ନ୍ୟୁଜିଲାଣ୍ଡ କରୋନା ମୁକ୍ତ: ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଓ୍ବିଲିଂଟନ,୮।୬: ପୃଥିବୀରେ କରୋନା ସଂକ୍ରମଣ ଜାରି ରହିଥିବାବେଳେ ନ୍ୟୁଜିଲାଣ୍ଡ ଏବେ କରୋନା ମୁକ୍ତ ହୋଇଛି। ଗତ ୧୭ ଦିନ ଧରି ଦେଶରେ କୌଣସି ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇନାହିଁ। ଦେଶ କରୋନା ମୁକ୍ତ ହୋଇଥିବା ସମ୍ପର୍କରେ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଅର୍ଡର୍ନ...
ଥମୁନି କରୋନା: ଆକ୍ରାନ୍ତଙ୍କ ସଂଖ୍ୟା ୭୦ ଲକ୍ଷ ୯୧ ହଜାର ଛୁଇଁଲା
ଓ୍ବାଶିଂଟନ/ନୂଆଦିଲ୍ଲୀ, ୮।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ସୋମବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୭୦ ଲକ୍ଷ ୯୧ ହଜାର ୬୩୪ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା...
ଚାଇନା ଜାରି କଲା ଶ୍ୱେତପତ୍ର: କେବେ, କେଉଁଠୁ ଆସିଛି କରୋନା
ବେଜିଂ,୭।୬: କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଜଟିଳ ପରିସ୍ଥିତି ସୃଷ୍ଟି କରିଛି। ଚାଇନାର ଉହାନ ସହରରୁ ଆସିଥିବା କରୋନା ଆମେରିକା ସମେତ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ପରିସ୍ଥିତି ଏଭଳି ହୋଇଛି ବିଶ୍ୱର ମହାଶକ୍ତି କୁହାଯାଉଥିବା ଆମେରିକାରେ କେବଳ...
କୋଭିଡ-୧୯ ମୃତ୍ୟୁ ସମ୍ପର୍କରେ ତଥ୍ୟ ଦେବେନାହିଁ ବ୍ରାଜିଲ ସରକାର
ରିଓ ଡି ଜେନେରିଓ,୭।୬: କୋଭିଡ-୧୯ ବା କରୋନା ଭାଇରସ ଏବେ ସାରା ବିଶ୍ୱରେ ବ୍ୟାପୀ ଚାଲିଥିବା ବେଳେ ଏ କ୍ଷେତ୍ରରେ ବ୍ରାଜିଲର ସ୍ଥିତି ଉଦ୍ବେଗଜନକ ରହିଛି। ଦିନକୁ ଦିନ ଏଠାରେ ହଜାର ହଜାର ସଂଖ୍ୟାରେ ନୂଆ ରୋଗୀ ଚିହ୍ନଟ ହେଉଥିବା...
କରୋନା ମୃତ୍ୟୁ ଛୁଇଁଲା ୪ ଲକ୍ଷ: ୬୯ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଓ୍ବାଶିଂଟନ/ନୂଆଦିଲ୍ଲୀ, ୭।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୬୯ ଲକ୍ଷ ୮୧ ହଜାର ୪୩୫ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨...
‘ବେଶି ଟେଷ୍ଟ ହେଲେ ଅଧିକ ସଂକ୍ରମିତ ବାହାରିବେ’
ୱାଶିଂଟନ,୭ା୬: କରୋନା ସଂକ୍ରମଣରେ ବିଶ୍ୱରେ ସର୍ବାଗ୍ରେ ରହିଛି ଆମେରିକା। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଲକ୍ଷ ଛୁଇଁବାକୁ ବସିଥିବାବେଳେ ୧ ଲକ୍ଷ ୧୨ ହଜାର ଲୋକ ଆଖିବୁଜିଲେଣି। ହେଲେ ଭାରତ ଓ ଚାଇନାରେ ଯଦି ଅଧିକ ଟେଷ୍ଟ କରାଯାଏ ତା’ହେଲେ...
ସେନା ହେଲିକପ୍ଟର ଦୁର୍ଘଟଣାରେ ୪ ମୃତ
ଜାକର୍ତ୍ତା, ୭ା୬: ଇଣ୍ଡୋନେସିଆର ଏକ ସେନା ହେଲିକପ୍ଟର କେନ୍ଦ୍ରୀୟ ଜାଭା ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହେବାରୁ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ୫ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ହେଲିକପ୍ଟରରେ ୯ ଜଣ ଥିଲେ। ଆହତଙ୍କୁ କେଣ୍ଡାଲ ଜିଲା ହସ୍ପିଟାଲରେ...
