ଦକ୍ଷିଣ କୋରିଆ ନ୍ୟୁକ୍ଲିୟର ସଂସ୍ଥା ହ୍ୟାକ୍
ଉତ୍ତର କୋରିଆର ସାଇବର ଅପରାଧୀମାନେ ଦକ୍ଷିଣ କୋରିଆର ନ୍ୟୁକ୍ଲିୟର ରିସର୍ଚ୍ଚ ଇନ୍ଷ୍ଟିଚ୍ୟୁଟକୁ ହ୍ୟାକ୍ କରିଛନ୍ତି। ଗତମାସରେ ୧୩ ଅନଧିକୃତ ଆଇପି ଆଡ୍ରେସ୍ରୁ କୋରିଆ ଆଟମିକ୍ ଏନର୍ଜି ରିସର୍ଚ୍ଚ ଇନ୍ଷ୍ଟିଚ୍ୟୁଟ୍ (କେଏଇଆର୍ଆଇ)ର ଆଭ୍ୟନ୍ତରୀଣ ନେଟ୍ଓ୍ବର୍କ ଆକ୍ସେସ୍ କରାଯାଇଥିବା ଦକ୍ଷିଣ ଆଫ୍ରିକାର ପ୍ରମୁଖ ବିରୋଧୀ…
ସ୍ପେସ୍ ଷ୍ଟେଶନରେ ସୋଲାର ପ୍ୟାନେଲ
ଇଣ୍ଟରନ୍ୟାଶନାଲ ସ୍ପେସ୍ ଷ୍ଟେଶନ(ଆଇଏସ୍ଏସ୍) ବାହାରେ ପ୍ରଥମ ସୋଲାର ପ୍ୟାନେଲ ଲଗାଇବାରେ ମହାକାଶଚାରୀ ସଫଳ ହୋଇଛନ୍ତି। ଏହା ସୌର ଶକ୍ତି ଅବଶୋଷଣ କରି ପ୍ରତିଦିନର ବୈଜ୍ଞାନିକ ଅନୁସନ୍ଧାନ ସମ୍ବନ୍ଧୀୟ କାର୍ଯ୍ୟ ନିମନ୍ତେ ବିଦ୍ୟୁତ୍ ଯୋଗାଇବା ସହିତ ସ୍ପେସ୍ ଷ୍ଟେଶନର ବିଭିନ୍ନ କାମରେ ସହାୟତା…
୧୮ ହଜାର କିଲୋଗ୍ରାମ୍ର ବିରାଟ ବୋମା ପରୀକ୍ଷା କଲା ଆମେରିକା, ସମୁଦ୍ରରେ ସୃଷ୍ଟି ହେଲା ଭୂକମ୍ପ…
ଓ୍ବାଶିଂଟନ,୨୧।୬: ଚାଇନା ନିଜର ସାମୁଦ୍ରିକ ଶକ୍ତି ବୃଦ୍ଧି କରିବାରେ ଲାଗିଛି। ଏପରିସ୍ଥଳେ ଆମେରିକା ନିଜର ଶକ୍ତି ପ୍ରଦର୍ଶନ କରିବା ସହିତ ସମୁଦ୍ରରେ ୧୮ ହଜାର କିଲୋଗ୍ରାମ୍ର ବିରାଟ ବୋମା ପରୀକ୍ଷା କରିଛି। ଆମେରିକା ନୌସେନାର ଏୟାର କ୍ରାଫ୍ଟ କ୍ୟାରିଅର ଗେର୍ଲାଡ ଫୋର୍ଡ…
ମହିଳାଙ୍କ ପୋଷାକ ପାଇଁ ଦେଶରେ ବଢୁଛି ବଳାତ୍କାର : ପ୍ରଧାନମନ୍ତ୍ରୀ
ଇସ୍ଲାମାବାଦ,୨୧।୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ନିଜ ବୟାନକୁ ନେଇ ସବୁବେଳେ ସାରା ବିଶ୍ୱରେ ଚର୍ଚ୍ଚାରେ ରହିଥାନ୍ତି। ହେଲେ ଏବେ ମହିଳାଙ୍କ ଉପରେ ଏକ ବିବାଦୀୟ ମନ୍ତବ୍ୟ ଦେଇ ସେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ମହିଳାଙ୍କ ପୋଷାକକୁ…
ଏହି ଦେଶରେ ୫ ଲକ୍ଷ ଟପିଲା କୋଭିଡ୍ ମୃତ୍ୟୁ
ବ୍ରାସିଲିଆ,୨୦।୬: ବ୍ରାଜିଲ୍ରେ କରୋନାଜନିତ ମୃତ୍ୟୁସଂଖ୍ୟା ୫ ଲକ୍ଷ ଅତିକ୍ରମ କରିଛି। ଗତ ୨୪ ଘଣ୍ଟାରେ ସେଠାରେ ୨,୩୦୧ ଜଣଙ୍କ ମୃତ୍ୟୁ ଘଟିବା ପରେ ମୋଟ ମୃତ୍ୟୁସଂଖ୍ୟା ୫,୦୦,୮୦୦ରେ ପହଞ୍ଚତ୍ଛି। କୋଭିଡ୍ ମୃତ୍ୟୁସଂଖ୍ୟା ୫ ଲକ୍ଷ ଟପିବାରେ ଆମେରିକା ପରେ ବ୍ରାଜିଲ ଦ୍ୱିତୀୟ…
କଫି ୭ ହଜାର, କଦଳୀ ୩ ହଜାର
ପୋଙ୍ଗ୍ୟାଙ୍ଗ୍, ୨୦ା୬: ଉତ୍ତର କୋରିଆରେ ଦେଖାଦେଇଛି ଉତ୍କଟ ଖାଦ୍ୟ ସଙ୍କଟ । କରୋନାଜନିତ କଟକଣା ଯୋଗୁ ସୀମା ବନ୍ଦ କରିଥିବା ଏହି ଦେଶରେ ବାହାରୁ ଖାଦ୍ୟ ଆମଦାନୀ ହୋଇପାରୁନାହିଁ । ସେପଟେ ଏକଚ୍ଛତ୍ରବାଦୀ ଶାସକ କିମ୍ ଜୋଙ୍ଗ୍-ଉନ୍ଙ୍କ ପରମାଣୁ ଅସ୍ତ୍ର ପ୍ରସ୍ତୁତି…
ଡେଥ୍ କମିଶନରୁ ରାଷ୍ଟ୍ରନେତା
ତେହେରାନ,୨୦ା୬: ଇବ୍ରାହିମ୍ ରଇସିଙ୍କୁ ଇରାନ ନୂଆ ରାଷ୍ଟ୍ରପତି ବାଛିଛି। ଇରାନର ଗୃହ ମନ୍ତ୍ରୀ ଅବଦୁଲରଜା ରହମାନୀ ଫଜଲି ଶନିବାର ତ୍ରୟୋଦଶ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ଘୋଷଣା କରିଛନ୍ତି। ଏଥିରେ କଠୋରପନ୍ଥୀ ଛବିର ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଇବ୍ରାହିମଙ୍କୁ ରାଷ୍ଟ୍ରପତି ଭାବେ ବିଜେତା…
ବିମାନ ଦୁର୍ଘଟଣାରେ ୭ ମୃତ
ମସ୍କୋ,୧୯।୬: ରୁଷିଆର ସାଇବେରିଆ ଅଧୀନ କେମେରୋଭୋ ଓବ୍ଲାଷ୍ଟଠାରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୭ ଜଣ ଆହତ ହୋଇଛନ୍ତି। ବିମାନଟି ଦିନର ଚତୁର୍ଥ ଉଡ଼ାଣରେ ବାହାରିଥିଲା। ଏହା ଟାନାଇ ଏୟାରଫିଲ୍ଡରୁ ଉଡ଼ାଣ ଭରିବା…
