ଅନ୍ତର୍ଜାତୀୟ

ବିବାହରେ ଯୋଗ ଦେବାକୁ ୨୦ ଜଣଙ୍କୁ ମିଳିଥିଲା ଅନୁମତି: ଆସିଲେ ୧୦ ହଜାର, ଆଉ ତା’ପରେ

ଅଧିକାଂଶ ଦେଶରେ କରୋନା ଲାଗି ବିଭିନ୍ନ କାର୍ଯ୍ୟକ୍ରମ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏପରି ପରିସ୍ଥିତିରେ ସୀମିତ ଲୋକଙ୍କୁ ନିମନ୍ତ୍ରଣ କରାଯାଇ ବିବାହ କାର୍ଯ୍ୟକ୍ରମ ସମାପ୍ତ ହେଉଛି। କିନ୍ତୁ କରୋନା ପ୍ରତିବନ୍ଧକ ସତ୍ତ୍ୱେ ପ୍ରାୟ ୧୦ ହଜାର ଲୋକ ବିବାହରେ ଯୋଗଦେଇଥିଲେ। ବିଶେଷ…

ପାକିସ୍ତାନୀ ଖାଇପାରିବେନି ଅମଲେଟ୍‌: ଅଣ୍ଡା ଦାମ୍‌ ଆକାଶ ଛୁଆଁ

ଇସଲାମାବାଦ,୨୨।୧୨: ଏବେ ପାକିସ୍ତାନରେ ସାଧାରଣ ଲୋକଙ୍କ ପାଇଁ ଅମଲେଟ୍‌ ଖାଇବା ସାତ ସପନ ପାଲଟିବାକୁ ଯାଉଛି। ଦେଶରେ ଅଣ୍ଡା ଦାମ ଆକାଶ ଛୁଆଁ ହୋଇଛି। ଏଠାରେ ଅଣ୍ଡା ଡର୍ଜନ ୩୫୦ ଟଙ୍କାରେ ପହଞ୍ଚିଛି। ଅଣ୍ଡା ଦାମ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଥିବା…

ଭିଡିଓଗେମ୍‌ ଖେଳିବାକୁ ମା’ବାପା ମନା କରିବାରୁ ଏମିତି କାଣ୍ଡ ଘଟାଇଲେ ଯୁବକ

ଆମେରିକାର ମିଚିଗାନ ସହରର ୨୯ ବର୍ଷୀୟ ଯୁବକ ଖ୍ରୀଷ୍ଟୋଫର ମ୍ୟାକକେନ ତାଙ୍କ ସାବତ ବାପାଙ୍କୁ ଛୁରିରେ ହତ୍ୟା କରିଥିଲା ବେଳେ ମା’ଙ୍କୁ ମଧ୍ୟ ଆକ୍ରମଣ କରିଛନ୍ତି। ଦୁହେଁ ଖ୍ରୀଷ୍ଟୋଫରଙ୍କୁ ଭିଡିଓ ଗେମ ଖେଳିବାକୁ ବାରଣ କରିଥିବାରୁ ସେ ଏପରି କରିଥିଲେ। ମା’…

କରୋନାର ନୂଆ ଏନ୍ତୁଡ଼ିଶାଳ ବିଟ୍ରେନ: ୬ରୁ ଅଧିକ ଦେଶକୁ ବ୍ୟାପିଛି ସଂକ୍ରମଣ

ଲଣ୍ଡନ,୨୨।୧୨: ବ୍ରିଟେନ ଏବେ କରୋନାର ନୂଆ ଭୂତାଣୁର ଏନ୍ତୁଡ଼ିଶାଳ ପାଲଟିଛି। ବିଟ୍ରେନ୍‌ରୁ ଏହି ଭୂତାଣୁ ଇଟାଲୀ, ନେଦରଲାଣ୍ଡ, ଡେନମାର୍କ, ଫ୍ରାନ୍ସ୍‌ ଏବଂ ଅଷ୍ଟ୍ରେଲିଆ ସମେତ ଦକ୍ଷିଣ ଆଫ୍ରିକାର କେତେକ ଅଞ୍ଚଳକୁ ବ୍ୟାପିଥିବା ଅନୁମାନ କରାଯାଉଛି। ନୂଆ କରୋନା ଭୂତାଣୁ ୬ରୁ ଅଧିକ…

କରୋନାର ନୂଆ ରୂପକୁ ନେଇ ଭୟ କରିବାର ନାହିଁ: ଡବ୍ଲୁଏଚଓ

ଲଣ୍ଡନ,୨୧ ।୧୨: ବ୍ରିଟେନରେ କରୋନା ଭାଇରସର ନୂଆ ରୂପ ସାମ୍ନାକୁ ଆସିବା ପରେ ଭୟଭୀତ ହୋଇଯାଇଛି ସାରା ବିଶ୍ୱ । ଏମିତିକି ପାଖାପାଖି ୩୦ଟି ଦେଶ ବିଟ୍ରେନକୁ ବିମାନ ସେବା ବନ୍ଦ କରି ଦେଇଛି । ସ୍ଥିତି ବିଗିଡିବାକୁ ଯାଉଥିବା ଦେଖି…

କରୋନା ଟିକାକୁ ଅନୁମତି ଦେଲା ୟୁରୋପିୟ ସଂଘ

ଆମଷ୍ଟାରର୍ଡମ,୨୨ ।୧୨: ଏବେ ସାରା ବିଶ୍ୱର ନଜର କରୋନା ଟିକା ଉପରେ । ଏହି କ୍ରମରେ ୟୁରୋପିୟ ସଂଘ ବାୟୋଏନଟେକ ଓ ଫାଇଜର ଦ୍ୱାରା ମିଳିତ ଭାବେ ବିକଶିତ କୋଗିଡ-୧୯ ଭ୍ୟାକ୍ସିନକୁ ୨୭ ଦେଶର ସଂଗଠନ(ୟୁରୋପିୟ ସଂଘ)ବଜାରକୁ ଛାଡିବାକୁ ସୋମବାର ଔପଚାରିକ…

ମୋଦିଙ୍କୁ ଆମେରିକାର ସର୍ବୋଚ୍ଚ ସମ୍ମାନ

ଓ୍ବାଶିଂଟନ,୨୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେରିକାର ସର୍ବୋଚ୍ଚ ସମ୍ମାନ ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହ୍ବାଇଟ୍‌ ହାଉସ୍‌ ଛାଡିବା ପୂର୍ବରୁ ମୋଦିଙ୍କୁ ସମ୍ମାନୀତ କରିଛନ୍ତିି। ମୋଦିଙ୍କୁ ଟ୍ରମ୍ପ୍‌ ‘ଲିଜନ ଅଫ୍‌ ମେରିଟ୍‌’ ସମ୍ମାନ ପ୍ରଦାନ କରିଛନ୍ତିି। ଭାରତ ଆମେରିକା ମଧ୍ୟରେ…

କ୍ୟାମେରା ସାମ୍ନାରେ କରୋନା ଟିକା ନେଲେ ଜୋ ବାଇଡେନ

ଓ୍ବାଶିଂଟନ, ୨୨।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ କରୋନାକୁ ମାତ ଦେବା ପାଇଁ ଟିକାର ପ୍ରଥମ ଡୋଜ୍‌ ନେଇଛନ୍ତି। ଆମେରିକାର ଲୋକଙ୍କ ଉପରେ ଆତ୍ମବିଶ୍ୱାସ ବଢ଼ାଇବା ପାଇଁ ସୋମବାର ନିଜେ ଲାଇଭ୍‌ ଟିଭିରେ ଟିକା ନେଇଛନ୍ତି। ବାଇଡେନ ଟିକା…

ଚିନ୍ତା ବଢ଼ାଇଲା ନୂଆ ରୂପ

ଲଣ୍ଡନ, ୨୨।୧୨: ବ୍ରିଟେନରେ କରୋନା ଭୂତାଣୁର ଏକ ପରିବର୍ତ୍ତିତ ସଂସ୍କରଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ନେଇ ସାରା ବିଶ୍ୱରେ ଚିନ୍ତା ବଢ଼ିଯାଇଛି। ନୂଆ ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ରିଟିଶ ସରକାର କଡ଼ା ଲକ୍‌ଡାଉନ କଟକଣା ଜାରି କରିଛନ୍ତି। ସରକାର…

ଟି-ଶର୍ଟ ଉଠାଇ ଓଜନ ବଢ଼ିଥିବା ନେଇ କହୁଥିଲେ ମହିଳା ଟିକ୍‌ଟକ୍‌ ଷ୍ଟାର, ଆଉ ତା’ପରେ…

ଆମେରିକାର ଟିକ୍‌ଟକ୍‌ ତାରକା କ୍ଲୋ ଜାଣ୍ଡ୍ରିଆ ଲକ୍‌ଡାଉନ୍‌ରେ ଘରେ ସମୟ ବିତାଉଥିବାରୁ ତାଙ୍କ ଓଜନ ବଢ଼ିଛି। ସେ କେବେ ଭାବି ନ ଥିଲେ ଏଥିପାଇଁ ତାଙ୍କୁ ମୃତ୍ୟୁ ଧମକ ସହ ଲଜ୍ଜାଜନକ ଶବ୍ଦ ଶୁଣିବାକୁ ପଡ଼ିବ, ଯେତେବେଳେ ସେ ଟିକ୍‌ଟକ୍‌ରେ ନିଜର…

ରେଷ୍ଟୁରାଣ୍ଟ କର୍ମଚାରୀଙ୍କୁ ଟିପ୍ସରେ ମିଳିଲା ଏତେ ଟଙ୍କା, ଯେଉଁଥିରେ କିଣାଯାଇପାରିବ କାର

ସମଗ୍ର ବିଶ୍ୱରେ ଖ୍ରୀଷ୍ଟମାସ ପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଥିବା ବେଳେ ଆମେରିକାସ୍ଥିତ ଓହିଓର ଏକ ରେଷ୍ଟୁରାଣ୍ଟର କର୍ମଚାରୀଙ୍କ ଖୁସି ଦୁଇଗୁଣ ବଢ଼ି ଯାଇଛି। ଏପରିକି ଜଣେ ବ୍ୟକ୍ତି ରେଷ୍ଟୁରାଣ୍ଟରେ ୫,୬୦୦ ଡଲାର ଅର୍ଥାତ୍‌ ୪ ଲକ୍ଷ ୨୫ ହଜାର ୭୨୫ ଟଙ୍କା…

ମୃତ୍ୟୁ ପୂର୍ବରୁ ୭୩୬ ଟଙ୍କା ମା’କୁ ଦେଇ ଯାଇଥିଲେ ବାପା: ପୁଅ ବିୟର ସହ ପୂରା କଲା କାହାଣୀ

ସାଧାରଣତଃ କୌଣସି ମାତାପିତା ଚାହାନ୍ତି ନାହିଁ ସେମାନଙ୍କ ପୁଅ ନିଶା ସେବନ କରୁ, ମାତ୍ର ସୋସିଆଲ ମିଡିଆରେ ଏଭଳି ବାପା ପୁଅଙ୍କ କାହାଣୀ ଭାଇରାଲ ହେଉଛି। ଜଣେ ବାପା ତାଙ୍କ ମୃତ୍ୟୁ ପୂର୍ବରୁ ୭୩୬ ଟଙ୍କା ସ୍ତ୍ରୀକୁ ଦେଇଥିଲେ। କାରଣ ସ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri