ମିଳିଲାଣି ହଜାରେ ଶିଶୁଙ୍କ ମୃତଦେହ
ଅଟାଓ୍ବା, ୧୫ା୭: କାନାଡାର ଦକ୍ଷିଣପଶ୍ଚିମ ବ୍ରିଟିଶ କଲମ୍ବିଆସ୍ଥିତ ଏକ ବୋର୍ଡିଂ ସ୍କୁଲରୁ ଚତୁର୍ଥ ପର୍ଯ୍ୟାୟରେ ସୋମବାର ଆହୁରି ୧୬୦ ଛାତ୍ରୀଛାତ୍ରଙ୍କ କଙ୍କାଳ ମିଳିଛି। ଏହାକୁ ମିଶାଇ ଅଦ୍ୟାବଧି ୧ ହଜାରରୁ ଊର୍ଦ୍ଧ୍ୱ ଶିଶୁଙ୍କ ସମାଧି ଠାବ ହେଲାଣି। ପେନେଲାକୁଟ୍ ଦ୍ୱୀପର କୁପର…
ଆମେରିକାରେ ଘୋଷଯାତ୍ରା
ମିନିଆପଲିସ, ୧୫ା୭: ଉତ୍ତର ଆମେରିକାର ମିନେସୋଟା ରାଜ୍ୟ ମିନିଆପଲିସରେ ଜଗନ୍ନାଥଙ୍କ ଘୋଷଯାତ୍ରା ପାଳିତ ହୋଇଯାଇଛି। ହିନ୍ଦୁ ସୋସାଇଟି ଅଫ୍ ମିନେସୋଟା ରଥଯାତ୍ରା ଆୟୋଜନ କରିଥିଲା। ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ଡ. ସୀତାକାନ୍ତ ଦାସଙ୍କ ତଦାରଖରେ କାର୍ଯ୍ୟ ସମ୍ପନ୍ନ ହୋଇଥିଲା। ଆମେରିକାରେ ଓଡ଼ିଶାର…
ମୃତ୍ୟୁ ଉପତ୍ୟକାରେ ଅଗ୍ନିବର୍ଷା
ନ୍ୟୁୟର୍କ, ୧୫ା୭: ବିଶ୍ୱର ବିଭିନ୍ନ ଦେଶରେ ମୌସୁମୀ ବର୍ଷା ଜାରି ଥିବାବେଳେ ଉତ୍ତର ଆମେରିକାର ମୃତ୍ୟୁ ଉପତ୍ୟକା ବା ଡେଥ୍ ଭ୍ୟାଲିରେ ଅଗ୍ନି ବର୍ଷୁଛି। କାଲିଫର୍ନିଆର ଦକ୍ଷିଣପୂର୍ବରେ ଥିବା ୨୨୫ କି.ମି. ଲମ୍ବ ପର୍ଯ୍ୟନ୍ତ ବ୍ୟାପ୍ତ ଏହି ଉପତ୍ୟକାରେ ଗତ ରବିବାର…
ଜାକି ଚାନ୍ଙ୍କ ଜିନ୍ପିଙ୍ଗ୍ ପ୍ରେମ
ହଲିଉଡ୍ ଆକ୍ସନ ଅଭିନେତା ତଥା ଚାଇନାର ଜାକି ଚାନ୍ ଏବେ ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ଙ୍କ ଦଳ ଚାଇନା କମ୍ୟୁନିଷ୍ଟ ପାର୍ଟି(ସିପିସି)ର ସଦସ୍ୟ ହେବାକୁ ଚାହୁଁଥିବା କହିଛନ୍ତି। ୨୦୧୯ରେ ହଂକଂରେ ଗଣତନ୍ତ୍ର ସମର୍ଥକଙ୍କୁ ବିରୋଧ କରି ଚାନ୍ ବିଶ୍ୱସ୍ତରରେ ସମାଲୋଚନାର ଶିକାର ହୋଇଥିଲେ।…
ଯନ୍ତ୍ରଣା ଭୋଗିବେ ଆଫଗାନ୍ ମହିଳା
ଆଫ୍ଗାନସ୍ଥାନରୁ ଆମେରିକା ସେନା ପ୍ରତ୍ୟାହାର ସହ ତାଲିବାନ ଅଧିକାଂଶ ଅଞ୍ଚଳକୁ ଅକ୍ତିଆର କରିଛି। ଆଗକୁ ଆଫଗାନ ମହିଳାମାନେ ସଙ୍କଟର ସମ୍ମୁଖୀନ ହେବା ଆଶଙ୍କା ବଢ଼ିଥିବାବେଳେ ଆମେରିକାର ଏହି ପଦକ୍ଷେପକୁ ପୂର୍ବତନ ରାଷ୍ଟ୍ରପତି ଜର୍ଜ ଡବ୍ଲ୍ୟୁ ବୁଶ୍ ସମାଲୋଚନା କରିଛନ୍ତି। ଏଥିଯୋଗୁ ମହିଳାମାନେ…
ପାକିସ୍ତାନ-ଚାଇନା ମୁହାଁମୁହିଁ
ପେଶ୍ୱାର,୧୪।୭: ପାକିସ୍ତାନର ଖାଇବର ପାଖତୁନଖ୍ବା ପ୍ରଦେଶରେ ବୁଧବାର ଏକ ବସରେ ଘଟିଥିବା ବୋମା ବିସ୍ଫୋରଣରେ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଥିଲେ ଚାଇନାର ୯ ଜଣ ଇଞ୍ଜିନିୟର। ତେବେ ଏହି ବିସ୍ଫୋରଣ ଘଟଣାକୁ ନେଇ ମୁହଁାମୁହିଁ ହୋଇଛନ୍ତି ଦୁଇ…
ମହାକାଶ ଯୁଦ୍ଧ ପାଇଁ ଚାଇନାର ପ୍ରସ୍ତୁତି, ଆମେରିକା ଦେଲା ଚେତାବନୀ…
ଓ୍ବାଶିଂଟନ,୧୪।୭: କରୋନା ମହାମାରୀର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ମହାକାଶ ଯୁଦ୍ଧ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ପୃଥିବୀ ପୃଷ୍ଠରୁ ଅନ୍ତରୀକ୍ଷ ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରୁଥିବା କ୍ଷେପଣାସ୍ତ୍ର ତିଆରି କାର୍ଯ୍ୟ ଡ୍ରାଗନ୍ ଜାରି ରଖିଛି। ଆମେରିକା ସହିତ ମହାକାଶ ଗବେଷଣା କ୍ଷେତ୍ରରେ…
ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ,…
କରାଚି,୧୪।୭: ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇଥିବା ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଚାଇନା ଇଞ୍ଜିନିୟର ଏବଂ ସୈନ୍ୟ ବାହିନୀଙ୍କୁ ନେଇ ଯାଉଥିବା ଏକ ବସ୍ରେ ପ୍ରଚଣ୍ଡ ବିସ୍ଫୋରଣ ଘଟିଛି। ଏଥିରେ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ପାକିସ୍ତାନ ମିଡ଼ିଆ ପକ୍ଷରୁ ସୂଚନା ପ୍ରଦାନ…
କେତେଟା ଫୋନ୍ ବ୍ୟବହାର କରନ୍ତି ଗୁଗଲ୍ ସିଇଓ ସୁନ୍ଦର ପିଚାଇ
ଓ୍ବାଶିଂଟନ,୧୪।୭: ଗୁଗୁଲ ଏବଂ ଆଲଫାବେଟ ସିଇଓ ସୁନ୍ଦର ପିଚାଇ ତାଙ୍କର କିଛି ବୈଷୟିକ ଅଭ୍ୟାସ ବିଷୟରେ ସୂଚନା ଦେଇଛନ୍ତି। ପାସୱାର୍ଡ କେବେ ଏବଂ କେତେ ଶୀଘ୍ର ବଦଳାଯିବ ଏବଂ ସେ କେତେ ମୋବାଇଲ ଫୋନ ବ୍ୟବହାର କରନ୍ତି ସେ ସମସ୍ତ ସୂଚନା…
ଜେଲରେ ଜୁମା, ପ୍ରତିବାଦରେ ଅରାଜକତା
ଜୋହାନ୍ସବର୍ଗ/ଡର୍ବାନ,୧୪ା୭: ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରପତି ଜାକୋବ ଜୁମା ଦୁର୍ନୀତି ମାମଲାରେ ଜେଲ୍ ଯିବା ପରେ ଦେଶର ବିଭିନ୍ନ ଭାଗରେ ଲୋକେ ରାସ୍ତାକୁ ଓହ୍ଲାଇଛନ୍ତି। ତାଙ୍କ ଗିରଫଦାରି ପ୍ରତିବାଦରେ ଗତ ସପ୍ତାହରେ ଆରମ୍ଭ ହୋଇଥିବା ବିକ୍ଷୋଭ କ୍ରମଶଃ ହିଂସ୍ର ହେବାରେ ଲାଗିଛି।…
ନେପାଳରେ ଦେଉବା ସରକାର
କାଠମାଣ୍ଡୁ, ୧୪ା୭: ନେପାଳୀ କଂଗ୍ରେସ ଅଧ୍ୟକ୍ଷ ଶେର ବାହାଦୁର ଦେଉବା ମଙ୍ଗଳବାର ୫ମ ଥର ପାଇଁ ନେପାଳର ପ୍ରଧାନମନ୍ତ୍ରୀ ହୋଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଷ୍ଟ୍ରପତି ବିଦ୍ୟା ଦେବୀ ଭଣ୍ଡାରୀ ୭୪ ବର୍ଷୀୟ ଦେଉବାଙ୍କୁ ପ୍ରଧାନମନ୍ତ୍ରୀ ନିଯୁକ୍ତ କରିଛନ୍ତି। ବିଦାୟୀ ପ୍ରଧାନମନ୍ତ୍ରୀ…
ପାକ୍ରେ ମାଲାଲାଙ୍କୁ ବିରୋଧ
ବ୍ରିଟେନରେ ରହୁଥିବା ନୋବେଲ ପୁରସ୍କାର ବିଜୟିନୀ ଶିକ୍ଷା ଅଧିକାର କର୍ମୀ ମାଲାଲା ୟୁସୁଫ୍ଜାଇଙ୍କ ବିରୋଧରେ ପାକିସ୍ତାନର ଘରୋଇ ସ୍କୁଲ ସଂଘ ଏକ ବୃତ୍ତଚିତ୍ର ଲଞ୍ଚ୍ କରିଛି। ଜୁଲାଇ ୧୨ରେ ‘ମାଲାଲା ଦିବସ’ ପାଳନ ଅବସରରେ ଘରୋଇ ସ୍କୁଲଗୁଡ଼ିକରେ ମାଲାଲା ବିରେଧୀ ଶିକ୍ଷା…

