ସର୍ବୋଚ୍ଚ ନେତାଙ୍କ ଉତ୍ତରାଧିକାରୀ ଖୋଜା
ତେହେରାନ,୧୪ା୧୨: ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ସ୍ବାସ୍ଥ୍ୟକୁ ନେଇ ଉଠୁଥିବା ଗୁଜବରୁ ଗୋଟିଏ ପ୍ରଶ୍ନ ଛିଡ଼ାହୋଇଛି। ତାହା ହେଉଛି ଯଦି ସେ ଅଧିକ ରୋଗାକ୍ରାନ୍ତ ହୁଅନ୍ତି ଅଥବା ତାଙ୍କର ମୃତ୍ୟୁ ଘଟେ ତେବେ କ’ଣ ହେବ? କିଏ ହେବେ…
କ୍ଷତିପୂରଣ ମାଗିଲେ ରୋହିଙ୍ଗ୍ୟା ବିଧବା
ନୂଆଦିଲ୍ଲୀ,୧୪ା୧୨: ୨୦୧୭ରେ ମ୍ୟାନ୍ମାରରେ ସାମରିକ କାର୍ଯ୍ୟାନୁଷ୍ଠାନ ବେଳେ ପ୍ରାଣ ହରାଇଥିବା ଜଣେ ମତ୍ସ୍ୟଜୀବୀଙ୍କ ବିଧବା ସ୍ତ୍ରୀ ଦେଶର ମାନବାଧିକାର କମିଶନ ନିକଟରେ ୨ ନିୟୁତ ଡଲାର କ୍ଷତିପୂରଣ ଦାବି କରି ଏକ ପିଟିଶନ ଦାଏର କରିଛନ୍ତି। ଦେଶର ସଶସ୍ତ୍ର ସେନା ପଶ୍ଚିମାଞ୍ଚଳ…
ଆମେରିକାରେ ମହାତ୍ମାଙ୍କ ପ୍ରତିମା ପ୍ରତି ଅସମ୍ମାନ ପ୍ରଦର୍ଶନ
ଓ୍ବାଶିଂଟନ,୧୩।୧୨: କୃଷି ଆଇନକୁ ନେଇ ଭାରତରେ ଜାରି ରହିଥିବା ଅନ୍ନଦାତାଙ୍କ ଆନ୍ଦୋଳନକୁ ସମର୍ଥନ କରି ଆମେରିକାରେ ଖଲିସ୍ତାନୀ ସଂଗଠନଗୁଡ଼ିକ ପକ୍ଷରୁ ପ୍ରଦର୍ଶନ କରାଯାଇଛି। ପ୍ରଦର୍ଶନ ସମୟରେ ସଂଗଠନର ସଦସ୍ୟ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମା ପ୍ରତି ଅସମ୍ମାନ ପ୍ରଦର୍ଶନ କରିଛନ୍ତି।…
ସୁପ୍ରିମକୋର୍ଟରେ ଟ୍ରମ୍ପ୍ ନିରାଶ
ଓ୍ବାଶିଂଟନ, ୧୩।୧୨(ପି.ଟି.): ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ଚ୍ୟାଲେଞ୍ଜ କରି ରିପବ୍ଲିକାନ୍ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍ ଦାଏର କରିଥିବା ପିଟିଶନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଫଳାଫଳକୁ ନେଇ ରାଷ୍ଟ୍ରପତି ଟ୍ରମ୍ପ୍ଙ୍କ ଆଇନଗତ ଲଢ଼େଇ ଶେଷ ହୋଇଛି। ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ…
ଇରାନରେ ଖବରଦାତାଙ୍କୁ ଫାଶୀ
ତେହେରାନ, ୧୩।୧୨: ଇରାନରେ ଜଣେ ଖବରଦାତାଙ୍କୁ ଶନିବାର ଫାଶୀ ଦିଆଯାଇଛି। ୨୦୧୭ରେ ରୁହୋଲା ଜାମ୍ ନାମକ ଏହି ସାମ୍ବାଦିକଙ୍କ ଓ୍ବେବ୍ସାଇଟ୍ ଓ ଚ୍ୟାନେଲରେ ପ୍ରକାଶିତ ଖବରକୁ ନେଇ ଦେଶବ୍ୟାପୀ ଅର୍ଥନୈତିକ ବିକ୍ଷୋଭ ହୋଇଥିଲା। ଗତ ଜୁନ୍ରେ ଅଦାଲତ ତାଙ୍କୁ ମୃତ୍ୟୁଦଣ୍ଡାଦେଶ ଦେଇଥିଲେ।…
ଫାଇଜରକୁ ଆମେରିକା, ମେକ୍ସିକୋର ମଞ୍ଜୁରୀ
ଓ୍ବାଶିଂଟନ/ମେକ୍ସିକୋ ସିଟି, ୧୩।୧୨:ଫାଇଜର ଟିକାର ଜରୁରୀ ବ୍ୟବହାର ଲାଗି ଆମେରିକା ଚୂଡ଼ାନ୍ତ ମଞ୍ଜୁରୀ ପ୍ରଦାନ କରିଛି। କରୋନା ଦ୍ୱାରା ସର୍ବାଧିକ କ୍ଷତିଗ୍ରସ୍ତ ଏହି ଦେଶରେ ଖୁବ୍ଶୀଘ୍ର ଟିକାର ପ୍ରଥମ ଡୋଜ୍ ପ୍ରଦାନ କରାଯିବ। ଆମେରିକାର ଫାଇଜର ଏବଂ ଜର୍ମାନ ସହଯୋଗୀ ବାୟୋଏନ୍ଟେକ୍…
ଆର୍ଜେଣ୍ଟିନା: ଅପରାଧ ନୁହେଁ ଗର୍ଭପାତ
ବୁଏନ୍ସ୍ ଆୟାର୍ସ, ୧୩ା୧୨: ପ୍ରସବ ପାଇଁ ଇଚ୍ଛୁକ ନ ଥିବା ମହିଳା ଗର୍ଭପାତ କରାଇବା ଅପରାଧ ନୁହେଁ ବୋଲି ଆର୍ଜେଣ୍ଟିନାରେ ଏକ ବିଲ୍ ପାରିତ ହୋଇଛି। ଗତ ମାସରୁ ରାଷ୍ଟ୍ରପତି ଆଲବର୍ଟୋ ଫର୍ନାଣ୍ଡିଜ୍ ଆଣିଥିବା ଏହ ବିଲ୍ ଶୁକ୍ରବାର ନିମ୍ନ ସଦନରେ…
ଭୁଟାନରେ ସମଲିଙ୍ଗୀ ସମ୍ପର୍କ ବୈଧ
ଥିମ୍ଫୁ, ୧୩ା୧୨: ସମଲିଙ୍ଗୀ ସମ୍ପର୍କକୁ ଅପରାଧ ମୁକ୍ତ କରିଛନ୍ତି ଭୁଟାନ ସରକାର। ଏ ନେଇ ଭୁଟାନ ପାର୍ଲାମେଣ୍ଟର ଉଭୟ ସଦନରେ ଗୁରୁବାର ବିଲ୍ ପାରିତ ହୋଇଛି। ଏଣିକି ସମଲିଙ୍ଗୀ ସମ୍ପର୍କକୁ ଅପ୍ରାକୃତିକ ଯୌନ ସମ୍ପର୍କ ଭାବେ ବିବେଚନା କରାଯିବ ନାହିଁ ବୋଲି…
ପ୍ରେମିକ ସମୟ ବରବାଦ କରିବା ନେଇ କେସ୍ କଲେ ଯୁବତୀ, ଆଉ ତା ପରେ