ଭାରତରେ ଫୁଟିବ କରୋନା ବୋମା
ଜାତିସଂଘ, ୭ା୬: ମହାମାରୀ କରୋନା ବିଶ୍ୱକୁ କଲବଲ କରିଚାଲିଛି। ଏବେ ୬୮ ଲକ୍ଷରୁ ଅଧିକ ଲୋକ ଭୂତାଣୁ ଆକ୍ରାନ୍ତ ହୋଇଥିବା ବେଳେ ୩.୯୮ ଲକ୍ଷ ଲୋକଙ୍କ ଜୀବନ ଗଲାଣି। ଆମେରିକା, ବ୍ରାଜିଲ, ରୁଷିଆ, ସ୍ପେନ୍, ବ୍ରିଟେନ ପରେ ଭାରତ ଷଷ୍ଠ...
ପଙ୍ଗୋଙ୍ଗ ହ୍ରଦ ନିକଟରୁ ସୈନ୍ୟ ହଟାଅ
ନୂଆଦିଲ୍ଲୀ,୭ା୬(ପି.ଟି./ଆଇଏଏନ୍ଏସ୍): ସୀମା ବିବାଦକୁ ନେଇ ପୂର୍ବ ଲଦାଖରେ ମାସେ ହେଲା ଅଚଳାବସ୍ଥା ଲାଗି ରହିଥିବାବେଳେ ଏହାର ସମାଧାନ ପାଇଁ ପ୍ରଥମ ବଡ଼ ପଦକ୍ଷେପ ସ୍ବରୂପ ଶନିବାର ଭାରତ ଓ ଚାଇନା ସୈନ୍ୟବାହିନୀର ଲ୍ୟୁଟ୍ନାଣ୍ଟ ଜେନେରାଲ ସ୍ତରୀୟ ଆଲୋଚନା ଅନୁଷ୍ଠିତ ହୋଇଛି।...
ଚାଇନା ବିରୋଧରେ ୮ ଦେଶର ମେଳି
ବ୍ଲୁମ୍ବର୍ଗ,୭ା୬: ଚାଇନାର ପ୍ରଭାବ ଦିନକୁ ଦିନ ବଢ଼ି ଚାଲିଥିବାବେଳେ ଏହା ବିଶ୍ୱ ବାଣିଜ୍ୟ, ସୁରକ୍ଷା ଓ ମାନବିକ ଅଧିକାର ପ୍ରତି ବିପଦ ସୃଷ୍ଟି କରିଛି। ଏହାକୁ ପ୍ରତିହତ କରିବା ଲାଗି ଆମେରିକା ସମେତ ୮ ଗଣତାନ୍ତ୍ରିକ ରାଷ୍ଟ୍ରର ବରିଷ୍ଠ ଆଇନପ୍ରଣେତାମାନେ...
‘କୋଭିଡ-୧୯’ ଚାଇନାର ଅତ୍ୟଧିକ ଖରାପ ଉପହାର: ଟ୍ରମ୍ପ
ଓ୍ବାଶିଂଟନ,୬।୬: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ଭାଇରସ ବା କୋଭିଡ-୧୯ ଏବେ ସାରା ବିଶ୍ୱକୁ ବ୍ୟାପି ସାରିଛି। ଏହା ଚାଇନାରେ ଯେତିକି ସଂକ୍ରମିତ ହୋଇ ନ ଥିଲା ଏବେ ଏହା ଆମେରିକାରେ ଉଦ୍ବେଗଜନକ ପରିସ୍ଥିତି ସୃଷ୍ଟି କରିଛି।...
ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ଜୋ ବିଡେନଙ୍କ ନାମ ଘୋଷଣା କଲା ଡେମୋକ୍ରାଟିକ ପାର୍ଟି
ଓ୍ବାଶିଂଟନ,୬।୬: ଆମେରିକା ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଡେମୋକ୍ରାଟିକ ପାର୍ଟି, ପୂର୍ବତନ ଉପରାଷ୍ଟ୍ରପତି ଜୋ ବିଡେନଙ୍କ ନାମ ଔପଚାରିକ ଭାବେ ଘୋଷଣା କରିଛି। ଶୁକବ୍ରାର ରାତିରେ ଏକ ବୟାନରେ ବିଡେନ କହିଛନ୍ତି ଡେମୋକ୍ରାଟିକ ପାର୍ଟିର ସବୁଠାରୁ ଶକ୍ତିଶାଳୀ ପ୍ରାର୍ଥୀଙ୍କ ସହ ନାମାଙ୍କନ...
Archives