‘ଭାରତକୁ କ୍ଷତିପୂରଣ ଦେଉ ଚାଇନା’
ଓ୍ବାଶିଂଟନ,୧୯।୬: କରୋନା ମହାମାରୀ ଯୋଗୁ ଭାରତ ବିପର୍ଯ୍ୟସ୍ତ ହୋଇଛି। ଏନେଇ ଚାଇନା ଭାରତକୁ କ୍ଷତିପୂରଣ ଦେବା ଆବଶ୍ୟକ ବୋଲି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ କହିଛନ୍ତି। ବିଶ୍ୱରେ କୋଭିଡ୍ ସଂକ୍ରମଣ ପାଇଁ ଚାଇନା ଦାୟୀ। କ୍ଷତିପୂରଣ ବାବଦରେ ବେଜିଂ ୧୦…
ନାଇଟ୍ ପାର୍ଟି ପାଇଁ ସରକାର ଦେଉଛନ୍ତି ଲକ୍ଷାଧିକ ଟଙ୍କା, ଏବେ ବିବାଦରେ
ଲଣ୍ଡନ,୧୯ା୬: ଇଂଲଣ୍ଡରେ ନାଇଟ୍ ପାର୍ଟି କରାଉଥିବା ଏକ କମ୍ପାନୀକୁ ସରକାରଙ୍କ ପକ୍ଷରୁ ୩୬୦୦୦ ପାଉଣ୍ଡ ଅର୍ଥାତ୍ ୩୭ ଲକ୍ଷ ଟଙ୍କା ମିଳୁଛି। ଏପରି ନିଷ୍ପତ୍ତି ପାଇଁ ଲୋକେ ପ୍ରଶ୍ନ ଉଠାଇବା ସହ ଘୋର ବିରୋଧ କରିଛନ୍ତି। ଲୋକେ କହିଛନ୍ତି, ସାଧାରଣ ଜନତାଙ୍କ…
ଚଳନ୍ତା କାର୍ରେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଲେ ଯୁବକ, ଘଟିଲା ଏମିତି…
ଓ୍ବାଶିଂଟନ,୧୯ା୬: ଆମେରିକାର କାଲିଫର୍ନିଆର ସେନ୍ ଜୋସ ସହରରେ ଜଣେ ଡ୍ରାଇଭର ଜଣେ ମହିଳାଙ୍କୁ ଦୁର୍ଘଟଣା ଘଟାଇ ମାରିବା ସହ ଦୁଇ ଲୋକଙ୍କୁ ଆହତ କରିଥିବା ଅଭିଯୋଗ ହୋଇଛି। କାରଣ ଏହି ଡ୍ରାଇଭର ଜଣକ ଗାଡ଼ି ଚଳାଇବା ସମୟରେ ସେକ୍ସ କରୁଥିଲେ। ଯାହା…
ଭାକ୍ସିନ୍ କୂଟନୀତି ବିଫଳ: ନେବାକୁ ଅମଙ୍ଗ ହେଲା ପାଲେଷ୍ଟାଇନ୍…
ଜେରୁଜେଲମ୍,୧୯।୬: କରୋନା ମହାମାରୀ ସଂକ୍ରମଣ ସମୟରେ ପାଲେଷ୍ଟାଇନ୍କୁ ୧୪ ଲକ୍ଷ ଫାଇଜର ଭାକ୍ସିନ୍ ପଠାଇବାକୁ ଇସ୍ରାଏଲ୍ ଘୋଷଣା କରିଥିଲା। ଏସବୁ ଭାକ୍ସିନ୍ କିଛି ଦିନ ପରେ ଏକ୍ସପାୟର ହୋଇଯିବ। ତେଣୁ ଏହାକୁ ନଷ୍ଟ ନ କରି ପଡୋଶୀ ପାଲେଷ୍ଟାଇନ୍ ଦେବା ପାଇଁ…