ପ୍ରେମ ସମ୍ପର୍କରେ ଥାଇ ମଧ୍ୟ ବିବାହ ନ କରିବା ଆଜିକାଲି ଯୁବପିଢ଼ିଙ୍କ ଟ୍ରେଣ୍ଡ ହୋଇଗଲାଣି। ଏଭଳି ପରିସ୍ଥିତିରେ ଜଣେ ଯୁବତୀ ୮ ବର୍ଷ ପ୍ରେମ ସମ୍ପର୍କରେ ରହି ମଧ୍ୟ ବିବାହ ନକରିବାରୁ ତାଙ୍କ ପ୍ରେମିକଙ୍କ ନାମରେ କେସ୍ କରିଛନ୍ତି। ସେ ଅଭିଯୋଗ…
ସାମ୍ବାଦିକତା ପାଇଁ ବିପଦଜନକ ଦେଶ ତାଲିକାରେ ଭାରତ
ନୂଆଦିଲ୍ଲୀ, ୧୨।୧୨- ସାମ୍ବାଦିକତା ପାଇଁ ଭାରତ ଏକ ବିପଦଜନକ ରାଷ୍ଟ୍ର ବୋଲି ଅଭିହିତ କରିଛି ଅନ୍ତର୍ଜାତୀୟ ସାମ୍ବାଦିକ ଫେଡେରେଶନ (ଆଇସିଜେ)। ଆଇସିଜେ ପକ୍ଷରୁ ଶୁକ୍ରବାର ପ୍ରକାଶ ପାଇଥିବା ‘ହ୍ବାଇଟ୍ ପେପର ଅନ୍ ଗ୍ଲୋବାଲ ଜର୍ନାଲିଜିମ’ରେ ଭାରତ ଓ ପାକିସ୍ତାନ ସମେତ ୫…
କରୋନା ଟିକା ‘ସୈତାନ ଟିକା’, ପରିବର୍ତ୍ତନ ହେବ ଡିଏନ୍ଏ: ଅଭିଯୋଗ ଆଣିଲେ ଦକ୍ଷିଣ ଆଫ୍ରିକା ପ୍ରଧାନ ବିଚାରପତି
ଜୋହାନ୍ସ୍ବର୍ଗ,୧୨।୧୨: ଏବେ ବ୍ରିଟେନ୍ରେ କରୋନା ଟିକାଦାନ ଜାରି ରହିଛି। ଆଗାମୀ ଦିନରେ ଅନ୍ୟ ଦେଶରେ ମଧ୍ୟ ସାର୍ବଜନୀକ ଟିକାଦାନ ପାଇଁ ଯୋଜନା କରାଯାଉଛି। ତେବେ କରୋନା ଟିକାକୁ ନେଇ ଦକ୍ଷିଣ ଆଫ୍ରିକା ପ୍ରଧାନ ବିଚାରପତି ମୋଗୋଇଙ୍ଗ୍ ମୋଗୋଇଙ୍ଗ୍ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି।…
ଅଢ଼େଇ କୋଟି ଟଙ୍କାର ପେଣ୍ଟିଂକୁ ବିମାନବନ୍ଦରରେ ଭୁଲି ଯାଇଥିଲେ ବ୍ୟବସାୟୀ, ସଫେଇ କର୍ମଚାରୀ ଅଳିଆ ଭାବି…
ଜଣେ ବ୍ୟବସାୟୀ ଜର୍ମାନୀର ବିମାନବନ୍ଦରରେ ଫ୍ରାନ୍ସର ଡାକ୍ତର ୟେଭ ଟୁଙ୍ଗୁଙ୍କ ଏକ ମହଙ୍ଗା ଚିତ୍ର ଭୁଲିଯାଇଥିଲେ। ପରେ ପ୍ରାୟ ୨.୫ କୋଟିର ପେଣ୍ଟିଂ ସହିତ ଯାହା ଘଟିଥିଲା ତାହା ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। କାରଣ ବିମାନ ବନ୍ଦରର ଜଣେ ସଫେଇ…
Archives


