ଟିକା ନ ଆସିଲେ ଭାରତରେ ପ୍ରତିଦିନ ଦେଖାଦେବେ ୩ ଲକ୍ଷ ନୂଆ ସଂକ୍ରମିତ !
ଓ୍ବାଶିଂଟନ/ନୂଆଦିଲ୍ଲୀ,୯।୭: ଆମେରିକାରେ ପ୍ରତିଷ୍ଠିତ ମାସାଚ୍ୟୁଏଟ୍ସ ଇନଷ୍ଟିଚ୍ୟୁଟ ଅଫ୍ ଟେକ୍ନୋଲୋଜି(ଏମ୍ଆଇଟି)ର ବିଶେଷଜ୍ଞମାନେ ଦାବି କରିଛନ୍ତି କି ଯଦି କରୋନା ଭାଇରସର ଟିକା ନ ମିଳିବ ତେବେ ଭାରତର ସ୍ଥିତି ଅତ୍ୟନ୍ତ ଖରାପ ହୋଇଯିବ। ଟିକା ନ ଆସିଲେ ୨୦୨୧ ବର୍ଷାଋତୁର ଶେଷ...
କରୋନା ରୋଗୀଙ୍କ ପାଇଁ ଭାଓଲିନ ବଜାଉଛନ୍ତି ଏହି ନର୍ସ
ସାଣ୍ଟିଆଗୋ,୯।୭: ଏବେ ବିଶ୍ୱର ଅଧିକାଂଶ ହସ୍ପିଟାଲରେ କରୋନା ରୋଗୀ ଭର୍ତ୍ତି ହୋଇ ରହିଛନ୍ତି। କରୋନା ଯୁଦ୍ଧରେ ବିଜୟୀ ହେବା ପାଇଁ ଏବେ ଡାକ୍ତର, ନର୍ସ ମେଡିକାଲ ଷ୍ଟାଫ୍ କାହାକୁ ସମୟ ନାହିଁ। ପିପିଇ କିଟ୍ ପିନ୍ଧି ଏମାନେ ଦୀର୍ଘ ସମୟ...
ମେଲାନିଆଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ
ସ୍ଲୋଭେନିଆ,୯।୭: ଆମେରିକାର ପ୍ରଥମ ଲେଡି ମେଲାନିଆ ଟ୍ରମ୍ପଙ୍କ ଏକ କାଠ ପ୍ରତିମୂର୍ତ୍ତି ତାଙ୍କ ସହର ସ୍ଲୋଭେନିଆର ସେଭେନିକାଠାରେ ସ୍ଥାପିତ ହୋଇଥିଲା। ଏହି ପ୍ରତିମୂର୍ତ୍ତିକୁ ଜୁଲାଇ ୪ ତାରିଖ ରାତିରେ କିଏ ନିଆଁ ଲଗାଇଦେଇଥିବା ଅଭିଯୋଗ ହୋଇଛି। ଏହି ଦିନ ଆମେରିକାରେ...
ଟ୍ରମ୍ପ୍ ପ୍ରଶାସନର ବିଦେଶୀ ଛାତ୍ର ଭିଜା ନିୟମକୁ ବିରୋଧ
ଓ୍ବାଶିଂଟନ,୯ା୭: ଅନ୍ତର୍ଜାତୀୟ ଛାତ୍ରୀଛାତ୍ରଙ୍କ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ପ୍ରସ୍ତାବିତ ନୂଆ ଭିଜା ନିୟମକୁ ବିରୋଧ କରି ହାର୍ଭାର୍ଡ ୟୁନିଭର୍ସିଟି ଏବଂ ମାସାଚୁସେଟ୍ସ ଇନ୍ଷ୍ଟିଚ୍ୟୁଟ ଅଫ୍ ଟେକ୍ନୋଲୋଜି (ଏମ୍ଆଇଟି) ବୁଧବାର ବୋଷ୍ଟନ କୋର୍ଟରେ ପିଟିଶନ ଦାଏର କରିଛନ୍ତି। ବିବାଦୀୟ...
ଇଥିଓପିଆ ହିଂସାରେ ୨୩୯ ମୃତ
ଆଡିସ୍ ଆବାବ୍,୯ା୭: ଇଥିଓପିଆରେ ସପ୍ତାହେ ହେଲା ହିଂସାତ୍ମକ ଆନ୍ଦୋଳନ ଜାରି ରହିଥିବାବେଳେ ଏଥିରେ ୨୩୯ ଜଣଙ୍କ ମୃତ୍ୟୁ ଘଟିଲାଣି। ୩,୫୦୦ ଲୋକ ଗିରଫ ହେଲେଣି। ଫଳରେ ଦେଶର ନୋବେଲ୍ ପୁରସ୍କାରପ୍ରାପ୍ତ ପ୍ରଧାନମନ୍ତ୍ରୀ ଅବି ଅହମଦ ଅଲିଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ...
ରିଭ୍ୟୁ ପିଟିସନ ଦାଖଲ କରିବାକୁ ମନା କଲେ କୁଳଭୂଷଣ ଯାଦବ
ଇସ୍ଲାମାବାଦ,୮।୭: ଭାରତର ଗୁପ୍ତଚର ଅଭିଯୋଗରେ ପାକିସ୍ତାନରେ ବନ୍ଦୀ ଥିବା ପୂର୍ବତନ ନୌସେନା ଅଧିକାରୀ କୁଳଭୂଷଣ ଯାଦବ ରିଭ୍ୟୁ ପିଟିସନ ଦାଖଲ କରିବାକୁ ମନା କରିଦେଇଛନ୍ତି। ତେବେ କୁଳଭୂଷଣଙ୍କ ମାମଲାରେ ପାକିସ୍ତାନ ଭାରତକୁ ଦ୍ବିତୀୟ ଥର କନ୍ସୁଲାର୍ ଆକ୍ସେସ ଦେବାକୁ ପ୍ରସ୍ତାବ...
ଚାଇନାର ଧମକ: ଏହା ଆରମ୍ଭ ମାତ୍ର, ଆହୁରି କରୋନା କ୍ଷତି ସହିବ ବିଶ୍ୱ
ବେଜିଂ,୮।୭: ଆମେରିକାର ଚାପ ପଡିବା ସତ୍ତ୍ୱେ ଚାଇନା ସାରା ବିଶ୍ୱକୁ ପୁଣି ଧମକ ଦେଇଛନ୍ତି। କରୋନା ଯୋଗୁ ସାରା ବିଶ୍ୱ ଆହୁରି କ୍ଷତି ସହିବ ବୋଲି ଚାଇନା ପକ୍ଷରୁ କୁହାଯାଇଛି। ଚାଇନା ସରକାରଙ୍କ ନିୟନ୍ତ୍ରଣାଧୀନ ଖବରକାଗଜ ଗ୍ଲୋବାଲ ଟାଇମ୍ସରେ ମଙ୍ଗଳବାର...
କରୋନା ବାୟୁରେ ବ୍ୟାପୁଛି: ପ୍ରମାଣକୁ ସ୍ବୀକାର କଲା ଡବ୍ଲ୍ୟୁଏଚ୍ଓ
ଜେନେଭା, ୮।୭: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଆଗାମୀ ଦିନରେ ଏହା ସଙ୍କଟ ସୃଷ୍ଟି କରିବା ନିଶ୍ଚିତ ହୋଇଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ କରୋନା ବାୟୁରେ ବ୍ୟାପୁଥିବା ପ୍ରମାଣିକ ତଥ୍ୟକୁ ସ୍ବୀକାର କରାଯାଇଛି। ଫଳରେ ସାରା...
ବ୍ରାଜିଲ ରାଷ୍ଟ୍ରପତିଙ୍କୁ କରୋନା
ସାଓ ପାଉଲୋ,୭।୭: ବ୍ରାଜିଲ ରାଷ୍ଟ୍ରପତି ଜୈର୍ ବୋଲ୍ସୋନାରୋ କରୋନା ଆକ୍ରାନ୍ତ ହୋଇଛନ୍ତି। ମଙ୍ଗଳବାର ପରୀକ୍ଷା ରିପୋର୍ଟରେ ତାଙ୍କର ପଜିଟିଭ୍ ଆସିଛି। ରବିବାର ତାଙ୍କୁ ସାମାନ୍ୟ ଜ୍ୱର ଆସିବା ପରେ ସେ କରୋନା ପରୀକ୍ଷା କରିଥିଲେ। ଏବେ ସେ ସୁସ୍ଥ ଥିବା...
ବିଶ୍ୱରେ ସବୁଠାରୁ ଅଧିକ ବର୍ଷ ବଞ୍ଚିଥିବା ଯୋଡ଼ା-ଶରୀର ଭାଇଙ୍କ ମୃତ୍ୟୁ
ଓ୍ବାଶିଂଟନ, ୭।୭- ବିଶ୍ୱରେ ସବୁଠାରୁ ଅଧିକ ବର୍ଷ ବଞ୍ଚିଥିବା ଯୋଡ଼ା-ଶରୀର ଭାଇ ରୋନି ଓ ଡୋନି ଗେଲୟନ ଆଉ ନାହାନ୍ତି। ୬୮ ବର୍ଷ ବୟସରେ ଏହି ଯୋଡ଼ା-ଶରୀର ଭାଇଙ୍କ ପରଲୋକ ଘଟିଛି। ଓହିସ୍ଥିତ ଡେଟନ୍ ସହରର ଏକ ହସ୍ପିଟାଲରେ ଚିକିତ୍ସାଧୀନ...
ହଂକଂ ବଜାରରୁ ଖୁବ୍ଶୀଘ୍ର ହଟିବ ଟିକ୍ଟକ୍
ହଂକଂ,୭।୭: ବିଶ୍ୱର କିଛି ଦେଶ ଟିକ୍ଟକ୍ ବ୍ୟାନ କରିବା ପରେ ଏବେ ହଂକଂ ବଜାରରୁ ଆପଣାଛାଏଁ ଟିକ୍ଟକ୍ ହଟିଯିବ ବୋଲି କହିଛି। ସୋମବାର ଟିକ୍ଟକ୍ର ପ୍ରବକ୍ତା ରଏଟର୍ସକୁ ଏହି ସୂଚନା ଦେଇଛନ୍ତି। ଚାଇନା ଦ୍ୱାରା ଲାଗୁ କରାଯାଇଥିବା ରାଷ୍ଟ୍ରୀୟ ସୁରକ୍ଷା...
ଭାରତ ପରେ ଏବେ ଏହି ଦେଶରେ ଟିକ୍ଟକ୍ ସମେତ ୫୯ ଚାଇନା ଆପ୍ ଉପରେ ଲାଗିପାରେ ପ୍ରତିବନ୍ଧକ: ସଙ୍କେତ ଦେଲେ ବର୍ହିବ୍ୟାପାର ମନ୍ତ୍ରୀ
ଓ୍ବାଶିଂଟନ,୭।୭: ଭାରତ ସରକାରଙ୍କ ଦ୍ୱାରା ଟିକ୍ଟକ୍ ସହିତ ୫୯ଚାଇନା ଆପ୍ ଉପରେ ପ୍ରତିବନ୍ଧକ ଲଗାଯିବା ପରେ ଏବେ ସାରା ବିଶ୍ୱରେ ଚାଇନା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା କାର୍ଯ୍ୟ ଆରମ୍ଭ ହୋଇଛି। ଆମେରିକାର ବର୍ହିବ୍ୟାପାର ମନ୍ତ୍ରୀ ମାଇକ୍ ପୋମ୍ପିଓ ମଙ୍ଗଳବାର...
Archives


