ରତନ ଲାଲ୍ଙ୍କୁ ମିଳିଲା ବିଶ୍ୱ ଖାଦ୍ୟ ପୁରସ୍କାର ସମ୍ମାନ
ଓ୍ବାଶିଂଟନ୍,୧୨।୬: ଭାରତୀୟ ମୂଳର ମୃତ୍ତିକା ବୈଜ୍ଞାନିକ ରତନ ଲାଲଙ୍କୁ ଚଳିତବର୍ଷ ବିଶ୍ୱ ଖାଦ୍ୟ ପୁରସ୍କାରରେ ସମ୍ମାନିତ କରାଯିବ ବୋଲି ଘୋଷଣା କରାଯାଇଛି। ଗୁରୁବାର ଏହି ଘୋଷଣା କରାଯାଇଛି। ମୃତ୍ତିକା ସଂରକ୍ଷଣ ପାଇଁ ଗତ ପାଞ୍ଚ ଦଶନ୍ଧି ଧରି ସେ କରିଥିବା...
ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫ ଲକ୍ଷ ଟପିଲା: ୪.୨୦ ଲକ୍ଷରୁ ଅଧିକ ମୃତ
ନୂଆଦିଲ୍ଲୀ,୧୨।୬: ସାରା ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫ ଲକ୍ଷ ଅତିକ୍ରମ କରିଛି। ଏହି ଭୂତାଣୁ ଯୋଗୁ ଏପର୍ଯ୍ୟନ୍ତ ୪ ଲକ୍ଷ ୨୦ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ବର୍ତ୍ତମାନ ବିଶ୍ୱର ୧୮୮ଟି ଦେଶ କରୋନା ଦ୍ୱାରା ପ୍ରଭାବିତ...
ଶ୍ରୀଲଙ୍କାରେ ଅଗଷ୍ଟରେ ହେବ ସାଧାରଣ ନିର୍ବାଚନ
କଲମ୍ବୋ,୧୧।୬: ଶ୍ରୀଲଙ୍କାରେ ଅଗଷ୍ଟ ୫ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। କରୋନା ଭାଇରସ ସଂକ୍ରମଣ ଯୋଗୁ ଏହା ୩ ମାସ ବିଳମ୍ବ ହୋଇସାରିଥିବା ବେଳେ ସ୍ବାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ଅନୁମତି ପରେ ଏହି ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଇଛି ବୋଲି ନିର୍ବାଚନ...
କରୋନାରେ ପୀଡ଼ିତ ନଓ୍ବାଜଙ୍କ ଭାଇ ଶେହବାଜ
ଇସଲାମାବାଦ,୧୧।୬: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଭାଇ ତଥା ପିଏମ୍ଏଲ୍-ଏନ୍ର ଅଧ୍ୟକ୍ଷ ଶେହବାଜ ଶରିଫଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ଦଳର ପ୍ରବକ୍ତା ମରିୟମ ଔରଙ୍ଗାଜେବ ଗୁରୁବାର ଡନ୍କୁ ଏକ ସାକ୍ଷାତକାରରେ ଏହି ସୂଚନା ଦେଇଛନ୍ତି। ତେବେ ଶେହଓ୍ବାଜ...
କରୋନା ଲକ୍ଷଣ ଦେଖିବାର ୩ ଦିନ ପରେ କରାଯାଉ ଟେଷ୍ଟ: ନଚେତ୍ ଭୁଲ୍ ଆସିପାରେ ରିପୋର୍ଟ !
ଓ୍ବାଶିଂଟନ,୧୧।୬: ଯଦି କୌଣସି ବ୍ୟକ୍ତି କରୋନାରେ ପୀଡ଼ିତ ହୋଇଛନ୍ତି ବୋଲି ସନ୍ଦେହ କରୁଛନ୍ତି ତେବେ ସେ ତୁରନ୍ତ ଟେଷ୍ଟ କରିବା ଉଚିତ ନୁହେଁ। ନିକଟରେ କରାଯାଇଥିବା ଏକ ଅଧ୍ୟୟନରୁ ଏହା ଜଣାପଡିଛି। ବିଶେଷଜ୍ଞମାନଙ୍କ ମତରେ କରୋନା ଲକ୍ଷଣ ଦେଖା ଦେବାର...
ନିଜ ଦେଶରେ ହେଉଥିବା ବର୍ଣ୍ଣବୈଷମ୍ୟ ପ୍ରଦର୍ଶନକୁ ଭୁଲିଲା ଆମେରିକା: ଭାରତର ଧାର୍ମିକ ସ୍ବାଧୀନତା ନେଇ ଚିନ୍ତା ପ୍ରକାଶ କଲା
ଓ୍ବାଶିଂଟନ, ୧୧।୬: ଆମେରିକାର ପରାମର୍ଶ ଦେବା ପଣିଆ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ନିଜ ଦେଶରେ ବର୍ଣ୍ଣବୈଷମ୍ୟ ପ୍ରଦର୍ଶନ ଜାରି ରହିଥିବାବେଳେ ଆମେରିକା ଏହି ସମସ୍ୟାକୁ ଅଣଦେଖା କରି ଭାରତର ଧାର୍ମିକ ସ୍ବାଧୀନତା ନେଇ ଚିନ୍ତା ପ୍ରକାଶ କରିଛି।...
ଖ୍ରୀଷ୍ଟୋଫର କଲମ୍ବସ୍ଙ୍କ ମୂର୍ତ୍ତି ଭାଙ୍ଗି ଦେଲେ ପ୍ରଦର୍ଶନକାରୀ
ଓ୍ବାଶିଂଟନ, ୧୧।୬: ଆମେରିକାରେ ବର୍ଣ୍ଣବୈଷମ୍ୟ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। ଏହାର ଫଳ ସ୍ବରୂପ ବୋଷ୍ଟନରେ ଥିବା ଖ୍ରୀଷ୍ଟୋଫର କଲମ୍ବସ୍ଙ୍କ ମୂର୍ତ୍ତିର ମୁଣ୍ଡ କେତେକ ପ୍ରଦର୍ଶନକାରୀ କାଟି ନେଇଛନ୍ତି। ସେହିପରି ଡାଉନ୍ଟାଉନ୍ ମିଆମିରେ ମଧ୍ୟ କଲମ୍ବସଙ୍କର ମୂର୍ତ୍ତିକୁ ଭଙ୍ଗାରୁଜା କରାଯାଇଛି।...
ସେନା ନିୟନ୍ତ୍ରଣରେ ବହୁ କାର୍ଯ୍ୟାଳୟ
ଇସ୍ଲାମାବାଦ,୧୧ା୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ଙ୍କ ଲୋକପ୍ରିୟତା ହ୍ରାସ ପାଇଚାଲିଛି। ଏହାର ସୁଯୋଗ ନେଇ ପାକ୍ ସୈନ୍ୟବାହିନୀର ଉଚ୍ଚ ଅଧିକାରୀମାନେ ଦେଶକୁ ନିୟନ୍ତ୍ରଣ କରିବା ଲାଗି ଆଗେଇ ଆସିଥିବା ଜଣାପଡ଼ିଛି। ସରକାରଙ୍କ ପ୍ରମୁଖ ଭୂମିକାରେ ସମ୍ପ୍ରତି ଅନେକ ପୂର୍ବତନ ତଥା...
ସ୍ବିଡେନ ପ୍ରଧାନମନ୍ତ୍ରୀଙ୍କୁ ଗୁଳି କରିଥିଲେ ଗ୍ରାଫିକ୍ ଡିଜାଇନର
ଷ୍ଟକ୍ହୋମ୍,୧୧।୬: ସ୍ବିଡେନ୍ର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଓଲ୍ଫ ପାମେଙ୍କ ହତ୍ୟାର ୩୪ବର୍ଷ ପରେ ଅଭିଯୁକ୍ତଙ୍କ ନାମ ପର୍ଦ୍ଦାଫାଶ ହୋଇଛି। ଏକ ବୀମା କମ୍ପାନୀରେ ଗ୍ରାଫିକ ଡିଜାଇନର ଭାବେ କାମ କରୁଥିବା ଷ୍ଟିଟ ଇଙ୍ଗଷ୍ଟର୍ମ ନାମକ ଜଣେ ଯୁବକ ପାମେଙ୍କୁ ଗୁଳି...
ପୃଥିବୀର ୨୬ ଦେଶରେ ନାହିଁ କରୋନା
ଓ୍ବାଶିଂଟନ, ୧୦।୬ : ପୃଥିବୀରେ କରୋନା ମହାମାରୀ ଯୋଗୁ ସଙ୍କଟ ଦେଖାଦେଇଛି। ଆମେରିକା ଭଳି ବିକଶିତ ଦେଶରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିିଦିନ ବଢ଼ିବାରେ ଲାଗିଛି। ତେବେ ଇତିମଧ୍ୟରେ ୨୬ଟି ଦେଶ କରୋନା ସଂକ୍ରମଣ ମୁକ୍ତ ହୋଇଥିବା...
ଖାଦ୍ୟ ସଙ୍କଟ ମୁହାଁ ପୃଥିବୀ: ଦାରିଦ୍ର୍ୟ ତାଲିକାରେ ଯୋଡ଼ି ହେବେ ୪ କୋଟି ୯୦ ଲକ୍ଷ ଲୋକେ
ଜେନେଭା, ୧୦।୬: ପୃଥିବୀରେ କରୋନା ମହାମାରୀ ଆତଙ୍କ ଜାରି ରହିଛି। ବହୁ ଦେଶରେ ଲକ୍ଡାଉନ୍ ଯୋଗୁ ଆର୍ଥିକ ଅବସ୍ଥା ସଙ୍କଟ ସୃଷ୍ଟି କରିଛି। ଏହାର ପ୍ରଭାବରେ ଚଳିତବର୍ଷ ପୃଥିବୀରେ ନୂଆ ୪ କୋଟି ୯୦ ଲକ୍ଷ ଲୋକେ ଦାରିଦ୍ର୍ୟ ତାଲିକାରେ...
ନୂଆ ମାନଚିତ୍ର ସଂଶୋଧନ ପ୍ରସ୍ତାବ ନେପାଳର ନିମ୍ନସଦନ ପ୍ରତିନିଧି ସଭାରେ ପାରିତ
କାଠମାଣ୍ଡୁ, ୧୦।୬: ଭାରତ ଏବଂ ନେପାଳ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ନେପାଳ ସରକାରଙ୍କ ପକ୍ଷରୁ ରାଜନୈତିକ ମାନଚିତ୍ର ସମ୍ପର୍କିତ ସମ୍ବିଧାନ ସଂଶୋଧନ ବିଲ୍ ସଂସଦର ନିମ୍ନ ସଦନ ପ୍ରତିନିଧି ସଭାରେ ସର୍ବ ସମ୍ମତି କ୍ରମେ ପାରିତ ହୋଇଛି। ଆଗତ...
Archives


