲିଣ୍ଡାଙ୍କୁ ଛାଡ଼ପତ୍ର ଦେଇଥିବା ଘୋଷଣା କରିଥିଲେ। ମାତ୍ର ଏହା ପରେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଅନେକ ତଥ୍ୟ ସାମ୍ନାକୁ ଆସୁଛି।…

ଆଣ୍ଡ୍ରିଆ ମେଜା ହେଲେ ମିସ ୟୁନିଭର୍ସ

ଫ୍ଲୋରିଡା,୧୭।୫: ମିସ ୟୁନିଭର୍ସ ୬୯ତମ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ବିଜେତା ଘୋଷିତ ହୋଇଛି। ମେକ୍ସିକୋର ଆଣ୍ଡ୍ରିଆ ମେଜା ମିସ ୟୁନିଭର୍ସ ୨୦୨୦ ଟାଇଟଲ ଜିତିଛନ୍ତି। ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ରହିଥିବା ପ୍ରତିଯୋଗୀ ହେଲେ ବ୍ରାଜିଲର ଜୁଲିଆ ଗାମା ଏବଂ ପେରୁର ଜାନିକ୍‌…

ଦୀର୍ଘ ସମୟ କାମ କରୁଛନ୍ତି କି; ଯାଇପାରେ ଜୀବନ

ଜେନେଭା,୧୭।୫:କରୋନା ମହାମାରୀ ଯୋଗୁ ଲୋକଙ୍କ ଜୀବନଶୈଳୀ ସମ୍ପୂର୍ଣ୍ଣ ବଦଳି ଯାଇଛି। ଖାଇବା ପିଇବା ଠାରୁ ପାର୍ଟି କରିବା, ସାଙ୍ଗମାନଙ୍କୁ ଭେଟିବା, ବାହାରକୁ ଯିବା ଏବଂ ଅଫିସ କାମ କରିବା ପର୍ଯ୍ୟନ୍ତ ସମସ୍ତ ପଦ୍ଧତି ବଦଳି ଯାଇଛି। ଏଥି ସହିତ, କରୋନା ମହାମାରୀ…

ହସ୍ପିଟାଲରେ ବାଘ ଆଖିର ସଫଳ ଅପରେଶନ୍‌…

କେମ୍ବ୍ରିଜ୍‌,୧୬।୫: ପୃଥିବୀରେ ପ୍ରଥମ ଥର ପାଇଁ ଏକ ବାଘ ଆଖିର ସଫଳ ଅପରେଶନ୍‌ କରାଯାଇଛି। କେମ୍ବ୍ରିଜ୍‌ ନିକଟରେ ଥିବା ଶେର୍ପେଥ୍‌ ବନ୍ୟପ୍ରାଣୀ ପାର୍କରେ ଏଭଳି ଘଟିଛି। ଏଠାରେ ରହୁଥିବା ୧୭ ବର୍ଷ ବୟସ୍କ ୯୩ କିଲୋଗ୍ରାମ୍‌ ଓଜନର ରତ୍ନା ନାମକ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri