ଅନ୍ତର୍ଜାତୀୟ

ସଉଦି ଆରବର କ୍ରାଉନ ପ୍ରିନ୍ସ ସଲମାନ ନେଲେ କରୋନା ଭ୍ୟାକ୍ସିନର ପ୍ରଥମ ଡୋଜ

ରିୟାଦ,୨୬ ।୧୨: ସଉଦି ଆରବର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନ ଶୁକ୍ରବାର କରୋନା ଭାଇରସ ଭ୍ୟାକ୍ସିନର ପ୍ରଥମ ଡୋଜ ନେଇଛନ୍ତି । ଦେଶର ସରକାରୀ ଗଣମାଧ୍ୟମ ଏହି ସୂଚନା ଦେଇଛି । ସ୍ୱାସ୍ଥ୍ୟମନ୍ତ୍ରୀ ତୈଫିକ ଅଲ-ରବିୟା କ୍ରାଉନ ପ୍ରିନ୍ସଙ୍କ ମଧ୍ୟରେ…

ଜାଣିଶୁଣି କରୋନା ପଜିଟିଭ ହେବେ ୨,୫୦୦ ଲୋକ!

ଲଣ୍ଡନ,୨୬ ।୧୨: ବ୍ରିଟେନରେ ଦେଖା ଦେଇଥିବା କରୋନାର ନୂଆ ଷ୍ଟ୍ରେନ୍ ଏବେ ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି । ଏହାକୁ ନେଇ ଲଣ୍ଡନରୁ ଏକ ଚ୍ୟାଲେଞ୍ଜ କଲାଭଳି ଖବର ସାମ୍ନାକୁ ଆସିଛି । ସେଠାରେ ଏକ ହ୍ୟୁମାନ ଟ୍ରାଏଲ ଚ୍ୟାଲେଞ୍ଜ ହେବାକୁ…

୨୦୨୧ରେ ବି ପୁଣି ସୃଷ୍ଟି ହୋଇପାରେ ଆତଙ୍କ !

ସୋଫିଆ,୨୬।୧୨: ବିଦାୟ ନେବାକୁ ଯାଉଛି ୨୦୨୦। ଆଉ କିଛି ଦିନ ପରେ ନୂଆବର୍ଷ ୨୦୨୧ ଆସିବ। ଲୋକେ ପୁରୁଣା ବର୍ଷର ଦୁଃଖ ଭୁଲି ନୂଆବର୍ଷକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ତେବେ ବୁଲଗେରିଆର ଭବିଷ୍ୟବକ୍ତା ବାବା ଭେଙ୍ଗାଙ୍କ ଦ୍ୱାରା…

ହାଫିଜ୍‌ ସୟିଦଙ୍କୁ ୧୫ ବର୍ଷ ଜେଲ

ଇସ୍‌ଲାମାବାଦ,୨୬।୧୨: ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଜମାତ୍‌-ଉଦ୍‌-ଦାଓ୍ବା (ଜେୟୁଡି)ର ନେତା ହାଫିଜ୍‌ ସୟିଦଙ୍କୁ ପାକିସ୍ତାନର ଏକ ଆତଙ୍କବାଦ ନିରୋଧୀ ଅଦାଲତ (ଏଟିସି) ୧୫ ବର୍ଷରୁ ଊର୍ଦ୍ଧ୍ୱ ଜେଲ୍‌ଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ଅନ୍ୟ ଏକ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ।…

ଓଲିଙ୍କୁ କାରଣ ଦର୍ଶାଅ ନୋଟିସ

କାଠମାଣ୍ଡୁ, ୨୬।୧୨ : ନେପାଳ ସୁପ୍ରିମକୋର୍ଟ ଶୁକ୍ରବାର ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଅଚାନକ ପାର୍ଲାମେଣ୍ଟ ଭଙ୍ଗ ପାଇଁ ନିଷ୍ପତ୍ତି ନେବା ସମ୍ପର୍କରେ ଲିଖିତ ସ୍ପଷ୍ଟୀକରଣ ଦାଖଲ କରିବାକୁ ତାଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…

ବିଜ୍ଞାନ ଯୋଗୁ ଲୋପ ପାଇଥିଲେ ଏଲିଆନ୍ସ

କାଲିଫର୍ନିଆ /ନୂଆଦିଲ୍ଲୀ,୨୬ା୧୨: ବିଜ୍ଞାନର ଅଗ୍ରଗତି ମଣିଷକୁ କେଉଁଠୁ ନେଇ କେଉଁଠି ପହଞ୍ଚାଇଲାଣି। ଏହାସତ୍ତ୍ୱେ ମଣିଷ କାହିଁକି ଅନ୍ୟ ଗ୍ରହର ଜୀବ ବା ଏଲିଆନ୍ସଙ୍କ ସହ ଯୋଗସୂତ୍ର ସ୍ଥାପନ କରିପାରି ନାହିଁ? ଏହି ପ୍ରଶ୍ନର ଉତ୍ତର ଖୋଜିବା ବେଳେ ନାନା କଥା ସାମ୍ନାକୁ…

ବିଦେଶରେ ଫସିଥିବା ଲୋକଙ୍କ ପାଇଁ ଏହି କମ୍ପାନୀ ବିକ୍ରି କରୁଛି ବୋତଲ ବନ୍ଦ ବାୟୁ, ଦାମ୍‌ ରହିଛି…

ଲଣ୍ଡନ,୨୫ା୧୨: ବ୍ରିଟେନରେ କରୋନା ମହାମାରୀ କାୟା ବିସ୍ତାର କରିଥିବାରୁ ବିମାନ ଯାତ୍ରା ଉପରେ ପ୍ରତିବନ୍ଧକ ଲାଗିଛି। ଏପରିକି ୪୦ଟି ଦେଶ ବ୍ରିଟେନକୁ ବିମାନ ଉଡ଼ାଣ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଏହି କାରଣରୁ ଅନେକ ଲୋକ ବିଦେଶରେ ଫସି ରହିଛନ୍ତି। ଅବଶ୍ୟ ଏକ…

ପୁରୁଷଙ୍କୁ ନେଇ ମହିଳା କମିଟି

କୁଏତ୍‌ ସିଟି,୨୬ା୧୨: କୁଏତ୍‌ର ସଂସଦୀୟ ମହିଳା କମିଟିର ସବୁ ସଦସ୍ୟ ହେଉଛନ୍ତି ପୁରୁଷ। ଉକ୍ତ କମିଟିରେ କେବଳ ପୁରୁଷଙ୍କୁ ନିଯୁକ୍ତି ଦିଆଯାଇଥିବାରୁ ମଧ୍ୟପ୍ରାଚ୍ୟର ଏହି ରାଷ୍ଟ୍ରରେ ଲିଙ୍ଗଗତ ଅସମାନତାକୁ ନେଇ ଅନ୍‌ଲାଇନ୍‌ରେ କଡ଼ା ସମାଲୋଚନା କରାଯାଉଛି। ଓମେନ୍ସ କମିଟି ଅଫ୍‌ କୁଏତ୍‌ରେ…

ତୁର୍କୀରେ ମିଳିଲା ସୁନାର ଭଣ୍ଡାର, ବହୁ ଦେଶର ଜିଡିପି ଠାରୁ ଅଧିକ

ଅଙ୍କାରା,୨୫।୧୨- ତୁର୍କୀର ସାର ଉତ୍ପାଦନକାରୀ କମ୍ପାନୀ ଗୁବର୍ଟାସ ଏବଂ ଦେଶର କୃଷି କ୍ରେଡିଟ କୋଅପରେଟିଭ ମୁଖ୍ୟ ଫାରେଟିନ ପୋୟରାଜ ଏକ ସୁନାର ଭଣ୍ଡାର ଆବିଷ୍କାର କରିଛନ୍ତି। ଏ ନେଇ ସ୍ପଷ୍ଟ କରିଛି ଦେଶର ନ୍ୟୁଜ ଏଜେନ୍ସି ଆନାଡୋଲୁ । ଭଣ୍ଡାରରୁ ମିଳିଛି…

ପାକିସ୍ତାନକୁ ଚେତାବନୀ ଦେଲା ଆମେରିକା

ଓ୍ବାଶିଂଟନ,୨୫।୧୨- ଅନ୍ତିମ ଚରଣରେ ପହଞ୍ଚତ୍ଥିବା ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ପାକିସ୍ତାନ ପ୍ରତି କଡ଼ା ଆଭିମୁଖ୍ୟ ଜାରି ରଖିଛି। ଆମେରିକାର ଓ୍ବାଲ ଷ୍ଟ୍ରିଟ୍‌ ସାମ୍ବାଦିକ ଡାନିଏଲ ପର୍ଲଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଓମାର ସଇଦଙ୍କୁ ଜେଲ୍‌ରୁ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି…

ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ ଦାଉଦର ପୁତୁରା କରୋନା ମୃତ

ଇସଲାମବାଦ,୨୫।୧୨-ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ ଦାଉଦ ଇବ୍ରାହିମର ପୁତୁରା ସିରାଜ କାସକର(୩୮) ମହାମାରୀ କରୋନାରେ ଶୁକ୍ରବାର ମୃତ୍ୟୁବରଣ କରିଛି। ସିରାଜ କରୋନାରେ ଆକ୍ରାନ୍ତ ହେବା ପରେ ପାକିସ୍ତାନର କରାଚୀସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଦୀର୍ଘ ଏକ ସପ୍ତାହ ଧରି ଡାକ୍ତରଖାନାରେ…

କରୋନା ଟିକା ନେବାକୁ ଚାହୁଁନାହାନ୍ତି ଏହି ଦେଶର ଲୋକେ

ଓ୍ବାଶିଂଟନ,୨୫ା୧୨: ଆମେରିକାରେ କରୋନା ଟିକାକରଣ ଅଭିଯାନ ଦ୍ରୁତ ଗତିରେ ବଢ଼ିଚାଲିଛି। କୁହାଯାଉଛି, ଏ ପର୍ଯ୍ୟନ୍ତ ୧୦ ଲକ୍ଷରୁ ଅଧିକ ଲୋକଙ୍କୁ କରୋନା ଟିକା ଦିଆଯାଇଛି। ଏଠାରେ ଦୁଇଟି କମ୍ପାନୀ ଫାଇଜର ଏବଂ ମଡର୍ନା ଭ୍ୟାକ୍ସିନ ଆପାତକାଳୀନ ବ୍ୟବହାର ପାଇଁ ମଞ୍ଜୁରୀ ଦିଆଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri